ଶ୍ରମିକ ଦିବସକୁ କଳାଦିବସ ଭାବେ ପାଳିଲେ ରାଜ୍ୟ କେନ୍ଦୁପତ୍ର କର୍ମଚାରୀ ସଂଘ
କେନ୍ଦୁଝର,୨।୫(ସ୍ବ.ପ୍ର.): ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘର ତୋଳାଳି, ବନ୍ଧେଇ ଶ୍ରମିକ ଓ ସିଜିନାଲ କର୍ମଚାରୀମାନେ ଶ୍ରମିକ ଦିବସକୁ ମଙ୍ଗଳବାର କଳା ଦିବସ ଭାବେ ପାଳିଛନ୍ତି। ସୂଚନା ମୁତାବକ ଶ୍ରମିକ ଦିବସ ଅବସରରେ ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘର ବିଭିନ୍ନ ସମସ୍ୟା ପୂରଣ…
ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଷ୍ଟେଶନ-କେନ୍ଦୁଝର ଟ୍ରାଫିକ ପୋଲିସ ଷ୍ଟେଶନକୁ ମିଳିଲା ମଞ୍ଜୁରୀ
ଭୁବନେଶ୍ୱର, ୨।୫: ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଆଉଟପୋଷ୍ଟକୁ ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ ପୋଲିସ ଷ୍ଟେଶନ ଭାବେ ଉନ୍ନୀତ କରାଯାଇଛି। ଏଥିପାଇଁ ୨୩ଟି ଅତିରିକ୍ତ ପଦବୀ ମଧ୍ୟ ସୃଷ୍ଟି କରାଯାଇଛି। ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୂର୍ବରୁ ନିର୍ଦ୍ଦେଶ…
ଟ୍ରଲର ପଛରେ ଧକ୍କା ଦେଲା ଅଙ୍ଗୁର ବୋଝେଇ ଟ୍ରକ: ଜଣେ ମୃତ
ପାଟଣା,୨।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ଖିରେଇଟାଙ୍ଗିରି ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ରାସ୍ତା କଡ଼ରେ ଛିଡା ହୋଇଥିବା ଏକ ଟ୍ରଲରକୁ ଅଙ୍ଗୁର ବୋଝେଇ ଟ୍ରକ ଧକ୍କା ଦେଇଛି। ଟ୍ରଲର କଡ଼ରେ…
ବଳାତ୍କାର ଉଦ୍ୟମ ଘଟଣା: ୪ ବର୍ଷ ପରେ ମିଳିଲା ଦଣ୍ଡ
କେନ୍ଦୁଝର,୧।୫(ସ୍ବ.ପ୍ର.): କେନ୍ଦୁଝର ଅତିରିକ୍ତ ଜିଲା ଓ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ଜଜ୍ ଏସ୍. ତ୍ରିପାଠୀ ସୋମବାର ଜଣେ ନାବାଳିକା ବଳାତ୍କାର ଉଦ୍ୟମ ଅଭିଯୋଗର ଶୁଣାଣି କରିଛନ୍ତି। ଏହି ମାମଲାରେ ଅଭିଯୁକ୍ତ ଅଜୟ ନାୟକ ନାମକ ଜଣେ ଯୁବକଙ୍କୁ ୪ବର୍ଷ ଜେଲ ଦଣ୍ଡାଦେଶ…
ବିଜେଡି କର୍ମୀଙ୍କୁ ଗୁଳିକରି ହତ୍ୟା
ବଡ଼ବିଲ,୧ା୫(ସ୍ବ.ପ୍ର.): ବଡ଼ବିଲରେ ପୁଣି ଗୁଳିକାଣ୍ଡ ଘଟିଛି। ସୋମବାର ମନି ଟାୱାର ନିକଟ ଛକରେ ଯୁବକଙ୍କୁ ଗୁଳିକରି ହତ୍ୟାକାଣ୍ଡ ଭିଆଇ ଦୁର୍ବୃତ୍ତମାନେ ଫେରାର ହୋଇଯାଇଛନ୍ତି। ମୃତକ ହେଉଛନ୍ତି ସୁନୀଲ ସିହ୍ନା ଓରଫ ଭୋଲା। ସୂଚନା ଅନୁଯାୟୀ, ସୋମବାର ସକାଳ ପ୍ରାୟ ସାଢେ ୯ଟା…
ସ୍କ୍ରାପ୍ ନାମରେ ଚାଲିଛି ଚୋରା କାରବାର
କେନ୍ଦୁଝର,୧ା୫(ସ୍ବ.ପ୍ର.): କେନ୍ଦୁଝର ସହରରେ ବେଆଇନ ଭାବେ ଛତୁ ଫୁଟିଲା ଭଳି ସ୍କ୍ରାପ୍ (ଅବ୍ୟବହୃତ ଲୁହା ସାମଗ୍ରୀ)ବ୍ୟବସାୟ ବଢ଼ିବାରେ ଲାଗିଛି। ବିଶେଷ କରି ରାଜ୍ୟ ବାହାରର ବେପାରୀମାନେ ବିଭିନ୍ନ ସ୍ଥାନରେ ଜାଗା ଭଡ଼ାରେ ନେଇ ଗୋଦାମ କରି ବେପାର ଚଳାଇଛନ୍ତି। କଟକଣା ଅଭାବରୁ…
ଜନ୍ମମାଟିରେ ବିଶ୍ୱସ୍ତରୀୟ ସ୍କୁଲ୍ କରିଛନ୍ତି ଡାକ୍ତର
କେନ୍ଦୁଝର,୧ା୫(ସ୍ବ.ପ୍ର.):କେନ୍ଦୁଝର ଜିଲାର ଜଣେ ଡାକ୍ତର ନିଜ ଗାଁରେ ଗରିବ ପିଲାଙ୍କ ପାଠ ପଢ଼ିବା ପାଇଁ ଏକ ବିଶ୍ବସ୍ତରୀୟ ସ୍କୁଲ ଖୋଲିଛନ୍ତି। ସେ ପିଲା ଦିନେ ପଢ଼ିବା ପାଇଁ କରିଥିବା କଷ୍ଟକୁ ହୃଦବୋଧ କରି ଶିକ୍ଷାରୁ ବଞ୍ଚତ୍ତ ପିଲାଙ୍କୁ ଏହା ଉପହାର ସ୍ବରୂପ…
ନାବାଳକଙ୍କ ମୃତଦେହ ଜବତ ମାମଲା: ଦୁଇ ଜଣଙ୍କୁ ଧରି ପୋଲିସ ଜିମା ଦେଲେ ଗ୍ରାମବାସୀ
କେନ୍ଦୁଝର,୩୦।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ କରଙ୍ଗାଡିହି ଗ୍ରାମର ରଙ୍ଗାଧର ମହାକୁଡଙ୍କ ପୁଅ ଫକିର ମହାକୁଡ(୮) ମୃତ୍ୟୁର କାରଣ ଅଦ୍ୟାବଧି ଜଣାପଡିନାହିଁ। ଏଭଳିସ୍ଥିତିରେ ପୋଲିସ ଅଭିଯୁକ୍ତଙ୍କୁ ଧରିବାରେ ବିଫଳ ହେଉଥିବାରୁ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଆସୁଥିଲେ। ଫକିରଙ୍କୁ ହତ୍ୟା କରାଯାଇଥିବା…
ରେଳ ସାଇଡିଂରେ ପଡ଼ିଛି ଲକ୍ଷେରୁ ଊର୍ଦ୍ଧ୍ୱ ମେଟ୍ରିକ୍ ଟନ୍ ଖଣିଜ
ଯୋଡ଼ା,୩୦।୪(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳରେ ଥିବା ବିଭିନ୍ନ ରେଳ ସାଇଡିଂରେ ୧୦ ବର୍ଷରୁ ଊର୍ଦ୍ଧ୍ୱ ହେବ ଏକ ଲକ୍ଷରୁ ଊର୍ଦ୍ଧ୍ୱ ମେଟ୍ରିକ ଟନ୍ ଲୁହାପଥର ପଡ଼ିରହିଛି। ଏହା ପଡ଼ି ପଡ଼ି ନଷ୍ଟ ହେଉଥିବା ବେଳେ ରେଳ ମନ୍ତ୍ରଣାଳୟ ଦିନ…
ସୀମା ବିବାଦକୁ ନେଇ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ
କେନ୍ଦୁଝର,୨୯ା୪(ସ୍ବ.ପ୍ର.): ହାଟଡିହି ବ୍ଲକ ଓରାଳି ଗ୍ରାମ ଓ ଭଦ୍ରକ ଜିଲାର ଆପଣ୍ଡା ଗ୍ରାମ ସୀମାର ନାମକରଣକୁ ନେଇ ଦେଖାଦେଇଥିବା ବିବାଦ ସମାଧାନ ହେଉ ନ ଥିବାରୁ ଏହାର ସମାଧାନ ପାଇଁ ସ୍ଥାନୀୟ ଲୋକେ ଶନିବାର ଜିଲାପାଳ ଆଶିଷ ଠାକରେଙ୍କୁ ଦାବିପତ୍ର ପ୍ରଦାନ…
ପୋଲିସକୁ ଚକ୍ମା ଦେଇ ଚମ୍ପଟ ମାରିଲେ ବଳାତ୍କାର ଅଭିଯୁକ୍ତ
ବଡ଼ବିଲ,୨୯ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଞ୍ଚଳରେ ଏକ ବଳାତ୍କାର ଘଟଣାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ଡାକ୍ତରୀ ମାଇନା ନିମନ୍ତେ ନେଇଥିଲା ବେଳେ ପୋଲିସକୁ ଚକମା ଦେଇ ଅଭିଯୁକ୍ତ ଜଣକ ଚମ୍ପଟ ମାରିଥିବା ଜଣାପଡ଼ିଛି। ଚମ୍ପଟ ମାରିଥିବା ଅଭିଯୁକ୍ତ…
ଆନନ୍ଦପୁର ବ୍ୟାରେଜରେ ଭାରିଯାନ ଚଳାଚଳରେ ରୋକ୍
ଆନନ୍ଦପୁର,୨୯।୪: (ସ୍ବ.ପ୍ର.) କେନ୍ଦୁଝର ଜିଲା ଆନନ୍ଦପୁର ବ୍ୟାରେଜ ଉପରେ ଭାରିଯାନ ଚଳାଚଳ ଦିଗରେ ରୋକ ଲାଗିଛି। ଆନନ୍ଦପୁର ବ୍ୟାରେଜ ଡିଭିଜନ୍, ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ ଚିଠି ନଂ. ୧୩୫୮/୨୭ ଏପେ୍ଲ ୨୦୨୩କୁ ଆଧାର କରି ଆନନ୍ଦପୁର ଉପଖଣ୍ଡ ମାଜିଷ୍ଟ୍ରେଟ ଅନୀଲ କୁମାର…
Archives


