ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣି ନିରପେକ୍ଷ ତଦନ୍ତ ଦାବିକଲେ ବାପା
ଆନନ୍ଦପୁର,୧୯ା୨(ସ୍ବ.ପ୍ର.): ଘସିପୁରା ଥାନା ଅଧୀନ କେଶଦୁରାପାଳରେ ଏକ ବଧୂହତ୍ୟା ଘଟଣାକୁ ନେଇ ମାମଲା ରୁଜୁ ହୋଇଛି। କେସ୍ ନଂ ୪୧/୨୩ରେ ମାମଲା ରୁଜୁ ହୋଇଛି। ଢେଙ୍କାନାଳ ମୀନାବଜାର କୁମ୍ଭାରୀସାହିର ସନ୍ତୋଷ କୁମାର ସେନାପତିଙ୍କ ଅଭିଯୋଗ ଆଧାରରେ ମାମଲା ରୁଜୁ ହୋଇଛି। ସୂଚନାଯୋଗ୍ୟ,…
ସ୍ତ୍ରୀଙ୍କୁ ହତ୍ୟା କରି ଥାନାରେ ଆତ୍ମସମର୍ପଣ କଲେ ସ୍ବାମୀ
କେନ୍ଦୁଝର,୧୯ା୨(ସ୍ବ.ପ୍ର.): ତେଲକୋଇ ଥାନା ରଗଡ଼ା ଗାଁରେ ଜଣେ ବ୍ୟକ୍ତି ସ୍ତ୍ରୀଙ୍କୁ ଶନିବାର ଏକ ଧାରୁଆ ଅସ୍ତ୍ରରେ ବୀଭତ୍ସ ଭାବେ ହାଣି ହତ୍ୟା କଲାପରେ ରବିବାର ତେଲକୋଇ ଥାନାରେ ଆତ୍ମସମର୍ପଣ କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଅଭିଯୁକ୍ତଙ୍କ ନାମ ରଥିଆ ସେଠୀ(୩୨)।…
ପ୍ରେସ୍ମିଟ୍ ବର୍ଜନ କଲେ ଗଣମାଧ୍ୟମ ପ୍ରତିନିଧି
ଆନନ୍ଦପୁର,୧୮ା୨(ସ୍ବ.ପ୍ର.): ଆନନ୍ଦପୁର ଜଳସମ୍ପଦ ବିଭାଗ ଅଧୀନରେ ନିର୍ମାଣାଧୀନ ପ୍ରକଳ୍ପ ପରିଦର୍ଶନ ପାଇଁ ମୁଖ୍ୟ ଶାସନ ସଚିବଙ୍କ ଗସ୍ତ କାର୍ଯ୍ୟକ୍ରମ ରହିଥିଲା। ଏ ସମ୍ପର୍କରେ ସ୍ଥାନୀୟ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଜିଲା ପ୍ରଶାସନ ସ୍ତରରେ ସୂଚନା ପ୍ରଦାନ କରାଯିବା ସହିତ ଗସ୍ତ କାର୍ଯ୍ୟକ୍ରମ ସମ୍ପର୍କରେ…
ଜୁନ୍ ସୁଦ୍ଧା କାର୍ଯ୍ୟକ୍ଷମ ହେବ ଆନନ୍ଦପୁର ବ୍ୟାରେଜ: ମୁଖ୍ୟ ଶାସନ ସଚିବ
ଆନନ୍ଦପୁର,୧୮ା୨(ସ୍ବ.ପ୍ର.): ୪୭୫ କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମିତ କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବ୍ୟାରେଜ ପ୍ରକଳ୍ପ ୨୦୨୦ ଜାନୁୟାରୀ ୩୧ରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ ହୋଇଥିଲା। ଲୋକର୍ପଣକୁ ଦୀର୍ଘ ୩ ବର୍ଷ ଅତିକ୍ରାନ୍ତ କରିଥିଲେ ବି ଅଦ୍ୟାବଧି ଏହା କାର୍ଯ୍ୟକ୍ଷମ ହୋଇପାରିନି।…
ପରିବାର ନିୟୋଜନ ଅସ୍ତ୍ରୋପଚାର କରିବାରୁ ୧୧ ଛୁଆର ମା’ଙ୍କୁ ଘରେ ପୂରାଉନାହାନ୍ତି ସ୍ବାମୀ
କେନ୍ଦୁଝର,୧୮ା୨(ସ୍ବ.ପ୍ର.): ସାମାଜିକ ଅନ୍ଧ ବିଶ୍ୱାସ ଓ ପରମ୍ପରାକୁ ନେଇ ଆଦିବାସୀ ସମାଜ ବଞ୍ଚିଥିବା ବେଳେ ଅନେକ ସମୟରେ ଆଜିକାର ଆଧୁନିକ ଯୁଗରେ ଏହା ସେମାନଙ୍କ ପାଇଁ ବିପଦ ସୃଷ୍ଟି କରିଥାଏ। ଏଭଳି ଏକ ଘଟଣାରେ ପରିବାର ନିୟୋଜନ ଅସ୍ତ୍ରୋପଚାର କରିବାରୁ ଜଣେ…
ପାଟଣାର ପ୍ରମୁଖ ଶୈବ ପୀଠ ଚଳଚଞ୍ଚଳ
ପାଟଣା,୧୮।୨(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ମହାଶିବରାତ୍ରି ପାଇଁ ବିଭିନ୍ନ ଶୈବପୀଠ ଚଳଚଞ୍ଚଳ ହୋଇ ଉଠିଛି। ସକାଳୁ ମୁଖ୍ୟାଳୟ ପୁରାତନ ଶୈବ ପୀଠ ଆନନ୍ଦେଶ୍ୱର ଶିବ ମନ୍ଦିର, ବୈତରଣୀ ତଟ ପରମେଶ୍ୱର ମହାଦେବ, ସ୍ବାମଶାସନ ସ୍ଥିତ ସୋମେଶ୍ୱର ମହାଦେବ…
ପ୍ଲାଷ୍ଟିକ୍ ଚାଉଳକୁ ନେଇ ହିତାଧିକାରୀ ଚିନ୍ତିତ
କେନ୍ଦୁଝର,୧୮ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ରାଇସୁଆଁ ଓ ଆଖପାଖ ପଞ୍ଚାୟତରେ ପ୍ଲାଷ୍ଟିକ ଚାଉଳ ବଣ୍ଟନ ହେଉଥିବା ଅଭିଯୋଗ ହେଉଛି। ଫଳରେ ଏହାକୁ ନେଇ ହିତାଧିକାରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏଭଳି କୃତ୍ରିମ ବା ପ୍ଲାଷ୍ଟିକ ଚାଉଳ କିଭଳି ବଣ୍ଟନ…
ବସ୍-ଅଟୋ ମୁହାଁମୁହିଁ ଧକ୍କା: ୩ ଆହତ
କେନ୍ଦୁଝର,୧୮ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ଥାନା ଅନ୍ତର୍ଗତ ତେଲକୋଇ- ଜଗମୋହନପୁର ରାସ୍ତାର ହନୁମନ୍ତିଆ ନାଳ ନିକଟରେ ଶନିବାର ଦୁର୍ଘଟଣା ଘଟିଛି। ସକାଳେ ତେଲକୋଇରୁ ରାଉରକେଲା ଯାଉଥିବା ଏକ ଯାତ୍ରୀବାହୀ ବସ୍ ଅଟୋକୁ ଧକ୍କା ଦେବା ଫଳରେ ଅଟୋରେ ଯାଉଥିବା ୩ ଜଣ…
ଫର୍ମେଟିଭ ଆସେସ୍ମେଣ୍ଟ ପରୀକ୍ଷା ବାତିଲ
ପାଟଣା,୧୮ା୨(ସ୍ବ.ପ୍ର): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ୍ କୁଣ୍ଡଳା ପଞ୍ଚାୟତ ମିରିଗିଖୋଜି କୁଣ୍ଡୁଳା ହାଇସ୍କୁଲରେ ଓ୍ବାଚମ୍ୟାନ ଓ ସୁଇପର ନିଯୁକ୍ତି ନେଇ ବିବାଦ ଲାଗିରହିଛି। ଏନେଇ ଗୁରୁବାର ୧୨ ସ୍ବୟଂ ସାହାୟକ ଗୋଷ୍ଠୀର ଶତାଧିକ ମହିଳା ବିଦ୍ୟାଳୟ ଫାଟକରେ ତାଲା ପକାଇ ଦେଇଥିବା…
ସହରାଞ୍ଚଳ ବିକାଶ କାମ କରିବ ଏସ୍ଡିସି
କେନ୍ଦୁଝର,୧୮ା୨(ସ୍ବ.ପ୍ର.): ଆଗରୁ କେବଳ ଆଦିବାସୀ ବହୁଳ ଗ୍ରାମାଞ୍ଚଳରେ ସ୍ବତନ୍ତ୍ର ଉନ୍ନୟନ କାଉନ୍ସିଲ(ଏସଡିସି) କାମ କରୁଥିଲା। ଚଳିତ ବର୍ଷଠାରୁ ଏହା ସହରାଞ୍ଚଳରେ ଥିବା ଅବହେଳିତ ଆଦିବାସୀ ଗ୍ରାମମାନଙ୍କରେ କାମ କରିବ। ଦିନିକିଆ ଆଦିବାସୀ ସମ୍ମିଳନୀରେ ଯୋଗଦେବାକୁ କେନ୍ଦୁଝର ଜିଲା ଗସ୍ତରେ ଆସିଥିବା ରାଜ୍ୟ…
ଧରମ ପୁଅ ନିର୍ଯାତନାରେ ମହିଳା ଅତିଷ୍ଠ
କେନ୍ଦୁଝର,୧୮।୨ (ସ୍ବ.ପ୍ର.): ନିଜର ପୁଅ ନ ଥିବାରୁ ଧରମ ପୁଅ କରି ଆଣି ପାଳିଥିଲେ। ଏବେ ସେହି ଧରମ ପୁଅ ତାଙ୍କୁ ନିର୍ଯାତନା ଦେଉଛନ୍ତି। ନିର୍ଯାତନାରେ ଅତିଷ୍ଠ ହୋଇ ବିଧବା ମହିଳା ଜଣକ ଏସ୍ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଉକ୍ତ ମହିଳା ହେଲେ…
ବାଇକ ଡିକି ଭାଙ୍ଗି ୧ଲକ୍ଷ ଟଙ୍କା ନେଇଗଲେ
ପାଟଣା,୧୭ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ସାହାରପଡ଼ା ରାସ୍ତାର ଶିବନାରାୟପୁର ଛକ ନିକଟରେ ବାଇକ୍ ଡିକି ଭାଙ୍ଗି ଦୁର୍ବୃତ୍ତ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି। ଏ ନେଇ ଲୁଟର ଶିକାର ହୋଇଥିବା ପାଟଣା ବ୍ଲକ୍ ଟାଙ୍ଗରପଡ଼ା ଗ୍ରାମର କପଡ଼ା ବ୍ୟବସାୟୀ ମାଧବାନନ୍ଦ ସାହୁ…
Archives


