କେନ୍ଦୁଝର

ସୁନା ଦୋକାନୀ ଗହଣା ଭର୍ତ୍ତି ବ୍ୟାଗ ଘରେ ଥୋଇ ଯାଇଥିଲେ ବଜାର: ଆସିଲା ବେଳକୁ …

କେନ୍ଦୁଝର,(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନାରୁ ପ୍ରାୟ ଅଧ କି.ମି. ଦୂରରେ ସୋମବାର ରାତିରେ ଜଣେ ଗହଣା ବ୍ୟବସାୟୀ ସଞ୍ଜୟ ରାଣାଙ୍କ ଘରୁ ଟଙ୍କା ଓ ସୁନା ରୂପା ଗହଣା ଲୁଟ୍‌  ହୋଇଛି। ଏ ନେଇ ଉକ୍ତ ଅଞ୍ଚଳରେ…

ଶୀଘ୍ର ମଣ୍ଡି ଖୋଲିବା ସହ ଗିରଫ ନେତାଙ୍କୁ ଖଲାସ ଦାବି କଲା ନବ ନିର୍ମାଣ କୃଷକ ସଂଘ ସଂଗଠନ

ପାଟଣା,୧୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ନବନିର୍ମାଣ କୃଷକ ସଂଗଠନ ତରଫରୁ ସୋମବାର ପାଟଣା ତହସିଲ ଦାର ଅଶ୍ୱିନୀ କୁମାର ନାଏକଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ୫ ଦିନ ମଧ୍ୟରେ ମଣ୍ଡି ଖୋଲିବାର କୌଣସି ସୂଚନା ନ…

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଳକ୍ ଅନ୍ତର୍ଗତ ଜୁଙ୍ଗା ପଞ୍ଚାୟତ ଅଧୀନ କାବେରୀପଶି…

ଉଦ୍ଧାର ହାତୀ ଛୁଆ ନନ୍ଦନକାନନ ସ୍ଥାନାନ୍ତର

କେନ୍ଦୁଝର,୧୪।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ରବିବାର ସକାଳେ ଏକ ହାତୀ ଛୁଆ ଉଦ୍ଧାର ହୋଇଛି। ପିସିସିଏଫ (ବନ୍ୟପ୍ରାଣୀ)ଙ୍କ ନିର୍ଦ୍ଦେଶ ଅନୁଯାୟୀ, ଉକ୍ତ ଛୁଆକୁ ବନ ବିଭାଗ ସଦର ବ୍ଲକ ପଦ୍ମପୁର ହାତୀ ଉଦ୍ଧାର କେନ୍ଦ୍ରରୁ ଚନ୍ଦକା ହାତୀ ଯତ୍ନ କେନ୍ଦ୍ର (ନନ୍ଦକାନନ)କୁ…

ହତ୍ୟା ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡାଦେଶ

ଆନନ୍ଦପୁର, ୧୩।୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଧୀନ ଆନନ୍ଦପୁର ଅତିରିକ୍ତ ଜଜିଲା ଦୌରାଜଜ୍‌ଙ୍କ କୋର୍ଟରେ ଶୁକ୍ରବାର ଏସଟି କେସ ନଂ ୫୪/୨୦୨୨ର ବିୟର କରାଯାଇ ଅଭିଯୁକ୍ତକୁ ଆଜୀବନ କାରା ଦଣ୍ଡାଦେଶର ରାୟ ପ୍ରକାଶ ପାଇଛି। ଏହା ସହିତ…

ପ୍ରସ୍ତାବିତ ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ କଡ଼ା ସୁରକ୍ଷାରେ ଚାଲିଛି ଗ୍ରାମସଭା: ଗ୍ରାମବାସୀଙ୍କ ଏସବୁ ଦାବି ପୂରଣ ନ ହେଲେ…

ପାଟଣା,୧୨ା୧୨(ବୀରକିଶୋର ଦାଶ): ପ୍ରସ୍ତାବିତ ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଭୃଙ୍ଗରାଜପୋଷିରେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଗ୍ରାମସଭା ଅନୁଷ୍ଠିତ ହୋଇଛି। ସ୍ଥାନୀୟ ବାସିନ୍ଦା କହିଛନ୍ତି ଆମ ଭିଟା ମାଟି ଛଡାଇ ନେବାକୁ ଉଦ୍ୟମ ଚାଲିଛି। ଏକର ପିଛା ୧୦କୋଟି ଟଙ୍କା ଦାବି କରିଛନ୍ତି…

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ ବୁଧବାର ଦରବାର ହଲ୍‌ ପୁରସ୍କୃତ କରାଯାଇଛି। ସୂଚନା ଯେ, ଜିଲାରୁ ୩ଟି ପଞ୍ଚାୟତକୁ ଏଥିନିମନ୍ତେ…

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାଙ୍କୁ ମଙ୍ଗଳବାର ମୟୂରଭଞ୍ଜ ଜିଲା ରାଇରଙ୍ଗପୁରର ପ୍ରଭାରୀ ଭାବେ ନିଯୁକ୍ତି ଦେଇଛନ୍ତି।…

ସାଇବର ଠକେଇ ଅଭିଯୋଗରେ ୩ ଗିରଫ : ଅଭିଯୁକ୍ତଙ୍କ ନିକଟରୁ ଜବତ ହେଲା…

ଆନନ୍ଦପୁର,୯।୧୨(ସୁଶାନ୍ତ କୁମାର ସାହୁ): ପୃଥକ ଦୁଇଟି ମାମଲାରେ ୩ ଜଣ ସାଇବର ଠକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗୋଟିଏ ମାମଲା ଘଷିପୁରା ଥାନାରେ ହୋଇଥିବାବେଳେ ଅନ୍ୟଟିି ନନ୍ଦିପଦା ଥାନାରେ ହୋଇଛି । ଏନେଇ ଏକ ଖବରଦାତା…

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା ଯୁବ କଂଗ୍ରେସ କମିଟିର ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି l ଅଖିଳ ଭାରତ କଂଗ୍ରେସ…

ବିଜେଡିର ସବୁ ଗୁମର ଖୋଲିଦେଲେ ସନାତନ ମହାକୁଡ଼, କହିଲେ ପୂର୍ବ ସରକାର ଥିବାବେଳେ ଖଣିଖାଦାନରୁ ବହୁ…

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଗସ୍ତରେ ଆସିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଘଟଗାଁ ପରିକ୍ରମା ପ୍ରକଳ୍ପନ୍ତର ଭିତ୍ତି ପ୍ରସ୍ତର ସ୍ଥାପନ ମଧ୍ୟ କରିଛନ୍ତି। ଏହି ଉତ୍ସବରେ ଯୋଗ ଦେଇଥିବା ଚମ୍ପୁଆ ବିଜେଡି ବିଧାୟକ ସନାତନ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ତାରିଣୀ ପୀଠର ବିକାଶ ପାଇଁ କଲେ ବଡ଼ ଘୋଷଣା

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ମା’ ତାରିଣୀ ପୀଠକୁ ଯାଇ ସେଠାରେ ମା’ଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି। ମା’…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri