କେନ୍ଦୁଝର

ରେଳବାଇକୁ କାରଣ ଦର୍ଶାଅ ନୋଟିସ୍‌

ଯୋଡ଼ା,୨୭ା୧୦(ମାନସ ମହାନ୍ତି): କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ବାମେବାରି ସେକ୍ସନ ଅନ୍ତର୍ଗତ ନୟାଗଡ଼ ବିଟ୍‌ ଅନ୍ତର୍ଗତ ପଳଶାଠାରେ ଟ୍ରେନ୍‌ ଧକ୍କାରେ ହାତୀ ମୃତ୍ୟୁ ଘଟଣାରେ ରେଳ ମନ୍ତ୍ରଣାଳୟକୁ ବନ ବିଭାଗ ପକ୍ଷରୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଘଟଣା ଘଟାଇଥିବା…

ରାଜ୍ୟବ୍ୟାପୀ ଆନ୍ଦୋଳନରୁ ଉଠିଲେ ବ୍ୟାଙ୍କ କର୍ମଚାରୀ

କେନ୍ଦୁଝର,୨୭ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କେନ୍ଦ୍ର ସମବାୟ ବ୍ୟାଙ୍କର ମହାସଂଘର ଆହ୍ବାନ କ୍ରମେ ୫ ଦଫା ଦାବି ନେଇ କେନ୍ଦୁଝର କେନ୍ଦ୍ର ସମବାୟ ବ୍ୟାଙ୍କର କର୍ମଚାରୀଙ୍କ ଚାଲିଥିବା ଆନ୍ଦୋଳନ ଶୁକ୍ରବାର ଶେଷ ହୋଇଛି। ଅକ୍ଟୋବର ୨୫ରୁ ଆରମ୍ଭ ହୋଇ ୨୭ ସରିଛ।…

ଧାର ଟଙ୍କା ଫେରସ୍ତ ମାଗିବାରୁ ଆକ୍ରମଣର ଶିକାର ହେଲେ ମହିଳା

ଘସିପୁରା,୨୬।୧୦(ନିରଞ୍ଜନ ସାହୁ): କେନ୍ଦୁଝର ଜିଲା ଘସିପୁରା ଥାନା ବଡ଼ଏକତାଳି ଗ୍ରାମରେ ଜଣେ ମହିଳା ଧାର ଟଙ୍କା ଫେରସ୍ତ ମାଗିବାରୁ ଆକ୍ରମଣର ଶିକାର ହୋଇଛନ୍ତି। ଗୁରୁତର ହୋଇଥିବା ମହିଳା ଜଣକ ହେଲେ କମଳା ବୋଇତେଇ। ତାଙ୍କୁ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।…

ମାଙ୍କଡ଼ ଆକ୍ରମଣରେ ଦୁଇ ଆହତ

ଘସିପୁରା,୨୫ା୧୦(ନିରଞ୍ଜନ ସାହୁ): ଆନନ୍ଦପୁର ପୌରପରିଷଦ ଶାଳପଡ଼ା ନୂଆ କଲୋନୀରେ ମାଙ୍କଡ଼ ଆକ୍ରମଣରେ ଦୁଇ ଜଣ ଆହତ ହୋଇ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଶାଳପଡ଼ା ନୂଆ କଲୋନୀର ଉପେନ୍ଦ୍ର ଜେନା ଓ ସୁରଭି ଦଳେଇ ମାଙ୍କଡ଼ ଆକ୍ରମଣର ଶିକାର ହୋଇଥିଲେ।…

ନିଖୋଜ ଥିଲେ ବୃଦ୍ଧା, ଆଜି ପୋଖରୀରୁ ମିଳିଲା ମୃତଦେହ

ଘସିପୁରା,୨୫ା୧୦(ନିରଞ୍ଜନ ସାହୁ): ଦୁଇଦିନ ଧରି ନିଖୋଜ ଥିବା ବୃଦ୍ଧା ଆନନ୍ଦପୁର ପୌରପାଳିକା ୧୪ ନଂ ଓ୍ବାର୍ଡର ସରସ୍ବତୀ ସାହୁଙ୍କ ମୃତଦେହ ଗାଁ ପୋଖରୀରୁ ମିଳିଛି। ବୁଧବାର ସକାଳେ ନୂଆଗଡ଼ିଆରେ ଏକ ମୃତଦେହ ଭାସୁଥିବା କିଛି ଲୋକ ଦେଖିବା ପରେ ମୃତଦେହକୁ ପାଣି…

ଟ୍ରେନ୍‌ ଧକ୍କାରେ ଚାଲିଗଲା ମାଈ ହାତୀ ଜୀବନ 

ଯୋଡ଼ା,୨୫।୧୦(ମାନସ ମହାନ୍ତି): କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ବାମେବାରୀ ସେକ୍ସନ ଅନ୍ତର୍ଗତ ପଳସା ଗ୍ରାମ ନିକଟ ଟ୍ରେନ୍‌ ଲାଇନ ଉପରେ ବୁଧବାର ଏକ ମାଲବାହୀ ଟ୍ରେନ ଧକ୍କାରେ ଗୋଟିଏ ମାଈ ହାତୀର ମୃତ୍ୟୁ ଘଟିଛି । ମିଳିଥିବା ସୂଚନା ଅନୁଯାୟୀ, ହାତୀପଲ…

ଗଛରେ ଝୁଲିପଡ଼ିଲେ ନବମଶ୍ରେଣୀ ଛାତ୍ରୀ

ପାଟଣା,୨୩।୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଭୁଲୁଦା ଗ୍ରାମରେ ଘର ନିକଟରେ ଥିବା ଏକ ଗଛରୁ ସୋମବାର ଜଣେ ନବଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ପୋଲିସ ଜବତ କରିଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ନାବାଳିକା ଜଣଙ୍କ ମାମୁ ଘରେ…

ଟେର ପାଇଲାନି ପୋଲିସ, ବର୍ଷେ ଧରି ଚାଲୁଥିଲା ନକଲି ମଦ କାରଖାନା 

ପାଟଣା,୨୩।୧୦( ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଅନ୍ତର୍ଗତ ତୁରୁମୁଙ୍ଗା ସାହି ଭିତରେ ୧ ବର୍ଷ ଧରି ଚାଲିଥିବା ନକଲି ବିଦେଶୀ ମଦ କାରଖାନା ଉପରେ ଚଢ଼ାଉ ହୋଇଛି। ଖବରପାଇ ସୋମବାର ସକାଳୁ ସମ୍ବଲପୁର ଏକ୍ସାଇଜ…

ନକଲି ମଦ କାରଖାନା ଠାବ: ବ୍ୟବସାୟୀଙ୍କୁ ଧରି ପୋଲିସର ପଚରାଉଚରା

ପାଟଣା,୨୩।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଅନ୍ତର୍ଗତ ତୁରୁମୁଙ୍ଗାରେ ଚାଲିଥିବା ଏକ ବେଆଇନ ନକଲି ମଦ କାରଖାନା ଠାବ ହୋଇଛି। ରବିବାର ବିଳମ୍ବିତ ରାତ୍ରିରେ ସମ୍ବଲପୁର ଅବକାରୀ ଡିଜି ଧନଞ୍ଜୟ ପାତ୍ରଙ୍କ ନେତୃତ୍ୱରେ ପାଟଣା ଅବକାରୀ…

ବଞ୍ଚାଇବାକୁ ଚେଷ୍ଟା କରି ପାରିଲାନି ମା’ ହାତୀ, ଆଖି ବୁଜିଲା ଛୁଆ

କେନ୍ଦୁଝର,୨୩ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନଖଣ୍ଡ ଅଧିନସ୍ଥ ଭୂୟାଁ ଜୁଆଙ୍ଗ ପୀଢ଼ ବନାଞ୍ଚଳ ଅନ୍ତର୍ଗତ ନୟାକୋଟ ବିଟ ଭେଜିଡ଼ିହି ଗ୍ରାମରେ ରବିବାର ଆହତ ହୋଇ ଚିକିତ୍ସାଧୀନ ଥିବା ଦୁଇ ବର୍ଷର ମାଈ ହାତୀ ଛୁଆର ସୋମବାର ସକାଳେ ମୃତ୍ୟୁ ଘଟିଛି। ଗତକାଲି…

ଅନନ୍ୟ ପ୍ରତିଭାର ଅଧିକାରୀ ପ୍ରସନ୍ନ

କେନ୍ଦୁଝର,୨୩ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ମଣିଷ ଏକ କିନ୍ତୁ ପ୍ରତିଭା ଅନେକ। ମାନବ ସେବା ଓ ଭଗବାନଙ୍କ ପ୍ରଚାର ପ୍ରସାରରେ ଜୀବନ ଅତିବାହିତ କରିଚାଲିଛନ୍ତି। ବୟସର ଅପରାହ୍ନରେ ମଧ୍ୟ ନିଜର ବୃତ୍ତି ଓ ବ୍ରତକୁ ଜାରି ରଖିଛନ୍ତି। ଏକାଧାରରେ ସେ ଜଣେ ପାଲା…

ସୁପାରି କିଲରଙ୍କୁ ଧରିଲା ପୋଲିସ: ପୂର୍ବରୁ ଗିରଫ ହୋଇଥିଲେ ମହିଳାଙ୍କ ସ୍ବାମୀ

କେନ୍ଦୁଝର,୨୩ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳ ବୈତରଣୀ ନଦୀରୁ ମହିଳାଙ୍କ ମୃତଦେହ ଜବତ ଘଟଣାରେ ଟାଉନ ଥାନା ପୋଲିସ ଆଉ ଜଣେ ସୁପାରି କିଲରଙ୍କୁ ଗିରଫ କରିଛି। ହତ୍ୟା ବେଳେ ବ୍ୟବହୃତ ଏକ ବାଇକ୍‌କୁ ପୋଲିସ ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?