ଜିଲା ବିଜେଡି ପାଇଁ ୫୧ କର୍ମକର୍ତ୍ତାଙ୍କ ନାଁ ଘୋଷଣା: ୧୪ ବରିଷ୍ଠ ନେତା ହେଲେ ଉପସଭାପତି
କେନ୍ଦୁଝର,୨୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷିତ ହୋଇଛି। ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ଅନୁମୋଦନ କ୍ରମେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏହି ନୂତନ ପଦାଧିକାରୀଙ୍କୁ ନିଯୁକ୍ତି ଦେଇଛନ୍ତି। ଉପସଭାପତି ଭାବେ…
ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା
ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି କ୍ରମରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ବହୁ ବରିଷ୍ଠ ନେତାଙ୍କୁ ଜିଲା ବିଜେଡି…
ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ
ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ ସମୟରେ ୩ ମାଙ୍ଗାନିଜ ବୋଝେଇ ଡମ୍ପର ଜବତ କରିଛି। ଘଟଣାରେ ଗୋଟିଏ ବାଇକ୍ ମଧ୍ୟ…
ବିଜେଡ଼ି ପ୍ରତିଷ୍ଠା ଦିବସରେ ଆଗାମୀ ପଞ୍ଚାୟତ-ସାଧାରଣ ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନେତା
ପାଟଣା,୨୬।୧୨,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜୁ ଜନତା ଦଳ (ବିଜେଡି)ର ପାଟଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ ୨୯ତମ ପ୍ରତିଷ୍ଠା ଦିବସ ସାହାରପଡ଼ା ବ୍ଲକ ମୁଖ୍ୟାଳୟ ଅଗ୍ନିଶମ କାର୍ଯ୍ୟାଳୟ ସନ୍ନିକଟ ପଡ଼ିଆରେ ଅନୁଷ୍ଠିତ ହୋଇଛି। ଆୟୋଜିତ ସଭା ସାହାର ପଡ଼ା ବ୍ଲକ…
ପରାଜୟ ଜାଣି ଆସିଲେନି ସରପଞ୍ଚ, କଣ୍ଟିପାଳ ସରପଞ୍ଚଙ୍କ ବିରୋଧରେ ଆଜି ପଡ଼ିଲା ଅନାସ୍ଥା ଭୋଟ
ଆନନ୍ଦପୁର,୧୯।୧୨ (ସୁଶାନ୍ତ କୁମାର ସାହୁ): ଗତ କିଛି ମାସ ଧରି ଅନାସ୍ଥା ପାଇଁ ଚର୍ଚ୍ଚାରେ ଥିବା ଆନନ୍ଦପୁର ବ୍ଲକ କଣ୍ଟିପାଳ ପଞ୍ଚାୟତରେ ଆଜି ଭୋଟିଂ ହୋଇଛି। ସରପଞ୍ଚ ପଦ୍ମିନୀ ନାୟକଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିବା ପରେ ଆଜି ଏଥିପାଇଁ ୱାର୍ଡ…
ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଅଭିଭାବକ: ପ୍ରଧାନ ଶିକ୍ଷୟିତ୍ରୀଙ୍କୁ…
ପାଟଣା ,୧୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚାଖୁଣ୍ଡାପାଳ ପଞ୍ଚାୟତ ସାନଗମ୍ଭାରିଆ ପ୍ରାଥମିକ ବିଦ୍ୟାଳୟରେ ଅଗଷ୍ଟ ମାସ ଠାରୁ ଛାତ୍ରୀଛାତ୍ରମାନଙ୍କୁ ମଧ୍ୟାହ୍ନ ଭୋଜନରେ ଭାତ ସହ କେବଳ ବୋଇତାଳୁ ତରକାରୀ ଦିଆଯାଉଥିବା ଅଭିଯୋଗ ହୋଇଛି । ଛାତ୍ରୀଛାତ୍ରମାନେ ଏହାକୁ…
କୋଳିମାଟି ନିକଟରେ ସିରିଜ ଦୁର୍ଘଟଣା: ତାରିଣୀ ଦର୍ଶନ ସାରି ଫେରୁଥିବା ବସ୍- କାର୍କୁ ପିଟିଲା ଟ୍ରକ, ୩୦ ଯାତ୍ରୀ…
ଆନନ୍ଦପୁର,୧୮।୧୨(ସୁଶାନ୍ତ କୁମାର ସାହୁ):ଜାତୀୟ ରାଜପଥ ୨୦ କୋଳିମାଟି ଛକ ନିକଟରେ ସିରିଜ ଦୁର୍ଘଟଣା। ଘଟଗାଁ ତାରିଣୀ ଦର୍ଶନ ସାରି ଫେରୁଥିବା ତୀର୍ଥ ଯାତ୍ରୀ ବସକୁ ଧକ୍କା ଦେଲା ଟ୍ରକ। ଫଳରେ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ମେଡିକାଲରେ…
ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା
କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା ଦେଖାଇ ପାରିଛନ୍ତି । ଆଧୁନିକ ଚାକଚକ୍ୟ ମଧ୍ୟରେ ଏହି ଜୁଆଙ୍ଗମାନଙ୍କ ପାରମ୍ପରିକ କଳା, ସଂସ୍କୃତି…
ଅନ୍ୟ ଧର୍ମର ହୋଇଥିବାରୁ ଶବ ପଡିରହିଲା ୩୨ ଘଣ୍ଟା: ଆଉ ତା’ପରେ…
ପାଟଣା,୧୮।୧୨(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଇଦ ବାଜା ଗାଁ ରେ ରୋଗାକ୍ରାନ୍ତ ମକୁରୁ ମୁଣ୍ଡାଙ୍କ ମୃତ୍ୟୁ ପରେ ଗାଁରେ ଉତ୍ତେଜନା ପ୍ରକାଶ ପାଇଥିଲା। ମକୁରୁ ଅନ୍ୟ ଧର୍ମ (ଖ୍ରୀଷ୍ଟ ଧର୍ମ) ଗ୍ରହଣ କରିଥିବାରୁ ହିନ୍ଦୁଲୋକମାନେ ନିଜ ସମାଧି ସ୍ଥଳରେ…
ଅତିଥି ଅଧ୍ୟାପିକାଙ୍କୁ ହତ୍ୟା, ପୁରୁଷ ବନ୍ଧୁ ଗିରଫ
କେନ୍ଦୁଝର,୧୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ମାଇନିଂରୋଡ୍ସ୍ଥିତ ନିର୍ମଳା କନ୍ଭେଣ୍ଟ ସ୍କୁଲ ପାଖରେ ଏକ ଘରେ ରହୁଥିବା ଅତିଥି ଅଧ୍ୟାପିକାଙ୍କୁ ହତ୍ୟା କରାଯାଇଛି। ମୃତ ମହିଳା ବାଲେଶ୍ୱର ଜିଲା ଗୋପାଳପୁର ଥାନା ରେମୁଣା ପଞ୍ଚାୟତ ଅନ୍ତର୍ଗତ…
ବେଆଇନ ବାଲି ଉତ୍ତୋଳନକୁ ନେଇ ତୁମୁଳକାଣ୍ଡ, ମାଫିଆଙ୍କ ଆକ୍ରମଣରେ ୨ ଆହତ
ପାଟଣା,୧୭ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରପଡ଼ା ପଞ୍ଚାୟତ ନୂଆପଡ଼ା ବୈତରଣୀ ନଦୀଘାଟରୁ ମଙ୍ଗଳବାର ରାତ୍ରି ବେଆଇନ ବାଲି ଉତ୍ତୋଲାନକୁ ନେଇ ତୁମୁଳ କାଣ୍ଡ ଘଟିଛି। ବାଲିମାଫିଆଙ୍କ ଆକ୍ରମଣରେ ୨ ଯୁବକ ଆହତ ହୋଇଛନ୍ତି। ଉକ୍ତ ଗ୍ରାମର ସନାତନ ବେହେରାଙ୍କ…
କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ
କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ ପ୍ରସୂତି ମହିଳାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏ ନେଇ ପରିବାର ଲୋକେ ଜିଲାପାଳଙ୍କୁ…
Archives


