ଆନ୍ତଃରାଜ୍ୟ ଖଣିଜ ଚୋରି ର଼୍ୟାକେଟର ପର୍ଦ୍ଦାଫାଶ
ଯୋଡ଼ା,୧୭ା୭(ମାନସ ମହାନ୍ତି): କେନ୍ଦୁଝର ଜିଲା ବାମେବାରି ପୋଲିସ ଏକ ଆନ୍ତଃରାଜ୍ୟ ଖଣିଜ ଚୋରି ର଼୍ୟାକେଟର ପର୍ଦ୍ଦାଫାଶ କରିଛି। ଏହି କାରବାରରେ ସମ୍ପୃକ୍ତି ଅଭିଯୋଗରେ ୭ ଅଭିଯୁକ୍ତ ଗିରଫ ହୋଇଛନ୍ତି। ସେମାନେ ହେଲେ ରୁଗୁଡ଼ି ଥାନା ଚୋରମାଲଦା ଅଞ୍ଚଳର ସଚିନ ମହାକୁଡ,ସତୀଶ ଖଛପ,…
ତେଲ ନଦୀ ପୋଲ ଉପରେ ୫ ଫୁଟର ବନ୍ୟାଜଳ, କେନ୍ଦୁଝର-ମୟୂରଭଞ୍ଜ ଯୋଗାଯୋଗ ବିଚ୍ଛିନ୍ନ
ପାଟଣା,୧୬ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଦାମାହୁଦା ପଞ୍ଚାୟତ କୁମୁଳା ବାହାଳୀ ନିକଟରେ ଥିବା ତେଲ ନଦୀ ପୋଲ ଉପରେ ରବିବାର ସକାଳୁ ୫ ଫୁଟର ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଉଭୟ କେନ୍ଦୁଝର ଓ ମୟୂରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ…
୨ ମାସ ହେଲା ‘ବସୁଧା’ରୁ ଜଳ ଯୋଗାଣ ବନ୍ଦ
ଯୋଡ଼ା,୧୬।୭(ମାନସ ମହାନ୍ତି)କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍ ବଡ଼କାଳିମାଟି ପଞ୍ଚାୟତକୁ ୨ ମାସ ହେବ ବସୁଧା ଯୋଜନାରେ ଜଳ ଯୋଗାଣ ବନ୍ଦ ହୋଇଯାଇଛି। ରାସ୍ତା ନିର୍ମାଣକାରୀ ସଂସ୍ଥା ପାଇପ୍ ଭାଙ୍ଗିଦେଇଥିବା ବେଳେ ପଞ୍ଚାୟତବାସୀ ପାନୀୟ ଜଳ ପାଇଁ ଡହଳବିକଳ ହେଉଛନ୍ତି। ଏ ନେଇ…
ବଢ଼ୁଛି ବର୍ଷାଦିନିଆ ଛତୁର ଚାହିଦା
କେନ୍ଦୁଝର,୧୫ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ବର୍ଷାଋତୁ ଆସିଲେ ବଣ ଜଙ୍ଗଲରେ ଛତୁ ଫୁଟେ। ବନବାସୀମାନେ ଛତୁ ସଂଗ୍ରହକରି ହାଟବଜାରରେ ବିକ୍ରିକରିଥାନ୍ତି। ବିଶେଷକରି ଶ୍ରାବଣ ମାସରେ ବଜାରରେ ବିଭିନ୍ନ ରଙ୍ଗବେରଙ୍ଗ ଓ ଅନେକ କିସମର ଛତୁ ଦେଖିବାକୁ ମିଳୁଛି। ଯଦିଓ ଆଜିକାଲି କୃତ୍ରିମ ଉପାୟରେ…
ସାଂସଦ ପାଣ୍ଠିରେ ବିଲକୁ ରାସ୍ତା ନିର୍ମାଣ
କେନ୍ଦୁଝର,୧୫ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌରପାଳିକା ୧୧ ନଂ. ୱାର୍ଡରେ ଏକ ରାସ୍ତା ନିର୍ମାଣକୁ ନେଇ ବିବାଦ ଦେଖାଦେଇଛି। ସରକାରୀ କଲୋନୀ ମଝିରେ ଘରୋଇ ଲୋକଙ୍କ ଜମିକୁ କଂକ୍ରିଟ ରାସ୍ତା ନିର୍ମାଣ ହେଉଥିବାରୁ ଅସନ୍ତୋଷ ଦେଖାଦେଇଛି। ରାସ୍ତାଟି ଆଇଟିଡିଏ ପକ୍ଷରୁ ସାଂସଦ…
ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା
ହାଟଡିହୀ,୧୪।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ଠୂଣିଗାଁର ଜଣେ ମହିଳାଙ୍କ ମୃତଦେହ ବଣିଆହୁଡ଼ି ନିକଟରୁ ଉଦ୍ଧାର ହୋଇଛି । ମୃତକ ଜଣକ ହେଉଛନ୍ତି ଅଭୟ ରାଉତଙ୍କ ସ୍ତ୍ରୀ ତୁଳସୀ ବିନ୍ଧାଣି (୪୦ବର୍ଷ )। ଘରୋଇ କଳିରୁ ଅଭୟ ସ୍ତ୍ରୀଙ୍କୁ ପିଟିପିଟି…
ସକାଳୁ ଉଠାଇଲେ, ସନ୍ଧ୍ୟାରେ ବସିଲେ
କେନ୍ଦୁଝର,୧୪ା୭( ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘ ବର୍ଷ ଧରି କେନ୍ଦୁଝର ସହରରେ ଫୁଟ୍ପାଥ୍ ଜବରଦଖଲ ଯୋଗୁ ଦେଖାଦେଇଥିବା ଟ୍ରାଫିକ୍ ସମସ୍ୟାର ସାମୟିକ ଭାବେ ସମାଧାନ ହୋଇଛି। ବୁଧବାର ଏକ କାଠ ବୋଝେଇ ପିକ୍ଅପ୍ ଫୁଟ୍ପାଥ୍ରେ ଚଢ଼ିଯାଇଥିବା ବେଳେ ବଡ଼ ଦୁର୍ଘଟଣା ଅଳ୍ପକେ…
ଚିନ୍ତା ବଢ଼ାଇଛି ନିଅଣ୍ଟିଆ ବର୍ଷା
ଚମ୍ପୁଆ,୧୪ା୭(ମହେଶ୍ୱର ଦାସ): କୃଷି ଜିଲା ଚମ୍ପୁଆ ଅଧୀନରେ ଥିବା ଚମ୍ପୁଆ ବ୍ଲକ୍ରେ ଚଳିତ ବର୍ଷ ନିଅଣ୍ଟିଆ ବର୍ଷା ହୋଇଛି। ବର୍ଷାକୁ ଅନାଇ ଧାନ ତଳି ପକାଇଥିବା ଚାଷୀ ମୁଣ୍ଡରେ ହାତ ଦେଲେଣି। କେଉଁଠି ତଳି ବୁଢ଼ାହେବାକୁ ବସିଲାଣି ତ କେଉଁଠି ଜମି…
ଦକ୍ଷ, ନିର୍ମଳ ଭାବମୂର୍ତ୍ତି ପ୍ରାର୍ଥୀ ଖୋଜୁଛନ୍ତି ଭୋଟର
ଯୋଡ଼ା,୧୪ା୭(ମାନସ ମହାନ୍ତି): କେନ୍ଦୁଝର ଜିଲା ଚମ୍ପୁଆ ନିର୍ବାଚନମଣ୍ଡଳୀରେ ୨୦୨୪ ସାଧାରଣ ନିର୍ବାଚନକୁ ନେଇ ଏବେଠାରୁ ରାଜନୈତିକ ଦଳଗୁଡ଼ିକ କସରତ ଆରମ୍ଭ କରିଦେଲେଣି। ସଭା, ବୈଠକ କରି ୨ପ୍ରମୁଖ ଭାଜପା ଓ ବିଜେଡି ଶକ୍ତି ପ୍ରଦର୍ଶନ କରୁଥିବାବେଳେ କଂଗ୍ରେସ ପକ୍ଷରୁ ସେଭଳି କୌଣସି…
କୋଇଲା ବୋଝେଇ ଟ୍ରେନ୍ରେ ଲାଗିଲା ନିଆଁ
କେନ୍ଦୁଝର,୧୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଯାଜପୁର ଜିଲା ସୁକିନ୍ଦାରୁ କୋଇଲା ବୋଝେଇ କରି କେନ୍ଦୁଝର ଜିଲା ବାଂଶପାଣିକୁ ଆସୁଥିବା ଏକ ମାଲବାହୀ ଟ୍ରେନରେ ନିଆଁ ଲାଗି ଯାଇଥିଲା। ହରିଚନ୍ଦନପୁର ଅଗ୍ନିଶମ ବିଭାଗ କର୍ମଚାରୀ ନିଆଁ ଲିଭାଇବା ପରେ ଟ୍ରେନ୍ ଗନ୍ତବ୍ୟ ସ୍ଥଳକୁ ଯାଇଥିଲା।…
ଟ୍ରକ୍କୁ ପିଟିଲା ଟ୍ରକ୍
କେନ୍ଦୁଝର,୧୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଧୀନ ୪୯ନମ୍ବର ଜାତୀୟ ରାଜପଥ ପୁତୁଲିପାଣି ନିକଟରେ ଏକ ମର୍ମଦୁନ୍ତ ସଡ଼କ ଦୁର୍ଘଟଣା ଘଟିଛି। ବ୍ରେକଡାଉନ ହୋଇ ଛିଡ଼ା ହୋଇଥିବା ଟ୍ରକ୍ ପଛରେ ଅନ୍ୟ ଏକ ଟ୍ରକ୍ ପିଟି ହେବାରୁ ୪ଜଣ ଗୁରୁତର…
ଥାନାରୁ ଅଭିଯୁକ୍ତ ଫେରାର ମାମଲା: ଏଏସ୍ଆଇ, ଦୁଇ କନ୍ଷ୍ଟେବଲଙ୍କୁ ବଦଳି
ଆନନ୍ଦପୁର,୧୩।୭(ସନ୍ତୋଷ ରାଉତ): ଚୋରି ଅଭିଯୋଗରେ ଗିରଫ ହୋଇଥିବା ଅଭିଯୁକ୍ତ ଥାନାରୁ ଫେରାର ହୋଇଯିବା ଘଟଣାରେ ଆନନ୍ଦପୁର ଥାନା ଏଏସ୍ଆଇ ଓ ଦୁଇ କନ୍ଷ୍ଟେବଲଙ୍କୁ ଜିଲା ମୁଖ୍ୟାଳୟକୁ ବଦଳି କରାଯାଇଛି। ସେମାନେ ହେଲେ ଥାନା ଏଏସ୍ଆଇ ଅନୁପ କୁମାର ଲୁଗୁନ, କନ୍ଷ୍ଟେବଲ ମିନାକ୍ଷୀ…
Archives


