କେନ୍ଦୁଝର

ଉଚ୍ଚଶିକ୍ଷା ପାଇଁ ଅଷ୍ଟ୍ରେଲିଆ ଯିବେ କେନ୍ଦୁଝରର ୫ ମେଧାବୀ

କେନ୍ଦୁଝର, ୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର): କେନ୍ଦୁଝର ସରକାରୀ ଇଞ୍ଜିନିୟରିଂ କଲେଜରୁ ମାଇନିଂ ଇଞ୍ଜିନିୟରିଂରେ ସଫଳତାର ସହ ବିଟେକ୍‌ ପାସ କରିଥିବା ୫ ମେଧାବୀ ଛାତ୍ରୀଛାତ୍ର ଉଚ୍ଚଶିକ୍ଷା ପାଇଁ ଅଷ୍ଟ୍ରେଲିଆ ଯିବେ। ସେମାନେ ବିଶ୍ୱର ସୁନାମଧନ୍ୟ ଶିକ୍ଷା ପ୍ରତିଷ୍ଠାନ କର୍ଟିନ ବିଶ୍ୱବିଦ୍ୟାଳୟ…

ରାଜ୍ୟ, କେନ୍ଦ୍ର ଉପରେ ବର୍ଷିଲେ ସୁର ରାଉତରାୟ

ଘସିପୁରା,୪।୯(ନିରଞ୍ଜନ ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ କଂଗ୍ରେସ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିରେ ଜଟଣି ବିଧାୟକ ସୁର ରାଉତରାୟ ଯୋଗ ଦେଇଥିଲେ। ତାଙ୍କୁ ଦେଖିବା ଏବଂ ତାଙ୍କ ଅଭିଭାଷଣ ଶୁଣିବାକୁ କର୍ମୀ ଓ ସାଧାରଣ…

ଅନ୍ଧାରରେ ରୁଗୁଡ଼ିକସଡ଼ାବାସୀ

କେନ୍ଦୁଝର,୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍‌ ସାହାରପୁର ପଞ୍ଚାୟତ ବଣପାହାଡ଼ଘେରା ରୁଗୁଡ଼ିକସଡ଼ାବାସୀ ସ୍ବାଧୀନତାର ୭୭ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚତ୍ତ ରହିଛନ୍ତି। ଘରେ ଘରେ ପାଣି ଯୋଗାଣ ପାଇଁ ଟ୍ୟାପ୍‌ ଲାଗିଥିଲେ ମଧ୍ୟ ପାଣି ଆସୁନାହିଁ।…

ରାସ୍ତା ନ ହେଲେ ନିର୍ବାଚନରେ ଜବାବ ଦେବୁ

କେନ୍ଦୁଝର,୩।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଷଡ଼ଙ୍ଗୀ ପଞ୍ଚାୟତ ଆଙ୍କୁଡି ଗ୍ରାମ ଦୀର୍ଘ ବର୍ଷ ହେଲା ଅବହେଳିତ ହୋଇ ରହିଥିଲେ ହେଁ ସମସ୍ୟାର ସମାଧାନ ହେଉନାହିଁ। ବିଶେଷକରି ଗ୍ରାମକୁ ଯିବା ପାଇଁ ଏକ ଜଙ୍ଗଲୀ ରାସ୍ତା ରହିଛି। ବହୁ…

ଯାତ୍ରୀ ବିଶ୍ରାମାଗାରରୁ ମିଳିଲା ମୃତଦେହ

ବଡ଼ବିଲ,୩ା୯(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ପୁରୁଣା ବସ୍‌ଷ୍ଟାଣ୍ଡସ୍ଥିତ ଯାତ୍ରୀ ବିଶ୍ରାମାଗାରରୁ ରବିବାର ଜଣେ ବ୍ୟକ୍ତିଙ୍କ ମୃତଦେହକୁ ପୋଲିସ ଉଦ୍ଧାର କରିଛି। ବିଶ୍ରାମ ଗୃହର ଏକ କୋଣକୁ ବ୍ୟକ୍ତି ଜଣକ ମୁହଁମାଡ଼ି ପଡ଼ିଥିବା ଦେଖିବାକୁ ମିଳିଥିଲା। ଉକ୍ତ ବ୍ୟକ୍ତିଙ୍କ ଆନୁମାନିକ ବୟସ…

ବିନା ଏନ୍‌ଓସିରେ ଚାଲିଛି ପେଟ୍ରୋଲ ପମ୍ପ୍‌, ୨୨ ପମ୍ପ୍‌କୁ ନୋଟିସ୍‌

କେନ୍ଦୁଝର,୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାରତୀୟ ଜାତୀୟ ରାଜପଥ ପ୍ରାଧୀକରଣ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଜାରି କରାଯାଇଥିବା ଗାଇଡ୍‌ଲାଇନ୍‌କୁ କେନ୍ଦୁଝର ଜିଲାରେ ଅନେକ ପେଟ୍ରୋଲ ପମ୍ପ୍‌ ମାଲିକ ମାନୁନାହାନ୍ତି। ଫଳରେ ଏନ୍‌ଏଚ୍‌ରେ ଟ୍ରାଫିକ ଜାମ୍‌ ଓ ଦୁର୍ଘଟଣା ବଢୁଥିବା ଅଭିଯୋଗ ହେଉଛି। ଏନ୍‌ଓସି ନ…

ଡିଜିଟାଲ ଡିସ୍‌ପେନସାରୀ କର୍ମଚାରୀଙ୍କୁ ଛଟେଇ, ପୁନଃ ନିଯୁକ୍ତି ଦାବି

କେନ୍ଦୁଝର,୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚାଲିଥିବା ଡିଜିଟାଲ ଡିସ୍‌ପେନସାରୀରେ କାମ କରୁଥିବା କର୍ମଚାରୀ ଏଏନ୍‌ଏମ ଏବଂ ଏଲ୍‌ଟିମାନଙ୍କୁ କାମରୁ ଛଟେଇ କରି ଦିଆଯାଇଥିବାରୁ ଏହାର ପ୍ରତିବାଦରେ ସେମାନେ ଶନିବାର ଜିଲାପାଳଙ୍କୁ ଲିଖିତ ଅଭିଯୋଗ ଜଣାଇ ନ୍ୟାୟ ଦାବି କରିଛନ୍ତି। ଉକ୍ତ…

ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍‌ ଦଣ୍ଡାଦେଶ

କେନ୍ଦୁଝର,୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସ୍ବତନ୍ତ୍ର ଅତିରିକ୍ତ ଜିଲାଜଜ୍‌ (ପୋକ୍ସୋ) ଶୁଭଶ୍ରୀ ତ୍ରିପାଠୀ ଶନିବାର ଜଣେ ୧୦ ବର୍ଷୀୟା ଶିଶୁକନ୍ୟାଙ୍କୁ ବଳାତ୍କାର ମାମଲାରେ ଶୁଣାଣି କରି ପ୍ରତାପ ପୃଷ୍ଟି ନାମକ ଜଣେ ଯୁବକଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା…

ବାରଣ୍ଡାରେ ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ

ଚମ୍ପୁଆ,୨।୯(ମହେଶ୍ୱର ଦାସ): କେନ୍ଦୁଝର ଜିଲା ଚମ୍ପୁଆ ଏନ୍‌ଏସି ଅନ୍ତର୍ଗତ ୧ ନଂ. ୱାର୍ଡରେ ଥିବା ଗୋଧୂଳି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସମସ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଶ୍ରେଣୀଗୃହ ଅଭାବରୁ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ବର୍ଷତମାମ ବାରଣ୍ଡାରେ ବସି ଶିକ୍ଷା ଗ୍ରହଣ କରୁଛନ୍ତି।…

ଚିକିତ୍ସାଳୟରେ ଅଚାନକ ପହଞ୍ଚିଲେ ସ୍ବାସ୍ଥ୍ୟ ସଚିବ

ଘସିପୁରା,୧।୯(ନିରଞ୍ଜନ ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟକୁ ଗୁରୁବାର ସ୍ବାସ୍ଥ୍ୟ ସଚିବ ସାଲିନି ପଣ୍ଡିତ୍‌ ଅଚାନକ ଗସ୍ତ କରିଥିଲେ। ଏହି ଅବସରରେ ସେ ଚିକିତ୍ସାଳୟର ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଥିବା ଦେଖିବାକୁ ପାଇଥିଲେ। ଏନେଇ ସେ ଚିକିତ୍ସାଳୟ ଅଧିକାରୀଙ୍କ…

କେନ୍ଦୁଝରରେ ଡେଙ୍ଗୁ: ଚିହ୍ନଟ ହେଲେଣି ୫୧

କେନ୍ଦୁଝର,୧ା୯(ଦୀପକ ମିଶ୍ର): ରାଜଧାନୀ ଭୁବନେଶ୍ୱରରେ ଡେଙ୍ଗୁ ସ୍ଥିତି ଅଣାୟତ୍ତ ଥିବାବେଳେ କେନ୍ଦୁଝର ଜିଲାରେ ରୋଗୀ ସଂଖ୍ୟା ବଢ଼ିବା ଚିନ୍ତାର କାରଣ ହୋଇଛି। ଚଳିତ ବର୍ଷ ବର୍ତ୍ତମାନ ସୁଦ୍ଧା ୫୧ଜଣରୁ ଅଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇସାରିଲେଣି। ବହୁ ସଂଖ୍ୟାରେ ରୋଗୀ ବେସରକାରୀ…

ଓଲଟିଲା ଆଇରନ୍‌ ବୋଝେଇ ଟ୍ରକ

କେନ୍ଦୁଝର,୩୧ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥ ଗୋପାଳପୁର-ନେକଡା ରାସ୍ତାରେ ଏକ ଆଇରନ୍‌ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ଟ୍ରକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭଦ୍ରକ ଜିଲା ଗନଶିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?