କେନ୍ଦୁଝର

ଅସୁସ୍ଥ ହାତୀ ଛୁଆକୁ ଟ୍ରାଙ୍କୁଲାଇଜ ଲାଗି ପହଞ୍ଚିଲା ନନ୍ଦନକାନନର ସତନ୍ତ୍ର ଟିମ୍‌

ପାଟଣା,୨୧।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କ୍ଷିରେଇ ଟାଙ୍ଗିରି ସେକ୍ସନ ଡାବରଚୁଆ ଜଙ୍ଗଲରେ ହାତୀଛୁଆ ଅସୁସ୍ଥ ହୋଇଯାଇଛି। ମଙ୍ଗଳବାର ଉକ୍ତ ହାତୀଛୁଆଟିକୁ ଚିକିତ୍ସା ପାଇଁ କେନ୍ଦୁଝର ଡିଏଫ୍‌ଓ ଏଚ୍‌ଡି ଧନରାଜ, ଏସିଏଫ୍‌ଓ ଜିତେନ୍ଦ୍ର ବେହେରାଙ୍କ ସହ ନନ୍ଦନ କାନନର…

ଧାର୍ଯ୍ୟ ମୂଲ୍ୟଠାରୁ ଅଧିକ ଟଙ୍କାରେ ମଦ ବିକିବା ପଡ଼ିଲା ମହାଙ୍ଗା

ଯୋଡ଼ା,୨୧ା୧୧(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସହରସ୍ଥିତ ଦୁଇଗୋଟି ସରକାରୀ ଲାଇସେନ୍ସ ପ୍ରାପ୍ତ ମଦ ଦୋକାନରେ ଧାର୍ଯ୍ୟ ମୂଲ୍ୟଠାରୁ ଅଧିକ ଟଙ୍କା ନେବା ମହାଙ୍ଗା ପଡ଼ିଛି। ଅଭିଯୋଗ ପରେ ଯୋଡ଼ା ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ସୋମବାର ଚଢ଼ାଉ କରାଯାଇ…

ଦାଦନ ଖଟିବାକୁ ଯାଇ ଶ୍ରମିକ ନିଖୋଜ

ଯୋଡ଼ା,୨୦ା୧୧(ମାନସ ମହାନ୍ତି): ଶିଳ୍ପ ଓ ଖଣି ସମୃଦ୍ଧ ଜିଲା କେନ୍ଦୁଝରର ଯୋଡ଼ା ବ୍ଲକ୍‌ ଜଲହରି ଗ୍ରାମ ପଞ୍ଚାୟତର ନୂଆ କଲୋନୀ ନିବାସୀ ନରେଶ ପାତ୍ର କାମ ଅନ୍ବେଷଣରେ ଯାଇ ତାମିଲନାଡୁରେ ନିଖୋଜ ହୋଇଯାଇଛନ୍ତି। ପ୍ରାୟ ୧୫ ଦିନ ହେବ ତାଙ୍କର କୌଣସି…

ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀଙ୍କ ଧାରଣା

କେନ୍ଦୁଝର,୨୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୁର୍ନୀତିଗ୍ରସ୍ତ କର୍ମଚାରୀଙ୍କ ବଦଳି, ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀଙ୍କ ବକେୟା ପାଉଣା ପୈଠ, ଅତିଥି ଶିକ୍ଷକ ନିଯୁକ୍ତି, ଉଚ୍ଚ ନ୍ୟାୟାଳୟଙ୍କ ଆଦେଶ ପାଳନ କରି ଦରମା ପୁନଃ ନିର୍ଦ୍ଧାରଣ ଓ ଏସିପିଓ ଏମ୍‌ଏସିପି ମଞ୍ଜୁରୀ, ଯଥା ସମୟରେ…

ବାଇକ୍‌ରୁ ଟାଣିନେଇ ଯୁବକଙ୍କୁ ଦଳିଦେଲା ଦନ୍ତା

କେନ୍ଦୁଝର,୨୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇରୁ ବାଇକ୍‌ରେ ଅନ୍ୟ ଦୁଇ ଜଣଙ୍କ ସହିତ ଗୋପୀନାଥ ଗ୍ରାମକୁ ଯାଉଥିବା ଜଣେ ଯୁବକଙ୍କୁ ଏକ ଦନ୍ତା ହାତୀ ଟାଣି ନେଇ ଦଳି ଦେବାରୁ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ନାମ ମଦନମୋହନ ନାୟକ ଏବଂ ଘର…

ତେଲକୋଇ ରେଞ୍ଜରୁ ଆଜି ପୁଣି ଏକ ହାତୀର ମୃତଦେହ ଉଦ୍ଧାର

କେନ୍ଦୁଝର,୧୯ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନଖଣ୍ଡ ତେଲକୋଇ ରେଞ୍ଜ ଅନ୍ତର୍ଗତ ଏକ ଜଙ୍ଗଲରୁ ରବିବାର ପୁଣି ଏକ ଦନ୍ତାହାତୀର ମୃତଦେହ ଉଦ୍ଧାର ହୋଇଛି। ହାତୀଟିର ବୟସ ପ୍ରାୟ ୮ ବର୍ଷ ହୋଇଥିବା ବେଳେ ମୃତ୍ୟୁର ସଠିକ୍‌ କାରଣ ଜଣାପଡ଼ିନାହିଁ। ପ୍ରକାଶ ଯେ,…

ଚାଷଜମିରେ ବୁଲୁଛି ବାଘ, ଲୋକେ ଆତଙ୍କିତ

ଘସିପୁରା,୧୮ା୧୧(ନିରଞ୍ଜନ ସାହୁ): କେନ୍ଦୁଝର ଜିଲାର ଆନନ୍ଦପୁର ଦେଇ ପ୍ରବାହିତ ବୈତରଣୀ ନଦୀ ତଟ ଘସିପୁରା ଥାନା ଅଧୀନ ପଞ୍ଚୁପଲ୍ଲୀ ଗାଁରେ ବାଘ ଆତଙ୍କକୁ ନେଇ ଭୟର ବାତାବରଣ ଦେଖାଯାଇଛି। ଶୁକ୍ରବାର ବାଘ ପରି ଏକ ପ୍ରାଣୀ ଚାଷଜମିରେ ଚାଲି ଚାଲି ଯାଉଥିବାର…

 କାଉନ୍‌ସିଲର ଉପ ନିର୍ବାଚନ: ୪ ପ୍ରାର୍ଥୀଙ୍କ ମଧ୍ୟରେ ହେବ ଲଢ଼େଇ

ଯୋଡ଼ା,୧୭ା୧୧(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ପୌରପଳିକାର ୮ ନଂ. ୱାର୍ଡରେ ନଭେମ୍ବର ୨୯ରେ ହେବାକୁ ଥିବା ଉପ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ପୌର ପାଳିକା ନିର୍ବାଚନ ପରିଚାଳନା ଅଧିକାରୀଙ୍କ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ,…

ଡାକ୍ତର ନିଯୁକ୍ତି ନେଇ ଦାବିପତ୍ର

କେନ୍ଦୁଝର,୧୬ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଘସିପୁରା ବ୍ଲକ ଅନ୍ତର୍ଗତ ବାତୋ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ବ୍ୟାପକ ଅବ୍ୟବସ୍ଥାକୁ ନେଇ ପଞ୍ଚାୟତବାସୀ ସିଡିଏମ୍‌ଓ କେନ୍ଦୁଝର ଡାକ୍ତର କେ.ସି. ପୃଷ୍ଟିଙ୍କୁ ଲିଖିତ ଦାବିପତ୍ର ଦେଇ ସମାଧାନ କରିବାକୁ ଦାବି କରିଛନ୍ତି। ଭାଜପା ଜିଲା ଉପସଭାପତି ତଥା ଜିଲା…

ଗୋରୁ ବୋଝେଇ ପିକଅପ ଭ୍ୟାନ ଜବତ: ୯ ଗୋରୁ ଉଦ୍ଧାର

ପାଟଣା ,୧୬।୧୧(ବୀର କିଶୋର ଦାଶ)କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା ମୁମ୍ବାଇ କଲିକତା ୪୯ ନମ୍ବର ଜାତୀୟ ରାଜପଥ ବାଉଁଶୁଳି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଗୋରୁ ବୋଝେଇ ପିକଅପ ଭ୍ୟାନକୁ ତୁରୁମୁଙ୍ଗା ପୋଲିସ ଜବତ କରିଛି ।…

ଡେଲି ମାର୍କେଟ୍‌ ରାସ୍ତା ବିପଦପୂର୍ଣ୍ଣ

ଯୋଡ଼ା,୧୬ା୧୧(ମାନସ ମହାନ୍ତି)କେନ୍ଦୁଝର ଜିଲା ଯୋଡ଼ା ସହରର ମୁଖ୍ୟ ପରିବା ବଜାରକୁ ରାସ୍ତା ନାହିଁ। ନିମ୍ନମାନର ନିର୍ମାଣ ଯୋଗୁ ରାସ୍ତା ଅବସ୍ଥା ଏପରି ହୋଇଛି ଯେ, ପ୍ରତିଦିନ ପରିବା ବ୍ୟବସାୟୀ, ଗ୍ରାହକମାନେ ଖସି ପଡ଼ି ଆହତ ହେଉଛନ୍ତି। ବିପଦପୂର୍ଣ୍ଣ ରାସ୍ତାକୁ ନେଇ ବ୍ୟବସାୟୀ…

ହଷ୍ଟେଲରେ ୩ୟ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ

କେନ୍ଦୁଝର, ୧୪ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍‌ ଗୋନାସିକା ପଞ୍ଚାୟତ ଯନ୍ତାରୀ ଉଚ୍ଚ ବିଦ୍ୟାଳୟ ହଷ୍ଟେଲରେ ଜଣେ ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ରୋଷେୟା ଅସଦାଚରଣ କରିଛନ୍ତି। ଛାତ୍ରୀ ବିରୋଧ କରିବାରୁ ରୋଷେୟା ମାଡ଼ ମାରିଥିବା ଜଣାପଡ଼ିଛି। ଘଟଣା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?