କେନ୍ଦୁଝର

ଚୁଲି ନିକଟରେ ବସି ନିଆଁ ପୋଉଁଥିଲେ, ଭାଙ୍ଗି ପଡ଼ିଲା କାନ୍ଥ: ଚାଲିଗଲା ବୃଦ୍ଧଙ୍କ ଜୀବନ

ପାଟଣା ,୮।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଅନ୍ତର୍ଗତ ଖୁଣ୍ଟାପଡ଼ା ପଞ୍ଚାୟତ ଖୁଣ୍ଟାପଡ଼ା ଗ୍ରାମର ଢିପା ସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ରୋଷେଇ ଘର କାନ୍ଥ ଭୁଶୁଡ଼ି ପଡ଼ିବାରୁ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ…

ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଜନ୍ମ ପରେ ହାତୀ ଛୁଆକୁ ମା’ହାତୀଙ୍କ…

ବର୍ଷୀୟାନ ସଂଗଠକଙ୍କୁ ଝୁରୁଛି ଗାଁ ମାଟି ….

ପାଟଣା,୨୮/୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ଓ ବିଶିଷ୍ଟ ସଂଗଠକ ରବୀନ୍ଦ୍ର ବେଜଙ୍କ ଜୁନ ୨୮ତାରିଖ ସକାଳୁ ଦେହାନ୍ତ ଘଟିଥିଲା।ଶୁକ୍ରବାର ତାଙ୍କ ଏକାଦଶ ଅବସର ରେ ମଲ୍ଲିପୋଷି…

ଜିଲା ପରିଷଦ ସୋମନାଥଙ୍କ ଉଦ୍ୟମ ସଫଳ ହେଲା, ବଉଳା ନାଳ ଉପରେ ପୋଲ ନିର୍ମାଣ ପାଇଁ ମିଳିଲା ଅନୁମତି

ହାଟଡିହୀ/ଛେନାପଦୀ,୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଏବଂ ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳକୁ ଯୋଗାଯୋଗ ପାଇଁ ରାସ୍ତା ନିର୍ମାଣ ସମ୍ପୂର୍ଣ୍ଣ ହୋଇଥିବା ବେଳେ ବଉଳା ନାଳ ଉପରେ ପୋଲ ନିର୍ମାଣ ହୋଇପାରୁ ନ ଥିଲା। ଫଳରେ…

ସରପଞ୍ଚଙ୍କ ଆମରଣ ଅନଶନ ଚେତାବନୀ ପରେ ଆତ୍ମାହୁତି ଚେତାବନୀ, ପ୍ରଶାସନର ତତ୍ପରତା

ହାଟଡିହୀ/ଛେନାପଦୀ, ୭।୮ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ସରପଞ୍ଚଙ୍କ ଆମରଣ ଅନଶନ ପରେ ଆତ୍ମାହୁତି ଚେତାବନୀକୁ ନେଇ ପ୍ରଶାସନ ତରଫରୁ ତତ୍ପରତା ପ୍ରକାଶ ପାଇଛି। ଏହି ଘଟଣା ଏବେ ଅଞ୍ଚଳର ମୁଖ୍ୟ ପ୍ରସଙ୍ଗ ପାଲଟିଛି। ସର୍ବସାଧାରଣ ସରକାରୀ ରାସ୍ତା ଉପରୁ ଜବରଦଖଲ ଉଚ୍ଛେଦ…

ବୋହୂ ନିଖୋଜ, ଶାଶୁ ଥାନାରେ

ହାଟଡ଼ିହୀ/ଛେନାପଦୀ,୬l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଇଂଚୋଳ ଗ୍ରାମର ଜଣେ ବୋହୂ ନିଖୋଜ ହୋଇଯାଇଛନ୍ତି। ଏନେଇ ଶାଶୁ ଥାନାରେ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା (ନଂ. ୫୯/୨୦୨୬) ରୁଜୁ କରି…

୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ, ଥାନାରେ ମାମଲା

ହାଟଡ଼ିହୀ,୬l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଛେନାପଦୀ ବିଷ୍ଣୁପ୍ରିୟା ବାଳାଶ୍ରମରୁ ଜଣେ ୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ ହୋଇଯାଇଛନ୍ତି। ବିଭିନ୍ନ ସ୍ଥାନରେ ଖୋଜାଖୋଜି ପରେ ଛାତ୍ରଙ୍କ ଖବର ନ ମିଳିବାରୁ ବାଳାଶ୍ରମ ପକ୍ଷରୁ ନନ୍ଦ କିଶୋର ପତି ଥାନାରେ ଅଭିଯୋଗ…

ବନ୍ୟା କ୍ଷୟକ୍ଷତି ଆକଳନ କଲେ ମନ୍ତ୍ରୀ, ପ୍ରଭାବିତ ଅଞ୍ଚଳରେ ହେବ…

କେନ୍ଦୁଝର,୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବୁଧବାର କେନ୍ଦୁଝର ସର୍କିଟ ହାଉସ୍‌ଠାରେ ବନ୍ୟା ଦ୍ୱାରା ହୋଇଥିବା କ୍ଷୟକ୍ଷତି ଓ ପୁନଃରୁଦ୍ଧାର ପରିଚାଳନା ସମ୍ପର୍କରେ ଏକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି।…

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାୟକ ବୁଧବାର ବାଇକରେ ବୁଲି କ୍ଷୟକ୍ଷତି…

ପାଟଣା ରେଞ୍ଜର ସମୀକ୍ଷା କଲେ ଡିଏଫଓ, ବିଦ୍ୟୁତ ପ୍ରହରୀ…

ପାଟଣା,୫।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କାର୍ଯ୍ୟାଳୟରେ ବୁଧବାର ରେଞ୍ଜସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ କେନ୍ଦୁଝର ବନଖଣ୍ଡର ଡିଭିଜନାଲ ଫରେଷ୍ଟ ଅଫିସର (ଡିଏଫଓ) ଧନରାଜ ହନୁମନ୍ତ ଧାମଧେର ଉପସ୍ଥିତ ରହି ବର୍ଷ ୨୦୨୬- ୨୭…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ ଗ୍ରାମବାସୀ ତୀବ୍ର ବିରୋଧ କରିଛନ୍ତି। ଘଟଣାକୁ ନେଇ କିଛି ସମୟ ପାଇଁ ଉତ୍ତେଜନା…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ ମନ୍ତ୍ରୀ ରବିନ୍ଦ୍ର କୁମାର ନାୟକ ପରିଦର୍ଶନ କରି କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?