କେନ୍ଦୁଝର

ଯୁବତୀଙ୍କୁ ବିବାହ କରିବା ପରେ ତଳକୁ ଓହ୍ଲାଇବି….ପ୍ରେମ ପାଇଁ ହାଇଡ୍ରାମା, ମନ୍ଦିର ଉପରକୁ ଚଢ଼ି ଦେଲେ ଧମକ

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ହରିଚନ୍ଦନପୁରରେ ଏକ ଅଭାବନୀୟ ଦେଖିବାକୁ ମିଳିଛି । ଜଣେ ୨୧ ବର୍ଷୀୟ ଯୁବକଙ୍କ ହାଇଡ୍ରାମା ବର୍ତ୍ତମାନ ଚର୍ଚ୍ଚାର ବିଷୟ ସାଜିଛି । ପ୍ରେମିକାକୁ ପାଇବା ପାଇଁ ଯୁବକ ଜଣକ ଏକ ନିର୍ମାଣଧୀନ ଜଗନ୍ନାଥ…

ଭୟଙ୍କର ବାଇକ୍ ଦୁର୍ଘଟଣା, ଚାଲିଗଲା ୨ଜଣଙ୍କ ଜୀବନ

ବଞ୍ଚୋ,୨୯।୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସିଙ୍ଗଡୋଭ ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଧବାର ସନ୍ଧ୍ୟାରେ ଘଟିଥିବା ଏକ ଭୟଙ୍କର ବାଇକ୍‌ ଦୁର୍ଘଟଣାରେ ଜଣେ ମହିଳା ଓ ଜଣେ ପୁରୁଷଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି । ମୃତ…

ରିଙ୍ଗ ରୋଡ଼ ଭାଙ୍ଗି ଆନନ୍ଦପୁରରେ ବନ୍ୟା: ପାଣିରେ ଭାସିଲା ଗାଁ, ନିଖୋଜ ଯୁବକ

ଆନନ୍ଦପୁର,୨୯।୭(ସୁଶାନ୍ତ କୁମାର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ କେନ୍ଦୁଝର ଜିଲାର ଆନନ୍ଦପୁର ଅଞ୍ଚଳରେ ଭୟାବହ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସୋମବାର ମଧ୍ୟରାତ୍ରିରେ ଆନନ୍ଦପୁର ରିଙ୍ଗ ରୋଡ଼ର ଏକ ବଡ଼ ଅଂଶ ଭାଙ୍ଗିଯିବା ଫଳରେ…

ଭାଙ୍ଗିଲା ରିଙ୍ଗ ରୋଡ଼ : ୨୦ ଫୁଟ୍‌ ଘାଇ କରି ପଶିଲା ପାଣି, ୫୦ରୁ ଅଧିକ ପରିବାର ସ୍ଥାନାନ୍ତର

ବଞ୍ଚୋ,୨୯।୭ (ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ ସାହୁ ): ଲଗାଣ ବର୍ଷା ଓ ବୈତରଣୀ ନଦୀର ଜଳସ୍ତର ବୃଦ୍ଧି ପରେ ଆଜି ଭୋର ପ୍ରାୟ ୪ଟାରୁ ଆନନ୍ଦପୁର ସହରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଆନନ୍ଦପୁର ରିଙ୍ଗ ରୋଡରେ ବଡ଼ ଧରଣର ଘାଇ ସୃଷ୍ଟି…

ରେମାଳ ନଦୀର ପ୍ରଖର ସୁଅରେ ଭାସିଗଲେ ଯୁବତୀ: ମିଳୁନି ପତ୍ତା, କେଶଦୁରାପାଳ ଗାଁରେ ଶୋକାକୂଳ…

ଆନନ୍ଦପୁର, ୨୮।୭(ସୁଶାନ୍ତ କୁମାର ସାହୁ): ଲଗାଣ ବର୍ଷା ଯୋଗୁ ଫୁଲିଉଠିଥିବା ରେମାଳ ନଦୀରେ ଭାସିଯାଇ ଜଣେ ୨୫ ବର୍ଷୀୟା ଯୁବତୀ ନିଖୋଜ ହୋଇଯାଇଛନ୍ତି। ଘସିପୁରା ବ୍ଲକ୍ ଅନ୍ତର୍ଗତ କେଶଦୁରାପାଳ ଗାଁରେ ଏହି ଅଭାବନୀୟ ଘଟଣା ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳାଇ…

ଲଗାଣ ବର୍ଷାରେ ଭାଙ୍ଗିଲା ଫାଫୁଡ଼ିଆ ନାଳ ପୋଲ, ଶାଳପଡ଼ା–ସରେଇଁ ଯାତାୟାତ ଠପ୍,…..

ଆନନ୍ଦପୁର/ବଞ୍ଚୋ ,୨୮।୭(ସୁଶାନ୍ତ କୁମାର ସାହୁ/ପ୍ରଦୋଷ ବିଶ୍ୱାଳ): ଗତ ଦୁଇ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଘସିପୁରା ବ୍ଲକ ଅନ୍ତର୍ଗତ ସରେଇଁ-ଶାଳପଡ଼ା ମୁଖ୍ୟ…

ବଢୁଛି ବୈତରଣୀ ଜଳସ୍ତର: ବନ୍ୟା ଆଶଙ୍କାରେ ହାଟଡିହୀର ୯ ପଞ୍ଚାୟତବାସୀ, ସ୍ଥାନାନ୍ତର ହେଲେଣି…

ହାଟଡିହୀ/ଛେନାପଦୀ,୨୮।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦୁଇ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିବା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବୈତରଣୀ ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି। ଘଣ୍ଟାକୁ ଘଣ୍ଟା ଜଳସ୍ତର ବଢ଼ୁଥିବାରୁ ପ୍ରାୟ ୯ଟି…

ବଢୁଛି ବୈତରଣୀ: ଚାରିଆଡ଼େ ଜଳମଗ୍ନ

କେନ୍ଦୁଝର, ୨୮।୭: (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲାରେ ଗତ ୨୪ ଘଣ୍ଟାରେ ପ୍ରବଳ ବର୍ଷା ଯୋଗୁ ବୈତରଣୀ ନଦୀର ଜଳ ସ୍ତର ବୃଦ୍ଧି ପାଇବାରେ ଲାଗିଛି। ଆଜି ସକାଳ ୧୦ ଟାରେ ବୈତରଣୀ ବ୍ୟାରେଜ ଆନନ୍ଦପୁରରେ ଜଳ ସ୍ତର…

ସର୍ପ ଦଂଶନରେ ଚାଲିଗଲା ବର୍ଷୀୟାନ ସଂଗଠକଙ୍କ ଜୀବନ: ଅଞ୍ଚଳ ଜଣେ ମୂରବୀଙ୍କୁ ହରାଇଲା ବୋଲି କହିଲେ…

  ପାଟଣା ୨୮।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷା ଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ରବୀନ୍ଦ୍ର ବେଜ (୮୫) ଙ୍କ ସୋମବାର ବିଳମ୍ବିତ ରାତ୍ରରେ ସର୍ପ ଦଂଶନରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ…

ଲଗାଣ ବର୍ଷା, କେନ୍ଦୁଝରରେ ଆଜି ସମସ୍ତ ସ୍କୁଲ ଛୁଟି

ବଞ୍ଚୋ/କେନ୍ଦୁଝର,୨୮।୭(ପ୍ରଦୋଷ ବିଶ୍ୱାଳ /ନରେଶ ପଟ୍ଟନାୟକ ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ଘୋଷଣା କରାଯାଇଛି । ଜିଲାପାଳ ଜିଲ୍ଲାର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ, କଲେଜ ସହ ସମସ୍ତ ଅଙ୍ଗନବାଡ଼ି…

ହୋଟେଲ୍‌ରେ ଚଢ଼ାଉ: ୧୧.୧୬୫ କିଲୋଗ୍ରାମ ଚନ୍ଦନକାଠ ଜବତ, ଜଣେ ଗିରଫ

କେନ୍ଦୁଝର,୨୫ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନ ବିଭାଗ ପକ୍ଷରୁ ଶନିବାର ଦିନ ଏକ ବଡ଼ଧରଣର ଚଢ଼ାଉ କରାଯାଇ ଧଳା ଚନ୍ଦନ କାଠ ଚୋରା ଚାଲାଣ ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଥିବା ବେଳେ ବନ ବିଭାଗ…

ଖେଳୁଖେଳୁ ପୋଖରୀରେ ପଡ଼ି ଚାଲିଗଲା ଶିଶୁକନ୍ୟାଙ୍କ ଜୀବନ

ପାଟଣା,୨୪ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଚୁଟିଆ ପଶୀ ଗ୍ରାମର ଶୁକ୍ରବାର ଅପରାହ୍ନରେ ଜଣେ ୪ବର୍ଷର ଶିଶୁକନ୍ୟାଙ୍କ ପାଣିରେ ବୁଡ଼ି ମୃତ୍ୟୁ ଘଟିଛି। ଘଟଣା ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ମୃତକ ହେଇଛନ୍ତି ଗାଁର ଉପେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?