ପ୍ରଥମ ସ୍ତ୍ରୀ ଥାଇ ଦ୍ୱିତୀୟ ବିବାହ କରୁଥିଲେ, ବରଙ୍କୁ ଉଠାଇ ଆଣିଲା ପୋଲିସ
ପାଟଣା,୮ା୫(ସ୍ବ.ପ୍ର.): ପ୍ରଥମ ସ୍ତ୍ରୀ ଓ ପୁଅ ଥାଇ ଜଣେ ବିବାହିତ ଯୁବକ ଲୁଚାଛପାରେ ଜଣେ ଯୁବତୀଙ୍କୁ ଦ୍ୱିତୀୟ ବିବାହ କରୁଥିବା ସମୟରେ ମନ୍ଦିରରୁ ପୋଲିସ ଉଠାଇ ଆଣିଛି। ଦିତୀୟ ବିବାହ କରୁଥିବା ଯୁବକ ଜଣକ ହେଉଛନ୍ତି ମୟୂରଭଞ୍ଜ ଜିଲା ଯଶିପୁର ଥାନା…
ଆର୍ଥିକ ଅନଟନରେ ଯୁଝୁଛନ୍ତି ୪୦ ପରିବାର
କେନ୍ଦୁଝର,୮ା୫(ସ୍ବ.ପ୍ର.): ପ୍ରଥମେ କଂସା ଓ ଆଲୁମିନିୟମରେ ନିର୍ମିତ ବାସନର ଚାହିଦା ବହୁଳ ମାତ୍ରାରେ ଥିଲା। ଏବେ ପ୍ଲାଷ୍ଟିକ୍ ଓ ଷ୍ଟିଲ୍ ନିର୍ମିତ ସାମଗ୍ରୀ ପ୍ରତି ଲୋକେ ଆକୃଷ୍ଟ ହେଉଛନ୍ତି। ମାତ୍ର ଆଲୁମିନିୟମ, କଂସା ଓ ପିତ୍ତଳର ବ୍ୟବହାର ଆଗ ଭଳି ହେଉ…
ମହଜୁଦକାରୀଙ୍କ ଲୁହାପଥର ଗୁଣ୍ଡର ଷ୍ଟକ୍ ଯାଞ୍ଚ ଦାବି
କେନ୍ଦୁଝର,୮ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳ ଅଞ୍ଚଳରେ ବହୁ ବର୍ଷ ଧରି ବିଭିନ୍ନ କ୍ରଶର ଏବଂ ରେଲବାଇ ସାଇଡିଂରେ ଗଚ୍ଛିତ ଥିବା ଲୁହାପଥର ବିକ୍ରି ପାଇଁ ଖଣି ବିଭାଗ ତପତ୍ରତା ଦେଖାଇଛି। ଖଣିଜ ପଥର ଚୋରି ହୋଇ ଯାଉଥିବାରୁ ସରକାରଙ୍କ…
ବିନା ଏସ୍ଏମ୍ସିରେ ଉଠୁଛି ଅନୁଦାନ
ଆନନ୍ଦପୁର,୮।୫(ସ୍ବ.ପ୍ର.): ୫-ଟି ବ୍ୟବସ୍ଥାରେ ବିଦ୍ୟାଳୟ ପ୍ରତି ଛାତ୍ରୀଛାତ୍ରଙ୍କୁ ଆକୃଷ୍ଟ କରିବା, ଉତ୍ତମ ଶୈକ୍ଷିକ ବାତାବରଣ ସୃଷ୍ଟି ଓ ପିଲାମାନଙ୍କୁ ଉତ୍ତମ ଶିକ୍ଷା ପ୍ରଦାନ ପାଇଁ ସରକାର କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରୁଛନ୍ତି। ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଅବହେଳା ଓ ଦୁର୍ନୀତି ମନୋଭାବ…
ବୃଦ୍ଧାଙ୍କୁ ଗଣବଳାତ୍କାର
ଢେଙ୍କିକୋଟ,୮ା୫(ଡି.ଏନ୍.ଏ.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ଭଗାମୁଣ୍ଡା ସାପ୍ତାହିକ ହାଟରୁ ଫେରୁଥିବା ଜଣେ ୬୦ ବର୍ଷୀୟା ଆଦିବାସୀ ବୃଦ୍ଧାଙ୍କୁ ଗଣବଳାତ୍କାର ହୋଇଛି। ଏ ନେଇ ହରିଚନ୍ଦନପୁର ଥାନାରେ ବୃଦ୍ଧା ଜଣଙ୍କ ଶନିବାର ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୁକ୍ତମାନେ ଫେରାର ହୋଇଯାଇଥିବା…
ପୋଖରୀ ନିକଟରେ ପଡ଼ିଥିଲା ଭାଲୁର ମୃତଦେହ
ଆନନ୍ଦପୁର,୬ା୫(ସ୍ବ.ପ୍ର.): ଆନନ୍ଦପୁର ବନଖଣ୍ଡ ଅଧୀନ ବରାଙ୍ଗ ଜଙ୍ଗଲ ପାର୍ଶ୍ୱ କଡ଼ରାମାଳ ଗାଁ ନିକଟ ପୋଖରୀ କୂଳରୁ ଏକ ଭାଲୁର ମୃତଦେହ ଶନିବାର ଉଦ୍ଧାର କରାଯାଇଛି। ଭାଲୁର ମୃତଦେହ ଦେଖି ସ୍ଥାନୀୟ ବାସିନ୍ଦା ବନ ବିଭାଗକୁ ସୂଚନା ଦେବାପରେ ବନ କର୍ମଚାରୀମାନେ ଘଟଣାସ୍ଥଳରେ…
ଯୋଡ଼ା ମଣ୍ଡଳରେ ୫୯ ଖଣି ବନ୍ଦ
ଯୋଡ଼ା,୫ା୫(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳରେ ଥିବା ସମୁଦାୟ ୯୦ଟି ଖଣି ମଧ୍ୟରୁ ୫୯ଟି ବନ୍ଦ ରହିଛି। ମାତ୍ର ୩୧ ଖଣି କାର୍ଯ୍ୟକ୍ଷମ ହେଉଥିବା ବେଳେ ବୈଧାନିକ କାରଣ ଯୋଗୁ ଅନେକ ଖଣି ଚାଲିପାରୁନାହିଁ। ଫଳରେ କେନ୍ଦ୍ର ଓ ରାଜ୍ୟ…
ପତିଆରା ଜାହିର ପାଇଁ ହତ୍ୟା: ମୁଖ୍ୟ ମହିଳା ଅଭିଯୁକ୍ତଙ୍କ ସମେତ ୨ ଗିରଫ
ବଡ଼ବିଲ,୫ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ସହର ମନି ଟାୱାର ନିକଟରେ ଗତ ୧ ତାରିଖରେ ବିଜେଡି କର୍ମୀ ସୁନୀଲ ସିହ୍ନା ଓରଫ ଭୋଲାଙ୍କୁ ଗୁଳିକରି ହତ୍ୟା ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ । ଘଟଣାରେ ମୁଖ୍ୟ ମହିଳା ଅଭିଯୁକ୍ତ ସମେତ ସହଯୋଗୀଙ୍କୁ…
ମେଶିନରେ ଚାଲିଛି ରାସ୍ତା କାମ
ଘଟଗାଁ,୫ା୫(ଡି.ଏନ.ଏ.): କେନ୍ଦୁଝର ଜିଲା ଘଟଗାଁ ବ୍ଲକ୍ ବସନ୍ତପୁର ପଞ୍ଚାୟତରରେ ଏମ୍ଜିଏନ୍ଆର୍ଇଜିଏସ୍ (ମହାତ୍ମା ଗାନ୍ଧୀ ନିଶ୍ଚିତ ଗ୍ରାମୀଣ କର୍ମ ନିଯୁକ୍ତି ଯୋଜନା)ବାଟବଣା ହୋଇଛି। ଏଠାରେ ଶ୍ରମିକଙ୍କୁ ଅଣଦେଖା କରାଯାଇ ଜେସିବି ଓ ଟ୍ରାକ୍ଟର ଦ୍ୱାରା ମାଟି, ମୋରମ ପକାଯାଇଥିବା ଅଭିଯୋଗ ହୋଇଛି। ଏସବୁ…
ଅସୁରକ୍ଷିତ ଆନନ୍ଦପୁର ବୈତରଣୀ ସେତୁ
ଆନନ୍ଦପୁର,୫।୫(ସ୍ବ.ପ୍ର.):କେନ୍ଦୁଝର ଜିଲା ଆନନ୍ଦପୁରର ଲାଇଫଲାଇନ୍ କୁହାଯାଉଥିବା ବୈତରଣୀ ସେତୁ ଅସୁରକ୍ଷିତ ହୋଇପଡ଼ିଛି। ୨୦ ନଂ. ଜାତୀୟ ରାଜପଥ ଓ ୫୩ ନଂ. ରାଜ୍ୟ ରାଜପଥକୁ ଯୋଗାଯୋଗ କରିବାର ମାଧ୍ୟମ ପାଲଟିଥିବା ଏହି ସେତୁ ସ୍ଥାନୀୟ ବାସିନ୍ଦାଙ୍କଠାରୁ ଆରମ୍ଭ କରି ଯାନବାହନ ଗମନାଗମନ…
ସମୂହ ଇସ୍ତଫା ଦେଲେ ପ୍ରାଣୀ ଚିକିତ୍ସକ
କେନ୍ଦୁଝର,୪ା୫(ସ୍ବ.ପ୍ର.): ପ୍ରାଣୀ ଚିକିତ୍ସକଙ୍କ ୧୦ ଦଫା ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଗୁରୁବାର ଚରମ ସୀମାରେ ପହଞ୍ଚିଛି। ସେମାନେ ଆଜି ଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଏବଂ ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀଙ୍କ ଦ୍ୱାରା ମତ୍ସ୍ୟ ଓ ପଶୁପାଳନ ବିଭାଗର ପ୍ରମୁଖ ଶାସନ…
ଚାପିଦେଲା ହାଇଓ୍ବା, ୩ ଡ୍ରାଇଭର ମୃତ
କେନ୍ଦୁଝର,୪ା୫(ସ୍ବ.ପ୍ର.): ଟାଉନ ଥାନା ଅନ୍ତର୍ଗତ ରାଙ୍କି ନିକଟ ୨୦ ନଂ. ଜାତୀୟ ରାଜପଥରେ ବୁଧବାର ରାତିରେ ଏକ ହାଇଓ୍ବା ଗାଡ଼ି ଚାପି ଦେବାରୁ ୩ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ଘଟଗାଁ ଆଡୁ ଯୋଡ଼ା ଖଣି ଅଞ୍ଚଳ ଅଭିମୁଖେ ଯାଉଥିବା ଏକ ୧୬…
Archives


