କେନ୍ଦୁଝର

ଯୁବତୀଙ୍କ ଅର୍ଦ୍ଧ ନଗ୍ନ ମୃତଦେହ ଉଦ୍ଧାର, ବଳାତ୍କାର ପରେ ହତ୍ୟା ସନ୍ଦେହ

କେନ୍ଦୁଝର, ୧୮।୭ (ନରେଶ ଚନ୍ଦ୍ର ପଟ୍ଟନାୟକ) : ହରିଚନ୍ଦନପୁର ଥାନା ଅନ୍ତର୍ଗତ ସିଂହବିଲା ଗ୍ରାମ ନିକଟ ନରଣପୁର-ଡୁବୁରି ରାସ୍ତାର ମୂଷଳ ନଦୀ ନିକଟ ବୁଦା ମୂଳରୁ ଜଣେ ଯୁବତୀଙ୍କ ଅର୍ଦ୍ଧନଗ୍ନ ମୃତଦେହ ପୋଲିସ ଉଦ୍ଧାର କରିଛି ା ଯୁବତୀଙ୍କ ବୟସ...

ଡାହାଣୀ ସନ୍ଦେହରେ ହତ୍ୟା କରାଯାଇଥିବା ନୀରିହ ଲୋକଙ୍କ ପାଇଁ ନିର୍ମିତ ସ୍ମୃତିତ୍ସ୍ଥଳକୁ ଭାଙ୍ଗିଦେଲେ

କେନ୍ଦୁଝର, ୧୮।୭ (ନରେଶ ଚନ୍ଦ୍ର ପଟ୍ଟନାୟକ) : ଜିଲା ପୋଲିସ ମୁଖ୍ୟାଳୟରେ ନିର୍ମିତ ଡାହାଣୀ ସନ୍ଦେହରେ ହତ୍ୟା କରାଯାଇଥିବା ସମସ୍ତ ନୀରିହ ଲୋକଙ୍କ ସ୍ମୃତି ସ୍ଥଳକୁ ଭଙ୍ଗା ଯାଇଛି ା ଫଳରେ ଏହାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି ା...

ଘର ଭାଙ୍ଗି ଧାନଚାଉଳ ଖାଇଗଲା ଦନ୍ତା, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

ପାଟଣା,୧୭ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜକୁ ଗୁରୁବାରଠାରୁ ଏକ ଗୋଠଛଡ଼ା ଦନ୍ତାହାତୀ ସଦର ରେଞ୍ଜରୁ ପ୍ରବେଶ କରି ଉପଦ୍ରବ ଜାରି ରଖିଥିବା ଦେଖିବାକୁ ମିଳିଛି। ରବିବାର ରାତିରେ ଏହି ରେଞ୍ଜ କ୍ଷୀରେଇଟାଙ୍ଗିରି ବିଟ୍‌ ଅଧିନସ୍ଥ କ୍ଷୀରେଇଟାଙ୍ଗିରି ଗ୍ରାମର ବଳଭଦ୍ର...

ଆନ୍ତଃରାଜ୍ୟ ଖଣିଜ ଚୋରି ର଼୍ୟାକେଟର ପର୍ଦ୍ଦାଫାଶ

ଯୋଡ଼ା,୧୭ା୭(ମାନସ ମହାନ୍ତି): କେନ୍ଦୁଝର ଜିଲା ବାମେବାରି ପୋଲିସ ଏକ ଆନ୍ତଃରାଜ୍ୟ ଖଣିଜ ଚୋରି ର଼୍ୟାକେଟର ପର୍ଦ୍ଦାଫାଶ କରିଛି। ଏହି କାରବାରରେ ସମ୍ପୃକ୍ତି ଅଭିଯୋଗରେ ୭ ଅଭିଯୁକ୍ତ ଗିରଫ ହୋଇଛନ୍ତି। ସେମାନେ ହେଲେ ରୁଗୁଡ଼ି ଥାନା ଚୋରମାଲଦା ଅଞ୍ଚଳର ସଚିନ ମହାକୁଡ,ସତୀଶ...

ତେଲ ନଦୀ ପୋଲ ଉପରେ ୫ ଫୁଟର ବନ୍ୟାଜଳ, କେନ୍ଦୁଝର-ମୟୂରଭଞ୍ଜ ଯୋଗାଯୋଗ ବିଚ୍ଛିନ୍ନ

ପାଟଣା,୧୬ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଦାମାହୁଦା ପଞ୍ଚାୟତ କୁମୁଳା ବାହାଳୀ ନିକଟରେ ଥିବା ତେଲ ନଦୀ ପୋଲ ଉପରେ ରବିବାର ସକାଳୁ ୫ ଫୁଟର ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଉଭୟ କେନ୍ଦୁଝର ଓ ମୟୂରଭଞ୍ଜ ମଧ୍ୟରେ ଯୋଗାଯୋଗ...

୨ ମାସ ହେଲା ‘ବସୁଧା’ରୁ ଜଳ ଯୋଗାଣ ବନ୍ଦ

ଯୋଡ଼ା,୧୬।୭(ମାନସ ମହାନ୍ତି)କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ବଡ଼କାଳିମାଟି ପଞ୍ଚାୟତକୁ ୨ ମାସ ହେବ ବସୁଧା ଯୋଜନାରେ ଜଳ ଯୋଗାଣ ବନ୍ଦ ହୋଇଯାଇଛି। ରାସ୍ତା ନିର୍ମାଣକାରୀ ସଂସ୍ଥା ପାଇପ୍‌ ଭାଙ୍ଗିଦେଇଥିବା ବେଳେ ପଞ୍ଚାୟତବାସୀ ପାନୀୟ ଜଳ ପାଇଁ ଡହଳବିକଳ ହେଉଛନ୍ତି। ଏ...

ବଢ଼ୁଛି ବର୍ଷାଦିନିଆ ଛତୁର ଚାହିଦା

କେନ୍ଦୁଝର,୧୫ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ବର୍ଷାଋତୁ ଆସିଲେ ବଣ ଜଙ୍ଗଲରେ ଛତୁ ଫୁଟେ। ବନବାସୀମାନେ ଛତୁ ସଂଗ୍ରହକରି ହାଟବଜାରରେ ବିକ୍ରିକରିଥାନ୍ତି। ବିଶେଷକରି ଶ୍ରାବଣ ମାସରେ ବଜାରରେ ବିଭିନ୍ନ ରଙ୍ଗବେରଙ୍ଗ ଓ ଅନେକ କିସମର ଛତୁ ଦେଖିବାକୁ ମିଳୁଛି। ଯଦିଓ ଆଜିକାଲି କୃତ୍ରିମ...

ସାଂସଦ ପାଣ୍ଠିରେ ବିଲକୁ ରାସ୍ତା ନିର୍ମାଣ

କେନ୍ଦୁଝର,୧୫ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌରପାଳିକା ୧୧ ନଂ. ୱାର୍ଡରେ ଏକ ରାସ୍ତା ନିର୍ମାଣକୁ ନେଇ ବିବାଦ ଦେଖାଦେଇଛି। ସରକାରୀ କଲୋନୀ ମଝିରେ ଘରୋଇ ଲୋକଙ୍କ ଜମିକୁ କଂକ୍ରିଟ ରାସ୍ତା ନିର୍ମାଣ ହେଉଥିବାରୁ ଅସନ୍ତୋଷ ଦେଖାଦେଇଛି। ରାସ୍ତାଟି ଆଇଟିଡିଏ ପକ୍ଷରୁ...

ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା

ହାଟଡିହୀ,୧୪।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ଠୂଣିଗାଁର ଜଣେ ମହିଳାଙ୍କ ମୃତଦେହ ବଣିଆହୁଡ଼ି ନିକଟରୁ ଉଦ୍ଧାର ହୋଇଛି । ମୃତକ ଜଣକ ହେଉଛନ୍ତି ଅଭୟ ରାଉତଙ୍କ ସ୍ତ୍ରୀ ତୁଳସୀ ବିନ୍ଧାଣି (୪୦ବର୍ଷ )। ଘରୋଇ କଳିରୁ ଅଭୟ ସ୍ତ୍ରୀଙ୍କୁ...

ସକାଳୁ ଉଠାଇଲେ, ସନ୍ଧ୍ୟାରେ ବସିଲେ

କେନ୍ଦୁଝର,୧୪ା୭( ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘ ବର୍ଷ ଧରି କେନ୍ଦୁଝର ସହରରେ ଫୁଟ୍‌ପାଥ୍‌ ଜବରଦଖଲ ଯୋଗୁ ଦେଖାଦେଇଥିବା ଟ୍ରାଫିକ୍‌ ସମସ୍ୟାର ସାମୟିକ ଭାବେ ସମାଧାନ ହୋଇଛି। ବୁଧବାର ଏକ କାଠ ବୋଝେଇ ପିକ୍‌ଅପ୍‌ ଫୁଟ୍‌ପାଥ୍‌ରେ ଚଢ଼ିଯାଇଥିବା ବେଳେ ବଡ଼ ଦୁର୍ଘଟଣା...

ଚିନ୍ତା ବଢ଼ାଇଛି ନିଅଣ୍ଟିଆ ବର୍ଷା

ଚମ୍ପୁଆ,୧୪ା୭(ମହେଶ୍ୱର ଦାସ): କୃଷି ଜିଲା ଚମ୍ପୁଆ ଅଧୀନରେ ଥିବା ଚମ୍ପୁଆ ବ୍ଲକ୍‌ରେ ଚଳିତ ବର୍ଷ ନିଅଣ୍ଟିଆ ବର୍ଷା ହୋଇଛି। ବର୍ଷାକୁ ଅନାଇ ଧାନ ତଳି ପକାଇଥିବା ଚାଷୀ ମୁଣ୍ଡରେ ହାତ ଦେଲେଣି। କେଉଁଠି ତଳି ବୁଢ଼ାହେବାକୁ ବସିଲାଣି ତ କେଉଁଠି...

ଦକ୍ଷ, ନିର୍ମଳ ଭାବମୂର୍ତ୍ତି ପ୍ରାର୍ଥୀ ଖୋଜୁଛନ୍ତି ଭୋଟର

ଯୋଡ଼ା,୧୪ା୭(ମାନସ ମହାନ୍ତି): କେନ୍ଦୁଝର ଜିଲା ଚମ୍ପୁଆ ନିର୍ବାଚନମଣ୍ଡଳୀରେ ୨୦୨୪ ସାଧାରଣ ନିର୍ବାଚନକୁ ନେଇ ଏବେଠାରୁ ରାଜନୈତିକ ଦଳଗୁଡ଼ିକ କସରତ ଆରମ୍ଭ କରିଦେଲେଣି। ସଭା, ବୈଠକ କରି ୨ପ୍ରମୁଖ ଭାଜପା ଓ ବିଜେଡି ଶକ୍ତି ପ୍ରଦର୍ଶନ କରୁଥିବାବେଳେ କଂଗ୍ରେସ ପକ୍ଷରୁ ସେଭଳି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri