କେନ୍ଦୁଝର

ଖୋଲା ବଜାରରେ ବିକ୍ରିହେଲା ନଡ଼ିଆ

ଘଟଗାଁ,୧୨ା୯(ରାଜେନ୍ଦ୍ର କୁମାର ପଟ୍ଟନାୟକ): କେନ୍ଦୁଝର ଜିଲା ଘଟଗାଁବାସିନୀ ମା’ ତାରିଣୀଙ୍କ ମାନସିକ ନଡ଼ିଆ ଗୋଦାମ ଘରେ ପଡ଼ି ନଷ୍ଟ ହେଉଥିଲା। କେହି ବ୍ୟବସାୟୀ ଟେଣ୍ଡର ଧରୁ ନ ଥିବାରୁ ମନ୍ଦିର ପରିସରରେ ଥିବା ଗୋଦାମ ଗୃହରେ ଏହାର ପରିମାଣ ୧୨ ଲକ୍ଷ…

କନିଅର ମଞ୍ଜି ଖାଇ ଦମ୍ପତି ଗୁରୁତର

କେନ୍ଦୁଝର,୧୧ା୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଖେଣ୍ଡେରା ଗ୍ରାମରେ ବିଷ (କନିଆ) ମଞ୍ଜି ଖାଇ ଦମ୍ପତ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଦମ୍ପତି ହେଲେ ଗ୍ରାମର ବ୍ରାହ୍ମଣୀ ପାତ୍ର (୫୫) ଓ ତାଙ୍କ ସ୍ବାମୀ ଗୋବିନ୍ଦ ପାତ୍ର (୬୨)।…

ନାବାଳିକାଙ୍କୁ ବଳାତ୍କାର, ନାବାଳକ ଅଟକ

ଢେଙ୍କିକୋଟ,୧୧ା୯(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଘଟଗାଁ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାରେ ପୋଲିସ ଜଣେ ନାବାଳକଙ୍କୁ ଅଟକ ରଖିଛି। ନାବାଳକ ଓ ନାବାଳିକା ଦୁହେଁ ଯୁକ୍ତ୨ରେ ପାଠ ପଢୁଥିବା ବେଳେ…

ପାଣିମୁନ୍ଦେ ପାଇଁ ସଂଘର୍ଷ

ବଡ଼ବିଲ,୧୧।୯(ଦେବପ୍ରିୟ ରଣା): ଦୀପତଳ ଅନ୍ଧାର ଭଳି ଖଣିଜ ସମ୍ପଦରେ ଭରପୂର ଗାଁ ଅବହେଳିତ ଅବସ୍ଥାରେ। ଏକାଧିକ ଖଣି କମ୍ପାନୀର ଧୂଳିଧୂଆଁରେ ଜର୍ଜରିତ ହେଉଥିବା ଉକ୍ତ ଗ୍ରାମର ୨ ସାହି ବାସିନ୍ଦାଙ୍କ ନିକଟରେ ସରକାରୀ ଯୋଜନା ଅପହଞ୍ଚ ହୋଇଯାଇଛି। ଗ୍ରାମକୁ ପକ୍କାରାସ୍ତାଟିଏ ନ…

ନିଲାମ ଧରୁନାହାନ୍ତି ବ୍ୟବସାୟୀ, ଶଢ଼ୁଛି ନଡ଼ିଆ

ଘଟଗାଁ,୧୧ା୯(ରାଜେନ୍ଦ୍ର କୁମାର ପଟ୍ଟନାୟକ): କେନ୍ଦୁଝର ଜିଲା ଘଟଗାଁ ବାସିନୀ ମା’ ତାରିଣୀଙ୍କ ନିକଟକୁ ରାଜ୍ୟର ବିଭିନ୍ନ ଜିଲାରୁ ଦୈନିକ ହଜାର ହଜାର ମାନସିକ ନଡ଼ିଆ ଭକ୍ତ ପଠାଉଛନ୍ତି। ମାତ୍ର ଭକ୍ତଙ୍କ ଆଶା ବିଶ୍ୱାସ ଉପରେ କୁଠାରଘାତ କରାଯାଉଛି। ଏହା ଭୋଗ ନ…

୨୪ ବର୍ଷ ଧରି ତରଳ ଖାଦ୍ୟରେ ବିତୁଛି ଜୀବନ

କେନ୍ଦୁଝର,୧୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍‌ ଅନ୍ତର୍ଗତ କୋଡ଼ିପଶା ପଞ୍ଚାୟତର ପାହାଡ଼ ତଳ କୁଣ୍ଢେଇ ଗ୍ରାମର ଦିବ୍ୟାଙ୍ଗ ବୁଦ୍ଧିଆ ଜୁଆଙ୍ଗ(୨୪) ତରଳ ଖାଦ୍ୟ ଖାଇ ବହୁ କଷ୍ଟରେ ବଞ୍ଚତ୍ଛନ୍ତି। ତାଙ୍କର ପାଟି ଜନ୍ମରୁ ଖୋଲୁ ନ ଥିବାରୁ ଖାଦ୍ୟ…

ନିରାମୟ ଯୋଜନାରେ ଔଷଧ ମିଳୁ ନ ଥିବା ଅଭିଯୋଗ

କେନ୍ଦୁଝର,୧୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ଥାନୀୟ ଧରଣୀଧର ମେଡିକାଲ କଲେଜ ଡାକ୍ତରଖାନାରେ ରୋଗୀଙ୍କୁ ମାଗଣା ମେଡିସିନ ମିଳୁ ନ ଥିବାରୁ ଅସନ୍ତୋଷ ବୃଦ୍ଧି ପାଉଛି। ଫଳରେ ଏଠାରେ ସରକାରଙ୍କ ନିରାମୟ ଯୋଜନା ବିଫଳ ହୋଇଥିବା ଅଭିଯୋଗ ହେଉଛି। ମେଡିକାଲ କଲେଜ ଖୋଲିଲେ ଉତ୍ତମ…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଯୁବକଙ୍କ ଜୀବନ ଗଲା

ବଡ଼ବିଲ,୧୦ା୯(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ସାଧୁସିଂହ ହଟିଂରେ ରବିବାର ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ୨୧ ବର୍ଷୀୟ କୁନୁ ଲୋହାର। ସୂଚନାନୁଯାୟୀ, ରବିବାର ଏକ ପାରିବାରିକ କାର୍ଯ୍ୟକ୍ରମ ଥିବାରୁ…

ସହରର ସୌନ୍ଦର୍ଯ୍ୟ ବିଗାଡ଼ୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୧୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ)କେନ୍ଦୁଝରଗଡ଼ ଜିଲା ମୁଖ୍ୟାଳୟ ପ୍ରମୁଖ ସ୍ଥାନରେ ମାଳ ମାଳ ବେଆଇନ ହୋର୍ଡିଂ ଲଗାଯାଇଛି। ହୋର୍ଡିଂ ଆଢ଼ୁଆଳରେ ସହରର ସୌନ୍ଦର୍ଯ୍ୟ ହ୍ରାସ ପାଉଛି। ଏହାଦ୍ୱାରା ପୌରପାଳିକାର ବ୍ୟାପକ ରାଜସ୍ବହାନି ଘଟିବା ସହ ଦୁର୍ଘଟଣାର କାରଣ ମଧ୍ୟ ସାଜୁଛି। ପୌରପାଳିକାର କେତେଜଣ…

ବହୁଛି ପରିବର୍ତ୍ତନର ହାଓ୍ବା

କେନ୍ଦୁଝର,୯ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟ୍ରକ୍‌ ମାଲିକ ସଂଘ ନିର୍ବାଚନ ଆଉ କିଛିଦିନ ରହିଲା। ତେବେ ଏହା ମଧ୍ୟରେ ହାଇକୋର୍ଟଙ୍କ ଏକ ନିର୍ବାଚନ ସଂକ୍ରାନ୍ତୀୟ ଶୁଣାଣି ଆସନ୍ତା ୧୨ ତାରିଖକୁ ଘୁଞ୍ଚିଥିବାରୁ ନିର୍ବାଚନକୁ ନେଇ ନାନା କଳ୍ପନାଜଳ୍ପନା ଆରମ୍ଭ ହୋଇଛି।…

ସାପକାମୁଡ଼ାରେ ମା’-ଝିଅଙ୍କ ଜୀବନ ଗଲା

କେନ୍ଦୁଝର,୯ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଥମୁନି ସର୍ପାଘାତ ଜନିତ ମୃତ୍ୟୁ। ବାଂଶପାଳ ବ୍ଲକ ଅନ୍ତର୍ଗତ ମୁରୁସୁଆଁ ଗ୍ରାମର ରୁଗୁଡି ସାହିରେ ସାପକାମୁଡ଼ାରେ ମା’ ଓ ଦୁଇ ବର୍ଷର ଶିଶୁକନ୍ୟାଙ୍କ ମୃତ୍ୟୁ ଉକ୍ତ ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି। ପ୍ରକାଶ…

ଘଉଡ଼ାଇବା ବେଳେ କଚାଡ଼ି ଦେଲା ଦନ୍ତା

କେନ୍ଦୁଝର, ୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ହାତୀ ଆକ୍ରମଣରେ ଶୁକ୍ରବାର ସାହାରପଡ଼ା ବ୍ଲକ ଚୁଟିଆପଶି ପଞ୍ଚାୟତ କଟାବେଡା ଗ୍ରାମର କ୍ଷୀରୋଦ ଚନ୍ଦ୍ର ମହାନ୍ତ(୫୨)ଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଏକ ୨୨ ଟିକିଆ ହାତୀପଲ ସାହାରପଡ଼ା ସେକ୍ସନ ରାଇଡିହା ବିଟ୍‌ ପୁରୁଣାପାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?