କେନ୍ଦୁଝର

ଚାରା ନଷ୍ଟ କରି ରାସ୍ତା ନିର୍ମାଣ

କେନ୍ଦୁଝର,୧୨ା୬ (ସ୍ବ.ପ୍ର.): କେନ୍ଦୁଝରଗଡ଼ ପୌରପାଳିକା ଅନ୍ତର୍ଗତ ୧୫ ନଂ. ୱାର୍ଡ ୪୯ ନଂ. ଜାତୀୟ ରାଜପଥ ମୋଚିଗାଁ ଓଭରବ୍ରିଜ ନିକଟରେ ଓଡ଼ିଶା ବନ ଉନ୍ନୟନ ନିଗମ ଦ୍ୱାରା ବନୀକରଣ ନଷ୍ଟ କରି ରାସ୍ତା ନିର୍ମାଣ ଚାଲିଛି। ଜିଲା ମୁଖ୍ୟାଳୟଠାରୁ ମାତ୍ର ୨…

ଚୋରାକାଠ ବୋଝେଇ ଗାଡ଼ି ଜବତ

କେନ୍ଦୁଝର,୧୨ା୬(ସ୍ବ.ପ୍ର.): ବନ ବିଭାଗ ଏନ୍‌ଫୋର୍ସମେଣ୍ଟ ଟିମ୍‌ ସୋମବାର ଭୋର୍‌ରୁ ଚଢ଼ାଉ କରି କେନ୍ଦୁଝର ଡିଭିଜନ ସଦର ରେଞ୍ଜ ଡୁମୁରିଆ ଗ୍ରାମ ନିକଟରୁ କରତ ଚିରା ଶାଳକାଠ ବୋଝେଇ ଏକ ଜିପ୍‌ ଜବତ କରିଛି। ଏହି ଘଟଣାରେ ଜଣଙ୍କୁ ଗିରଫ କରାଯାଇଥିବା ସଦର…

ଲୁହାରଡ୍‌ ବୋଝେଇ ଚଳନ୍ତା ମିନିଟ୍ରକ୍‌ରେ ଲାଗିଲା ନିଆଁ

କେନ୍ଦୁଝର,୧୨ା୬(ସ୍ବ.ପ୍ର.): ଚମ୍ପୁଆ ନିକଟରେ ଏକ ଲୁହାରଡ୍‌ ବୋଝେଇ ଏକ ମିନି ଟ୍ରକ ସୋମବାର ସକାଳୁ କେନ୍ଦୁଝର ଆଡ଼କୁ ଆସୁଥିବା ବେଳେ ୫୨୦ ଜାତୀୟ ରାଜପଥ ରେ ହଠାତ୍‌ ନିଆଁ ଲାଗିଯିବାରୁ ଜଳି ଯାଇଥିଲା। ଚାଳକ ଅଳ୍ପକେ ବର୍ତ୍ତି ଯାଇଥିଲେ ହେଁ ଗାଡ଼ିତ୍‌ଟି…

୫-ଟି ସଚିବଙ୍କ ଆନନ୍ଦପୁର ବ୍ୟାରେଜ ପରିଦର୍ଶନ

ଆନନ୍ଦପୁର,୧୧ା୬(ସ୍ବ.ପ୍ର.): ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ରବିବାର ଆନନ୍ଦପୁର ବ୍ୟାରେଜ ଅଞ୍ଚଳ ପରିଦର୍ଶନ କରି ଫେରିଛନ୍ତି। ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଢେଙ୍କରେ କାର୍ଯ୍ୟକ୍ରମ ଶେଷ ପରେ ଅପରାହ୍ନ ୩ଟାରେ ଆନନ୍ଦପୁର ବିଏନ୍‌ହାଇସ୍କୁଲ ପଡ଼ିଆରେ ହେଲିକପ୍ଟର ଯୋଗେ ଆସି…

ବଡ଼ବିଲରେ ୫-ଟି ସଚିବ

ବଡ଼ବିଲ,୧୦ା୬(ସ୍ବ.ପ୍ର.): କେନ୍ଦୁଝର ଜିଲାକୁ ଦୁଇ ଦିନିଆ ଗସ୍ତରେ ଆସିଥିବା ୫ଟି ସଚିବ ଭି.କେ ପାଣ୍ଡିଆନ ଚମ୍ପୁଆ କାର୍ଯ୍ୟକ୍ରମ ସାରି ହେଲିକପ୍ଟର ଯୋଗେ ନିର୍ଦ୍ଧାରିତ ସମୟ ପୂର୍ବରୁ ବଡ଼ବିଲସ୍ଥିତ ବିକାଶ ମହଲ ପଡ଼ିଆର ଅସ୍ଥାୟୀ ହେଲିପ୍ୟାଡ୍‌ରେ ଶନିବାର ଅବତରଣ କରିଥିଲେ। ହେଲିପ୍ୟାଡ୍‌ ନିକଟରେ…

ଭୀମକୁଣ୍ଡ ପାଲଟିବ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପାଟଣା,୧୦।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ଭୀମକୁଣ୍ଡଠାରେ ଆୟୋଜିତ ଏକ ସାଧାରଣ ସଭାରେ ଶନିବାର ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ ଯୋଗ ଦେଇଛନ୍ତି। ସକାଳେ ସେ ତଣ୍ଡ ଅସ୍ଥାୟୀ ହେଲି ପ୍ୟାଡ୍‌ରେ ଅବତରଣ କରିବା ପରେ ଭୀମକୁଣ୍ଡ ୱାଚ…

କେନ୍ଦୁଝର ଗସ୍ତରେ ୫ଟି ସଚିବ

କେନ୍ଦୁଝର,୧୦।୬(ସ୍ବ.ପ୍ର.): କେନ୍ଦୁଝର ଜିଲାକୁ ଦୁଇ ଦିନିଆ ଗସ୍ତରେ ଆସିଛନ୍ତି ୫ଟି ସଚିବ ଭି କେ ପାଣ୍ଡିଆନ। ପାଟଣା ବ୍ଲକ ଭୀମକୁଣ୍ଡକୁ ଯାଇ ପର୍ଯ୍ୟଟନ କେନ୍ଦ୍ର ପରିଦର୍ଶନ କରିବା ସହ ସ୍ଥାନୀୟ ଲୋକଙ୍କ ସହିତ ଆଲୋଚନା କରିଛନ୍ତି। ତାଙ୍କ ସହିତ ବିଧାୟକ ଜଗନ୍ନାଥ…

ସହର ସହ ଯୋଡ଼ିହେଉଛି ଦୁର୍ଗମ ଅଞ୍ଚଳ

କେନ୍ଦୁଝର,୧୦ା୬(ସ୍ବ.ପ୍ର./ଡି.ଏନ୍‌.ଏ.): ଖଣି ପ୍ରଭାବିତ ଅଞ୍ଚଳରେ ରାସ୍ତା ସଂଯୋଗୀକରଣ କାର୍ଯ୍ୟକୁ ସରକାର ପ୍ରାଥମିକତା ଦେଉଛନ୍ତି। ଏହାଦ୍ୱାରା ଯାତାୟାତରେ ସୁବିଧା ହେବା ସହ ଗ୍ରାମାଞ୍ଚଳର ବିକାଶ ହେବ। ବଣ ପାହାଡ଼ଘେରା କେନ୍ଦୁଝର ଜିଲାର ପ୍ରତ୍ୟେକ ଗ୍ରାମକୁ ମୁଖ୍ୟସ୍ରୋତ ସହ ଯୋଡ଼ିବା ଲାଗି ପ୍ରଶାସନ ପକ୍ଷରୁ…

ସତ୍ୟପାଠ କରି ଆଦିବାସୀଙ୍କ ଧର୍ମ ପରିବର୍ତ୍ତନ ଉଦ୍ୟମ

ବଡ଼ବିଲ,୯ା୬ (ସ୍ବ.ପ୍ର.): କେନ୍ଦୁଝର ଜିଲା ରୁଗୁଡ଼ି ଓ ବଲାଣି ଥାନା ଅଧୀନ ଅପହଞ୍ଚ ଇଲାକାରେ ନିର୍ଦ୍ଦିଷ୍ଟ ଧର୍ମ ପ୍ରଚାରକମାନେ ସତ୍ୟପାଠ ଜରିଆରେ ନିରୀହ ଆଦିବାସୀଙ୍କ ଧର୍ମ ପରିବର୍ତ୍ତନ କରିବାକୁ ଉଦ୍ୟମ କରୁଥିବା ଜଣାପଡ଼ିଛି। ବଡବିଲ ତହସିଲଦାରଙ୍କ ନିକଟରେ ଧର୍ମ ପରିବର୍ତ୍ତନ ନିମନ୍ତେ…

କାରଖାନା ପ୍ରତିଷ୍ଠାକୁ ନେଇ ତେଜିଲା ବିରୋଧ

କେନ୍ଦୁଝର,୮ା୬(ସ୍ବ.ପ୍ର.): ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ଏବଂ ନୂଆଗାଁ ପଞ୍ଚାୟତରେ ଏକ ଶିଳ୍ପ ପ୍ରତିଷ୍ଠାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ନେଇଛି। ଏହି କାରଖାନାର ଜମି ଚିହ୍ନଟ ପାଇଁ ବୁଧବାର ବୀରକିଶୋରପୁର, ଗୁହାଳହିଡି,ଦାବାଙ୍କ,ବିସ୍ତାପାଳ,ରତନପୁର ଗ୍ରାମରେ ଡ୍ରୋନ୍‌ ଜରିଆରେ ୨…

ଡ୍ରୋନ୍‌ରେ ଉଠାଉଥିଲେ ଫଟୋ: ୨ ଜଣଙ୍କୁ ଧରି ପୋଲିସ ଜିମାଦେଲେ ଗ୍ରାମବାସୀ

କେନ୍ଦୁଝର,୭।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅଧୀନ ନୂଆଗାଁ ପଞ୍ଚାୟତରେ ଦୁଇଜଣ ବ୍ୟକ୍ତି ଡ୍ରୋନ୍‌ ସହାୟତାରେ ବେଆଇନ ଭାବେ ଫଟୋ ଉଠାଉଥିବା ନେଇ ଗ୍ରାମବାସୀ ତାଙ୍କୁ ଧରି ପୋଲିସ ଜିମା ଦେଇଛନ୍ତି। ଅନ୍ୟପକ୍ଷେ ଏକ କମ୍ପାନୀ ପକ୍ଷରୁ କାରଖାନା ହେବାକୁଥିବା ବେଳେ…

ଗୁଣିଗାରେଡ଼ି ସନ୍ଦେହରେ ନିର୍ଯାତନା ଅଭିଯୋଗ

କେନ୍ଦୁଝର,୭।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ନୟାକୋଟ ଥାନା ଅଧୀନ ଯାତ୍ରା ପଞ୍ଚାୟତ ଶୁକଡଳା ଗ୍ରାମର କେଶବ ବାରିକ ବୁଧବାର କେନ୍ଦୁଝର ଏସ୍‌ପି ନୀତିନ କୁଶଲକରଙ୍କୁ ଭେଟି ଗୁଣିଗାରେଡ଼ି ସନ୍ଦେହରେ ତାଙ୍କ ପରିବାର ଲୋକଙ୍କୁ ନିର୍ଯାତନା ଦିଆଯାଉଥିବା ନେଇ ଅଭିଯୋଗ କରିଛନ୍ତି। କେଶବଙ୍କ ଅଭିଯୋଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri