କେନ୍ଦୁଝର

ମଦ ବିରୋଧରେ ଆନ୍ଦୋଳନ ତେଜିଲା

କେନ୍ଦୁଝର,୧୪ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ବ୍ଲକ ଯମୁନାପଶି ପଞ୍ଚାୟତକୁ ମଦମୁକ୍ତ କରିବା ପାଇଁ ଶତାଧିକ ମହିଳା ଏକାଠି ହୋଇ ପ୍ରତିବାଦ କରିଛନ୍ତି। ସରକାରୀ ଲାଇସେନ୍ସପ୍ରାପ୍ତ ଓ ଚୋରାମଦ ବିକ୍ରିକୁ ବିରୋଧ କରିଛନ୍ତି। ମଦ ଯୋଗୁ ଗ୍ରାମରେ ତଥା ପରିବାରରେ…

ହଷ୍ଟେଲରେ ବ୍ୟାପିଲା ଜ୍ୱର: ୨୮ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ, ମେଡିକାଲରେ ଭର୍ତ୍ତି

କେନ୍ଦୁଝର,୧୪ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟାଳୟରେ ଏସ୍‌ସି/ଏସ୍‌ଟି ବିଭାଗ ଅଧୀନରେ ପରିଚାଳିତ ଅନ୍ବେଷା ହଷ୍ଟେଲରେ ରହୁଥିବା ୨୮ ଛାତ୍ରୀଛାତ୍ର ଭୂତାଣୁ ଜନିତ ଜ୍ୱରରେ ଆକ୍ରାନ୍ତ ହୋଇ ଧରଣୀଧର ମେଡିକାଲ କଲେଜ ହସ୍ପିଟାଲର ଶିଶୁ ଓ୍ବାର୍ଡରେ ଚିକିତ୍ସିତ ହେଉଛନ୍ତି। ଶନିବାର ହଷ୍ଟେଲରେ…

ଟ୍ରାନ୍ସଫର୍ମର ଛାଡି ଦୌଡ଼ିଲେ

ପାଟଣା,୧୪।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇପଶି ପଞ୍ଚାୟତ ଅଁଳାଢ଼ିଆ ଜଙ୍ଗଲ ନିକଟ ରାସ୍ତାରେ କେତେକ ଦୁର୍ବୃତ୍ତ ଶୁକ୍ରବାର ରାତିରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମ ଚୋରି କରିନେଉଥିବା ବେଳେ ଲୋକଙ୍କ ହାବୁଡ଼ରେ ପଡ଼ିଥିଲେ। ଫଳରେ ଦୁର୍ବୃତ୍ତମାନେ ଘଟଣାସ୍ଥଳରେ ଟ୍ରାନ୍ସଫର୍ମର ଏବଂ…

‘କୃଷକ, ଗରିବଙ୍କ ସମସ୍ୟା ନେଇ ଲୋକଙ୍କ ପାଖକୁ ଯିବୁ’

ପାଟଣା,୧୩।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ଆନ୍ଦେଶ୍ୱର ଶିବ ମନ୍ଦିର ନିକଟ କଲ୍ୟାଣ ମଣ୍ଡପରେ ଶୁକ୍ରବାର ଏକ ବ୍ଲକ ସ୍ତରୀୟ କର୍ମକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ବ୍ଲକ ସଭାପତି ରାଜବଲ୍ଲଭ ମିଶ୍ରଙ୍କ ଅଧ୍ୟକ୍ଷତାରେ ମୁଖ୍ୟ…

କାମରେ ଲାଗୁନି ପବ୍ଲିକ ପାର୍କ

ଚମ୍ପୁଆ,୧୩ା୧୦(ମହେଶ୍ୱର ଦାସ): କେନ୍ଦୁଝର ଜିଲା ଚମ୍ପୁଆ ବିଜ୍ଞାପିତ ଅଞ୍ଚଳ ପରିଷଦର ୧୩ ଗୋଟି ୱାର୍ଡବାସୀଙ୍କ ଶାରୀରିକ, ମାନସିକ ଅଭିବୃଦ୍ଧି ଓ ଆମୋଦ ପ୍ରୋମଦ ପାଇଁ ନିର୍ମାଣ ହୋଇଥିବା ପାର୍କ କାମରେ ଲାଗୁନାହିଁ। ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ ଅନୁଯାୟୀ ଗୃହ ଏବଂ…

କୁକୁର କାମୁଡ଼ାରେ ନାବାଳକ ମୃତ

କେନ୍ଦୁଝର,୧୨।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍‌ କାଞ୍ଜିପାଣି ଥାନା ଅଧୀନ ଶିଙ୍କୁଳାପଦା ଗ୍ରାମରେ ଏକ ଅଘଟଣ ଘଯଇଛି। ଏକ ପାଗଳ କୁକୁର କାମୁଡ଼ାରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗ୍ରାମର ଦୁର୍ଯ୍ୟୋଧନ ପ୍ରଧାନଙ୍କ ପୁଅ ବିଶ୍ବନାଥ…

ପୌର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଘେରିଲା ଭାଜପା

କେନ୍ଦୁଝର,୧୨ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌରପାଳିକା ସହରବାସୀଙ୍କୁ ସର୍ବନିମ୍ନ ସୁବିଧା ମିଳୁ ନ ଥିବା ନେଇ ଅସନ୍ତୋଷ ବ୍ୟକ୍ତ କରିଛି ଭାଜପା। ପୌରପାଳିକା ହୋଲ୍ଡି ଟ୍ୟାକ୍ସ, ୟୁଜର୍ସ ଫି ବାବଦ କୋଟି କୋଟି ଟଙ୍କା ଆଦାୟ କରୁଥିବା ବେଳେ ସହରବାସୀଙ୍କୁ ମୌଳିକ…

ମିଠାରୁ ବାହାରିଲା ମୂଷା, ଦୋକାନ ସିଲ୍‌

କେନ୍ଦୁଝର,୧୨ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ)କେନ୍ଦୁଝର ସହର ଜାମୁହତା ଛକ ନିକଟରେ ଥିବା ଗୀତାଞ୍ଜଳି ମିଠା ଦୋକାନକୁ ବୁଧବାର ପୌରପାଳିକା ପକ୍ଷରୁ ସିଲ୍‌ କରି ଦିଆଯାଇଛି। ଦୋକାନର ଜଣେ କର୍ମଚାରୀ ଦୋକାନରେ ମିଠାରେ ମୂଷା ପଡ଼ିଥିବା, ମଇଳା ଆବର୍ଜନା ପରିବେଶରେ ମିଠା ପ୍ରସ୍ତୁତ ହେଉଥିବା…

ମିଠା ଦୋକାନ ସିଲ୍‌

କେନ୍ଦୁଝର,୧୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଜାମୁହତା ଛକ ନିକଟରେ ଥିବା ଗୀତାଞ୍ଜଳି ମିଠା ଦୋକାନକୁ ବୁଧବାର ପୌରପାଳିକା ପକ୍ଷରୁ ସିଲ୍‌ କରି ଦିଆଯାଇଛି। ଟ୍ରେଡ୍‌ ଲାଇସେନ୍ସ ଫୁଡ ଲାଇସେନ୍ସ ଆଦି ନ ଥିବା କାରଣ ଦର୍ଶାଇ ଏଭଳି ବିନା ନୋଟିସ୍‌ରେ…

ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍‌

କେନ୍ଦୁଝର,୧୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ସ୍ବତନ୍ତ୍ର ପୋକ୍ସୋ କୋର୍ଟ ଜଜ୍‌ ଶୁଭଶ୍ରୀ ତ୍ରିପାଠୀ ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଜଣେ ୨୦ ବର୍ଷ ଯୁବକ ମହା ଟୁଡୁଙ୍କୁ ୨୦ ବର୍ଷ ଜେଲ ଓ ୨୩ ହଜାର ଟଙ୍କା ଜରିମାନା…

ଟ୍ରକ୍‌ ପଛରେ ପିଟିଲା ଆମ୍ବୁଲାନ୍ସ, ୩ ଗୁରୁତର

କେନ୍ଦୁଝର,୧୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଜୀବନରେଖା (ଲାଇଫ୍‌ ଲାଇନ୍‌) କୁହାଯାଉଥିବା ଜାତୀୟ ରାଜପଥ ୨୦ ଏବେ ପାଲଟିଛି (ଡେଥ୍‌ ଲାଇନ) ମୃତ୍ୟୁରେଖା। ମଙ୍ଗଳବାର ବିଳମ୍ବିତ ରାତିରେ ଘଟଗାଁ ଥାନା ପିପିଳିଆ ନିକଟରେ ଏହି ଜାତୀୟ ରାଜପଥରେ କେନ୍ଦୁଝର ଜିଲା ମୁଖ୍ୟ…

ଘରୋଇ କଳିରୁ ସ୍ବାମୀଙ୍କୁ ମାରିଲା ସ୍ତ୍ରୀ

କେନ୍ଦୁଝର,୧୦।୧୦ (ନରେଶ ଚନ୍ଦ୍ର ପଟ୍ଟନାୟକ) ଘରୋଇ କଳିରୁ ଏକ ଲୋମ ହର୍ଷଣକାରୀ ଘଟଣା କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ କୋଡିପସା ଗ୍ରାମର ଜୁଆଙ୍ଗ ସାହିରେ ଘଟିଛି । ଗ୍ରାମର ସୁନୀତା ଜୁଆଙ୍ଗ ତାର ସ୍ବାମୀ ଟୁରାଙ୍କୁ ଶାବଳରେ ପିଟି ଥିବା ନିଜେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?