ସିଦ୍ଧ ଜଗନ୍ନାଥ ମନ୍ଦିର ପରିସରରେ ହାତୀପଲଙ୍କ ଉପଦ୍ରବ
କେନ୍ଦୁଝର, ୩୧।୫ (ସ୍ବ.ପ୍ର./ଡି.ଏନ.ଏ.):କେନ୍ଦୁଝର ପୁରୁଣା ସହର ସିଦ୍ଧମଠ ପରିସରରେ ସିଦ୍ଧ ଜଗନ୍ନାଥ ମନ୍ଦିର ପାଚେରି ଭାଙ୍ଗି ଦେଇଛନ୍ତି ହାତୀପଲ। ମଙ୍ଗଳବାର ଭୋରରେ ମଠ ପରିସରରେ ଥିବା ପାଚିଲା ପଣସ ଖାଇବାକୁ ଏକ ଛୁଆହାତୀ ଭିତରକୁ ଯାଇଥିବା ବେଳେ ତାକୁ ଉଦ୍ଧାର ପାଇଁ…
ମନ୍ଦିର ପାଚେରୀ ଭାଙ୍ଗିଲେ ହାତୀପଲ
କେନ୍ଦୁଝର,୩୦।୫(ସ୍ବ.ପ୍ର): କେନ୍ଦୁଝରର ଏକ ମନ୍ଦିରରେ ମଙ୍ଗଳବାର ସକାଳୁ ହାତୀଙ୍କ ଉତ୍ପାତ ଦେଖିବାକୁ ମିଳିଛି। ହାତୀପଲ କେନ୍ଦୁଝର ପୁରୁଣା ସହର ସିଦ୍ଧମଠ ପରିସରରେ ଥିବା ପ୍ରାୟ ୬୦୦ବର୍ଷ ପୁରୁଣା ସିଦ୍ଧ ଜଗନ୍ନାଥଙ୍କ ମନ୍ଦିରର ପାଚେରୀକୁ ଭାଙ୍ଗିି ପଶି ଆସିଛନ୍ତି। ମଠ ପରିସରରେ ଥିବା…
ଘଟଣା ଚପାଇଦେବାକୁ ଉଦ୍ୟମ
କେନ୍ଦୁଝର,୩୦ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ବିନା ଅନୁମତିରେ ପରିବାର ନିୟୋଜନ ଅସ୍ତ୍ରୋପଚାର ମାମଲା ଚପାଇଦେବାକୁ ଉଦ୍ୟମ ହେଉଛି। ଉକ୍ତ ଘଟଣା ଓ ଅନ୍ୟାନ୍ୟ ସମସ୍ୟା ନେଇ ସୋମବାର କଂଗ୍ରେସର ଏକ ପ୍ରତିନିଧି ଦଳ୍ ଡାକ୍ତରଖାନାକୁ ଯାଇ ରୋଗୀ, ଡାକ୍ତର ତଥା…
୭ ନମ୍ବର ୱାର୍ଡ ରାସ୍ତାରେ ପାଣିର ସୁଅ
କୋଡ଼ପଡ଼ା,୩୦ା୫(ଡି.ଏନ୍.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ଅନ୍ତର୍ଗତ ୭ନଂ. ୱାର୍ଡ ବୈତରଣୀ ବିହାରର ରାସ୍ତା ଉପରେ ପାଣିର ସୁଅ ଝୁଟିଛି। ଅସରାଏ ବର୍ଷାରେ ଆଣ୍ଠୁଏ ଉପରେ ପାଣି ଜମୁଥିବାରୁ ଲୋକେ ଯାତାୟାତରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସୂଚନାଯୋଗ୍ୟ, ଆନନ୍ଦପୁର ବ୍ଲକ୍ ଅନୁକୂଲ୍ୟରେ…
ଭାଜପା ନେତ୍ରୀଙ୍କୁ ପଥରରେ ଛେଚି ହତ୍ୟା
ଢେଙ୍କିକୋଟ୍/ଘଟଗାଁ/କେନ୍ଦୁଝର,୩୦ା୫(ଡି.ଏନ୍.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ବ୍ଲକ୍ ପଣ୍ଡାପଡ଼ା ଥାନା ଅନ୍ତର୍ଗତ ବିନିଦା ପଞ୍ଚାୟତ ବିନିଦା ଗ୍ରାମରେ ରବିବାର ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଦୁର୍ବୃତ୍ତ ଜଣେ ଭାଜପା ନେତ୍ରୀଙ୍କୁ ପଥରରେ ଛେଚି ହତ୍ୟା କରିଛନ୍ତି। ସେ ହେଲେ ପଣ୍ଡାପଡ଼ା ମଣ୍ଡଳ ଭାଜପା ଉପସଭାପତି…
୨୪ ହଜାର ଚାରାରୁ ବଞ୍ଚିଛି ୨୪ ଶହ
ଆନନ୍ଦପୁର/କଣ୍ଟିପାଳ,୨୯।୫(ସ୍ବ.ପ୍ର/ଡି.ଏନ୍.ଏ.): ବନ ବିଭାଗ ପକ୍ଷରୁ ବନୀକରଣ କରାଇ ଗ୍ରାମାଞ୍ଚଳରେ ଜଙ୍ଗଲ ସୃଷ୍ଟି କରିବାକୁ ସରକାର ବ୍ୟବସ୍ଥା କରୁଛନ୍ତି। ଏ ନେଇ ବହୁ କୋଟି ଟଙ୍କା ବ୍ୟୟ କରାଯାଉଛି। ମାତ୍ର ବିଭାଗର କିଛି ଦୁର୍ନୀତିଖୋର୍ ଅଧିକାରୀଙ୍କ ମନମାନୀ ଓ ଆନ୍ତରିକତା ଅଭାବରୁ ସରକାରୀ…
ଉପାନ୍ତ ଅଞ୍ଚଳରେ ଓଡ଼ିଆ ଭାଷାକୁ ଅଣଦେଖା
କେନ୍ଦୁଝର,୨୯ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ଉପାନ୍ତ ଯୋଡ଼ା-ବଡ଼ବିଲ ଖଣି ଅଞ୍ଚଳରେ ଓଡ଼ିଆ ଭାଷାକୁ ଅଣଦେଖା କରାଯାଉଛି। ସରକାରଙ୍କ ତାଗିଦା ସତ୍ତ୍ୱେ ଓଡ଼ିଆରେ ନାମଫଳକ ବା ସୂଚନା ଫଳକ ଲେଖାଯାଉନାହିଁ। ବିଶେଷ କରି ବିଭିନ୍ନ ସରକାରୀ କମ୍ପାନୀ, ଘରୋଇ ଖଣି ସଂସ୍ଥାରେ କାମ କରୁଥିବା…
ମହିଳା ଗାୟକଙ୍କୁ ହତ୍ୟା, କେହି ପଥରରେ ଛେଚିଥିବା ସନ୍ଦେହ
କେନ୍ଦୁଝର,୨୯।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପଣ୍ଡାପଡା ଥାନା ବିନିଦା ଗ୍ରାମରେ ସୋମବାର ଜଣେ ପାଲା ଗାୟକଙ୍କ ହତ୍ୟା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ତାଙ୍କ ନାମ ସତ୍ୟଭାମା ସିଂ (୪୫) ବୋଲି ଜଣା ପଡିଛି। ସେ ଜଣେ ସୁନାମଧନ୍ୟ ମହିଳା ପାଲା ଗାୟକ…
ମଦଭାଟି ନିକଟରେ ପଡ଼ିଛି ଯୁବକଙ୍କ ମୃତଦେହ
କଣ୍ଟିପାଳ,୨୯ା୫(ଡି.ଏନ୍.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ମୋଚିନ୍ଦା ପଞ୍ଚାୟତ ଖଡ଼ିପାଳ ଗ୍ରାମରେ ଥିବା ମଦଭାଟି ନିକଟରେ ସୋମବାର ଭୋର ସମୟରେ ଗ୍ରାମବାସୀ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି…
କାମରେ ଲାଗୁନି ୮ ଗୋଷ୍ଠୀ ଶୌଚାଳୟ
ଚମ୍ପୁଆ,୨୮ା୫(ଡି.ଏନ୍.ଏ): କେନ୍ଦୁଝର ଜିଲା ଚମ୍ପୁଆ ବିଜ୍ଞାପିତ ଅଞ୍ଚଳରେ ଅନେକ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ବିଭିନ୍ନ ୱାର୍ଡରେ ନିର୍ମାଣ କରାଯାଇଥିବା ଗୋଷ୍ଠୀ ଶୌଚାଳୟ କାମରେ ଲାଗୁନହିଁ। ଅନେକ ଶୌଚାଳୟ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ି ଆଗରେ ଗଛଲତା ଉଠିଗଲାଣି। ଆବଶ୍ୟକ ଭିତ୍ତିଭୂମିକୁ ଦୃଷ୍ଟି…
କେନ୍ଦୁଝର-ହାଓ୍ବଡାକୁ ଟ୍ରେନ ଚଳାଚଳ ଦାବି
କେନ୍ଦୁଝର,୨୭।୫(ଡି.ଏନ.ଏ): କେନ୍ଦୁଝର ଜିଲା ମୁଖ୍ୟାଳୟରୁ ହାଓ୍ବଡାକୁ ସିଧାସଳଖ ଟ୍ରେନ ଚଳାଚଳ କରିବାକୁ ଏସ୍ସିୟୁଆଇ ପକ୍ଷରୁ ଦାବି କରାଯାଇଛି। କେନ୍ଦୁଝରରୁ ଟାଟା ଦେଇ କିମ୍ବା ଯାଜପୁରରୋଡ ଦେଇ ଟ୍ରେନ ଚଳାଚଳ କଲେ ଜିଲାର ବହୁ ବ୍ୟବସାୟୀ, ସାଧାରଣ ଲୋକ ଉପକୃତ ହୋଇପାରିବେ ବୋଲି…
ଗୋରୁ ବୋଝେଇ ଟ୍ରକ୍ ଜବତ: ୧୫ ଗୋରୁ ଉଦ୍ଧାର
ପାଟଣା,୨୭।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁମ୍ବାଇ-କୋଲକାତା ୪୯ ନମ୍ବର ଜାତୀୟ ରାଜପଥର ଝାରବେଡ଼ା ନିକଟରୁ ଶନିବାର ଭୋରରେ ଏକ ଗୋରୁ ବୋଝେଇ ଟ୍ରକ୍କୁ ତୁରୁମୁଙ୍ଗା ପୋଲିସ ଜବତ କରିଛି। ଉକ୍ତ ଟ୍ରକ୍ ଭିତରେ ଦୟନୀୟ ଅବସ୍ଥାରେ ବନ୍ଧା ଯାଇଥିବା ୧୫…
Archives


