ମୁଖାପିନ୍ଧା ଚୋର ଆତଙ୍କ: ଗୋଟିଏ ରାତିରେ ୨ ଘରେ ବୁଲାଇଲେ କଳାକନା
କେନ୍ଦୁଝର,୨୬ା୩(ସ୍ବ.ପ୍ର.): କେନ୍ଦୁଝର ସହରର ବଳଦେବଜୀଉ କଲୋନୀ ଲେନ୍ ୬ ଏବଂ ଲେନ୍ ୭ରେ ଶନିବାର ବିଳମ୍ବିତ ରାତିରେ ଦୁଇ ଜଣ ଲୋକଙ୍କ ଘରୁ ଚୋରି ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଏହାକୁ ନେଇ ବନ ବିଭାଗ ପକ୍ଷରୁ ଟାଉନ ଥାନାରେ ରବିବାର…
ଜଙ୍ଗଲରୁ ମିଳିଲା ୪ ମଇଁଷି ଛୁଆଙ୍କ ମୃତଦେହ: ବାଘ ଆକ୍ରମଣ ସନ୍ଦେହ
କେନ୍ଦୁଝର,୨୬ା୩(ସ୍ବ.ପ୍ର.): ଘଟଗାଁ ରେଞ୍ଜ ଅନ୍ତର୍ଗତ ଅଟେଇ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ ଚାରୋଟି ମଇଁଷିଙ୍କ ମୃତଦେହ ବନ ବିଭାଗ ଉଦ୍ଧାର କରିଛି। ଗତ ୨୪ ତାରିଖ ରାତିରେ ଏହି ମୃତଦେହ ମିଳିଥିବା ବେଳେ ସେମାନଙ୍କୁ ବାଘ ମାରିଥିବା ଆଶଙ୍କା କରାଯାଇଛି। ଉକ୍ତ…
ସାପକାମୁଡ଼ା ପରେ ବି ପରୀକ୍ଷା ଦେବାକୁ ଗଲେ ଛାତ୍ରୀ
ଆନନ୍ଦପୁର, ୨୬।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ମହାବିଦ୍ୟାଳୟର ଜଣେ ଯୁକ୍ତ ୨ ଛାତ୍ରୀ ସାପ କାମୁଡ଼ାର ଶିକାର ହେବା ପରେ ମଧ୍ୟ ପରୀକ୍ଷା ଦେବାକୁ କେନ୍ଦ୍ରକୁ ଯିବା ଚର୍ଚ୍ଚାର ବିଷୟ ହୋଇଛି। ତେବେ ସେ ପରୀକ୍ଷା ହଲ୍ ନିକଟରେ ଅସୁସ୍ଥ ହୋଇ…
କେନ୍ଦୁଝର ଓକିଲ ସଂଘ ନିର୍ବାଚନ: ଆଶିଷ ସଭାପତି, ସଞ୍ଜିତ ସମ୍ପାଦକ
କେନ୍ଦୁଝର,୨୫ା୩(ସ୍ବ.ପ୍ର.): ଶନିବାର କେନ୍ଦୁଝର ଜିଲା ଓକିଲ ସଂଘ ନିର୍ବାଚନ ଶାନ୍ତିପୂର୍ଣ୍ଣ ସହ ଶେଷ ହୋଇଛି। ସଭାପତି ଭାବରେ ପୂର୍ବତନ ସଭାପତି ଆଶିଷ ଚକ୍ରବର୍ତ୍ତୀ ପୁନର୍ବାର ଜିତିଥିବା ବେଳେ ସମ୍ପାଦକ ଭାବରେ ସଞ୍ଜିତ ଦାସ ବିଜୟ ଲାଭ କରିଛନ୍ତି। ଉପସଭାପତି ଭାବରେ ଆଲୋକ…
ନିଖୋଜ ବ୍ୟକ୍ତିଙ୍କ ମୃତଦେହ ମିଳିଲା, ଜଣେ ଅଟକ
କେନ୍ଦୁଝର,୨୫ା୩(ସ୍ବ.ପ୍ର.): କେନ୍ଦୁଝର ବାଂଶପାଳ ବ୍ଲକ ତଳଚମ୍ପେଇ ରାସ୍ତା କୋଡରୁ ଶନିବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ତଳକଇଁସାର ଗାଁର ପ୍ରଶାନ୍ତ ଜୁଆଙ୍ଗ(୨୦) ବୋଲି ଜଣାପଡ଼ିଛି। ସୂଚନା ନୁସାରେ,ସାହିର ଚଗଲା ଜୁଆଙ୍ଗ(୨୦) ଓ ପ୍ରଶାନ୍ତ ଉଭୟ ମିଶି…
ଉଚ୍ଚ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉନ୍ନୀତ ପାଇଁ ଦାବିପତ୍ର
କେନ୍ଦୁଝର,୨୫ା୩(ସ୍ବ.ପ୍ର.): କେନ୍ଦୁଝର ଭଳି ଆଦିବାସୀବହୁଳ ଏବଂ ଅବିଭାଜିତ ଜିଲାରେ ଆଦିବାସୀ ଛାତ୍ରୀଛାତ୍ରଙ୍କ ଉଚ୍ଚଶିକ୍ଷା ନିମିତ୍ତ ପାଟଣା ବିଧାୟକ ତଥା କେନ୍ଦୁଝର ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଜଗନ୍ନାଥ ନାୟକ ଅନୁସୂଚିତ ଜନଜାତି ବିଭାଗର ଉଚ୍ଚ ବିଦ୍ୟାଳୟଗୁଡ଼ିକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉନ୍ନୀତ…
ଛାତ୍ରୀନିବାସରେ ପଶିଲେ ରୋଷେୟାଙ୍କ ବିବାହିତ ପୁଅ, ୫ମ ଛାତ୍ରୀଙ୍କୁ ଅସଦାଚରଣ
ପାଟଣା,୨୫ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ମାଧପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର ଉତ୍ତେଜନା ଲାଗିରହିଛି। ସୂଚନାଯୋଗ୍ୟ, ବିଦ୍ୟାଳୟ ପରିସରରେ ଚାଲିଥିବା ୪୦ ସଂଖ୍ୟକ ବିଶିଷ୍ଟ ଛାତ୍ରୀ-ଛାତ୍ରାବାସ ଭିତରକୁ ଶୁକ୍ରବାର ରାତ୍ରିରେ ଜଣେ ବିବାହିତ ଯୁବକ ପଶି…
ଗାଧୋଇବାକୁ ଯାଇଥଇଲେ ୨ ସଉତୁଣୀ: ନାଳରେ ଜଣେ ଚିପିଲେ ଜଣଙ୍କ ତଣ୍ଟି
କେନ୍ଦୁଝର,୨୪ା୩(ସ୍ବ.ପ୍ର): କେନ୍ଦୁଝର ଜିଲା ଟାଉନ ଥାନା ଅଧୀନ ଡିମ୍ବୋ ପଞ୍ଚାୟତ ନଇଗାଁ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଦୁଇ ସଉତୁଣୀଙ୍କ କଳିରୁ ଜଣଙ୍କ ଜୀବନ ଯାଇଛି। ଜଣେ ଅନ୍ୟଜଣଙ୍କ ତଣ୍ଟିଚିପି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ…
ପ୍ରଣବଙ୍କୁ ଭେଟିଲେ କାଉନ୍ସିଲର
ଆନନ୍ଦପୁର,୨୫।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌର ପରିଷଦ ବିବାଦ ଓ ପୌରାଞ୍ଚଳର ବିକାଶଧାରାକୁ ସ୍ବାଭାବିକ କରିବା ଲକ୍ଷ୍ୟରେ ଶୁକ୍ରବାର କାଉନ୍ସିଲରମାନେ ରାଜ୍ୟ ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ଭେଟି ଆଲୋଚନା କରିଛନ୍ତି। ଏଥି ସହିତ ଭୁବନେଶ୍ୱରଠାରେ ଘସିପୁରା ବିଧାୟକ…
ସୌରଚାଳିତ ଜଳ ପ୍ରକଳ୍ପ ବୁଲି ଦେଖିଲେ ବୈଜ୍ଞାନିକ
ଚମ୍ପୁଆ/ଝୁମ୍ପୁରା,୨୪।୩(ଡି.ଏନ୍.ଏ): ଭାରତୀୟ ଜଳ ପରିଚାଳନା ସଂସ୍ଥାନର ଦୁଇ ବୈଜ୍ଞାନିକ ଉଠା ଜଳସେଚନ ବିଭାଗ ଦ୍ୱାରା ଚାଷୀଙ୍କୁ ପ୍ରଦାନ କରାଯାଇଥିବା ସୌରଚାଳିତ ଗଭୀର ନଳକୂପ ପରିଦର୍ଶନ କରିବା ସହିତ ଚାଷୀଙ୍କ ସହ ଆଲୋଚନା କରିଛନ୍ତି। ବୈଜ୍ଞାନିକ ଆଙ୍ଖିଲା ଓ ଅସିତ ଦଣ୍ଡପାଟ କେନ୍ଦୁଝର…
ନାବାଳିକା ବଳାତ୍କାର ମାମଲା: ତିନି ବର୍ଷ ପରେ ଅଭିଯୁକ୍ତ ଗିରଫ
କେନ୍ଦୁଝର,୨୩ା୩(ସ୍ବ.ପ୍ର): କେନ୍ଦୁଝର ସଦର ଥାନା ଅନ୍ତର୍ଗତ କଣ୍ତାରାପୋଶି ଗ୍ରାମରେ ୨୦୨୦ରେ ଘଟିଥିବା ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ସଦର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣଙ୍କ ହେଲେ କଣ୍ତରାପୋଶି ଗ୍ରାମର ମାନସ ସଲକି(୨୭)। ୨୦୨୦ ମାର୍ଚ୍ଚ ୨୬ରେ ଜଣେ…
ପାଣି ପାଇଁ ଡହଳବିକଳ ଗାଡ଼ାସାହିବାସୀ
ଚମ୍ପୁଆ,୨୩ା୩(ଡି.ଏନ୍.ଏ): ଖଣି ଖାଦାନ ପାଇଁ କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ମାତ୍ର ଉପଖଣ୍ଡ ମୁଖ୍ୟାଳୟଠାରୁ ୧୨ କି.ମି ଦୂର କାଳିକାପ୍ରସାଦ ପଞ୍ଚାୟତ ବସିରା ଗ୍ରାମର ଗାଡ଼ାସାହିରେ ଦେଖିବାକୁ ମିଳିଛି ଜଳକଷ୍ଟ ସମସ୍ୟା। ପାନୀୟ ଜଳ ପାଇଁ…
Archives


