କେନ୍ଦୁଝର

ଲକ୍ଷ୍ମୀମନ୍ଦିରରୁ ହୁଣ୍ଡି ତାଡି ଚୋରି

କେନ୍ଦୁଝର,୩।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର କାଶିପୁର ନିକଟ ଲକ୍ଷ୍ମୀମନ୍ଦିରରୁ ଗତକାଲି ଦୁବୃର୍ତ୍ତମାନେ ହୁଣ୍ଡିତାଡି ଟଙ୍କା ଓ ସୁନା ଚୋରି କରି ନେଇଛନ୍ତି। ଦୁବୃର୍ତ୍ତମାନେ ମନ୍ଦିର ପରିସରରେ ଥିବା ହୁଣ୍ଡି ବାହାରକୁ ଘୋଷାରି ନେଇଥିଲେ। ପରେ ଏହାକୁ ତଳେ ପକାଇ ଭାଙ୍ଗି…

ସୀତା ନଦୀ ପୋଲ ଉପରେ ୪ ଫୁଟ ପାଣି

ପାଟଣା,୩।୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ-ଘଟଗାଁ ବ୍ଲକ ଢେଙ୍କିକୋଟକୁ ସଂଯୋଗ କରୁଥିବା ରାସ୍ତାର ଚିନାମଳି ପଶି ପଞ୍ଚାୟତ ନୂଆପଡ଼ା ସୀତା ନଦୀ ପୋଲ ଉପରେ ମଙ୍ଗଳବାର ୪ ଫୁଟ ବର୍ଷା ପାଣି ପ୍ରବାହିତ ହେଉଛି। ଫଳରେ ରାସ୍ତାରେ ଯାତାୟାତ…

ଶୁଦ୍ଧକ୍ରିୟାରେ ଯୋଗଦେବାକୁ ଆସିଥିଲେ: ଦୁର୍ଘଟଣାରେ ଚାଲିଗଲା ଜୀବନ

ପାଟଣା,୩।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ୪୯ ନମ୍ବର ମୁମ୍ବାଇ-କୋଲକାତା ଜାତୀୟ ରାଜପଥ ତୁରୁମୁଙ୍ଗା ଥାନା ନିକଟରେ ସୋମବାର ବିଳମ୍ବିତ ରାତ୍ରିରେ ଏକ ବାଇକ୍‌ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଛି l ମୃତକ ହେଲେ ସଦର ଥାନା…

ଟ୍ରକରେ ଲାଗିଲା ନିଆଁ

ବଡ଼ବିଲ,୨।୧୦(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ଭଦ୍ରାସାହି ଛକ ନିକଟରେ ସୋମବାର ଏକ ଲୁହାପଥର ବୋଝେଇ ଟ୍ରକ(ନଂ.ଡବ୍ଲ୍ୟୁବି୨୯ସି-୩୬୭୩)ରେ ନିଆଁ ଲାଗି ଯାଇଥିଲା। ଫଳରେ ଟ୍ରକ୍‌ର ସମ୍ମୁଖ ଭାଗ ପୋଡି ନଷ୍ଟ ହୋଇଯାଇଛି। ଖବରପାଇ ବଡ଼ବିଲ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ…

ହାଇଓ୍ବା-ବାଇକ୍‌ ଧକ୍କା, ଚାଲିଗଲା ଦୁଇ ଜୀବନ

ହାଟଡିହୀ,୨ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନାଠାରୁ ମାତ୍ର ୫୦୦ମିଟର ଦୂରରେ ଏକ ଦୁର୍ଘଟଣା ଘଟି ୨ ଜଣଙ୍କ ଜୀବନ ଯାଇଛି। ତେବେ ସେମାନଙ୍କ ପରିଚୟ ମିଳି ପାରିନାହିଁ। ପୋଲିସ ଦୁର୍ଘଟଣା ସ୍ଥଳିରୁ ଦୁଇ ଆହତଙ୍କୁ ଉଦ୍ଧାର କରି ଆନନ୍ଦପୁର ଉପଖଣ୍ଡ…

ନିଖୋଜର ୮ ଦିନ ପରେ ବୈତରଣୀରୁ ମିଳିଲା ବୃଦ୍ଧଙ୍କ ମୃତଦେହ

ପାଟଣା,୨ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଡ଼ାଳପକା ଗାଁ ବୈତରଣୀ ନଦୀର ଘୁର୍ଣ୍ଣିଦର ଘାଟରୁ ସୋମବାର ଜଣେ ବୃଦ୍ଧଙ୍କ ଗଳିତ ମୃତଦେହ ଭାସୁଥିବା ଅବସ୍ଥାରେ ଉଦ୍ଧାର ହୋଇଛି। ମୃତକ ଜଣକ ହେଉଛନ୍ତି ସାହାରପଡ଼ା ବ୍ଲକ କପୁଣ୍ଡି ପଞ୍ଚାୟତ ଧାନ ବେଣୀ…

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଘସିପୁରା,୨ l୧୦(ନିରଞ୍ଜନ ସାହୁ): କେନ୍ଦୁଝର ଜିଲା ଘସିପୁରା ଥାନା ବସନ୍ତପୁର ସ୍ଥିତ ବଳଦେବଜୀଉ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି l ବିଦ୍ୟାଳୟ ମଧ୍ୟାହ୍ନ ଭୋଜନ ପିଣ୍ଡିରେ ମହିଳାଙ୍କ ଝୁଲନ୍ତା ମୃତଦେହ ଦେଖି ସ୍ଥାନୀୟ ଲୋକେ…

ଗାଡ଼ି ଧକ୍କାରେ ଚାଲିଗଲା ସ୍କୁଟି ଚାଳକଙ୍କ ଜୀବନ

ବଡ଼ବିଲ,୧।୧୦(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ରେଳସାଇଡିଂ-ନୂଆ ବସ୍‌ଷ୍ଟାଣ୍ଡ ରାସ୍ତାରେ ଏକ ଗାଡ଼ି ଧକ୍କାରେ ରବିବାର ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବଡ଼ବିଲ ମହାନ୍ତି ବସ୍ତି ଅଞ୍ଚଳର ଚନ୍ଦ୍ରମୋହନ ମହାନ୍ତି(୫୫)। ମିଳିଥିବା ସୂଚନା ଅନୁଯାୟୀ, ଚନ୍ଦ୍ରମୋହନ…

ବଡ଼ବିଲ-ପୁରୀ ଟ୍ରେନ୍‌ ଟାଇମ୍‌ ବଦଳିଲା

କେନ୍ଦୁଝର,୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଟ୍ରେନ୍‌ ନମ୍ବର ୧୮୪୧୫ ବଡ଼ବିଲ-ପୁରୀ ଏକ୍ସପ୍ରେସ ଟ୍ରେନର ସମୟ ତାଲିକା ବଦଳିଛି। ପୁରୁଣା ସମୟର ଏକ ଘଣ୍ଟା ପୂର୍ବରୁ ଏହି ଟ୍ରେନ୍‌ ଚାଲିବ। ଟ୍ରେନ୍‌ ସକାଳ ୯ଟା ୩୦ରେ ବଡ଼ବିଲ ଛାଡ଼ିବ ଏବଂ ଅପରାହ୍ନ ୧.୨୫ରେ କେନ୍ଦୁଝରଗଡ଼ରେ…

ସବ୍‌ଇନ୍ସପେକ୍ଟର ସ୍ତରରେ ଅଦଳବଦଳ

କେନ୍ଦୁଝର,୩୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ସବ୍‌ଇନ୍ସପେକ୍ଟର ସ୍ତରରେ ଅଦଳବଦଳ ହୋଇଛି। ଏସ୍‌ଆଇ ତରଣୀସେନ ବାଘ ଢେଙ୍କିକୋଟ ଫାଣ୍ଡିରୁ ରୁଗୁଡ଼ି ଥାନା, ସିଲୁ ମଲ୍ଲିକ ମୁଖ୍ୟାଳୟରୁ ଟାଉନ ଥାନା, ଦ୍ୱାରିକାନାଥ ସେଠୀ ଆନନନ୍ଦପୁରରୁ ହରିଚନ୍ଦନପୁର ଥାନାକୁ, ଅଗଷ୍ଟ ସ୍ବାଧୀନ ସେଠୀ ବାମେବାରୀରୁ…

ବଳାତ୍କାରୀଙ୍କୁ ୭ ବର୍ଷ ଜେଲ୍‌ଦଣ୍ଡାଦେଶ

କେନ୍ଦୁଝର,୩୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ଥାନୀୟ ଫାଷ୍ଟ୍‌ ଟ୍ରାକ୍‌ କୋର୍ଟ ବିଚାରପତି ବିଜୟ କୁମାର ମିଶ୍ର ଶନିବାର ଏକ ବଳାତ୍କାର ମାମଲାର ଶୁଣାଣି କରି ରାଜେନ୍ଦ୍ର ଦେହୁରୀଙ୍କୁ ଦୋଷୀ ସାବ୍ୟସ୍ତ କରି ୭ ବର୍ଷ ଜେଲ ଓ ୫ ହଜାର ଟଙ୍କା ଫାଇନ…

ଖାଲଖମା ରାସ୍ତା, ଲୋକେ ହୀନସ୍ତା

ଯୋଡା,୩୦ା୯(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକା ଅନ୍ତର୍ଗତ ଆଜାଦବସ୍ତିକୁ ସଂଯୋଗ କରୁଥିବା ରାସ୍ତା ମରାମତି ଅଭାବରୁ ଶୋଚନୀୟ ହୋଇପଡ଼ିଛି। ରାସ୍ତା ନିର୍ମାଣ ପାଇଁ ବାରମ୍ବାର ଦାବି ହେଉଥିଲେ ହେଁ ପୌର ପାଳିକା କୌଣସି ପଦକ୍ଷେପ ନେଉନାହିଁ। ଫଳରେ ୫ନଂ. ୱାର୍ଡବାସୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?