କେନ୍ଦୁଝର

ଗ୍ୟାସ୍‌ ଚୂଲାରୁ ନିଆଁ ଲାଗି ମହିଳା ଗୁରୁତର

ଆନନ୍ଦପୁର,୧୦।୪(ସ୍ବ.ପ୍ର.): ଆନନ୍ଦପୁର ପୌରପରିଷଦ ଫକୀରପୁର ଗ୍ରାମରେ ଅସାବଧାନତା ବଶତଃ ଗ୍ୟାସ୍‌ ଚୂଲାରୁ ନିଆଁ ଲାଗି ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ମହିଳାଙ୍କୁ ଗୁରୁତର ଅବସ୍ଥାରେ ପରିବାର ଲୋକେ ପ୍ରଥମେ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା କରାଯିବା…

ଟ୍ରାଫିକ୍‌ରେ ଅଧଘଣ୍ଟା ଫସି ରହିଲା ଆମ୍ବୁଲାନ୍ସ

କେନ୍ଦୁଝର,୧୦।୪(ସ୍ବ.ପ୍ର.) : କେନ୍ଦୁଝର ସହର ମାଇନିଂ ରୋଡ ରାସ୍ତାରେ ସୋମବାର ଏକ ଆମ୍ବୁଲାନ୍ସ ରାସ୍ତାରେ ଅଧଘଣ୍ଟା ଧରି ଫସିରହିବା ଘଟଣା ସହରରେ ଟ୍ରାଫିକ୍‌ ବ୍ୟବସ୍ଥାକୁ ନେଇ ଉଦ୍‌ବେଗ ପ୍ରକାଶ ପାଇଛି। ଆମ୍ବୁଲାନ୍ସଟି ପାଟଣା ଅଞ୍ଚଳରୁ ଜଣେ ଗୁରୁତର ରୋଗୀଙ୍କୁ ନେଇ କେନ୍ଦୁଝର…

୮ ଶ୍ରେଣୀକୁ ୪ କକ୍ଷ

କୋଡ଼ପଡ଼ା,୧୦ା୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ବ୍ଲକ୍‌ ଅନ୍ତର୍ଗତ ନୂଆଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବହୁ ସମସ୍ୟା ଘେରରେ ରହିଛି। ଶ୍ରେଣୀଗୃହ ଅଭାବରୁ ଛାତ୍ରୀଛାତ୍ରମାନେ ପାଳିକରି ଶ୍ରେଣୀ କକ୍ଷରେ ବସୁଛନ୍ତି। ଏନେଇ ଗ୍ରାମବାସୀ ବାରମ୍ବାର ଘସିପୁରା ବିଇଓଙ୍କ ଦୃଷ୍ଟି…

ସରଗିତଳିଆରେ ଡାକ୍ତରୀ ଟିମ୍‌

ଯୋଡ଼ା,୧୦ା୪(ଡି.ଏନ.ଏ): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକା ଅନ୍ତର୍ଗତ ୧୩ ନଂ. ୱାର୍ଡର ସରଗିତଳିଆରେ ୩୦ରୁ ଊଦ୍ଧର୍‌ବ ଶିଶୁ ଅପପୁଷ୍ଟିର ଶିକାର ଆଶଙ୍କା ନେଇ ଧରିତ୍ରୀରେ ଖବର ପ୍ରକାଶ ପରେ ଜିଲା ସ୍ବାସ୍ଥ୍ୟ ବିଭାଗ ତତ୍ପର ହୋଇଉଠିଛି। ରବିବାର ଏକ ଡାକ୍ତରୀ ଟିମ୍‌…

ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ

ବଡ଼ବିଲ, ୯ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ହାୟରପୁର ଗ୍ରାମ ନିକଟ ଏକ ଶାଳଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ରବିବାର ଜବତ କରିଛି। ମୃତକ ହେଲେ ହାୟରପୁର ହୁଡ଼ିସାହିର ପିତାମ ମୁଣ୍ଡା। ଘରୋଇ କଳିରୁ ସେ ଆତ୍ମହତ୍ୟା…

ସରଗିତଳିଆ ଅଞ୍ଚଳରେ ଅପପୁଷ୍ଟି

ଯୋଡ଼ା,୯ା୪(ଡି.ଏନ୍‌.ଏ): ଓଡ଼ିଶାର ରତ୍ନଗର୍ଭା ଜିଲା କେନ୍ଦୁଝରର ଯୋଡ଼ା ପୌରପାଳିକା ୧୩ ନଂ. ୱାର୍ଡ ଅଧୀନ ସରଗିତଳିଆ ଅଞ୍ଚଳବାସୀ ଦାରିଦ୍ର୍ୟର କଷାଘାତରେ ପେଷି ହେଉଛନ୍ତି। ଖଣିଖାଦାନ ଘେରା ଅଞ୍ଚଳବାସୀ କାମ ଅଭାବରୁ ଅସହାୟ ଅବସ୍ଥାରେ କାଳତିପାତ କରୁଛନ୍ତି। ଖାଦ୍ୟ ଅଭାବରୁ ମହୁଲ ସିଝା,…

ଡିଜିପିଏସ୍‌ ସର୍ଭେ ପରେ ଖୋଲିବ ଗୁମର

କେନ୍ଦୁଝର,୯ା୪(ସ୍ବ.ପ୍ର.): ଲଘୁ ଖଣିଜ ସଇରାତର ସୁପରିଚଳାନା ପାଇଁ ସରକାରଙ୍କ ନୂତନ ନିୟମ ବେଆଇନ ଖଣିଜ ପଥର ଏବଂ ବାଲି ଉତ୍ତୋଳନ କରୁଥିବା ଲିଜ୍‌ଧାରୀଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ନୂତନ ନିୟମ ଅନୁଯାୟୀ ଲଘୁ ଖଣିଜ ରାଜସ୍ବ ବିଭାଗରୁ ବାଦ୍‌ ହୋଇ…

ଆଜିଠାରୁ ମା’ ତାରିଣୀଙ୍କ ଚଇତିପର୍ବ

ଘଟଗାଁ,୯ା୪(ଡି.ଏନ.ଏ): କେନ୍ଦୁଝର ଜିଲାର ଘଟଗାଁରେ ଅବସ୍ଥିତ ମା’ ତାରିଣୀଙ୍କ ୮୭ତମ ଚଇତିପର୍ବ ରବିବାରଠାରୁ ଆରମ୍ଭ ହେବ। ପର୍ବ ସପ୍ତାହେ ବ୍ୟାପି ଚାଲିବ। ପ୍ରତ୍ୟେକ ଦିନ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ମାଗଣା ଅନ୍ନପ୍ରସାଦ ବଣ୍ଟନ କାର୍ଯ୍ୟକ୍ରମ ରହିଛି। ଏହି ଉପଲକ୍ଷେ ମନ୍ଦିର ପ୍ରଶାସନ…

ଧରପଗଡ଼ ଜୋରଦାର, ୭ ଲକ୍ଷ ୭୨ ହଜାର ୭୯୫ ଟଙ୍କାର ଫାଇନ୍‌ ଆଦାୟ

କେନ୍ଦୁଝର,୮ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ରାସ୍ତାରେ ଶୂନ୍ୟ ଦୁର୍ଘଟଣା ପାଇଁ ପରିବହନ ଓ ପୋଲିସ ବିଭାଗ ମିଳିତ ଚଢ଼ାଉ କରି ଗାଡ଼ି ଧରପଗଡ଼ ଚଳିତ ମାସ ୧ ତାରିଖରୁ ଆରମ୍ଭ କରିଛି। ଏକ ସପ୍ତାହ ମଧ୍ୟରେ କେନ୍ଦୁଝର ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ…

ବ୍ୟକ୍ତିଙ୍କୁ ଗୁଳିକରି ହତ୍ୟା: ୨ ରାଉଣ୍ଡ ଗୁଳି ଜବତ, ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ ଜାରି

ବଡ଼ବିଲ,୮ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଠାକୁରାଣୀ ଦଲକି ବସ୍ତିରେ ରହୁଥିବା ଓଏମ୍‌ଡି କମ୍ପାନୀର କର୍ମଚାରୀଙ୍କୁ ଗୁଳି କରି ହତ୍ୟା ହୋଇଛି। ମୃତକ ହେଲେ ଦୁଃଶାସନ ବାରିକ (୫୫)। ଦାମୁ ହଟିଂସ୍ଥିତ ଇଲେକ୍ଟ୍ରିକ ଗ୍ରୀଡ୍‌ ନିକଟ ଏକ ହାଇ ଟେନସନ…

ପୁଣି ମଇଁଷି ମାରିଲା ବାଘ: ଗ୍ରାମବାସୀ ଆତଙ୍କିତ

କେନ୍ଦୁଝର/ଘଟଗାଁ,୭ା୪(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଘଟଗାଁ  ରେଞ୍ଜ୍‌ ଅଟେଇ ସଂରକ୍ଷିତ ଜଙ୍ଗଲ ମେଲାଣ ପାଲମଣି ସାହିରେ ବାଘ ପୁଣି ମଇଁଷି ମାରିଛି। କ୍ଷତିପୂରଣ ଦାବିରେ ଗ୍ରାମବାସୀ ବନ ବିଭାଗ କର୍ମଚାରୀଙ୍କୁ ଘେରାଉ କରିଥିଲେ। ଉତ୍ତେଜନାକୁ ଦୃଷ୍ଟିରେ ରଖି ମୃତ ମଇଁଷି ମାଲିକଙ୍କୁ ୫…

ଚାକିରି ଦେବା ନାମରେ ଠକେଇ, ଯୁବକ ଗିରଫ

କୋଡ଼ପଡ଼ା/ଆନନ୍ଦପୁର,୭ା୪(ଡି.ଏନ୍‌.ଏ./ସ୍ବ.ପ୍ର): କେନ୍ଦୁଝର ଜିଲା ଘସିପୁରା ପୋଲିସ ଠକେଇ ଅଭିଯୋଗରେ ଶୁକ୍ରବାର ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଉକ୍ତ ଥାନା ଅନ୍ତର୍ଗତ ବସନ୍ତପୁରା ଗ୍ରାମର ଗୋବିନ୍ଦ ହାସଦା ଓରଫ ମୁନା (୨୭)। ଅଭିଯୁକ୍ତ ୨୦୨୩ ଫେବୃୟାରୀ ୨୪ ତାରିଖରେ ବୀର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri