କେନ୍ଦୁଝର

ଘର ଭାଙ୍ଗିଲେ, ଶିଶୁପୁତ୍ରର ଜୀବନ ନେଲେ

କେନ୍ଦୁଝର,୧୩ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ରେଞ୍ଜ ଅଧୀନ ବିମଳା ସେକ୍ସନ ରାଣିବେଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଶୁକ୍ରବାର ରାତିରେ ଖାଦ୍ୟ ଅନ୍ବେଷଣରେ ଆସିଥିବା ହାତୀପଲ ଜଣେ ବ୍ୟକ୍ତିଙ୍କ ଘର କାନ୍ଥ ଭାଙ୍ଗି ଦେବାରୁ ଭିତରେ ଶୋଇଥିବା ୭...

ଫାର୍ମରେ କୁକୁଡ଼ା ଛୁଆ ଛାଡ଼ିବା ପରେ ଗାଁରେ ଉତ୍ତେଜନା

ପାଟଣା,୧୩।୧୧(ସ୍ବ. ପ୍ର):କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡା ପଞ୍ଚାୟତ ଅଙ୍କୁରା ଗ୍ରାମର ଝପାସାହିରେ ପ୍ରସ୍ତାବିତ ଏକ ବ୍ରଏଲର ଫାର୍ମକୁ ଗ୍ରାମବାସୀ ବିରୋଧ କରିଛନ୍ତି। ଏ ନେଇ ଶତାଧିକ ମହିଳା ଓ ପୁରୁଷ ଶନିବାର ଥାନା ଓ ତହସିଲର ଦ୍ୱାରସ୍ଥ ହୋଇଛନ୍ତି...

ବାପାଙ୍କୁ ହତ୍ୟା କରି ଲୁଚିଥିଲେ ଜଙ୍ଗଲରେ

ପାଟଣା,୧୩।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମିରିଗିଖୋଜି ଗ୍ରାମରେ ବାପାଙ୍କୁ କାଠ ଫାଳିଆରେ ପିଟି ହତ୍ୟା କରିଥିବା ଅଭିଯୋଗରେ ପୋଲିସ ହତ୍ୟାକାରୀ ପୁଅଙ୍କୁ ଗିରଫ କରିଛି। ବୈତରଣୀ ନଦୀ କୂଳରେ ଥିବା ଜଙ୍ଗଲରେ ଲୁଚିଥିବା ବେଳେ ଶୁକ୍ରବାର ପୋଲିସ...

ଓଲଟିଲା ଟ୍ୟାଙ୍କର : ଚାଲିଗଲା ୨ ଶ୍ରମିଙ୍କ ଜୀବନ

କେନ୍ଦୁଝର,୧୨।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ରୋଇଡା ଲୁହା ଖଣି ପରିସରରେ ଏକ ପାଣି ଟ୍ୟାଙ୍କର ଓଲଟି ପଡ଼ିଛି। ସେଥିରେ ଥିବା ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ନାମ ସମରା କାରୁଆ(୬୩) ଓ ଦମୟନ୍ତୀ ଓରାମ (୪୧)...

ଗାଧୋଇବାକୁ ଯାଇ ଆଉ ଫେରିଲେନି ମହିଳା

ପାଟଣା,୧୨।୧୧(ସ୍ବ.ପ୍ର.): ଗାଁ ପୋଖରୀକୁ ଗାଧୋଇବାକୁ ଯାଇ ଆଉ ଘରକୁ ଫେରିଲେନି ମହିଳା। ଏଭଳି ଏକ ଘଟଣା ଘଟିଛି କେନ୍ଦୁଝର ଜିଲା ପାଟଣା ବ୍ଲକ ଜାମୁଳେଇ ବେଡା ଗ୍ରାମରେ। ୩୫ ବର୍ଷୀୟା ପାର୍ବତୀ ମୁଣ୍ଡା ଶୁକ୍ରବାର ପୂର୍ବାହ୍ନରେ ଗାଁ ପୋଖରୀକୁ ଗାଧୋଇବାକୁ...

ଦିବ୍ୟଶଙ୍କରଙ୍କୁ ବହିଷ୍କାର କରାଯାଉ

ପାଟଣା,୧୨।୧୧(ସ୍ବ. ପ୍ର.): ମମିତା ମେହେର ହତ୍ୟାକାଣ୍ଡ ଘଟଣାକୁ ନେଇ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଏ ନେଇ କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା...

କେନ୍ଦୁଝରରେ କଂଗ୍ରେସର ହରତାଳ

କେନ୍ଦୁଝର,୧୨।୧୧(ସ୍ବ.ପ୍ର): କେନ୍ଦୁଝର ଜିଲା କଂଗ୍ରେସର ପକ୍ଷରୁ ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ସଂପୃକ୍ତ ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଶାନ୍ତିପୂର୍ଣ୍ଣ ହରତାଳ କରାଯାଇଛି। ସଭାପତି ବିପ୍ଲବ ମିଶ୍ରଙ୍କ ନେତ୍‌ୃତ୍ୱରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଛଅ ଘଣ୍ଟିଆ ଶାନ୍ତିପୂର୍ଣ୍ଣ ବିକ୍ଷୋପ କରାଯାଇଛି। ତେବେ...

ବର୍ଜ୍ୟବସ୍ତୁ ପାଇଁ ଜଙ୍ଗଲରେ ଲାଗିଲା ନିଆଁ

କେନ୍ଦୁଝର,୧୧।୧୧(ସ୍ବ.ପ୍ର.): କେନ୍ଦୁଝର ସହର ଉପକଣ୍ଠ ଜୁଡିଆଘାଟି ଜଙ୍ଗଲରେ ଗୁରୁବାର ନିଆଁ ଲାଗି ଯାଇଛି। ଫଳରେ ଶତାଧିକ ଗଛ ପୋଡି ନଷ୍ଟ ହୋଇଛି। ଉକ୍ତ ଅଞ୍ଚଳରେ ବେଆଇନ ଭାବେ ପକାଯାଉଥିବା ସହରର ବର୍ଜ୍ୟବସ୍ତୁରେ ନିଆଁ ବ୍ୟାପିଥିବା କୁହାଯାଉଛି। ନିଆଁକୁ ତୁରନ୍ତ ଆୟତ୍ତ...

ଓଡ଼ିଶା ବନ୍ଦ ପାଇଁ କଂଗ୍ରେସର ପ୍ରସ୍ତୁତି

କେନ୍ଦୁଝର,୧୧ା୧୧(ସ୍ବ.ପ୍ର.): ଆସନ୍ତାକାଲି ରାଜ୍ୟ କଂଗ୍ରେସ ଡାକରା ପରେ ଛଅ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାକୁ ନେଇ ଜିଲା କଂଗ୍ରେସ ପକ୍ଷରୁ ସଭାପତି ବିପ୍ଲବ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଛି। ମମିତା ମେହେର ହତ୍ୟାକାଣ୍ଡ ସଂକ୍ରାନ୍ତରେ ମନ୍ତ୍ରୀ...

ନିୟମ ଉଲ୍ଲଂଘନ କରି ଚାଲିଛି କ୍ୱାରି

କେନ୍ଦୁଝର,୧୧|୧୧(ସ୍ବ.ପ୍ର.) କେନ୍ଦୁଝର ସଦର ତହସିଲ ଅନ୍ତର୍ଗତ ଟିକରପଡ଼ା ମୌଜାରେ ୪.୮୫ ହେକ୍ଟର ପରିମିତ ଅଞ୍ଚଳରେ ଚାଲିଥିବା ପଥର ଖଣିରେ ବ୍ୟାପକ ନୀତିନିୟମ ଉଲ୍ଲଂଘନ ହେଉଥିଲେ ହେଁ ପଦକ୍ଷେପ ନିଆଯାଉ ନ ଥିବାରୁ ଅସନ୍ତୋଷ ବଢୁଛି। ପ୍ରଦୂଷଣ ନିୟନ୍ତ୍ରଣ ଆଇନର ଖୋଲାଖୋଲି ଉଲ୍ଲଂଘନ...

ଲକ୍ଷାଧିକ ଟଙ୍କାର ୨ ହାତୀ ଦାନ୍ତ ଜବତ

କେନ୍ଦୁଝର, ୯।୧୧(ସ୍ବ.ପ୍ର.): ଭୂୟାଁ ଓ ଜୁଆଙ୍ଗ ପିଢ଼ ରେଞ୍ଜ ଅଧୀନ ନୁଣଘର ଗ୍ରାମରେ ଚଢାଉ କରି ବନ ବିଭାଗ ୨ଟି ହାତୀ ଦାନ୍ତ ଜବତ କରିଛି। ଏହାର ଓଜନ ପ୍ରାୟ ୭.୧୯୫ କିଗ୍ରା । ଏହି ଘଟଣାରେ କେନ୍ଦୁଝର ବନ...

ଜଙ୍ଗଲକୁ ଯାଇଥିଲେ ବ୍ୟକ୍ତି, ଘରକୁ ଫେରିଲା ମୃତଦେହ

କେନ୍ଦୁଝର,୯।୧୧(ସ୍ବ.ପ୍ର.): କେନ୍ଦୁଝର ବନଖଣ୍ଡ ଘଟଗାଁ ରେଞ୍ଜ ବାଲି ପୋଖରୀ ସଂରକ୍ଷିତ ଜଙ୍ଗଲରେ ବଣୁଆ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାମ ଜଳଧର (୫୦) ଓ ଘର୍‌ ହାତୀନୋଟା ଗ୍ରାମରେ ବୋଲି ଜଣା ପଡିଛି। ମଙ୍ଗଳବାର ସକାଳେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri