କେନ୍ଦୁଝର

ରାସ୍ତା ନାହିଁ ତ ଭୋଟ ନାହିଁ

କେନ୍ଦୁଝର,୨୦।୩(ଦୀପକ ମିଶ୍ର/ ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ଓ ରାଜ୍ୟ ସରକାର ରାସ୍ତା ଘାଟ ଉନ୍ନତି କରିଥିବା କଥା ପୋଷ୍ଟର,ବ୍ୟାନର ଦ୍ୱାରା ଡିଣ୍ଡିମ ପିଟୁ ଥିବାବେଳେ ବାସ୍ତବପକ୍ଷେ ଏମିତି ବହୁତ ଗ୍ରାମ ଅଛି ଯେଉଁଠିକି ଆଜି ପର୍ଯ୍ୟନ୍ତ ଭଲ ରାସ୍ତାଟିଏ ନାହିଁ।…

କପି କରୁଥିଲେ ପରୀକ୍ଷାର୍ଥୀ: ମାଡ଼ି ବସିଲେ ସ୍କ୍ବାଡ

ପାଟଣା,୧୯।୩(ବୀର କିଶୋର ଦାଶ): ଧରଣୀଧର ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ଯୁକ୍ତ ୩ ବିଜ୍ଞାନ ଏବଂ କଳା ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲା ପାଟଣା ବ୍ଲକ ଆଞ୍ଚଳିକ ମହାବିଦ୍ୟାଳୟରେ କୋର-୧ ପରୀକ୍ଷା ଚାଲିଥିବାବେଳେ…

ପ୍ରାର୍ଥୀଙ୍କୁ ଛାଡ଼ିନାହିଁ ମେଣ୍ଟଭୟ: ପ୍ରଚାର ଛାଡ଼ି ରାଜଧାନୀରେ ଆଶାୟୀ

କେନ୍ଦୁଝର,୧୯ା୩(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲାରେ ବିଜେଡି ଓ ଭାଜପା ଦଳର ଆଶାୟୀ ପ୍ରାର୍ଥୀଙ୍କ ମେଣ୍ଟଭୟ ଛାଡ଼ିନାହିଁ। ମେଣ୍ଟ ହେଲେ କେଉଁ ସିଟ୍‌ କେଉଁ ଦଳ ଭାଗରେ ପଡ଼ିବ ସେ ଭୟକୁ ନେଇ ବଡ଼ ବଡ଼ ନେତା ଚିନ୍ତାରେ ରହିଥିବା ବେଳେ ମେଣ୍ଟ…

ବ୍ୟାଙ୍କ ଷ୍ଟ୍ରଙ୍ଗ ରୁମ୍‌ କାଟିବାରେ ବିଫଳ, ହତାଶ ହୋଇ ଫେରିଗଲେ ଲୁଟେରା

ବଡ଼ବିଲ,୧୮ା୩(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ସବ୍‌ଡିଭିଜନ୍‌ ଅଫିସରଙ୍କ କାର୍ଯ୍ୟାଳୟରୁ ମାତ୍ର ୧ଶହ ମିଟର ଦୂର ଏଲଆଇସି ବିଲ୍ଡିଂର ତଳ ମହଲାରେ ଥିବା ୟୁକୋ ବ୍ୟାଙ୍କ ବଡ଼ବିଲ ଶାଖାରୁ ଲୁଟ ଉଦ୍ୟମ ହୋଇଛି। ଦୁର୍ବୃତ୍ତ ଷ୍ଟ୍ରଙ୍ଗ ରୁମ୍‌ କାଟିବାରେ ବିଫଳ…

୨୪ ଘଣ୍ଟିଆ ଚକାବନ୍ଦ ଆନ୍ଦୋଳନ: ରାଜପଥରେ ଅଟକି ରହିଛି ଶହଶହ ଗାଡି

ପାଟଣା,୧୮।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଟ୍ରକ୍‌ ମାଲିକ ସଂଘ ସୋମବାର ଓଏମ୍‌ସି ଶୁଆକାଟିରୁ ଗୁହାଳଡିହିକୁ ରେଳ ସଂଯୋଗୀକରଣ ଓ ଟ୍ରେନ୍‌ ଯୋଗେ ଲୁହାପଥର ପରିବହନକୁ ବିରୋଧରେ ୨୪ଘଣ୍ଟିଆ ବନ୍ଦଡାକରା ଦିଆଯାଇଛି। ଏହାକୁ ସମର୍ଥନକରି ପାଟଣା ଟ୍ରକ୍‌ ମାଲିକ ଆସୋସିଏଶନ ପକ୍ଷରୁ…

ଆଜି କେନ୍ଦୁଝର ବନ୍ଦ, ଗଡ଼ିବନି ଟ୍ରେନ୍‌-ବସ୍‌

କେନ୍ଦୁଝର,୧୮ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଧନ ଖଣିରୁ ଗୁହାଳଡିହି ସାଇଡିଂକୁ ରେଳ ସଂଯୋଗ ପ୍ରତିବାଦରେ କେନ୍ଦୁଝର ଜିଲା ଟ୍ରକ୍‌ ମାଲିକ ସଂଘର ୨୪ ଘଣ୍ଟିଆ କେନ୍ଦୁଝର ଜିଲା ବନ୍ଦ ଓ ଅର୍ଥନୈତିକ ଅବରୋଧ ଆନ୍ଦୋଳନ ଶାନ୍ତିପୂର୍ଣ୍ଣ ଭାବେ ଆରମ୍ଭ ହୋଇଛି। ଏହି…

ମେଣ୍ଟ ଚର୍ଚ୍ଚା ମଧ୍ୟରେ ଝାନ୍‌ସୀରାଣୀଙ୍କ ପ୍ରଥମ ସଭା: ପ୍ରମାଦ ଗଣିଲେଣି ବିରୋଧୀ

ଆନନ୍ଦପୁର,୧୭।୩(ସୁଶାନ୍ତ କୁମାର ସାହୁ): ସମାଜସେବୀ ତଥା ଆଇନଜୀବୀ ଝାନ୍‌ସୀରାଣୀ ଦାସ ଭାଜପାରେ ସାମିଲ ହେବା ପରେ ରବିବାର କଣ୍ଟିପାଳ ପଞ୍ଚାୟତ ରାଇପାଳ ଖେଳପଡ଼ିଆରେ ପ୍ରଥମ ଥର ପାଇଁ ନିର୍ବାଚନୀ ସଭା ଆରମ୍ଭ କରିଛନ୍ତି। ରାଜ୍ୟରେ ଲାଗିରହିଥିବା ଭାଜପା- ବିଜେଡି ମେଣ୍ଟ ଚର୍ଚ୍ଚା…

ସହରରେ ବଢୁଛି ଟ୍ରାଫିକ ସମସ୍ୟା, ଲୋକେ ହନ୍ତସନ୍ତ

କେନ୍ଦୁଝର,୧୭ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଦିନକୁ ଦିନ କେନ୍ଦୁଝର ସହରରେ ଲୋକସଂଖ୍ୟା ବହୁଳ ମାତ୍ରାରେ ବଢ଼ିବାରେ ଲାଗିଛି। ସହର ଭିତରେ ବିଭିନ୍ନ ଶିକ୍ଷାନୁଷ୍ଠାନ, ସରକାରୀ ବେସରକାରୀ କାର୍ଯ୍ୟାଳୟ, ଜିଲା ମୁଖ୍ୟ ଚିକିତ୍ସାଳୟ, କୋର୍ଟ, ଜିଲାପାଳଙ୍କ କାର୍ଯ୍ୟାଳୟ, ଆରଟିଓ ଆଦି ମୁଖ୍ୟ କାର୍ଯ୍ୟାଳୟ ରହିଥିବାରୁ…

କେନ୍ଦୁଝର ଜିଲାରେ ୧୩ ଲକ୍ଷ ୭୧ ହଜାର ୬୬୧ ଭୋଟର, ୧୭୨୦ ବୁଥ୍‌ରେ କରିବେ ମତଦାନ

କେନ୍ଦୁଝର,୧୭ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶରେ ୧୮ତମ ସାଧାରଣ ନିର୍ବାଚନ ଲାଗି ଭାରତ ନିର୍ବାଚନ ଆୟୁକ୍ତଙ୍କ ଦ୍ୱାରା ତାରିଖ ଘୋଷଣା ହୋଇଥିବା ପରିପ୍ରେକ୍ଷୀରେ ରବିବାର ଜିଲାର ନିର୍ବାଚନୀ ପ୍ରସ୍ତୁତି ଓ ପରିଚାଳନା ସମ୍ପର୍କରେ ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଦରବାର ହଲଠାରେ ଏକ ଖବରଦାତା ସମ୍ମିଳନୀ…

ବିବାହ ପ୍ରତିଶ୍ରୁତି ଦେଇ ନାବାଳିକାଙ୍କୁ ବଳାତ୍କାର କରିଥିଲେ ଯୁବକ: ଏବେ ୨୦ ବର୍ଷ ଭୋଗିବେ ଜେଲ୍‌

କେନ୍ଦୁଝର,୧୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ବିଚାରପତି ବିଜୟ କୁମାର ମିଶ୍ର ଶନିବାର ଏକ ୧୪ ବର୍ଷ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଜଣେ ୨୩ ବର୍ଷୀୟ ଯୁବକଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହ…

ବିଧବା ଭତ୍ତା ପାଇବାରୁ ବଞ୍ଚିତ ଜାହାଜ

କେନ୍ଦୁଝର,୧୬ା୩: କେନ୍ଦ୍ର ଓ ରାଜ୍ୟ ସରକାର ଗରିବ ଲୋକଙ୍କ କଲ୍ୟାଣ ନିମନ୍ତେ ବିଭିନ୍ନ ଯୋଜନା ପ୍ରସ୍ତୁତ କରି କାର୍ଯ୍ୟ କରି ଆସୁଛନ୍ତି। କିନ୍ତୁ ବହୁ କ୍ଷେତ୍ରରେ ଗରିବ ହିତାଧିକାରୀ ଯିଏ ଯୋଜନା ପାଇବାକୁ ହକଦାର ସେ ଯୋଜନାରୁ ବଞ୍ଚିତ ଅଛନ୍ତି। ପ୍ରକାଶ…

କଂଗ୍ରେସରେ ବିଜେଡିର ୨ ପୂର୍ବତନ ଏମ୍‌ପି ଯଶୋବନ୍ତ, ଶକୁନ୍ତଳା

ଭୁବନେଶ୍ୱର/ କେନ୍ଦୁଝର ୧୬।୩(ସୁନିତ୍‌ ମିଶ୍ର/ ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଲୋକସଭାର ୨ ପୂର୍ବତନ ବିଜେଡି ଏମ୍‌ପି ଯଶୋବନ୍ତ ନାରାୟଣ ସିଂ ଲାଗୁରୀ ଓ ତାଙ୍କ ସ୍ତ୍ରୀ ଶକୁନ୍ତଳା ଲାଗୁରୀ ବିଜେଡି ଛାଡି କଂଗ୍ରେସରେ ଯୋଗଦେଇଛନ୍ତି। ଦୀର୍ଘ ବର୍ଷ ହେଲା କୋଣଠେସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?