କେନ୍ଦୁଝର

ଓଲଟିଲା ଯାତ୍ରୀବାହୀ ବସ୍‌: ୨ଗୁରୁତର, ୧୫ଆହତ

କେନ୍ଦୁଝର,୨୭।୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ତରମାକାନ୍ତ-ତେନ୍ତୁଳୀଖୁଣ୍ଟି ରାସ୍ତାରେ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡିଛି। ଫଳରେ ୧୫ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ୨ଜଣ ଗୁରୁତର ଥିବା ଜଣାପଡିଛି। ଆହତଙ୍କୁ ବାଂଶପାଳ ଗୋଷ୍ଠୀ ସୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା…

ପାଣି ପାଇଁ ରାସ୍ତା ଅବରୋଧ

କେନ୍ଦୁଝର,୨୭।୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଖରା ଦିନ ଆରମ୍ଭ ନ ହଉଣୁ କେନ୍ଦୁଝର ଜିଲାରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି । ସରକାର ଘରେ ଘରେ ପାଇପ୍‌ ଦ୍ୱାରା ପାନୀୟ ଜଳ ଯୋଗାଇ ଦେବା ପାଇଁ ପାନୀୟ ଜଳ ପ୍ରକଳ୍ପ ପ୍ରତିଷ୍ଠା କରିଛନ୍ତି।…

ମା’ ତାରିଣୀଙ୍କ ହୁଣ୍ଡି ଚାବି ହଜେଇଦେଲେ

ଘଟଗାଁ,୨୭ା୨(ରାଜେନ୍ଦ୍ର କୁମାର ପଟ୍ଟନାୟକ):କେନ୍ଦୁଝର ଜିଲା ଘଟଗାଁସ୍ଥିତ ମା’ ତାରିଣୀଙ୍କ ମନ୍ଦିରରେ ବଡ଼ଧରଣର ତ୍ରୁଟି ପରିଲକ୍ଷିତ ହୋଇଛି। ମନ୍ଦିର ବେଢ଼ାରେ ଥିବା ଏକ ଦାନବାକ୍ସର ଚାବି ନ ମିଳିବାରୁ ତାଲା କାଟି ଗଣତି କରାଯାଇଥିଲା। ଘଟଣାକୁ ୩ ଦିନ ବିତିଯାଇଥିବା ବେଳେ ଏବେ…

ପ୍ରାର୍ଥୀ ବଦଳାଇ ବିଜେଡି ଜିତୁଛି

ଆନନ୍ଦପୁର,୨୭।୨(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରମୁଖ ରାଜନୈତିକ ଦଳ ମଧ୍ୟରେ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ବିଗତ ତିନୋଟି ନିର୍ବାଚନକୁ ଦେଖିଲେ ବିଜେଡି ଏଠାରେ ପ୍ରତିଥର ପ୍ରାର୍ଥୀ ବଦଳାଉଥିବାବେଳେ ଭାଜପା ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥତ୍ତ୍ୱକୁ ପ୍ରାୟ ସ୍ଥିର…

ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲକୁ ନେଇ ସ୍ପଷ୍ଟୀକରଣ ରଖିଲା ଜିଲା ଶିକ୍ଷା ବିଭାଗ

କେନ୍ଦୁଝର,୨୬।୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ପ୍ରଶ୍ନପତ୍ର ଭାଇରାଲକୁ ନେଇ ଜିଲା ଶିକ୍ଷା ବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରିବ। ଏପରିକି ସୋମବାର ପ୍ରଶ୍ନ ପତ୍ର ଭାଇରାଲକୁ ନେଇ ସ୍ପଷ୍ଟୀକରଣ ରଖିଛି ବିଭାଗ। ବିଭାଗ ପକ୍ଷରୁ ଏହାକୁ ମିଥ୍ୟା ଓ ଗୁଜବ…

ମାଟ୍ରିକ ପରୀକ୍ଷା ବେଳେ ସ୍କ୍ବାର୍ଡଙ୍କୁ ଦେଖି ଅସୁସ୍ଥ ହୋଇପଡ଼ିଲେ ଛାତ୍ରୀ

ହାଟଡିହୀ,୨୬l୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହାଟଡିହୀ ହାଇସ୍କୁଲ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଉଥିବା ବେଳେ ଜଣେ ଦଶମ ଶ୍ରେଣୀ ଛାତ୍ରୀ ଚେତାଶୂନ୍ୟ ହୋଇ ଅସୁସ୍ଥ ହୋଇ ପଡ଼ିଥିଲେ। ସେ ହେଲେ ମନୀଷା ଜେନା। ମନୀଷା ବଞ୍ଚୋବରାହୀ ହାଇସ୍କୁଲର ଛାତ୍ରୀ।…

ଭିଡିଓ କନ୍‌ଫରେନ୍ସିଂ ଜରିଆରେ କେନ୍ଦୁଝରଗଡ଼ ଷ୍ଟେଶନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

କେନ୍ଦୁଝର,୨୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶରେ ରେଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ସହ ରେଳ ଷ୍ଟେଶନଗୁଡ଼ିକରେ ବିଶ୍ୱସ୍ତରୀୟ ସେବା ଉପଲବ୍ଧ କରିବା ଦିଗରେ କେନ୍ଦ୍ର ସରକାର ଅଧିକ ଗୁରୁତ୍ୱ ଦେଉଛନ୍ତି। ସୋମବାର ଅମୃତ ଭାରତ ଯୋଜନାରେ କେନ୍ଦୁଝରଗଡ଼ ଷ୍ଟେଶନର ପୁନର୍ବିକାଶ ଭିଡିଓ କନ୍‌ଫରେନ୍ସିଂ…

ପୁଣି ପ୍ରଶ୍ନପତ୍ର ଭାଇରାଲକୁ ନେଇ ଚର୍ଚ୍ଚା, ସ୍ପଷ୍ଟ କରୁନି ଶିକ୍ଷା ବିଭାଗ

କେନ୍ଦୁଝର,୨୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମାଟ୍ରିକ ପରୀକ୍ଷା ଚାଲିଥିବା ବେଳେ ସୋମବାର ଗଣିତ ପରୀକ୍ଷା ଆରମ୍ଭ ହେବା ପୂର୍ବରୁ ପ୍ରଶ୍ନପତ୍ର ସୋସିଆଲ ମିଡିଆରେ ଭାଇରାଲ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। କେନ୍ଦୁଝର ଜିଲାରେ ଏହି ପ୍ରଶ୍ନପତ୍ର ଭାଇରାଲ ହେଉଛି। ଏହି ପ୍ରଶ୍ନପତ୍ରର ସଠିକତା…

ଅବିବାହିତା ଯୁବତୀ ଛାଡ଼ିଯାଇଥିବା ଶିଶୁଙ୍କ ମୃତ୍ୟୁ

କେନ୍ଦୁଝର,୨୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ) : ସ୍ଥାନୀୟ ମନୋଜ ମଞ୍ଜରୀ ଶିଶୁ ଭବନରେ ଶନିବାର ଏକ ୩ ମାସର ଶିଶୁ ପୁତ୍ରର ମୃତ୍ୟୁ ଘଟିଛି। ଶିଶୁଟିକୁ ଜଣେ ଅବିବାହିତା ଯୁବତୀ ଛାଡ଼ି ଯାଇଥିବା ବେଳେ ପରେ ଶିଶୁଙ୍କ ମୃତ୍ୟୁ ଘଟିଥିଲା। ଏହାର ଠିକ୍‌…

ସାଇକେଲ୍‌ ଚାଳକଙ୍କ ଉପରେ ଚଢିଗଲା ଟ୍ରାକ୍ଟର: ଘଟଣାସ୍ଥଳରେ ପ୍ରବଳ ଉତ୍ତେଜନା

ଆନନ୍ଦପୁର,୨୫।୨(ସୁଶାନ୍ତ କୁମାର ସାହୁ): ଆନନ୍ଦପୁର ଥାନା ଅନ୍ତର୍ଗତ ପଣଷଡିହା ଠାରେ ରବିବାର ଦୁର୍ଘଟଣା ଘଟିଛି। ଏଥିରେ ଜଣେ ସାଇକେଲ ଚାଳକଙ୍କର ମୃତ୍ୟୁ ହୋଇଛି। ମୃତକ ହେଉଛନ୍ତି ପଣଷଡିହାର ମୁଦୁରା ନାଏକଙ୍କ ପୁଅ ପୁର୍ଣ୍ଣଚନ୍ଦ୍ର ନାଏକ(୨୭)। ପୁର୍ଣ୍ଣଚନ୍ଦ୍ର ସାଇକେଲରେ ଆସୁଥିବା ସମୟରେ ଦ୍ରୁତଗତିରେ…

ଆସୁନାହାନ୍ତି ପିଲା, ସ୍କୁଲରେ ଅଧାଦିନ ତାଲା

କେନ୍ଦୁଝର,୨୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ)କେନ୍ଦୁଝର ସଦର ବ୍ଲକ୍‌ ଅନ୍ତର୍ଗତ ଶିରିଶପାଳ ହାଇସ୍କୁଲରେ ପିଲା ଅଭାବରୁ ବନ୍ଦହେବା ଆଶଙ୍କା ଦେଖାଦେଇଛି। ଛାତ୍ରୀଛାତ୍ର ସବୁଦିନ ଆସୁ ନ ଥିବାରୁ ଅଧାଦିନ ସ୍କୁଲରେ ତାଲା ପଡ଼ୁଛି। ସରକାର ଅନେକ କୋଟି ଟଙ୍କା ଖର୍ଚ୍ଚକରି ବିଦ୍ୟାଳୟ ରୂପାନ୍ତରୀକରଣ କରିବା…

ମାମୁ ଘରେ ଗୋଠେ ଗାଈ, ରାତି ପାହିଲେ ମୋଟେ ନାହିଁ

କେନ୍ଦୁଝର,୨୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଗୋବର୍ଦ୍ଧନ ପଞ୍ଚାୟତଠାରେ ବ୍ଲକ ପ୍ରଶାସନଙ୍କ ଦାରା ରାଶନକାର୍ଡ ହିତାଧିକାରୀଙ୍କ ନିମନ୍ତେ ୨ଟି ବ୍ୟାଗ୍‌ ଓ ୧ ହଜାର ଟଙ୍କା ଦିଆଯାଉଛି। ପଞ୍ଚାୟତ ଅଧୀନରେ ଥିବା ଗ୍ରାମର ସମସ୍ତ ହିତାଧିକାରୀ ଏକ ସଙ୍ଗରେ ଆସି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri