କେନ୍ଦୁଝର

ପାଟ୍ରୋଲିଂ ଇନ୍‌ଚାର୍ଜଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

କେନ୍ଦୁଝର,୩ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ସକାଳେ ଘଟଗାଁ ଥାନା ବାଲିଯୋଡ଼ି ଗ୍ରାମ ନିକଟରେ ଏନ୍‌ଏନ୍‌ ୨୦ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୮ ଜଣଙ୍କ ମୃତ୍ୟୁ ଘଟଣାରେ ମୋଟରଯାନ ବିଭାଗ ପକ୍ଷରୁ ଏତଲା ପରେ ଘଟଗାଁ ଥାନା ପୋଲିସ ଏନ୍‌ଏଚ୍‌ଏଆଇର ପ୍ରକଳ୍ପ ନିର୍ଦ୍ଦେଶକଙ୍କ…

ଧାନଖଳା ଜଗିଥିବା ବେଳେ ଜଣଙ୍କୁ ଦଳିଦେଲା ହାତୀ

କେନ୍ଦୁଝର,୩ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଅନ୍ତର୍ଗତ ଭେଜିଡିଡି ଗ୍ରାମରେ ଧାନଖଳା ଜଗିଥିବା ବେଳେ ଶନିବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ତାଙ୍କ ନାମ ବନମାଳୀ ମୁଣ୍ଡା(୪୭) ଏବଂ ତାଙ୍କ ଘର ସୁଡ଼ଙ୍ଗ ଗ୍ରାମ ଜାମୁଡିହି ସାହିରେ ବୋଲି…

୩୦ ଫୁଟ ଉଚ୍ଚରୁ ଡେଇଁ ଆତ୍ମହତ୍ୟା କଲେ ପ୍ଲାଣ୍ଟ ଶିଫ୍ଟ ଇନ୍‌ଚାର୍ଜ

ବଡ଼ବିଲ,୩ା୧୨(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ରୁଗୁଡ଼ିଥାନା ଅନ୍ତର୍ଗତ ଲୋଇଡ଼ାପଦାସ୍ଥିତ ଏକ ପ୍ଲାଣ୍ଟର ସିଫ୍ଟ ଇନ୍‌ଚାର୍ଜ ୩୦ ଫୁଟ ଉଚ୍ଚରୁ ଡେଇଁ ଆତ୍ମହତ୍ୟା କରିଥିବା କୁହାଯାଉଛି। ମୃତକ ଜଣକ ହେଲେ କେନ୍ଦ୍ରାପଡ଼ା ଜିଲା ଆଳି ଥାନାଞ୍ଚଳର ସୁକାନ୍ତ ଦାସ(୩୦)। ସୂଚନାନୁଯାୟୀ, ଶନିବାର ପୂର୍ବାହ୍ନରେ…

ବିଜେଡି ବୈଠକରେ କଂଗ୍ରେସ ନେତା ଆକ୍ରୋଶର ଶିକାର

ପାଟଣା,୩ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ଜିଏନ୍‌ ହାଇସ୍କୁଲ ସମ୍ମୁଖରେ ରବିବାର ପାଟଣା ନିର୍ବାଚନ ମଣ୍ଡଳୀସ୍ତରୀୟ ଏକ କର୍ମୀ ସମ୍ମିଳନୀ ରାସ୍ତାକଡ଼ରେ ଚାଲିଥିବା ବେଳେ ଅସ୍ବାଭାବିକ ପରିସ୍ଥିତି ଉପୁଜିଥିଲା। ବୈଠକ ଚାଲିଥିବା ବେଳେ ହଠାତ୍‌ ପାଟଣା ବ୍ଲକର ପୂର୍ବତନ…

ବସ୍‌ଷ୍ଟାଣ୍ଡ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

କେନ୍ଦୁଝର,୨ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଧବାଡିହା ବସ୍‌ଷ୍ଟାଣ୍ତ ନିକଟରୁ ଜଣେ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତ ଯୁବକ ଜଣଙ୍କ ହେଲେ କେନ୍ଦୁଝରଗଡ଼ ପୌରପାଳିକା ୪ନଂ ଓ୍ବାର୍ଡ ଆଟପୁର ସ୍ବର୍ଗତ ଜଟ ନାଏକଙ୍କ ପୁଅ ବୁଟୁ(୨୨)। ସୂଚନାନୁଯାୟୀ,…

କାର୍ଯ୍ୟରେ ଅବହେଳା: ଦୁଇ ପ୍ରଧାନଶିକ୍ଷକଙ୍କ ବଦଳି

କେନ୍ଦୁଝର,୨ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର ଦୁଇ ଜଣ ପ୍ରଧାନଶିକ୍ଷକଙ୍କ କାର୍ଯ୍ୟରେ ଅବହେଳା ଯୋଗୁ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆଧାରରେ ବଦଳି କରାଯାଇଛି। ହରିଚନ୍ଦନପୁର ବ୍ଲକ ଅନ୍ତର୍ଗତ ଜଙ୍ଗିରା ଆଶ୍ରମ ସ୍କୁଲର ପ୍ରଧାନଶିକ୍ଷକ ମନୋରଞ୍ଜନ ପାତ୍ରଙ୍କୁ ଝୁମ୍ପୁରା…

ବଳାତ୍କାର ମାମଲାରେ ୨୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟ୍‌ଟ୍ରାକ୍‌ କୋର୍ଟର ବିଚାରପତି ବିଜୟ କୁମାର ମିଶ୍ର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ସଦର ଥାନା ଅନ୍ତର୍ଗତ ଉପରକାଇପୁର ଗ୍ରାମର ଅଭିଯୁକ୍ତ ସଞ୍ଜୁ ଦେହୁରୀ(୩୦)ଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୨୦ହଜାର…

କେନ୍ଦୁଝରରୁ ଟ୍ରକ ଚୋରି କରି ଝାଡ଼ଖଣ୍ଡରେ ବିକୁଥିଲେ: ୨ ଜଣଙ୍କୁ ବାନ୍ଧିଲା ପୋଲିସ

କେନ୍ଦୁଝର,୨।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ପୋଲିସ ଶନିବାର ସିରିଜ ଟ୍ରକ ଚୋରି ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ସରଜୁଲ ହୁସେନ (୪୦) ଓ ମାଇତୁଲ ସାଇ । ସେମାନଙ୍କ ଘର ଝାଡଖଣ୍ଡ ପଶ୍ଚିମ ସିଂଭୂମ…

ବେଆଇନ ପାର୍କିଂ ନେଉଛି ଜୀବନ

କେନ୍ଦୁଝର,୨ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୁର୍ଘଟଣା ରୋକିବା ପାଇଁ ଶୁକ୍ରବାରଠାରୁ ସଡ଼କ ସୁରକ୍ଷା ସପ୍ତାହ ଆରମ୍ଭ ହୋଇଛି। ତେବେ ପ୍ରଥମ ଦିନରେ କେନ୍ଦୁଝର ଜିଲା ଘଟଗଁା ଥାନା ଅଞ୍ଚଳରେ ଏକ ଦୁର୍ଘଟଣାରେ ୮ ଜଣଙ୍କ ମୃତ୍ୟୁ ଘଟିବା ପ୍ରଶାସନର ଚିନ୍ତା ବଢ଼ାଇଦେଇଛି। ଜାତୀୟ…

ବିଜୁ ପକ୍କା ଘରେ ଚାଲିଛି ସରକାରୀ ମଦ ଦୋକାନ: ବନ୍ଦ ଦାବିରେ…

ହାଟଡିହୀ,୧।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ, ଆମ୍ବଗଡ଼ିଆ, ବାରିଙ୍ଗା ଗ୍ରାମର ସ୍ବୟଂ ସହାୟକ ଗୋଷ୍ଠୀର ସଭ୍ୟାମାନେ ଶୁକ୍ରବାର ସ୍ଥାନୀୟ ମଦ ଦୋକାନକୁ ବିରୋଧ କରି ଆନ୍ଦୋଳନ ଆରମ୍ଭ କରିଛନ୍ତି l ଶତାଧିକ ମହିଳା ମଦ ଦୋକାନ ସ୍ଥାନାନ୍ତର ଦାବି…

ମର୍ମନ୍ତୁଦ ଦୁର୍ଘଟଣା ସଡ଼କ ଦୁର୍ଘଟଣା: ଚାଲିଗଲା ୮ ଜୀବନ

କେନ୍ଦୁଝର,୧।୧୨ : କେନ୍ଦୁଝର ଜିଲା ଏନ୍‌ଏଚ୍‌-୨୦ ବାଲିଯୋଡି ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାକଡରେ ଠିଆ ହୋଇଥିବା ଟ୍ରକକୁ ଭ୍ୟାନ ଧକ୍କା ଦେବାରୁ ୮ ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୮ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ…

କାର୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ଦୁଇ ସାଙ୍ଗଙ୍କ ଜୀବନ

କେନ୍ଦୁଝର,୩୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପଣ୍ତାପଡ଼ା ଥାନା ଅନ୍ତର୍ଗତ ଉଚୁକାବେଡ଼ା-ରାମଚନ୍ଦ୍ରପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍‌ ଓ ୧୪ ଚକିଆ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ଫଳରେ ଦୁଇ ସାଙ୍ଗଙ୍କ ଜୀବନ ଚାଲିଯାଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?