କେନ୍ଦୁଝର

ଆନନ୍ଦପୁର ବିଧାନସଭା ଆସନରୁ ନାମାଙ୍କନ ଦାଖଲ କଲେ ଜୟଦେବ

ହାଟଡିହୀ,୩l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଶୁକ୍ରବାର କଂଗ୍ରେସ ପ୍ରାର୍ଥୀ ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। କଂଗ୍ରେସ ନେତା ଜୟଦେବ ନିଜ ଗାଁ ହାଟଡିହୀ ବ୍ଲକ ଶଙ୍ଖଣାଠାରୁ ଶତାଧିକ…

କଂଗ୍ରେସ ପ୍ରାର୍ଥୀ ପ୍ରତିଭା ଭରିଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ପ୍ରତିଭା ମଞ୍ଜରୀ ନାୟକ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେ ନିଜ ସମର୍ଥନ, ଦଳୀୟ କର୍ମୀ ନେତାଙ୍କ ସହ ଏକ ଶୋଭାଯାତ୍ରାରେ ଆସି କେନ୍ଦୁଝର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ।…

ନାମାଙ୍କନପତ୍ର ଦାଖଲ କଲେ ମାଧବ

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ମାଧବ ସର୍ଦ୍ଦାର ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ଏକ ବିଶାଳ ରାଲିରେ ସ୍ଥାନୀୟ କାଳିପଡ଼ିଆରୁ ବାହାରି ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ରାଲିରେ…

ବିଧାୟକ ପ୍ରାର୍ଥୀ ଅଖିଳ ନାଏକଙ୍କ ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ପୂଜାର୍ଚ୍ଚନା

ପାଟଣା,୩ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ଭାଜପା ବିଧାୟକ ପ୍ରାର୍ଥୀ ଅଖିଳ ଚନ୍ଦ୍ର ନାୟକ ଶୁକ୍ରବାର ତାଙ୍କର ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ଟାଙ୍ଗରବନ୍ତଳା ଶିବମନ୍ଦିର ପରେ ପାଟଣା ମୁଖ୍ୟାଳୟ ଆନନ୍ଦେଶ୍ୱର ଶିବମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ପ୍ରାର୍ଥିପତ୍ର ଦାଖଲ…

ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀର ଆକାଉଣ୍ଟ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: ମୂଲ୍ୟବାନ ସାମଗ୍ରୀ, ଗୁରତ୍ୱପୂର୍ଣ୍ଣ କାଗଜପତ୍ର ପୋଡ଼ି ଛାରଖାର

ବଡବିଲ,୨।୫(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳ ଉପକଣ୍ଠରେ ଥିବା ଆରିୟା ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀ ପ୍ରାଇଭେଟ ଲିମିଟେଡ କମ୍ପାନୀର ପ୍ଲାଣ୍ଟ ସ୍ଥିତ ଆକାଉଣ୍ଟ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ ଘଟି ବହୁ ମୂଲ୍ୟବାନ ସାମଗ୍ରୀ ସହ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜଳି ପୋଡି…

ତେଲକୋଇ ଆସନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ କଲେ ଭାଜପା ପ୍ରାର୍ଥୀ ଫକୀର ନାଏକ

କେନ୍ଦୁଝର,୨।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ଗୋଟିଏ ଦିନ ବାକି ରହିଛି। ତେଲକୋଇ ବିଧାନସଭା ନିର୍ବାଚନମଣ୍ଡଳୀ ସଂରକ୍ଷିତ ଆସନ ପାଇଁ ଭାଜପା ବିଧାୟକ…

ପୁଣି ଏକ ମାଈ ହାତୀର ଜୀବନ ଗଲା

କେନ୍ଦୁଝର,୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ବସନ୍ତପୁର ଗ୍ରାମ ନିକଟରେ ଗୁରୁବାର ଏକ ହାତୀର ମୃତଦେହ ବନ ବିଭାଗ ଉଦ୍ଧାର କରିଛି। ପ୍ରସବ ବେଦନା ଯୋଗୁ ମୃତ୍ୟୁବରଣ କରିଥିବା ଡିଏଫ୍‌ଓ ଧନରାଜ ଏଚ୍‌ଡି ସୂଚନା ଦେଇଛନ୍ତି। ଗତକାଲି ପୂର୍ବାହ୍ନ ୧୧ ଟାରୁ…

ତାଣ୍ଡବ ରଚିଲା କାଳ ବୈଶାଖୀ: ଉପୁଡିଲା ଗଛ, ଘର କାନ୍ଥ ପଡି ୩ ଗୁରୁତର

ପାଟଣା,୨।୫(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଏବଂ ଏହାର ଆଖପାଖ ଅଞ୍ଚଳରେ କାଳ ବୈଶାଖୀ ତାଣ୍ଡବ ରଚିଛି। କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ସହ ଝଡ଼ ତୋଫାନ ଯୋଗୁ ବିଦ୍ୟୁତ ଖୁଣ୍ଟଗୁଡିକ ଉପୁଡି ପଡିବା ସହ ବାଉଁଶୁଳି…

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ ଲାଗି ଜଙ୍ଗଲ ଜଳିବାରେ ଲାଗିଛି। ବୁଧବାର ପାଟଣା ରେଞ୍ଜର ସୋରାସକୋଲା, ଭିମାପଡ଼ା ବଲାଣିପଶି ଗ୍ରାମ୍ୟ…

ବିଧାୟକ ମୋହନ ଚରଣ ମାଝିଙ୍କୁ ଥାନା ଅଧିକାରୀଙ୍କ ଦୁର୍ବ୍ୟବହାର, ପ୍ରତିବାଦରେ ଥାନା ସମ୍ମୁଖରେ ବସିଲେ ଧାରଣା

କେନ୍ଦୁଝର,୧ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବିଧାୟକ ତଥା ସଦର ବିଧାୟକ ପ୍ରାର୍ଥୀ ମୋହନ ଚରଣ ମାଝିଙ୍କୁ ସଦର ଥାନା ଆଇଆଇସିଙ୍କ ଦୁର୍ବ୍ୟବହାର ପ୍ରତିବାଦରେ ଥାନା ସମ୍ମୁଖରେ ଧାରଣାରେ ବସିଛନ୍ତି ନିଜେ ମୋହନ। ଲୋକଙ୍କ ସମାସ୍ୟା ନେଇ ସଦର ଥାନାକୁ ବୁଝିବାକୁ…

ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ମୀନା ମାଝି

କେନ୍ଦୁଝର,୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ମୀନା ମାଝି ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ତାଙ୍କ ସମର୍ଥକଙ୍କ ସହ ଏକ ଶୋଭାଯାତ୍ରାରେ ଆସି କେନ୍ଦୁଝର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ତାଙ୍କ ସମର୍ଥକଙ୍କ ଗହଣରେ ନାମାଙ୍କନ…

ନାମାଙ୍କନ ପତ୍ର ଦାଖଲ କଲେ ଭାଜପା ପ୍ରାର୍ଥୀ ମୂରଲୀ ଶର୍ମା

କେନ୍ଦୁଝର,୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ନାମାଙ୍କନ ପତ୍ର ଦାଖଲର ଆଜି ତୃତୀୟ ଦିନରେ ଭାଜପାର ଚମ୍ପୁଆ ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ମୂରଲୀ ଶର୍ମା ବୁଧବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ତାଙ୍କ ସମର୍ଥକଙ୍କ ସହ ଏକ ଶୋଭାଯାତ୍ରାରେ ଆସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?