କେନ୍ଦୁଝର

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି ଘଟଣାକୁ ନେଇ ବିଭିନ୍ନ ମହଲରେ ନିନ୍ଦା କରାଯାଇଥିବା ବେଳେ କାର୍ଯ୍ୟାନୁଷ୍ଠାନ ଦାବି ହୋଇଛି…

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୁଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଶୁକ୍ରବାର ତାଙ୍କ କାର୍ଯ୍ୟଜୀବନର ଶେଷ ଦିନ ହୋଇଥିବାରୁ ସହକର୍ମୀମାନେ ତାଙ୍କ କଳିଗାଁ…

ଓଡ଼ିଶା ପ୍ରଶାସନିକ ସେବାର ୬ ପ୍ରଶିକ୍ଷାର୍ଥୀଙ୍କ ପିକକ ଶିଶୁ ଅଧିକାର କାର୍ଯ୍ୟ ପରିଦର୍ଶନ, ପାଟଣା ବିଡ଼ିଓଙ୍କୁ ଭେଟି…

ପାଟଣା ୩୧।୭ (ବୀର କିଶୋର ଦାଶ) : ଓଡ଼ିଶା ପ୍ରଶାସନିକ ସେବା (ଓଏଏସ)ର -୨୦୨୩ ବ୍ୟାଚ ପ୍ରଶିକ୍ଷାର୍ଥୀମାନେ ସେମାନଙ୍କ ପ୍ରଶିକ୍ଷଣର ଅଂଶବିଶେଷ ଭାବେ ପିପୁଲସ କଲଚରାଲ ସେଣ୍ଟର( ପିକକ) ତରଫରୁ ଶିଶୁମାନଙ୍କ ଅଧିକାର ନେଇ ହୋଇଥିବା ବିଭିନ୍ନ କାର୍ଯ୍ୟକ୍ରମକୁ ତୃଣମୂଳସ୍ତରରେ ୨୭ଜୁଲାଇରୁ…

ବର୍ଷାରେ ଭାଙ୍ଗିଲା ଝାଟିମାଟି ଘର: ସାହାରା ଖୋଜୁଛନ୍ତି ସମସ୍ତ ସରକାରୀ ଯୋଜନାରୁ ବଞ୍ଚିତ ସନ୍ତୋଷ

ନୂଆପଡା,୩୧ା୭ (ମକାରୁ ବେମାଲ): କୋମନା ବ୍ଲକ ଅନ୍ତର୍ଗତ ଜଡାମୁଣ୍ଡା ଗଁାର ସନ୍ତୋଷ ପ୍ରଧାନୀ (୬୮) ବର୍ଷ ବର୍ଷ ଧରି ଏକ ଝାଟିମାଟି ବାଉଁଶ ଓ ପଲିଥିନରେ ତିଆରି ଘର କରି ରହିଆସୁଥିଲେ। ଲଘୁଚାପ ଜନିତ ଲଗାଣ ବର୍ଷାରେ ତାଙ୍କ ଝାଟିମାଟି ଘର…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ ଆର.ଆଇ. ସର୍କଲର ଧାନଘର ଗ୍ରାମରେ ଏକ ବ୍ୟତିକ୍ରମ ଘଟଣା ସାମ୍ନାକୁ ଆସିଛି। ଗ୍ରାମର…

ଛାଡ଼ି ଯାଇଛି ବନ୍ୟା, କମିନି ଦୁର୍ଦ୍ଦଶା: ୩୧ ହଜାରରୁ ଅଧିକ ଲୋକ ପ୍ରଭାବିତ; ଭାଙ୍ଗିଛି ଘର, ଚିନ୍ତାରେ…

ହାଟଡିହୀ/ଛେନାପଦୀ,୩୦।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀରେ ଆସିଥିବା ବନ୍ୟା ପାଣି କମିଯାଇଥିଲେ ମଧ୍ୟ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ଦୁର୍ଦ୍ଦଶା କମିବାର ନାଁ ନେଉନାହିଁ। ଏବର୍ଷର ବନ୍ୟାରେ ବ୍ଲକର ୪୦ଟି ଗ୍ରାମର ୩୧ ହଜାରରୁ ଉର୍ଦ୍ଧ୍ୱ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ କରିଛି l ଗିରଫ ପରେ ତାଙ୍କୁ କେନ୍ଦୁଝର ଭିଜିଲାନ୍ସ କୋର୍ଟ ଚାଲାଣ କରାଯାଇଥିବା…

ରିଙ୍ଗ୍‌ ରୋଡ଼ ଘାଇରେ ଭାସିଯାଇଥିଲେ କାର୍‌ ଚାଳକ ସଦାଶିବ: ୩୦ ଘଣ୍ଟା ପରେ ମୃତଦେହ ଉଦ୍ଧାର, ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ,୩୦।୭(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍‌ ରୋଡ଼ରେ ସୃଷ୍ଟି ହୋଇଥିବା ବଡ଼ ଘାଇରେ ବନ୍ୟାର ପ୍ରବଳ ସ୍ରୋତରେ ଭାସିଯାଇଥିବା ଏର୍ଟିଗା କାର୍‌ର ନିଖୋଜ ଚାଳକ ସଦାଶିବ ମହାନ୍ତିଙ୍କ ମୃତଦେହ ପ୍ରାୟ ୩୦ ଘଣ୍ଟା ପରେ ଉଦ୍ଧାର କରାଯାଇଛି। ଅଗ୍ନିଶମ ବିଭାଗ ଓ…

ପ୍ରେମିକା ପାଇଁ ମନ୍ଦିର ଉପରେ ପ୍ରେମିକ: ଆଉ ତା’ପରେ ଘଟିଲା…

କେନ୍ଦୁଝର,୩୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ୍‌ ଅନ୍ତର୍ଗତ ହରିଚନ୍ଦନପୁରରେ ବୁଧବାର ଏକ ହାଇଡ୍ରାମା ଦେଖିବାକୁ ମଳିଛି। ପ୍ରେମିକାଙ୍କୁ ପାଇବା ପାଇଁ କାଳିଆଦୁମା ଗ୍ରାମର ପ୍ରେମିକ ଏକ ନିର୍ମାଣାଧୀନ ଜଗନ୍ନାଥ ମନ୍ଦିର ଉପରକୁ ଚଢ଼ି ଯାଇଥିଲେ। ଯୁବତୀଙ୍କୁ ନ ଆଣିଲେ ଏବଂ…

କାଦୁଅରେ ଫସି ହନ୍ତସନ୍ତ ହେଲା ଦନ୍ତା: ସାଥୀ ହାତୀ ଶୁଣ୍ଢରେ ଟାଣି କଲା ଉଦ୍ଧାର

ପାଟଣା,୨୯।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ ଅଞ୍ଚଳରେ ଏକ ଅଭାବନୀୟ ଏବଂ ମର୍ମସ୍ପର୍ଶୀ ଦୃଶ୍ୟ ଦେଖିବାକୁ ମିଳିଛି। ବୁଧବାର ଦିନ ଏକ ୨୦ ଟିକିଆ ହାତୀପଲ ସେହି ଅଞ୍ଚଳରେ ଚଳାଚଳ କରୁଥିବା ସମୟରେ ଏକ…

ବୈତରଣୀ ନଦୀରେ ପକାଇଥିଲେ ଜାଲ, ପଡ଼ିଲା ୨୫ କେଜି ଓଜନର ବିଶାଳ ମାଛ

ପାଟଣା,୨୯।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ କପୁଣ୍ଡି ଗ୍ରାମର ରୁଗୁଡ଼ିଭାଡ଼ି ସାହି ନିକଟ ଦେଇ ପ୍ରବାହିତ ବୈତରଣୀ ନଦୀରେ ଏକ ବଡ଼ଧରଣର ମାଛ ଧରାପଡ଼ିଛି। ଗ୍ରାମର ତପନ କୁମାର ମହାନ୍ତ ନଦୀରେ ଟେକା ଜାଲ ପକାଇ…

ଜଳମଗ୍ନ ବାଂଶପାଳ BEOଙ୍କ କାର୍ଯ୍ୟାଳୟ: ଆଣ୍ଠୁଏ ପାଣିରେ ଚାଲିଛି ସରକାରୀ କାମ, ନଷ୍ଟ ହେଉଛି ପିଲାଙ୍କ ବହି

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଶିକ୍ଷା ଅଧିକାରୀଙ୍କ (BEO) କାର୍ଯ୍ୟାଳୟ ବର୍ତ୍ତମାନ ଲଗାଣ ବର୍ଷା ଯୋଗୁ ଜଳମଗ୍ନ ଅବସ୍ଥାରେ ରହିଛି। କାର୍ଯ୍ୟାଳୟ ପରିସରରେ ଆଣ୍ଠୁଏ ଉଚ୍ଚର ପାଣି ଏବଂ କାଦୁଅ ଜମି ରହିଥିବା ବେଳେ ଛାତରୁ ଅବିରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?