କେନ୍ଦୁଝର

ବିଧାୟକଙ୍କ ନାମରେ ମାମଲା ରୁଜୁ

କେନ୍ଦୁଝର,୫ା୨(ସ୍ବ.ପ୍ର.): ଆନନ୍ଦପୁର ବିଜେଡି ବିଧାୟକ ଭାଗୀରଥି ସେଠୀଙ୍କ ବିରୋଧରେ ଆନନ୍ଦପୁର ଥାନାରେ ଦଫା ୨୯୪ ଏବଂ ୫୦୬ରେ ଏକ ମାମଲା(ନଂ.୨୪/୨୩) ରୁଜୁ ହୋଇଛି। ଗାଳିଗୁଲଜ ଓ ଧମକଚମକ ଦେଇଥିବା ଅଭିଯୋଗରେ ଆନନ୍ଦପୁର ୩ ନମ୍ବର ଜୋନ ଭାଜପା ଜିଲା ପରିଷଦ ସଭ୍ୟା…

ଅବହେଳିତଙ୍କ ମୁହଁରେ ଫୁଟାଉଛି ହସ

କେନ୍ଦୁଝର ଖଣିଖାଦାନ ଅଞ୍ଚଳରେ ରହୁଥିବା ଅନେକ ଅବହେଳିତ ଶିଶୁଙ୍କ ମୁହଁରେ ହସ ଫୁଟାଇବାକୁ ଅଣ୍ଟା ଭିଡ଼ିଛନ୍ତି ସେମାନେ। କେବେ କୋଭିଡ୍‌ ମୁକାବିଲା କରିବା ତ ଆଉ କେବେ ପ୍ରଦୂଷଣମୁକ୍ତ କେନ୍ଦୁଝର ଗଢ଼ିବା ଲକ୍ଷ୍ୟରେ ବୃକ୍ଷରୋପଣ କରିବା ଆଉ ପୁଣି କେବେ ଅସହାୟଙ୍କ…

ଅଟେଇ ଜଙ୍ଗଲରେ ମହାବଳ ପାଦ ଚିହ୍ନ

ପାଟଣା,୫।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡ ବିଟ୍‌ ରୋହଣୀଦୁମା ବଣ ମହୁଲଡ଼ିହା ମଝିରେ ଥିବା ଅଟେଇ ସଂରକ୍ଷିତ ଶାଳ ଜଙ୍ଗଲରେ ମହାବଳ ବାଘର ସନ୍ଧାନ ମିଳିଛି। ଶନିବାର ବନ ବିଭାଗ ସହ ଏକ୍ସପର୍ଟ ଟିମ୍‌ ଜଙ୍ଗଲରେ ଛାନଭିନ କରୁଥିବା ବେଳେ…

ଛାତ୍ରୀ ବଳାତ୍କାର ଘଟଣା: ସ୍କୁଲ ମାଲିକଙ୍କ ସ୍ତ୍ରୀ ଗିରଫ, ମାଲିକଙ୍କ ଗିରଫ ଦାବି

କେନ୍ଦୁଝର,୪ା୨(ସ୍ବ.ପ୍ର.): ହରିଚନ୍ଦନପୁର ଥାନା ଭଗାମୁଣ୍ଡାରେ ଥିବା ଏକ ଘରୋଇ ସ୍କୁଲରେ ଛାତ୍ରୀଙ୍କ ପ୍ରତି ନିର୍ଯାତନା ହେଉଥିବା ନେଇ ଶନିବାର ଏସ୍‌ପିଙ୍କ ନିକଟରେ ଅଭିଯୋଗ ହୋଇଛି। ଉକ୍ତ ବିଦ୍ୟାଳୟର ହଷ୍ଟେଲରେ ରହଥିବା ଜଣେ ୬ ବର୍ଷର ଛାତ୍ରୀଙ୍କୁ ବଳାତ୍କାର ଘଟଣାରେ ୬୦ ବର୍ଷ…

ବାଘ ଟ୍ରାକିଂ ପାଇଁ ଚାଲିଛି ତନାଘନା

କେନ୍ଦୁଝର,୪ା୨(ସ୍ବ.ପ୍ର.): ପାଟଣା ରେଞ୍ଜ ଅନ୍ତର୍ଗତ ଜଙ୍ଗଲ ପରିବେଷ୍ଟିତ ରୋହିଣୀଦୁମା ଗ୍ରାମରେ ଅନନ୍ତ ମାଝି ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ବାଘ ଆକ୍ରମଣରେ ହୋଇଥିବା ସ୍ଥାନୀୟ ଲୋକେ କହିଛନ୍ତି। ଏହି ସମୟରେ ବନ ବିଭାଗ ବାଘକୁ ଠାବ କରିବାକୁ ପଦକ୍ଷେପ ନେଇଛି। ଏହା…

ପୂର୍ବତନ ସରପଞ୍ଚଙ୍କ ଭାଇଙ୍କୁ ମରଣାନ୍ତକ ଆକ୍ରମଣ

ଆନନ୍ଦପୁର,୪।୨(ଡି.ଏନ୍‌.ଏ): ରାସ୍ତାରେ ଠିଆ ହୋଇଥିବା ବେଳେ ରାମଚନ୍ଦ୍ରପୁର ଥାନା ଅଧୀନ ଗଡ଼ବାନ୍ଧୋଗଡ଼ା ପଞ୍ଚାୟତର ପୂର୍ବତନ ସରପଞ୍ଚଙ୍କ ଭାଇ ସନ୍ତୋଷ ବିଶ୍ୱାଳଙ୍କୁ ଶନିବାର ମରଣାନ୍ତକ ଆକ୍ରମଣ କରାଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ମୁତାବକ, ଶନିବାର…

ମହୁମାଛି ଆକ୍ରମଣରେ ବିଧାୟକ ଆହତ

ଆନନ୍ଦପୁର,୪।୨(ଡି.ଏନ୍‌.ଏ): ମହୁମାଛି ଆକ୍ରମଣରେ ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ବିଧାୟକ ଶନିବାର ଏକା ମର୍ନିଂ ଓ୍ବାକ୍‌ କରୁଥିବା ବେଳେ ଆନନ୍ଦପୁର ବ୍ଲକ ଛକଠାରେ ହଠାତ୍‌ ମହୁମାଛି ଆକ୍ରମଣ କରିଥିଲେ। ମହୁମାଛିଙ୍କ କବଳରୁ କୌଣସିମତେ ରକ୍ଷା…

ପ୍ରଧାନ ଶିକ୍ଷକଙ୍କ ଦିନକର ଦରମା ବନ୍ଦ

କେନ୍ଦୁଝର,୪ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ୍‌ ମଲଦା ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଉପସ୍ଥାନ ଖାତାରେ ପରଦିନର ଦସ୍ତଖତ ପୂର୍ବଦିନ କରି ଧରାପଡ଼ିଥିଲେ। ଏନେଇ ଜିଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ ତାଙ୍କର ଦିନକର ଦରମା ବନ୍ଦ କରିବା ସହ କାରଣ…

ଅତ୍ୟାଧୁନିକ ହସ୍ପିଟାଲର ଭିତ୍ତିପ୍ରସ୍ତର

ଯୋଡ଼ା,୪ା୨(ଡି.ଏନ.ଏ): ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି) ର ସାମାଜିକ ଶାଖା, ଜେଏସପି ଫାଉଣ୍ଡେଶନ ପକ୍ଷରୁ କେନ୍ଦୁଝର ଜିଲା ବଡ଼ବିଲଠାରେ ଏକ ଅତ୍ୟାଧୁନିକ ହସ୍ପିଟାଲ, ‘ଜିନ୍ଦଲ ଆରୋଗାମ ହସ୍ପିଟାଲ’ର ନିର୍ମାଣ ପ୍ରକ୍ରିୟା ଆରମ୍ଭ ହୋଇଛି। ଶୁକ୍ରବାର ଜେଏସ୍‌ପି ଅଧ୍ୟକ୍ଷ ନବୀନ ଜିନ୍ଦଲ…

ବନ୍ଧୁକ ଦେଖାଇ କୁକୁଡ଼ା ବୋଝେଇ ଗାଡ଼ି ନେଇଗଲେ

ଚମ୍ପୁଆ,୪।୨(ଡି.ଏନ.ଏ): କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅନ୍ତର୍ଗତ ବାସୁଦେବପୁର ନିକଟରେ ବନ୍ଧୁକ ଦେଖାଇ କୁକୁଡ଼ା ବୋଝେଇ ଗାଡ଼ିକୁ ଦୁର୍ବୃତ୍ତ ନେଇଯାଇଛନ୍ତି। ଏଥିସହ ଟଙ୍କା ଓ ମୋବାଇଲ ମଧ୍ୟ ଲୁଟି ନେଇଛନ୍ତି। ଏନେଇ ଚମ୍ପୁଆ ଥାନାରେ ଗାଡ଼ି ମାଲିକ ଅଭିଯୋଗ କରିଛନ୍ତି। ଅଭିଯୋଗ…

ମନ୍ତ୍ରୀଙ୍କ ଗସ୍ତରେ ବନ୍ଧୁକ ହଟାଗଲା

କେନ୍ଦ୍ରାପଡ଼ା ଅଫିସ, ୪ା୨: ପୋଲିସକୁ ମନ୍ତ୍ରୀମାନେ ଏବେ ଭୟ କଲେଣି। ପୋଲିସ ଗୁଳିରେ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଜୀବନ ଯିବା ପରେ ଏହାର ପ୍ରଭାବ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ାରେ। ଶିଳ୍ପମନ୍ତ୍ରୀ ପ୍ରତାପ କେଶରୀ ଦେବଙ୍କ ନିରାପତ୍ତା ଦାୟିତ୍ୱରେ ଥିବା ଜିଲା…

କ୍ଷତିପୂରଣ ଦାବିରେ ବନ କର୍ମଚାରୀଙ୍କୁ ଅଟକ ରଖିଲେ ଗ୍ରାମବାସୀ

ପାଟଣା,୩।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜତଣ୍ଡ ବିଟ ରୋହଣି ଦୁମା ଗ୍ରାମର ଅନନ୍ତ ମାଝୀଙ୍କର ଗୁରୁବାର ସାରେ ରାସ୍ତାରୁ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର ହୋଇଥିଲା। ତେବେ ଅନନ୍ତଙ୍କୁ ହତ୍ୟା କରାଯାଇଛି କି ବନ୍ୟଜନ୍ତୁ ଆକ୍ରମଣ କରିଛି ତାହା ସ୍ପଷ୍ଟ ହୋଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri