କେନ୍ଦୁଝର

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ ସରକାରୀ ମହାବିଦ୍ୟାଳୟକୁ ଉନ୍ନତିକରଣ କରାଯାଇ ଧରଣୀଧର ବିଶ୍ୱବିଦ୍ୟାଳୟ କରାଯିବା ନେଇ ବିବାଦ ମୁଣ୍ଡ…

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ ପାଇଁ ଏକ ସତର୍କ ଏବଂ ସଚେତନତା ସୂଚନା ଜାରି କରାଯାଇଛି। ଅଞ୍ଚଳରେ ଆଇନ…

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଲେ ସାଗର ଘଡ଼େଇ ଏବଂ ତାଙ୍କ ପୁଅ…

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ ନ ଥିବାରୁ ଗ୍ରାମବାସୀଙ୍କୁ କିଭଳି ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବାକୁ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା ବଜାରରେ ଚଢ଼ା ଦରରେ ସାର ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ଏହି ସମସ୍ୟାକୁ…

ପାଟଣା କଲେଜର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଜଗନ୍ନାଥ ମହାନ୍ତ

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ତଥା ରିଡର ଜଗନ୍ନାଥ ମହାନ୍ତ ମଙ୍ଗଳବାର ସାଧାରଣରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। କାର୍ଯ୍ୟଭାର ଗ୍ରହଣ ଅବସରରେ ମହାବିଦ୍ୟାଳୟର…

ଛାତ୍ରୀଛାତ୍ରଙ୍କୁ ମିଳିଲା ପାଠ୍ୟ ଉପକରଣ

କେନ୍ଦୁଝର:୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ କୋଡିପଶା ପଞ୍ଚାୟତ ଅନ୍ତର୍ଗତ ଉପାନ୍ତ ଜୁଆଙ୍ଗ ଗ୍ରାମ ଘୁଙ୍ଗି ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ସ୍ଥାନୀୟ ସଚ୍ଛୋସେବୀ ଅନୁଷ୍ଠାନ ‘ଆଶା’ ପକ୍ଷରୁ ଚଳିତ ଶିକ୍ଷାବର୍ଷ ସକାଶେ ପାଠ୍ୟ ଉପକରଣ ଯୋଗାଇ ଦିଆଯାଇଛି।…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି ହାତୀପଲକୁ ଦେଖିବା ପାଇଁ ଘଟଗାଁ ବ୍ଲକ ଡ଼ପାଣି ଗ୍ରାମର ମଦନ ନାଏକ ସେଠାକୁ…

ଶ୍ରାବଣ ସୋମବାରରେ ପାଟଣା ଅଞ୍ଚଳରେ ଭକ୍ତିମୟ ପରିବେଶ, ହରହର ମହାଦେବ ଧ୍ବନୀରେ ପ୍ରକମ୍ପିତ ମନ୍ଦିର

ପାଟଣା,୩ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ଅଞ୍ଚଳର ଶୈବ ପୀଠ ଗୁଡ଼ିକରେ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଥିଲା । ଶ୍ରାବଣ ମାସ ପ୍ରଥମ ସୋମବାର ଅବସରରେ ହଜାର ହଜାର ଶ୍ରଦ୍ଧାଳୁ ପାଟଣା ମୁଖ୍ୟାଳୟ ପରମେଶ୍ବର ଶିବମନ୍ଦିର ସନ୍ନିକଟ ବୈତରଣୀ…

ଶ୍ରାବଣ ସୋମବାରରେ ଜଳାଭିଷେକ ପାଇଁ କାଉଡ଼ିଆଙ୍କ ପ୍ରବଳ ଭିଡ଼

କେନ୍ଦୁଝର,୩ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ଏଣୁ ବିଭିନ୍ନ ଶୈବପୀଠରେ ସକାଳୁ ଭକ୍ତ ଙ୍କ ଭିଡ଼ ଦେଖିବାକୁ ମିଳିଛି। ବିଶେଷ କରି କାଉଡ଼ିଆମାନେ ପାଖ ଜଳାଶୟରୁ ଜଳ ସଂଗ୍ରହ କରି ଭାରରେ ଧରି ଲମ୍ବା ଧାଡ଼ିରେ ମନ୍ଦିର…

କବିତା ଆସରରେ ମାତୃଭାଷାର ବିକାଶ ପାଇଁ ଆହ୍ବାନ

ହାଟଡିହୀ,୨l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲ ପରିସରରେ ହାଟଡିହୀ ସାହିତ୍ୟ ଘର ପକ୍ଷରୁ ବର୍ଷାକାଳୀନ କବିତା ଆସର ଅନୁଷ୍ଠିତ ହୋଇଯାଇଛି। ସଭାପତି ଅନ୍ତର୍ଯ୍ୟାମୀ ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଶିଶୁ ସାହିତି୍ୟକ ରତ୍ନାକର ଦାସ,…

ବର୍ଷା ବିପନ୍ନଙ୍କ ପାଖରେ ପହଞ୍ଚିଲେ ହାଟଡିହି ବ୍ଲକ ଉପାଧ୍ୟକ୍ଷ, ଅଞ୍ଚଳବାସୀଙ୍କ ପ୍ରଶଂସା

ବଞ୍ଚୋ,୨।୮(ପ୍ରଦୋଷ ବିଶ୍ୱାଳ ): ଲଗାଣ ବର୍ଷା ଓ ବନ୍ୟା ପ୍ରଭାବରେ ଆନନ୍ଦପୁର ଉପଖଣ୍ଡର ଅନେକ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ବଞ୍ଚୋ ଗ୍ରାମପଞ୍ଚାୟତର ୧୧ ଓ ୧୨ ନମ୍ବର ୱାର୍ଡ ସମେତ ବିଭିନ୍ନ ସ୍ଥାନରେ ଲୋକେ ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?