ବିଦ୍ୟୁତ୍ ଦେଖିନାହାନ୍ତି ଶତାଧିକ ଜୁଆଙ୍ଗ ପରିବାର
କେନ୍ଦୁଝର,୨୨।୨: କେନ୍ଦୁଝର ଜିଲା ମୁଖ୍ୟାଳୟଠାରୁ ପ୍ରାୟ ୪୦ କି.ମି. ଦୂର କାଞ୍ଜିପାଣି ଘାଟି ଉପରେ ଟାଙ୍ଗରପଡ଼ା ଗ୍ରାମ ରହିଛି। ବଣପାହାଡ଼ ଘେରା ଅଞ୍ଚଳରେ ବହୁ ବର୍ଷ ଧରି ଗ୍ରାମରେ ଜୁଆଙ୍ଗ ଜନଜାତିମାନେ ବସବାସ କରି ଆସୁଛନ୍ତି। ଲୋକମାନଙ୍କ ଜମିଜମା ନ ଥିବା…
ଜଙ୍ଗଲନିଆଁ ରୋକିବାକୁ ‘ଫାୟାର ଲାଇନ୍’
କେନ୍ଦୁଝର,୨୨।୨(ସ୍ବ.ପ୍ର): କେନ୍ଦୁଝର ବନଖଣ୍ଡ ସହାୟତାରେ ସଦର ବନାଞ୍ଚଳ ଅନ୍ତର୍ଗତ ପଳାସପଙ୍ଗା ସେକ୍ସନ ଅଧୀନସ୍ଥ ୧୫ଟି ବନ ସୁରକ୍ଷା ସମିତି ଦ୍ୱାରା ଜଙ୍ଗଲ ନିଆଁ ପ୍ରତିକାର ପାଇଁ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। କାର୍ଯ୍ୟକ୍ରମରେ ସ୍ବୟଂ ସହାୟିକା ଗୋଷ୍ଠୀର ମହିଳାମାନେ ସାମିଲ ହୋଇ…
ଆନନ୍ଦପୁର ରକ୍ତଭଣ୍ଡାରରେ ନିଆଁ
ଆନନ୍ଦପୁର, ୨୧।୨(ସ୍ବ.ପ୍ର.):କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ରକ୍ତଭଣ୍ଡାରରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ଏକ ଫ୍ରିଜ୍ରେ ଶର୍ଟ ସର୍କିଟ୍ରୁ ନିଅଁା ଲାଗି ସମ୍ପୂର୍ଣ୍ଣ ଜଳିଯାଇଛି। ଫ୍ରିଜ୍ ଥିବା ରୁମ୍ରୁ ହଠାତ୍ ଧୂଅଁା ବାହାରିବାରୁ କର୍ମଚାରୀ ପହଞ୍ଚତ୍ ନିଅଁାକୁ…
ଏନ୍ବିଡବ୍ଲ୍ୟୁରେ ଅଭିଯୁକ୍ତ ଗିରଫ
ବ୍ରହ୍ମପୁର ଅଫିସ,୨୦ା୨-ବ୍ରହ୍ମପୁର ସଦର ଥାନା ପୋଲିସ ଜାମିନବିହୀନ ଗିରଫ ପରୱାନା (ଏନ୍ବିଡବ୍ଲ୍ୟୁ) ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣଙ୍କ ଦକ୍ଷିଣପୁର ଗ୍ରାମର ରାମକୃଷ୍ଣ ନାହାକ ଓରଫ ବୁଲୁ (୪୪)। ଏକ ଡକାୟତି ଉଦ୍ୟମ ମାମଲାରେ ସମ୍ପୃକ୍ତି ରହି ୧୧…
ରାସ୍ତାରେ ବନ୍ୟା
ଯୋଡା,୨୦ା୨(ଡି.ଏନ.ଏ): କେନ୍ଦୁଝର ଜିଲା ଯୋଡ଼ା ସହରର ମୁଖ୍ୟ ରାସ୍ତା ସୁନାନଦୀ ପୋଲ ନିକଟରେ ସୋମବାର ପାଣି ପାଇପ ଫାଟି କୃତ୍ରିମ ବନ୍ୟା ସୃଷ୍ଟି ହୋଇଛି। ଫଳରେ ଲୋକେ ଯାତାୟାତରେ ବହୁ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଦୀର୍ଘ ସମୟ ପରେ ବିଭାଗୀୟ କର୍ମଚାରୀମାନେ…
ଆଦିବାସୀଙ୍କୁ ଆବସ ପ୍ରଦାନରେ ଚଞ୍ଚକତା: ଭାଜପା ପକ୍ଷରୁ ବ୍ଲକ୍ କାର୍ଯ୍ୟାଳୟ ଘେରାଉ
ତେଲକୋଇ,୨୦ା୨(ଡି.ଏନ.ଏ.): କେନ୍ଦୁଝର ଜିଲା ତେଲକୋଇ ବ୍ଲକ୍ ଆଦିବାସୀ ବହୁଳ ଅଞ୍ଚଳରେ ଯୋଗ୍ୟ ଆଦିବାସୀ ହିତାଧିକାରୀଙ୍କୁ ଆବାସ ଆବଣ୍ଟନରେ ଅଣଦେଖା କରାଯାଇଥିବା ଭାଜପା ଅଭିଯୋଗ କରିଛି। ଏ ନେଇ ଭାଜପା ପକ୍ଷରୁ ସୋମବାର ବିଭିନ୍ନ ପଞ୍ଚାୟତର ଶତାଧିକ କର୍ମୀ ଶୋଭାଯାତ୍ରାରେ ଯାଇ ବ୍ଲକ୍…
କାରରେ ନାବାଳିକାକୁ ବଳାତ୍କାର ଉଦ୍ୟମ ଘଟଣା: ଶ୍ରମ ବିଭାଗ ପକ୍ଷରୁ ଠିକାଦାରଙ୍କୁ ନୋଟିସ୍
କେନ୍ଦୁଝର,୨୦ା୨(ସ୍ବ.ପ୍ର.): କାରରେ ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ ଘଟଣାରେ ଶ୍ରମ ବିଭାଗ ପକ୍ଷରୁ ଠିକାଦାର ଅକ୍ଷୟ ପଣ୍ଡାଙ୍କୁ ନୋଟିସ୍ କରାଯାଇଛି। ଚିଠି ନଂ. ୪୨୧/୨୦୨୩ରେ ତାଙ୍କ ବିରୋଧରେ କାହିଁକି ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯିବ ସେ ନେଇ ମାର୍ଚ୍ଚ ୧୮…
ବାଇକ ଧକ୍କାରେ ନାବାଳିକାଙ୍କ ମୃତ୍ୟୁ: ଚାଳକ ଗିରଫ
ପାଟଣା,୨୦ା୨(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଦିଗପଶି କେଶଡ଼ିହା ରାସ୍ତା ଶଙ୍ଖାସର ଜାନୁୟାରୀ ୧୯ରେ ବାଇକ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଥିଲା। ଘଟଣାରେ ଅନ୍ୟଜଣେ ଗୁରୁତର ହୋଇଥିଲେ। ଉକ୍ତ ଘଟଣାରେ ସୋମବାର ସାହାରପଡ଼ା ଫାଣ୍ଡି ପୋଲିସ ବାଇକ ଚାଳକଙ୍କୁ ଗିରଫ…
ଟ୍ରକ୍ ପଛରେ ଧକ୍କା ଦେଲା ଆମ୍ବୁଲାନ୍ସ
ଆନନ୍ଦପୁର,୨୦ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ନିକଟସ୍ଥ ବାଲିଯୋଡ଼ି ନିକଟରେ ଏକ ଟ୍ରକ୍ ପଛରେ ୧୦୮ ଆମ୍ବୁଲାନ୍ସ ଧକ୍କା ଦେଇଛି। ଦୁର୍ଘଟଣାରେ ଜଣେ ଆହତ ହୋଇଥିବା ବେଳେ ଅନ୍ୟ ଦୁଇ ସୁରକ୍ଷିତ ଥିବା ସୂଚନା ମିଳିଛି। କଟକରୁ ରୋଗୀ ଛାଡ଼ି କେନ୍ଦୁଝର ଫେରିବା…
ମହିଳାଙ୍କୁ ସ୍ବାବଲମ୍ବୀ କରିଛି ଛତୁଚାଷ
ଯୋଡ଼ା,୨୦ା୨(ଡି.ଏନ.ଏ): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍ ଅଞ୍ଚଳରେ ଟାଟା ଷ୍ଟିଲ ଫାଉଣ୍ଡେସନ (ଟିଏସ୍ଏଫ) ସହାୟତାରେ ମହିଳା ସ୍ବାବଲମ୍ବୀ ହୋଇପାରିଛନ୍ତି। ମହିଳାମାନେ ଛତୁଚାଷ କରି ଆତ୍ମନିର୍ଭର ହେବା ସହ ପରିବାରର ଆର୍ଥିକ ସ୍ଥିତିରେ ସୁଧାର ଆଣିବାରେ ସହାୟ ହୋଇଛନ୍ତି। ଟିଏସ୍ଏଫ ପକ୍ଷରୁ ସେମାନଙ୍କୁ…
ପଦ୍ମପୁରରେ ଘୋଷଣା, କେନ୍ଦୁଝରରେ ତାତି
କେନ୍ଦୁଝର,୨୦ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ପଦ୍ମପୁର ଗସ୍ତରେ ଯାଇ ବର୍ଷକ ମଧ୍ୟରେ ପଦ୍ମପୁରକୁ ଜିଲା ମାନ୍ୟତା ମିଳିବ ବୋଲି ଘୋଷଣା କରିବା ପରେ କେନ୍ଦୁଝର ଜିଲାରେ ପ୍ରତିକ୍ରିୟା ପ୍ରକାଶ ପାଇଛି। କେନ୍ଦୁଝର ଜିଲା ରାଜ୍ୟର ଏକ…
ଗଛମୂଳେ ଥିବା ସ୍ତ୍ରୀଙ୍କୁ ଘରକୁ ନେଲେ ସ୍ବାମୀ
କେନ୍ଦୁଝର,୧୯।୨(ସ୍ବ.ପ୍ର.): ତେଲକୋଇ ବ୍ଲକ ସଲେଇକେନା ପଞ୍ଚାୟତର ଡିମିରିଆ ଗ୍ରାମରେ ପରିବାର କଲ୍ୟାଣ ଅସ୍ତ୍ରୋପଚାର କରିଥିବାରୁ ଭୂୟାଁ ସମ୍ପ୍ରଦାୟର ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ଘରୁ ବାହାର କରିଦେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଏପରି କି ମହିଳା ଜଣକ ୩…
Archives


