କେନ୍ଦୁଝର

ବନ କର୍ମଚାରୀଙ୍କୁ ଆକ୍ରମଣ କରି ବନ୍ଧା ହେଲେ ୩

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜର ନୟାକୋଟ ବିଟ୍‌ର ଫରେଷ୍ଟର ଏବଂ ସ୍କ୍ବାଡ କର୍ମଚାରୀଙ୍କୁ ଆକ୍ରମଣ କରିବା ଘଟଣାରେ ବନ ବିଭାଗ ୩ଜଣଙ୍କୁ ଗିରଫ କରିଛି। ଗତ ୨୫ ତାରିଖ ଅପରାହ୍ନରେ ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜ ଅଧିନସ୍ଥ…

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ, କୂଅ, ପୋଖରୀ ଓ ଜଳଭଣ୍ଡାରରେ ଜଳସ୍ତର ହ୍ରାସ ପାଇବା ସହ ଶୁଖିବାକୁ ବସିଛି। ଏଭଳି…

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ ଜନଜାତି ଜୁଆଙ୍ଗମାନେ ଏବେ ମଧ୍ୟ ପାଣି ପାଇଁ ସଂଘର୍ଷ କରିବାକୁ ପଡୁଛି। ପ୍ରଶାସନ ତଥା…

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ ମହିଳା ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିବା ବେଳେ…

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା ବେଳେ କଂଗ୍ରେସ ସୁବ୍ରତ ଚକ୍ରଙ୍କ ଉପରେ ଭରସା କରିଛି। ହେଲେ ଏ ପର୍ଯ୍ୟନ୍ତ ଭାଜପା…

ବ୍ୟାପୁଛି ଜଙ୍ଗଲ ନିଆଁ, ବନ୍ୟଜନ୍ତୁ କଲବଲ

କେନ୍ଦୁଝର,୨୫ା୪(ଦୀପକ ମିଶ୍ର)କେନ୍ଦୁଝର ବନଖଣ୍ଡର ୭ଟି ରେଞ୍ଜ ଅନ୍ତର୍ଗତ ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଛି। ଏଥିରେ ବହୁ ମୂଲ୍ୟବାନ୍‌ ଗଛ ନଷ୍ଟ ହେଉଥିବା ବେଳେ ବନ୍ୟପ୍ରାଣୀ ଉତ୍ତାପରେ କଲବଲ ହେଉଛନ୍ତି। ଜିଲାରେ ଅସହ୍ୟ ଗ୍ରୀଷ୍ମପ୍ରବାହ ଜାରି ରହିଥିବା ବେଳେ ୨୧ ତାରିଖରେ ସର୍ବାଧିକ…

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ ୩ ଦୁର୍ବୃତ୍ତ ପାଚେରି ଡେଇଁ ପଶିବା ସହ ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି…

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି। ଏହି ଘଟଣାରେ ଘଟଗାଁ ଥାନା ଅନ୍ତର୍ଗତ ଧୋବାପିଟଣା ଗ୍ରାମର ଅଭିଯୁକ୍ତ ପିଣ୍ଟୁ ମୁଣ୍ତା(୨୪)ଙ୍କୁ ୨୧ସି…

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା ଗାଡ଼ି ଓ ସାମଗ୍ରୀ ପୋଡିଜଳି ନଷ୍ଟ ହୋଇଯାଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ବିଳମ୍ବିତ…

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି ଘର ଭିତରୁ ଧାନ, ଚାଉଳ, ଡାଲି ଖାଇ ନଷ୍ଟ କରିଦେଇଛି। ହାତୀ ଉପଦ୍ରବ ଓ…

ତ୍ରିବେଣୀ କମ୍ପାନୀରୁ ୧୨ ଲକ୍ଷ ଟଙ୍କା ହେର୍‌ଫେର୍‌, ଇସ୍ତଫା ଦେଇଥିବା କର୍ମଚାରୀ କେନ୍ଦ୍ରାପଡ଼ାରୁ ଗିରଫ

ବଡ଼ବିଲ,୨୨ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ରୁଗୁଡ଼ିସ୍ଥିତ ତ୍ରିବେଣୀ ଆର୍ଥ ମୁଭର୍ସ କମ୍ପାନୀରୁ ୧୨ଲକ୍ଷ ଟଙ୍କା ହେର୍‌ଫେର୍‌ କରିଥିବା ଅଭିଯୋଗରେ ପୋଲିସ ସଂପୃକ୍ତ ଅଭିଯୁକ୍ତଙ୍କୁ କେନ୍ଦ୍ରାପଡ଼ାରୁ ଗିରଫ କରି ସୋମବାର ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଜୟନ୍ତ…

ଶିକାର ପାଇଁ ଅଭୟାରଣ୍ୟରେ ନିଆଁ

ହାଟଡିହୀ,୨୨l୪(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହଦଗଡ଼ ହସ୍ତୀ ଅଭୟାରଣ୍ୟର ୯ଟି ପଏଣ୍ଟରେ ଲାଗିଛି ନିଆଁ। ନିଆଁ ଅତି ବ୍ୟାପକ ହୋଇନି। ଗଛରୁ ଝଡି ତଳେ ପଡ଼ିଥିବା ଶୁଖିଲା ପତ୍ରରେ କେହି ନିଆଁ ଲଗାଇ ଦେଇଛନ୍ତି। ଏହି ନିଆଁ ଲିଭାଇବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?