ଗୁଣିଗାରେଡ଼ି ସନ୍ଦେହରେ ନିର୍ଯାତନା ଅଭିଯୋଗ
କେନ୍ଦୁଝର,୭।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ନୟାକୋଟ ଥାନା ଅଧୀନ ଯାତ୍ରା ପଞ୍ଚାୟତ ଶୁକଡଳା ଗ୍ରାମର କେଶବ ବାରିକ ବୁଧବାର କେନ୍ଦୁଝର ଏସ୍ପି ନୀତିନ କୁଶଲକରଙ୍କୁ ଭେଟି ଗୁଣିଗାରେଡ଼ି ସନ୍ଦେହରେ ତାଙ୍କ ପରିବାର ଲୋକଙ୍କୁ ନିର୍ଯାତନା ଦିଆଯାଉଥିବା ନେଇ ଅଭିଯୋଗ କରିଛନ୍ତି। କେଶବଙ୍କ ଅଭିଯୋଗ…
ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
ଆନନ୍ଦପୁର,୭।୬(ସ୍ବ.ପ୍ର.): ସଂଘବଦ୍ଧ ଆକ୍ରମଣ ଘଟଣାରେ ୪ଜଣଙ୍କୁ ଗିରଫ କରିଛି ପୋଲିସ। ଘସିପୁରା ଥାନା ରେକୁଟିଆର ଧଳିଆପାଣିଠାରେ ଦେଓଗାଁର ରାଜୀବ ଲୋଚନ ଜେନାଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିଲା। ପୂର୍ବ ରାଜନୈତିକ ଶତ୍ରୁତାକୁ କେନ୍ଦ୍ର କରି ଏଭଳି ଘଟଣା ଘଟିଥିଲା। ଆକ୍ରମଣରେ ଗୁରୁତର ଆହତ…
ଶ୍ରମିକଙ୍କୁ ଉତ୍ସାହିତ କରିବାକୁ କୋଦାଳ ଧରିଲେ ସରପଞ୍ଚ
କେନ୍ଦୁଝର,୭।୬(ସ୍ବ.ପ୍ର): କେନ୍ଦୁଝର ସଦର ବ୍ଲକ୍ ଅନ୍ତର୍ଗତ ବରଦାପାଳ ପଞ୍ଚାୟତ ସାମାଜିକ କର୍ମୀ ତଥା ଯୁବ ସରପଞ୍ଚ ଶ୍ରମିକଙ୍କ ସହ ଏମ୍ଜିଏନ୍ଆର୍ଇଜିଏସ୍(ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା)ରେ କାମ କରି ଚର୍ଚ୍ଚାକୁ ଆସିଥିଲେ। ଏବେ ହାଣ୍ତିଭଙ୍ଗା ସରପଞ୍ଚ ପୂର୍ଣ୍ଣମୀ ସର୍ଦ୍ଦାର…
ପୋଖରୀରୁ ମିଳିଲା ସ୍ତ୍ରୀଙ୍କ ମୃତଦେହ: ସ୍ବାମୀ ଅଟକ
ପାଟଣା,୭।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରୀ ଗାଁ ପୋଖରୀ୍ରେ ସୋମବାର ସାରେ ଜଣେ ବିବାହିତା ମହିଳାଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଥିଲା। ସୋମବାରରାତିଲେ ତୁରୁମୁଙ୍ଗା ପୋଲିସ ଅଗ୍ନିଶମ ବାହିନୀ ମିଳିତ ଉଦ୍ୟରେ ମୃତଦେହ ଉଦ୍ଧାର କରାଯାଇଥିଲା। ମୃତ ଦେହଟି ହେଉଛି…
ମନରେଗା କାମ କରି ଚର୍ଚ୍ଚାରେ ସରପଞ୍ଚ
କେନ୍ଦୁଝର,୬।୬(ସ୍ବ.ପ୍ର): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ବରଦାପାଳ ପଞ୍ଚାୟତ ସମାଜସେବୀ ତଥା ଯୁବ ସରପଞ୍ଚ ଶ୍ରମିକଙ୍କ ସାଧିରେ ମନରେଗା କାମ କରି କେନ୍ଦୁଝର ଜିଲାରେ ଚର୍ଚ୍ଚାକୁ ଆସିଥିଲେ। ଏବେ ହାଣ୍ତିଭଙ୍ଗା ପଞ୍ଚାୟତର ସରପଞ୍ଚ ପୂର୍ଣ୍ଣମୀ ସର୍ଦ୍ଧାର ଶ୍ରମିକଙ୍କ ସାଥିରେ ମନରେଗା କାମ…
ତୁରୁମୁଙ୍ଗା ବଜାରରେ ଅଗ୍ନିକାଣ୍ଡ
ପାଟଣା,୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ବଜାରର ଏକ ଫଳ ଦୋକାନ ପଛ ପାଶ୍ୱର୍ର୍ରେ ଗଦା ହୋଇଥିବା ଆବର୍ଜନାରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟିଛି। ଦୋକାନକୁ ନିଆଁ ବ୍ୟାପିବା ଆଗରୁ ସ୍ଥାନୀୟ ଦୋକାନୀମାନେ ପାଣି ଢାଳି ନିଆଁକୁ ଆୟତ୍ତ କରିବାରେ ସଫଳ…
ଘନ ଘନ ବିଜୁଳି କାଟ ଜନ ଜୀବନ ଅସ୍ତବ୍ୟସ୍ତ
କେନ୍ଦୁଝର, ୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଏବେ ଚାଲିଛି ଅଘୋଷିତ ବିଦ୍ୟୁତ୍ କାଟ୍ ଚାଲିଛି॥ ଦିନ ରାତି ଯେତେବେଳେ ଇଚ୍ଛା ବିଜୁଳି ଚାଲି ଯାଉଛି। ବର୍ଷା ଆସିବା ପୂର୍ବରୁ ଓ ପରେ ଘଣ୍ଟା ଘଣ୍ଟା ବିଜୁଳି ଯୋଗାଣ ବିଚ୍ଛିନ୍ନ ହେଉଛି। ଟାଟା ପାୱାର…
ଛତୁ ଖାଇ ଦୁଇ ଯୁବତୀ ଗୁରୁତର
ବଡ଼ବିଲ,୫ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲରେ ଛତୁ ଖାଇ ଦୁଇ ଯୁବତୀ ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ ଉଭୟଙ୍କୁ ବଡ଼ବିଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଯୁବତୀ ଦ୍ବୟ ହେଲେ ବଡ଼ବିଲ ସାଧୁସିଂ ହଟିଂ ଅଞ୍ଚଳର ପ୍ରିୟା ମହାନ୍ତ ଓ ତାଙ୍କ ସାଙ୍ଗ…
ଗଜବେଶରେ ଦର୍ଶନ ଦେଲେ ଶ୍ରୀଜିଉ
କେନ୍ଦୁଝର,୪ା୬(ସ୍ବ.ପ୍ର.): କେନ୍ଦୁଝର ଜିଲାର ଆରାଧ୍ୟ ଶ୍ରୀଶ୍ରୀ ବଳଦେବଜୀଉଙ୍କ ସ୍ନାନଯାତ୍ରା ଧୂମ୍ଧାମରେ ପାଳିତ ହୋଇଛି। ଶ୍ରୀଜିଉଙ୍କୁ ସକାଳ ପୂଜାର୍ଚ୍ଚନା ପରେ ପହଣ୍ଡି କରି ସ୍ନାନମଣ୍ଡପକୁ ଅଣାଯାଇଥିଲା। ସେଠାରେ ଶ୍ରୀଜିଉଙ୍କୁ ବିଭିନ୍ନ ସୁବାସିତ ଜଳରେ ସ୍ନାନ କରାଯାଇଛି। ଶ୍ରୀଜିଉଙ୍କ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼…
କ୍ଷୁଦ୍ର ଜଳସେଚନ କେନାଲ ନିର୍ମାଣରେ ଜବରଦଖଲ ବାଧକ
କେନ୍ଦୁଝର, ୪।୬(ସ୍ବ.ପ୍ର.): କେନ୍ଦୁଝର ସଦର ତହସିଲ ରାଇସୁଆଁ ରାଜସ୍ବ ନିରୀକ୍ଷକ ଅନ୍ତର୍ଗତ କ୍ଷୁଦ୍ର ଜଳସେଚନ ବିଭାଗର ରାଇସୁଆଁ-ଗୋପୀନାଥପୁର-ସିଲସୁଆଁ ମୁଖ୍ୟ କେନାଲ ଜମି ଜବରଦଖଲ ଯୋଗୁ ନୂତନ କେନାଲ ନିର୍ମାଣରେ ବାଧକ ଦେଖାଦେଇଛି। ପ୍ରାୟ ୫୯ ଲକ୍ଷ ୬୫ ହଜାର ଟଙ୍କା ବ୍ୟୟ…
ଦୁର୍ଘଟଣା ଚେତାଇଲା ରେଳପଥର ଆବଶ୍ୟକତା
କେନ୍ଦୁଝର,୩ା୬(ସ୍ବ.ପ୍ର.): କରମଣ୍ଡଳ ଏକ୍ସପ୍ରେସ୍ ଦୁର୍ଘଟଣାଗ୍ରସ୍ତ ହେବା ପରେ ଉକ୍ତ ରେଳପଥରେ ଟ୍ରେନ୍ ଚଳାଚଳ ବନ୍ଦ ହୋଇ ବହୁ ଦୂରଗାମୀ ଟ୍ରେନ୍ କେନ୍ଦୁଝର ଜିଲା ଦେଇ ଚଳାଚଳ କରୁଛି। ପାଖାପାଖି ୧୦ଟି ଦୂରଗାମୀ ଟ୍ରେନ୍ ଏହି ରେଳପଥ ଦେଇ ଯାତାୟାତ କରିଛି। ଉକ୍ତ…
ଷ୍ଟେଶନ ରାସ୍ତାରୁ ବେନିୟମ ହମ୍ପ୍ସ ଉଠାଇବାକୁ ଦାବି
କେନ୍ଦୁଝର,୩।୬(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝରଗଡ଼ ରେଳ ଷ୍ଟେଶନଠାରୁ ଧୋବାଡିହା ପର୍ଯ୍ୟନ୍ତ ଷ୍ଟେଶନ ରାସ୍ତା ରେଳ ଯାତ୍ରୀଙ୍କ ପାଇଁ ଜୀବନରେଖା ସଦୃଶ୍ୟ ହୋଇଥିବା ବେଳେ ଭାରତୀୟ ଖାଦ୍ୟ ନିଗମ, ଅବକାରୀ ବିଭାଗ ରେଞ୍ଜ୍ ଅଫିସ ଆଦି ବିଭାଗର ବହୁ ସଂଖ୍ୟାରେ ଯାନବାହନ ଚଳାଚଳ କରିଥାଏ। ସେହିପରି…
Archives


