କେନ୍ଦୁଝର

ପୂର୍ବତନ ଯୁବ ବିଜେଡି ସଭାପତିଙ୍କ ଆତ୍ମହତ୍ୟା

ଘଟଗାଁ,୧୬।୮(ଡି.ଏନ.ଏ.): କେନ୍ଦୁଝର ଜିଲା ଘଟଗାଁ ବ୍ଲକ ପୂର୍ବତନ ଯୁବ ବିଜେଡି ସଭାପତି ଦିଲୀପ ମିଶ୍ର ରଶି ଲଗାଇ ନିଜ ବାସଭାବନରେ ଆତ୍ମହତ୍ୟା କରିଛନ୍ତି। ସେ ନିଜ ମୃତ୍ୟୁ ପାଇଁ କାହାକୁ ଦାୟୀ କରି ନ ଥିବା ଏକ ସୁଇସାଇଡ ନୋଟ...

ପଞ୍ଚାୟତରେ ସରପଞ୍ଚଙ୍କୁ ତାଲା

କେନ୍ଦୁଝର,୧୫।୮(ସ୍ବ.ପ୍ର.): ପ୍ରଧାନମନ୍ତ୍ରୀ ଆବାସ ପ୍ରଦାନରେ ଅନିୟମିତତା ନେଇ କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅଧୀନ ସିରିଗିଡ଼ା ପଞ୍ଚାୟତରେ ରବିବାର ଉତ୍ତେଜନା ପ୍ରକାଶ ପାଇଛି। ସ୍ବାଧୀନତା ଦିବସ ପାଳନ ଅବସରରେ ପତାକା ଉତ୍ତୋଳନ ପାଇଁ ଆସିଥିବା ସରପଞ୍ଚଙ୍କୁ ପଞ୍ଚାୟତ କାର୍ଯ୍ୟାଳୟରେ ତାଲା...

ହାତୀ ମୃତ୍ୟୁର କାରଣ ଜୀବାଣୁ ସଂକ୍ରମଣ

କେନ୍ଦୁଝର,୧୫।୮(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଗତ ୨୦ ଦିନରେ ୪ ମାଈ ହାତୀଙ୍କ ମୃତ୍ୟୁ ଘଟିଥିଲା। ଏହାକୁ ନେଇ ଜିଲାରେ ଖୁବ ଚର୍ଚ୍ଚା ହୋଇଥିଲା। ମୃତ୍ୟୁର କାରଣ ଜାଣିବା ପାଇଁ ରାଜ୍ୟର ବରିଷ୍ଠ ପ୍ରାଣୀ ଚିକିତ୍ସକ ଓ ପ୍ରାଣୀ ରୋଗ ଗବେଷକ...

କଟକଣା ମଧ୍ୟରେ ପାଟଣାରେ ପାଳିତ ହେଲା ସ୍ବାଧୀନତା ଦିବସ

ପାଟଣା,୧୫ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟଠାରେ କୋଭିଡ୍‌ କଟକଣା ମଧ୍ୟରେ ରବିବାର ୭୫ ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ମୁଖ୍ୟାଳୟସ୍ଥିତ ଷ୍ଟାଡିୟମରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଜଗନ୍ନାଥ ନାଏକ ଯୋଗ...

କେନ୍ଦୁଝରରେ ପତାକା ଉତ୍ତୋଳନ କଲେ ଜଳସମ୍ପଦ ମନ୍ତ୍ରୀ

କେନ୍ଦୁଝର,୧୫ା୮(ସ୍ବ.ପ୍ର.): ଜିଲାସ୍ତରୀୟ ୭୫ ତମ ସ୍ବାଧୀନତା ଦିବସ କେନ୍ଦୁଝର ଷ୍ଟାଡିୟମଠାରେ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ସୂଚନା ଲୋକ ସମ୍ପର୍କ ତଥା ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପରେଡରେ...

ଅଧାରେ ଅଟକିଛି ବ୍ରିଜ୍‌ମ୍ୟାନ୍‌ଙ୍କ ସ୍ୱପ୍ନ

କେନ୍ଦୁଝର,୧୩।୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ସୋସୋ-କାନପୁର ଗ୍ରାମର ଗଙ୍ଗାଧର ରାଉତ (୬୫) ନିଜର ପେନ୍‌ସନ୍‌ ଅର୍ଥରେ ସାଳନ୍ଦୀ ନଦୀରେ ୨୭୦ ଫୁଟ ଲମ୍ବ ଓ ୧୦ ଫୁଟ ଓସାରର ପୋଲ ନିର୍ମାଣ କରି ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଏହି...

ଖେଳୁ ଖେଳୁ ବୁଡ଼ି ଗଲେ ଦୁଇ ଭଉଣୀ

କେନ୍ଦୁଝର, ୧୨।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ଥାନା ଜଗମୋହନପୁର ଗ୍ରାମ ମଣ୍ଡା ସାହିରେ ଗୁରୁବାର ଏକ ଦୁଃଖଦ ଘଟଣା ଘଟିଛି। ଦୁଇ ଭଉଣୀ ଖେଳୁଥିବା ବେଳେ ଅସାବଧାନତାବଶତଃ ପୋଖରୀରେ ପଡ଼ିଯିବାରୁ ସେମାନଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ ହେଲେ ଯୋଗୀ ମୁଣ୍ଡାଙ୍କ...

ସ୍ପଷ୍ଟ ଦିବାଲୋକରେ ଘରେ ପଶି ନଗଦ ୮୦ ହଜାର ଟଙ୍କା ସହ ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ

ପାଟଣା,୧୨ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରଣ୍ଡେଇ ପଞ୍ଚାୟତ ଡିଆନାଳି ଗ୍ରାମର ନେତ୍ରାନନ୍ଦ ମହାନ୍ତଙ୍କ ଘରେ କେହି ନ ଥିବା ବେଳେ ଦୁର୍ବୃତ୍ତମାନେ ଗେଟ୍‌ ଭାଙ୍ଗି ଘରେ ପଶି ଗଡରେଜରୁ ନଗଦ ୮୦ ହଜାର ଟଙ୍କା ସହ ସୁନା ଅଳଙ୍କାର...

୨୨ବର୍ଷରେ ୧୨୧ ହାତୀ ମୃତ

କେନ୍ଦୁଝର,୧୨।୮(ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ହାତୀ ମଣିଷ ଲଢ଼େଇ ଲାଗି ରହିଛି। କେତେବେଳେ ନିରୀହ ମଣିଷଙ୍କ ଜୀବନ ଯାଉଛି ତ କେତେବେଳେ ମଣିଷଙ୍କ ଆକ୍ରୋଶରୁ ଟଳି ପଡ଼ୁଛନ୍ତି ହାତୀ। ୨୨ ବର୍ଷ ମଧ୍ୟରେ ଜିଲାରେ ୧୨୧ ହାତୀଙ୍କ ମୃତ୍ୟୁ ହୋଇଥିବାରୁ ସେମାନଙ୍କ ସୁରକ୍ଷା...

ଜେଲ ଗଲେ କୋଟିପତି ଟେକ୍‌ନିକାଲ କନସଲଟାଣ୍ଟ

କେନ୍ଦୁଝର,୧୧ା୮(ସ୍ବ.ପ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଭିଜିଲାନ୍ସ ଯୋଡ଼ା ବ୍ଲକରେ କାର୍ଯ୍ୟରତ ସମଗ୍ର ଶିକ୍ଷା ଅଭିଯାନର ଟେକ୍‌ନିକାଲ୍‌ କନ୍‌ସଲ୍‌ଟାଣ୍ଟ ଇଂ. କ୍ଷେତ୍ରବାସୀ ମହାନ୍ତଙ୍କୁ ବୁଧବାର ଗିରଫ କରିଛି। ମଙ୍ଗଳବାର କେନ୍ଦୁଝରସ୍ଥିତ ତାଙ୍କ ବାସଭବନ, ରଘୁନାଥପୁର ଗାଁରେ ଥିବା...

ହାତୀ ମୃତ୍ୟୁର କାରଣ ଖୋଜୁଛି ବନ ବିଭାଗ

କେନ୍ଦୁଝର,୧୧ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଭୂୟାଁ ଜୁଆଙ୍ଗ ପିଢ଼ ରେଞ୍ଜ ଅନ୍ତର୍ଗତ ସାରୁକୁଦର ଗ୍ରାମ ନିକଟ ପାରାଭାଡି ଜଙ୍ଗଲରେ ମୃତ୍ୟୁ ଘଟିଥିବା ଏକ ମାଈ ହାତୀକୁ ଦେଖିବାକୁ ଡିଏଫ୍‌ଓ ଅଜିତ୍‌ ଶତପଥୀ, ଆରସିସିଏଫ୍‌ ଅରୁଣ କୁମାର ମିଶ୍ର , ଭେଟନାରୀ କଲେଜ,...

ଜମି ଫାଟି ଆଁ : ଚିନ୍ତାରେ ଚାଷୀ

ତେଲକୋଇ, ୧୧।୮(ଡି.ଏନ.ଏ.): ଚାଷୀ ବହୁଳ ତେଲକୋଇ ଅଞ୍ଚଳରେ ବର୍ଷାର ଅଭାବ ଯୋଗୁ ଅଧିକାଂଶ ଜମି ଶୁଖିଲା ପଡିଛି । ଧାନ, ରୁଆ ବିହୁଡା ଅଧାରେ ରହିଛି। ଚାଷୀ ମାନେ ଧାର କରଜ କରି ଧାନ ବିହନ, ସାର, ଔଷଧ ଆଣିଥିବାରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri