କେନ୍ଦୁଝର

ରାଜପଥର ଡିସ୍‌ପ୍ଲେ ବୋର୍ଡ ଟାଣି ନେଲା ହାଇଓ୍ବା

ବଡ଼ବିଲ,୨୧ା୯(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଭଦ୍ରସାହି- ନାଲଦା ୧୦ନମ୍ବର ରାଜ୍ୟ ରାଜ୍ୟପଥ ଦେଇ ବେପରୁଆ ଭାରିଯାନ ଚାଳନା ମାତ୍ରାଧିକ ହୋଇଛି। ଅନେକ ସମୟରେ ଭାରିଯାନଗୁଡିକ ରାସ୍ତାର ଡିଭାଇଡରକୁ ଭାଙ୍ଗି ଡେଇଁ ଯାଉଥିବା ବେଳେ ଦ୍ରୁତଗତି ଯୋଗୁ ଦୁର୍ଘଟଣାରେ…

ବକେୟା ଦରମା ପ୍ରଦାନ ଦାବିରେ ଓଏଭି କର୍ମଚାରୀଙ୍କ ଧାରଣା

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ୯ଟି ବ୍ଲକରେ ଥିବା ୯ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀମାନେ ଦୀର୍ଘ ୭ ମାସରୁ ଊର୍ଦ୍ଧ୍ୱ ହେବ ସେମାନଙ୍କର ବକେୟା ଦରମା ଦେଉ ନ ଥିବା ଓ ଅଭିଯୋଗ କଲେ ମଧ୍ୟ…

ନ୍ୟାୟ ପାଇଁ ଆନ୍ଦୋଳନ

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଗୁରୁବାରଠାରୁ ସଦର ଥାନା ଅନ୍ତର୍ଗତ ଗୋହାଲଡିହି ରେଲେଓ ସାଇଡିଂରେ ଗୋହାଲଡିହି ରେଲଓ୍ବେ ସାଇଡିଂ କଲ୍ୟାଣ ପରିଷଦ ପକ୍ଷରୁ କ୍ଷତିଗ୍ରସ୍ତ ପ୍ରଜାଙ୍କ ଗଣଧାରଣା ଆରମ୍ଭ ହୋଇଛି। ଗୋହାଲଡିହିର ଗାଁ ମୁଣ୍ଡ ଓ ରେଲଓ୍ବେ ସାଇଡିଂ ମୁଖ୍ୟ ରାସ୍ତା ଉପରେ…

ମାଂସ ଖାଇ ଗୋଟିଏ ପରିବାରର ୧୧ ଅସୁସ୍ଥ

ହାଟଡିହୀ,୨୧ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଆଇତିପୁର ପଞ୍ଚାୟତ ଅମୃତପୁର ଗ୍ରାମରେ ମାଂସ ଖାଇ ଗୋଟିଏ ପରିବାରର ୧୧ ଜଣ ଅସୁସ୍ଥ ହୋଇଛନ୍ତି। ସୂଚନାରୁ ଜଣାପଡ଼ିଛି ଯେ, ଗ୍ରାମର ଅନନ୍ତ ନାରାୟଣ ଦାଶଙ୍କ ପରିବାର ଲୋକ ବୁଧବାର ନିକଟସ୍ଥ ଗେଡ଼ମା…

ଭଙ୍ଗାଯାଉନି ଅଧିଗ୍ରହଣ ହୋଇଥିବା ଘର, ବଢୁଛି ଅସନ୍ତୋଷ

କେନ୍ଦୁଝର,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ବାଲିଆଗୋଡ଼ା ନିକଟରେ ଜାତୀୟ ରାଜପଥ-୨୦ କଡ଼ରେ ଜାତୀୟ ରାଜପଥ ପ୍ରାଧିକରଣ ଜମି ଜବରଦଖଲ ହୋଇଥିବା ଅଭିଯୋଗ ହୋଇଛି। ଉକ୍ତ ସ୍ଥାନରେ ଏକ ଦୁଇ ମହଲା ଘର ଥାଇ ବ୍ୟବସାୟୀ କାର୍ଯ୍ୟରେ ଲାଗିଛି।…

୨୧ରେ ଲୁହାପଥର ପରିବହନ ବନ୍ଦ କରିବେ କ୍ଷତିଗ୍ରସ୍ତ

କେନ୍ଦୁଝର,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଗୋହାଲଡିହି ରେଲଓ୍ବେ ସାଇଡିଂ କଲ୍ୟାଣ ପରିଷଦ ପକ୍ଷରୁ ଆସନ୍ତାକାଲି ସାଇଡିଂକୁ ଲୁହାପଥର ପରିବହନ କାର୍ଯ୍ୟ ବନ୍ଦ କରି ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଗଣଧାରଣା ଦେବାକୁ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ଏନେଇ ପରିଷଦ ପକ୍ଷରୁ ଏକ…

ବନ ବିଭାଗକୁ ଘାରିଛି ଛୁଆହାତୀଙ୍କ ସୁରକ୍ଷା ଚିନ୍ତା

କେନ୍ଦୁଝର, ୧୯ା୯(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ପାଟଣା ରେଞ୍ଜ ଓ ମୟୂରଭଞ୍ଜ ଜିଲା କରଞ୍ଜିଆ ଡିଭିଜନର କରଞ୍ଜିଆ ରେଞ୍ଜ ସୀମାନ୍ତରେ କିଛି ଦିନ ହେଲା ୨୨ ଟିକିଆ ହାତୀଙ୍କ ଉପଦ୍ରବ ଯୋଗୁ ଉଭୟ ଜିଲାର ବନ କର୍ମଚାରୀମାନେ ନାକେଦମ୍‌ ହୋଇ ପଡ଼ିଲେଣି।…

୨ ବିରଳ ପ୍ରଜାତିର ସାପ

ଯୋଡ଼ା,୧୮ା୯(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସହରରେ ଯୋଡ଼ା-ଭୂୟାଁ ବସ୍ତି ନିକଟରୁ ଏକ ବିଲୁପ୍ତ ପ୍ରଜାତିର ବିରଳ ସାପ ଶନିବାର ଉଦ୍ଧାର ହୋଇଛି। ସାପଟିର ନାମ ଅରନେଟ୍‌ ଫ୍ଲାଇଂ ସ୍ନେକ୍‌ ବା ଉଡ଼ନ୍ତା ସାପ। ସାପଟି ଦେଖିବା ପାଇଁ ବହୁ ସୁନ୍ଦର…

ମଣ୍ଡପ ବୁଲି ବିଶ୍ୱକର୍ମାଙ୍କୁ ଦର୍ଶନ କଲେ ଶ୍ରଦ୍ଧାଳୁ

କେନ୍ଦୁଝର,୧୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ରବିବାର ବିଶ୍ୱକର୍ମା ପୂଜା ଆରମ୍ଭ ହୋଇଛି। ବିଶେଷକରି ବିଦ୍ୟୁତ୍‌ ବିଭାଗ, ସରକାରୀ ଏବଂ ଘରୋଇ ବସ ସଂଘ, ଟ୍ୟାକ୍ସି, ଅଟୋ ସଂଘ, ଗ୍ୟାରେଜ ଆଦିରେ ଦେବ ଶିଳ୍ପୀଙ୍କୁ ପୂଜା କରାଯାଇଥିଲା। ଜିଲାର ବିଭିନ୍ନ ସ୍ଥାନରେ…

ପରିସ୍ରାଗାର ପାଲଟିଛି ମୃଣ୍ମୟ ମୂର୍ତ୍ତିଙ୍କ ଗୋଦାମ ଘର, କାର୍ଯ୍ୟାନୁଷ୍ଠାନ ଦାବି

କେନ୍ଦୁଝର,୧୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲାପାଳଙ୍କ କାଯର୍‌ୟାଳୟ ପରିସରରେ ଥିବା ଶୌଚାଳୟରେ ବିଶ୍ୱକର୍ମା ଓ ଗଣେଶ ପୂଜା ପାଇଁ ବାହାରୁ ମୃଣ୍ମୟ ମୂର୍ତ୍ତି ଆଣି ବିକ୍ରି କରୁଥିବା ଜଣେ ବ୍ୟବସାୟୀଙ୍କ କବ୍‌ଜାରେ ରହିଛି। ଉକ୍ତ ଅପରିଷ୍କାର ପରିସ୍ରାଗାରରେ ବାହାରୁ ଆଣିଥିବା ମୂର୍ତ୍ତିଗୁଡ଼ିକୁ ରଖିଥିବାରୁ…

ସରକାରୀ ବିରି ବିହନରେ ଧରୁନି ଫୁଲ

ପାଟଣା,୧୭ା୯(ବୀରକିଶୋର ଦାଶ)କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ କୃଷି ଅଧିକାରୀଙ୍କ କାର୍ଯ୍ୟାଳୟରୁ ଚାଷୀ ଖରିଫ ଋତୁରେ ବିନା ମୂଲ୍ୟରେ ବିରି ବିହନ ଆଣି ଚାଷ କରିଥିଲେ। ଠିକ୍‌ ପ୍ରଣାଳୀରେ ଚାଷ କରିବା ସହ ସାର ପ୍ରୟୋଗ ଦ୍ୱାରା ଗଛ ହୃଷ୍ଟପୁଷ୍ଟ ହୋଇଛି। ମାତ୍ର…

ସଙ୍ଗୀତା ସିଂହ ଜିଲା କଂଗ୍ରେସ ମୁଖପାତ୍ର

କେନ୍ଦୁଝର,୧୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କଂଗ୍ରେସ ଦଳର ଆଭିମୁଖ୍ୟ, ପ୍ରଚାର ଓ ପ୍ରସାର ପାଇଁ ଶନିବାର ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ଶରତ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ପୂର୍ବତନ ମନ୍ତ୍ରୀ ତଥା ପିସିସିର ମୁଖ୍ୟ ମୁଖପାତ୍ର ଗଣେଶ୍ୱର ବେହେରା ଆଜି ୩୩ଟି ସାଙ୍ଗଠନିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?