ବଜାରରେ ବୁଲିଲା ଗୋଠଛଡ଼ା ଦନ୍ତା
ତେଲକୋଇ,୧।୩(ଡି.ଏନ.ଏ): କେନ୍ଦୁଝର ଜିଲା ତେଲକୋଇ ବଜାର ଅଞ୍ଚଳରେ ମଙ୍ଗଳବାର ଏକ ଗୋଠଛଡ଼ା ଦନ୍ତା ବୁଲୁଥିବା ଦେଖିବାକୁ ମିଳିଥିଲା। ବଜାର ପାର୍ଶ୍ୱରେ ଥିବା କ୍ଷେତରେ ପଶି ଫସଲ ନଷ୍ଟ କରିବା ସହ ଘର ଭାଙ୍ଗିଛି। ଫଳରେ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି। ଗୋଠଛଡ଼ା…
ବଢ଼ିଲା ବାଘ-ମଣିଷ ସୁରକ୍ଷା ଚିନ୍ତା
କେନ୍ଦୁଝର,୧।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗଁା ରେଞ୍ଜ ଅଟେଇ ସଂରକ୍ଷିତ ଜଙ୍ଗଲରେ ବାଘ ବୁଲୁଛି। ୩/୪ ବର୍ଷ ବୟସର ଏହା ଏକ ଅଣ୍ଡିିରା ମହାବଳ ବୋଲି ବନ ବିଭାଗ ସୂଚନା ଦେଇଛି। ଏନେଇ ଅଞ୍ଚଳରେ ଭୟର ବାତାବରଣ ଦେଖାଯାଇଛି। ଲୋକଙ୍କ ସୁରକ୍ଷା ସହ…
ଧରମ ଝିଅ ବାହାଦେବାକୁ ଯାଇ ଜୀବନ ଗଲା
ପାଟଣା,୧।୩: ଧରମ ଝିଅକୁ ବିବାହ ଦେବାକୁ ମଧ୍ୟପ୍ରଦେଶ ଯାଇଥିବା କେନ୍ଦୁଝର ଜିଲା ପାଟଣା ବ୍ଲକ୍ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ତାଙ୍କୁ ହତ୍ୟାକରି ଫିଙ୍ଗି ଦିଆଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଟାଙ୍ଗରପଡ଼ା ପଞ୍ଚାୟତ ଗାଲଫୁଲା ଗ୍ରାମ ଉପର…
ପଥରରେ ଛେଚି ଯୁବକଙ୍କୁ ହତ୍ୟା, ଜଣେ ଅଟକ
କେନ୍ଦୁଝର,(ସ୍ବ.ପ୍ର.): ସଦର ଥାନା ବଂଶପାଳ ବ୍ଲକ ଅନ୍ତର୍ଗତ ଫୁଲଝର ଗ୍ରାମ ନିକଟରେ ଜଣେ ଯୁବକଙ୍କୁ ପଥର ଛେଚି ହତ୍ୟା ଘଟଣା ଚାଞ୍ଚଲ୍ୟ ଖେଳିଯାଇଛି। ଯୁବକ ଜଣଙ୍କ କୁଶକଳା ଗ୍ରାମର ତରଣିସେନ ଖଟୁଆ ବୋଲି ଜଣାପଡିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ…
ମୋବାଇଲ ବଦଳରେ ଆସିଲା ଜୋତା, ବେଲ୍ଟ
ପାଟଣା,୨୮ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ୍ କଣ୍ଟିଆପଡ଼ାର ରଞ୍ଜନ ବେହେରା ଅନଲାଇନ୍ ଠକେଇର ଶିକାର ହୋଇଛନ୍ତି। ମୋବାଇଲ ଲଟେରି ଉଠିଥିବା କହି ଦୁର୍ବୃତ୍ତ ତାଙ୍କଠାରୁ ୪ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଠକି ନେଇଛନ୍ତି। ମୋବାଇଲ ବଦଳରେ ଜୋତା, ବେଲ୍ଟ ଓ ପର୍ସ…
ଯୋଡ଼ା ପୌରାଞ୍ଚଳରେ ୨୪ ଟିକିଆ ହାତୀପଲ
ଯୋଡ଼ା,୨୮ା୨(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକାର ୬ ନଂ. ୱାର୍ଡ ବାଚୁହଟିଂ ନିକଟରେ ୨୪ ଟିକିଆ ହାତୀପଲ ରହିଥିବା ଦେଖିବାକୁ ମିଳିଛି। ସୋମବାର ସକାଳ ସମୟରେ ବାଚୁହାଟିଂ ନିକଟ ରେଳ ଲାଇନ କଡ଼ରେ ହାତୀପଲଙ୍କୁ ଦେଖି ଲୋକେ ଭୟଭୀତ ହୋଇ ପଡ଼ିଛନ୍ତି।…
କେନ୍ଦୁଝରରେ ସୁନା ଖଣି
କେନ୍ଦୁଝର,୨୭ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍ ଗୋପପୁର, ଗଜପୁର ଓ କୁଶକଳା ଅଞ୍ଚଳ ସମେତ ପଡ଼ୋଶୀ ଦୁଇ ଜିଲାରେ ସୁନାପଥର ଖଣି ଥିବା ସୋମବାର ବିଧାନସଭାରେ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ମନ୍ତବ୍ୟ ଦେଇଛନ୍ତି ା ଖଣି ଓ ଭୂତତ୍ୱ ନିର୍ଦ୍ଦେଶାଳୟ…
ଯୋଡ଼ା ପୌରାଞ୍ଚଳରେ ୨୪ ଟିକିଆ ହାତୀପଲ
ଯୋଡ଼ା,୨୭ା୨(ଡି.ଏନ.ଏ): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକାର ୬ ନଂ. ୱାର୍ଡ ବାଚୁହଟିଂ ନିକଟରେ ୨୪ ଟିକିଆ ହାତୀପଲ ଦେଖିବାକୁ ମିଳିଛି। ସୋମବାର ସକାଳ ସମୟରେ ବାଚୁହାଟିଂ ନିକଟ ରେଳ ଲାଇନ କଡ଼ରେ ହାତୀପଲଙ୍କୁ ଦେଖି ଲୋକେ ଭୟଭୀତ ହୋଇ ପଡ଼ିଛନ୍ତି। ରେଳ…
କେନ୍ଦୁଝରରେ ମହାବଳ ପ୍ରସଙ୍ଗ: ଅସ୍ବୀକାର କଲେ ଡିଏଫ୍ଓ
କେନ୍ଦୁଝର,୨୭।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ ଅଞ୍ଚଳରେ ମହାବଳ ବାଘ ବୁଲୁଥିବା ଏକ ସିସିଟିଭି ଫଟୋକୁ ନେଇ ଚର୍ଚ୍ଚା ଜୋର ଧରିଛି । ଫଳରେ ଏହାକୁ ନେଇ ଉକ୍ତ ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି । ତେବେ…
ବେଆଇନ ଅଙ୍ଗାର ବୋଝେଇ ଗାଡି ଜବତ, ଦୁଇ ଗିରଫ
ଆନନ୍ଦପୁର,୨୭।୨(ସ୍ବ.ପ୍ର.): ଆନନ୍ଦପୁର ବନବିଭାଗ ଗୋଟିଏ ବେଆଇନ ଅଙ୍ଗାର ବୋଝେଇ ପିକ୍ଅପ୍ ଭ୍ୟାନକୁ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରିଛି। ୨୦ନଂ ଜାତୀୟ ରାଜପଥର ଗୋହିରାଠାରେ ଏକ ପିକ୍ଅପ ଭ୍ୟାନକୁ ଅଟକ ରଖାଯାଇ ବନବିଭାଗ ପକ୍ଷରୁ ଯାଞ୍ଚ କରାଯାଇଥିଲା। ଯାଞ୍ଚ…
ପାଟଣା ଅଞ୍ଚଳରେ ପ୍ରଚଣ୍ଡ ଶବ୍ଦ, ଥରିଲା ସବୁକିଛି
ପାଟଣା,୨୭ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟରେ ସୋମବାର ପୂର୍ବାହ୍ନରେ ୨ ଥର ପ୍ରଚଣ୍ତ ଶବ୍ଦ ଶୁଣିବାକୁ ମିଳିଛି। ଫଳରେ ଭୂମି ସହ ଘର କାନ୍ଥ, ଝରକା, କବାଟ ଥରି ଉଠିବା ଲୋକେ ଅନୁଭବ କରି ଭୟଭୀତ ହୋଇଛନ୍ତି। ଏହାକୁ କେହି ମୃଦୁ…
ସଞ୍ଜ ହେଲେ ଗାଁରେ ଭାଲୁ
ଆନନ୍ଦପୁର,୨୭।୨(ସ୍ବ.ପ୍ର.):କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ବ୍ଲକ୍ ଅଳତୀ ଓ ବେଲସୁନ୍ଦରୀ ଅଞ୍ଚଳରେ ଭାଲୁ ଆତଙ୍କ ଦେଖାଯାଇଛି। ସଞ୍ଜ ହେଲେ ପଲ ପଲ ହୋଇ ଭାଲୁ ଗଁାକୁ ପଶି ଆସୁଛନ୍ତି। ଫଳରେ ଲୋକେ ଘରୁ ବାହାରି ପାରୁ ନ ଥିବା ବେଳେ…
Archives


