ହାଇଓ୍ବା ଧକ୍କାରେ ଚାଲିଗଲା ଶିଶୁକନ୍ୟାର ଜୀବନ
କେନ୍ଦୁଝର,୧୫ା୪(ସ୍ବ.ପ୍ର.): ବାଂଶପାଳ ବ୍ଲକ ଫୁଲଝର ପଞ୍ଚାୟତ ଧଳାଡିହି ଗ୍ରାମରେ ଶନିବାର ଅପରାହ୍ନରେ ଏକ ହାଇଓ୍ବା ଧକ୍କାରେ ୩ ବର୍ଷ ଶିଶୁକନ୍ୟାର ମୃତ୍ୟୁ ଘଟିଛି। ମୃତ ଶିଶୁ ଜଣକ ତପନ ବାରିକଙ୍କ ଝିଅ ଖୁସି ବୋଲି ଜଣାପଡ଼ିଛି। ଆଜି ଅପରାହ୍ନରେ ଧଳାଡିହି ଗ୍ରାମର…
ଗର୍ଭବତୀଙ୍କ ମୃତ୍ୟୁ ନେଇ ଉତ୍ତେଜନା
କେନ୍ଦୁଝର,୧୫ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଡାକ୍ତରଖାନାରେ ଜଣେ ଗର୍ଭବତୀଙ୍କ ମୃତ୍ୟୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଡାକ୍ତରଙ୍କ ଅବହେଳା ଯୋଗୁ ମହିଳାଙ୍କ ମୃତ୍ୟୁ ହୋଇଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତକାଙ୍କ ନାମ ସାହାରପଡ଼ା ବ୍ଲକ ଉଦୟପୁର ଗ୍ରାମର ରାଜକିଶୋର ପାତ୍ରଙ୍କ…
୨୦ ଦିନରେ ମୋହରିର ସଂଘର ଧାରଣା
ଆନନ୍ଦପୁର,୧୫ା୪(ସ୍ବ.ପ୍ର.): ଆନନ୍ଦପୁର ଉପଖଣ୍ଡକୁ ସ୍ବତନ୍ତ୍ର ଜିଲା ମାନ୍ୟତା ଦାବିରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଲିଥିବା ଧାରଣା ୨୦ ଦିନରେ ପହଞ୍ଚିଛି। ଆନନ୍ଦପୁର ବିକାଶ ପରିଷଦର ଆହ୍ବାନରେ ମାର୍ଚ୍ଚ ୨୭ରୁ ଜିଲା ଦାବି ପ୍ରସଙ୍ଗକୁ ନେଇ ଧାରଣା ଆରମ୍ଭ ହୋଇଥିଲା। ଏହି ଧାରଣାରେ…
ଶ୍ରଦ୍ଧାଳୁଙ୍କ ଗହଳି, ହେଲାନି ଦିବାପହଡ଼
ଘଟଗାଁ,୧୪ା୪(ଡି.ଏନ୍.ଏ): କେନ୍ଦୁଝର ଜିଲା ଘଟଗାଁ ମା’ତାରିଣୀଙ୍କ ପୀଠରେ ଚଇତି ପର୍ବର ଷଷ୍ଠ ଦିବସ ଅବସରରେ ବିଶେଷକରି ଓଡ଼ିଆ ନବବର୍ଷ ଓ ମହାବିଷୁବ ପଣାସଂକ୍ରାନ୍ତିରେ ପୀଠ ଭକ୍ତମୟ ହୋଇଉଠିଥିଲା। ସକାଳ ୫ଟାରୁ ରାତ୍ର ୮ଘଟିକା ପର୍ଯ୍ୟନ୍ତ ଲକ୍ଷାଧିକ ଶ୍ରଦ୍ଧାଳୁ ଲମ୍ବାଧାଡ଼ିରେ ମା’ଙ୍କ ଦର୍ଶନ…
ଡକାୟତି ଘଟଣାରେ ଦୋଷୀଙ୍କୁ ୭ ବର୍ଷ କାରାଦଣ୍ଡ
କେନ୍ଦୁଝର,୧୫।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅଞ୍ଚଳର ଏକ ଡକାୟତି ମାମଲାର ବିଚାର କରି କେନ୍ଦୁଝର ସିଜେଏମ ରଞ୍ଜୁଲତା ଲେଙ୍କା ଜଣେ ଦୋଷୀଙ୍କୁ ୭ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥି ସହିତ ୧୪ ହଜାର ଟଙ୍କା ଜରିମାନା ଓ ଅନାଦାୟେ ଅଧିକ…
ଶ୍ରୀ ଜଗନ୍ନାଥ ହାଇସ୍କୁଲରେ ଖୋଲିଲା ଯୁକ୍ତ ୨
ଯୋଡ଼ା,୧୪ା୪(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍ ଅନ୍ତର୍ଗତ ଜୁରୁଡ଼ିସ୍ଥିତ ଶ୍ରୀ ଜଗନ୍ନାଥ ହାଇସ୍କୁଲକୁ ହାୟର ସେକଣ୍ଡାରୀ ସ୍କୁଲର ମାନ୍ୟତା ମିଳିଛି। ଏଠାରେ ଚଳିତ ଶିକ୍ଷା ବର୍ଷରୁ ଛାତ୍ରୀଛାତ୍ର +୨ କଳାରେ ନାମ ଲେଖାଇ ପାରିବେ। ବୁଧବାର ଏ ସଂକ୍ରାନ୍ତୀୟ ପ୍ରଥମ ସଚେତନ…
ପିଲାଙ୍କୁ ଗୋଇଠା ସହ ବେଲ୍ଟରେ ପିଟିଲେ
ପାଟଣା,୧୪ା୪(ସ୍ବ.ପ୍ର.): ୭ଜଣ ପିଲା ଗଁା ଗାଡ଼ିଆରେ ଗାଧୋଇବାରୁ ୨ରୁ ୩ ଜଣ ଉନ୍ମତ୍ତ ଯୁବକ ମାନବିକତା ଭୁଲିଯାଇ ଗୋଇଠା ମାରିବା ସହ ବେଲ୍ଟରେ ନିର୍ମମ ଭାବେ ପିଟିଛନ୍ତି। ଘଟଣାଟି କେବେର ସ୍ପଷ୍ଟ ହୋଇ ନ ଥିବା ବେଳେ ଏବେ ଭିଡିଓ ଭାଇରାଲ…
ବାକିରେ ଡାଲି ମାଗିବାକୁ ନେଇ ହତ୍ୟା ଘଟଣା: ୨ ଦୋଷୀଙ୍କୁ ଆଜୀବନ ଜେଲ
ଆନନ୍ଦପୁର,୧୪।୪ (ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଅତିରିକ୍ତ ଜିଲା ଦୌରାଜଜ୍ଙ୍କ କୋର୍ଟରେ ଗୁରୁବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଅତିରିକ୍ତ ଜିଲା ଦୌରାଜଜ୍ ପ୍ରଜ୍ୟୋତି ରାଉତ ମାମଲାର ବିଚାର କରି ଦୁଇ ଅଭିଯୁକ୍ତଙ୍କୁ ଆଜୀବନ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି।…
ଶୁଆ ସହ ଭିଡିଓ କରିବା ପଡ଼ିଲା ମହଙ୍ଗା, ଗିରଫ ହେଲେ ୟୁଟ୍ୟୁବର
କେନ୍ଦୁଝର,୧୩ା୪(ସ୍ବ.ପ୍ର.): କେନ୍ଦୁଝର ବନ ବିଭାଗ ବେଆଇନ ଭାବେ ବିରଳ ପ୍ରଜାତିର ଶୁଆ ରଖିଥିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ତାଙ୍କ ନାମ ଚିନ୍ମୟ ମହାନ୍ତ (୨୫) ଏବଂ ତାଙ୍କ ଘର ବାଂଶପାଳ ବ୍ଲକ କୁମୁଣ୍ଡି ଗ୍ରାମରେ…
ବଳି ପାଇଁ ପୁଅକୁ ହତ୍ୟା ଅଭିଯୋଗ ଆଣିଲେ ବାପା
କେନ୍ଦୁଝର,୧୩ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ କରଙ୍ଗାଡିହି ଗ୍ରାମର ରଙ୍ଗାଧର ମହାକୁଡ଼ଙ୍କ ୮ବର୍ଷର ପୁଅ ଫକୀର ମହାକୁଡ଼ ନିଖୋଜ ପୁଅର ମୃତଦେହ ଗତ ବୁଧବାର ଜବତ ହୋଇଥିଲା। ଆଜି ଜିଲା ମୁଖ୍ୟ ଡାକ୍ତରଖାନାରେ ମୃତଦେହ ବ୍ୟବଚ୍ଛେଦ ହୋଇଛି। ଅଦ୍ୟାବଧି ପୋଲିସ…
ପୋଲିସ ମାଡ଼ରେ ଟ୍ରାକ୍ଟର ଡ୍ରାଇଭରଙ୍କ ଗୋଡ଼ ଭାଙ୍ଗିବା ଘଟଣା: ଉପଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ
ଆନନ୍ଦପୁର,୧୩ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଏସ୍ଆଇଙ୍କ ନାମରେ ସଙ୍ଗୀନ ଅଭିଯୋଗ ଆସିଛି। ଜଣେ ଟ୍ରାକ୍ଟର ଚାଳକଙ୍କୁ ଜନୈକ ଏସ୍ଆଇ ତାଙ୍କ ସହଯୋଗୀଙ୍କ ସହିତ ଗୋଡ଼ାଇ ଗୋଡ଼ାଇ ଫାଇବର ପାଇପ୍ରେ ବାଡ଼ାଇବା ଫଳରେ ଟ୍ରାକ୍ଟର ଡ୍ରାଇଭରଙ୍କ ଗୋଡ଼ ଭାଙ୍ଗିବା ଭଳି ଘଟଣା…
ପୋଲିସ ମାଡ଼ରେ ଡ୍ରାଇଭରଙ୍କ ଗୋଡ଼ ଭାଙ୍ଗିଲା
ଆନନ୍ଦପୁର,୧୨ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୋଲିସ ମାଡ଼ରେ ଟ୍ରାକ୍ଟର ଡ୍ରାଇଭରଙ୍କ ଗୋଡ଼ ଭାଙ୍ଗିବା ଘଟଣା ଚର୍ଚ୍ଚାକୁ ଆସିଛି। ଟ୍ରାକ୍ଟର ଡ୍ରାଇଭର ପାର୍ଥ ପୂର୍ତ୍ତି ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ କଟକ ସ୍ଥାନାନ୍ତର ହୋଇଛନ୍ତି। ପାର୍ଥ ଚଲାଉଥିବା ଟ୍ରାକ୍ଟରକୁ ପୋଲିସ…
Archives


