କେନ୍ଦୁଝର

୧୪ ବର୍ଷ ହେଲା ବିଟ୍‌ ହାଉସ ଖାଲି

ଚମ୍ପୁଆ,୨୯ା୧୨(ମହେଶ୍ୱର ଦାସ): କେନ୍ଦୁଝର ଜିଲା ଚମ୍ପୁଆ ମୁଖ୍ୟାଳୟରେ ଥିବା ବନ ବିଭାଗର ବିଟ୍‌ ହାଉସ୍‌ କାମରେ ଲାଗିପାରୁନାହିଁ। ରହିବା ପାଇଁ କୋଠା ଉପଯୁକ୍ତ ନ ଥିବା ଆଳ ଦେଖାଇ କେହି କର୍ମଚାରୀ ୧୪ ବର୍ଷ ଧରି ଏଠାରେ ରହୁନାହାନ୍ତି। ଫଳରେ ଏହାର…

ଟ୍ରକ୍‌କୁ ଧକ୍କା ଦେଲା ପିକ୍‌ନିକ୍‌ ବସ୍‌: ୨୦ ଆହତ, ୨ ଗୁରୁତର

ଘସିପୁରା,୨୮।୧୨(ନିରଞ୍ଜନ ସାହୁ): ୨୦ ନମ୍ବର ଜାତୀୟ ରାଜପଥ ଘସିପୁରା ଥାନା ଅଧୀନ ଭାଲୁକୁମା ଛକଠାରେ ଟ୍ରକ୍‌କୁ ପଛପଟୁ ଏକ ପିକନିକ୍‌ ବସ୍‌ ଧକ୍କା ଦେଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୨ଜଣ ଯାତ୍ରୀ ଗୁରୁତର ହୋଇଥିବା ବେଳେ ୨୦ଜଣ ଆହତ ହୋଇଛନ୍ତି। ଗୁରୁବାର…

ପିକ୍‌ନିକ୍‌ ବସ୍‌ ଦୁର୍ଘଟଣାଗ୍ରସ୍ତ: ୧୦ ଛାତ୍ର ଆହତ

କେନ୍ଦୁଝର,୨୮ା୧୨: କଲେଜ ଛାତ୍ରଙ୍କୁ ନେଇ ପିକ୍‌ନିକ୍‌ ସାରି ଫେରୁଥିବା ବେଳେ ଏକ ବସ୍‌ ଗୁରୁବାର ଭୋର୍‌ରୁ କେନ୍ଦୁଝର ଜିଲା ଆନନ୍ଦପୁର ୨୦ ନଂ ଜାତୀୟ ରାଜପଥର ଧକୋଠା ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୧୦ ଜଣ ଛାତ୍ର ଗୁରୁତର ହୋଇଛନ୍ତି। ସୂଚନାଯୋଗ୍ୟ,…

ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍‌

କେନ୍ଦୁଝର,୨୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ସ୍ଥାନୀୟ ଫାଷ୍ଟ୍‌ ଟ୍ରାକ୍‌ କୋର୍ଟ ବିଚାରପତି ବିଜୟ କୁମାର ମିଶ୍ର ଜଣେ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ସଦର ଥାନା ଡିମିରିଡିହା ଗ୍ରାମର ସୁନୀଲ କୁମାର ନାଏକ(୨୬)ଙ୍କୁ ଦୋଷୀ ସାବ୍ୟସ୍ତ କରି ୨୦ ବର୍ଷ…

ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ

କେନ୍ଦୁଝର,୨୭।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବାଲିବନ୍ଧ ସେକ୍ସନ ହରିଡା ଯୋଡ଼ି ଗ୍ରାମରେ ମଙ୍ଗଳବାର ରାତିରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଉକ୍ତ ଘଟଣା ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ମୃତକଙ୍କ ନାମ ମିଥୁନ ମୁଣ୍ଡା…

ଫୁଟ୍‌ପାଥରେ ଗାଡ଼ି ରଖିଲେ ଗଣିବେ ଜରିମାନା

କେନ୍ଦୁଝର,୨୬ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ପୋଲିସ ପକ୍ଷରୁ ଗାଡ଼ି ଚାଳକଙ୍କୁ ସଚେତନ କରିବା ସହ ଏକ କଡ଼ା ଚେତାବନୀ ଦିଆଯାଇଛି। ରାସ୍ତା ଅବରୋଧ କରି ଗାଡ଼ି ରଖିଲେ ଚାଳକଙ୍କଠାରୁ ଜରିମାନା ଆଦାୟ କରିବାକୁ ପୋଲିସ ପକ୍ଷରୁ କୁହାଯାଇଛି। ଥାନା…

ହାତୀ ଉପଦ୍ରବ: ଘର ଭାଙ୍ଗିଲେ, ଧାନଚାଉଳ ଖାଇଲେ

ପାଟଣା,୨୫ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୨୩ ଟିକିଆ ବଣୁଆ ହାତୀପଲଙ୍କ ଉପଦ୍ରବ ଜାରି ରହିଛି। ଏହି ହାତୀପଲ ରବିବାର ରାତିରେ ସାହାରପଡ଼ା ସେକ୍ସନରୁ ବୈତରଣୀ ନଦୀ ପାର ହୋଇ ପାଟଣା ସେକ୍ସନରେ ଘର ଭାଙ୍ଗିବା ସହ ଘର ଭିତରୁ…

ହର ହର ଶମ୍ଭୁ ପରେ ଜିତୁ ଶର୍ମାଙ୍କ ‘ମେରେ ରାଜା ମେରେ ରାମ ଗୀତ’ ହେଉଛି ଭାଇରାଲ

କେନ୍ଦୁଝର,୨୪।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରଭୁ ରାମଙ୍କ ଉପରେ ଆଧାରିତ ଜିତୁ ଶର୍ମା ଗାଇଥିବା ଗୀତ ‘ମେରେ ରାଜା ମେରେ ରାମ, ମେରା ଦେଶ ମେରି ଜାନ, ମେରେ ଶିବ ହେ ମେରେ ପ୍ରାଣ, ମେରା ଭାରତ ମେରି ସାନ…’ ସୋସିଆଲ ମିଡିଆରେ…

କୋବି ପାଇଁ ମା’ଙ୍କୁ ଖୁଣ୍ଟରେ ବାନ୍ଧି ପିଟିଲେ ପୁଅ

ଯୋଡ଼ା/ଚମ୍ପୁଆ(ମାନସ ମହାନ୍ତି/ ମହେଶ୍ୱର ଦାଶ), ୨୪ା୧୨: ହଜିଗଲାଣି ମାନବିକତା। ପୁଅ ବାଡ଼ିରୁ କୋବି ଆଣି ଖାଇଦେଲେ ବୋଲି ମା’ଙ୍କୁ ନିର୍ଦ୍ଦୟ ଭାବେ ଖୁଣ୍ଟରେ ବାନ୍ଧି ପିଟିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି। ଏଭଳି ଘଟଣା ଘଟିଛି କେନ୍ଦୁଝର ଜିଲା…

ରାଜପଥରେ ଗଡ଼ିଲା ମୁଣ୍ଡ

କେନ୍ଦୁଝର,୨୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ୨୦ ନମ୍ବର ଜାତୀୟ ରାଜପଥରେ ଦୈନିକ ଛୋଟବଡ଼ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ରବିବାର ଦ୍ରୁପଦା ବାଇପାସ ନିକଟରେ ଜଣେ ସାଇକେଲ ଆରୋହୀଙ୍କୁ ଟ୍ରକ ଚାପି ଦେଇ ଫେରାର୍‌ ହୋଇଯାଇଛି। ମୃତକ ଜଣଙ୍କ ହେଲେ…

ପାଇପ୍‌ ଫାଟି ଭାସୁଛି ପାଣି

ବଡ଼ବିଲ,୨୩ା୧୨(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ମୁଖ୍ୟ ସଡ଼କପଥ ପାର୍ଶ୍ୱ ଦେଇଯାଇଥିବା ଜନସ୍ବାସ୍ଥ୍ୟ ବିଭାଗର ପାଇପ୍‌ ଫାଟି ପାଣି ନଷ୍ଟ ହେଉଛି। ପାନୀୟ ଜଳ ସଙ୍କଟକୁ ଦୂର କରିବାକୁ ରାଜ୍ୟ ସରକାର ଦିନରାତି ‘ଟ୍ୟାପ୍‌ ଟୁ ଓ୍ବାଟର’ ଯୋଜନା କାର୍ଯ୍ୟକାରୀ କରିବାକୁ…

ମାଇଁଙ୍କ ଶୁଦ୍ଧିକ୍ରିୟାକୁ ଆସିଥିଲେ, ଟ୍ରକ୍‌ ଚାପାରେ ଚାଲିଗଲା ଭଣଜାଙ୍କ ଜୀବନ

କେନ୍ଦୁଝର,୨୩ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅଧୀନ ୪୯ ନଂ ଜାତୀୟ ରାଜପଥ ପଟାଟାଙ୍ଗର ଛକରେ ଶନିବାର ଏକ ୧୦ ଚକିଆ ଟ୍ରକ୍‌ ଚାପି ଦେବାରୁ ଘଟଣାସ୍ଥଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ଅନୁଗୋଳ ଜିଲା ପାଲଲହଡ଼ା ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?