କେନ୍ଦୁଝର

ଜିଲା ମୁଖ୍ୟ ଚିକିତ୍ସାଳୟରେ ଔଷଧ, କେମିକାଲ ଅଭାବ

କେନ୍ଦୁଝର, ୫।୭ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଧରଣୀଧର ମେଡିକାଲ କଲେଜ ଓ ଡାକ୍ତରଖାନା (ଜିଲା ମୁଖ୍ୟ ଚିକିତ୍ସାଳୟ)ରେ ଔଷଧ ଓ କେମିକାଲ ଅଭାବ ଯୋଗୁ ରୋଗୀସେବା ବାଧାପ୍ରାପ୍ତ ହେଉଛି। ଏଣୁ ରୋଗୀମାନେ ବାହାରୁ ଔଷଧ କିଣିବା ସହ ବିଭିନ୍ନ ପ୍ରକାର…

କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ଔଷଧ ଓ କେମିକାଲ ଅଭାବ ନେଇ ଅସନ୍ତୋଷ

କେନ୍ଦୁଝର, ୪।୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ଧରଣୀଧର ମେଡିକାଲ କଲେଜ ଓ ଡାକ୍ତରଖାନା (ଜିଲା ମୁଖ୍ୟ ଡାକ୍ତରଖାନା)ରେ ଔଷଧ ସାଙ୍ଗକୁ କେମିକାଲର ଅଭାବ ଯୋଗୁ ରୋଗୀ ସେବା ବାଧାପ୍ରାପ୍ତ ହୋଇଛି ା ଏଣୁ ରୋଗୀମାନେ ବାହାରୁ ମେଡିସିନ କିଣିବା ସହ ବିଭିନ୍ନ…

ତାରିଣୀଙ୍କ ସନ୍ଧ୍ୟା ଆଳତି ଅଧାରୁ ବନ୍ଦ

ଘଟଗାଁ, ୪।୭(ରାଜେନ୍ଦ୍ର କୁମାର ପଟ୍ଟନାୟକ): କେନ୍ଦୁଝର ଜିଲା ଘଟଗାଁବାସିନୀ ମା’ ତାରିଣୀଙ୍କ ନୀତିକାନ୍ତିରେ ବିଶୃଙ୍ଖଳା ଦେଖାଯାଇଛି। ସନ୍ଧ୍ୟା ଆଳତି ସମୟରେ ଲାଇଟ୍‌ ଓ ବାଜା ବନ୍ଦ କରିଦିଆଯାଇଥିବା ଅଭିଯୋଗ ହୋଇଛି। ଫଳରେ ଅଧାରୁ ଆଳତି ବନ୍ଦ ହୋଇଯିବାରୁ ଭକ୍ତ ଉତ୍ତେଜିତ ହୋଇ…

ମା’ ପାଖରେ ଶୋଇଥିଲା ୬ ବର୍ଷର ଶିଶୁ: କାମୁଡ଼ିଲା ସାପ

ଆନନ୍ଦପୁର,୩।୭(ସନ୍ତୋଷ ରାଉତ): କେନ୍ଦୁଝର ଜିଲା ଘସିପୁରା ଥାନା ଧକୋଠା ଅନ୍ତର୍ଗତ ଚଣ୍ଡିଆଗୋଠ ଗ୍ରାମରେ ସାପ କାମୁଡ଼ାରେ ଯଦୁ ମୁଣ୍ଡାଙ୍କ ୬ ବର୍ଷର ପୁଅଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ରବିବାର ରାତିରେ ମା’ ପୁଅ ମଶାରୀ ଟଙ୍ଗାଇ ଶୋଇଥିଲେ। ହେଲେ…

କେନ୍ଦୁଝର-ଖୋର୍ଦ୍ଧା ମେମୁ ଇଞ୍ଜିନରେ ତ୍ରୁଟି

ଢେଙ୍କିକୋଟ୍‌,୩ା୭(ନୀଳମଣି ମଣ୍ଡଳ): କେନ୍ଦୁଝର-ଖୋର୍ଦ୍ଧା ମେମୁ ସ୍ପେସିଆଲ ଟ୍ରେନ୍‌ ଇଞ୍ଜିନରେ ତ୍ରୁଟି ଯୋଗୁ ବସନ୍ତପୁର ସୀତାବିଞ୍ଜ ଷ୍ଟେଶନ ମଝିରେ ଅଟକି ରହିଥିଲା। ଫଳରେ ୩ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଯାତ୍ରୀ ଗରମ ଗୁଳୁଗୁଳିରେ ହନ୍ତସନ୍ତ ହୋଇଥିଲେ। ପରେ ଅନ୍ୟ ଏକ ଇଞ୍ଜିନ ଲଗାଯାଇ…

ହାଓ୍ବଡା-ବଡ଼ବିଲ ଜନଶତାବ୍ଦୀ ଟ୍ରେନ୍‌ ଉପରକୁ ପଥରମାଡ଼

ବଡ଼ବିଲ,୨ା୭(ଦେବପ୍ରିୟ ରଣା): ହାଓ୍ବଡ଼ା-ବଡ଼ବିଲ ଜନଶତାବ୍ଦୀ ଟ୍ରେନ୍‌ ଉପରକୁ ପଥର ମାଡ଼ ହୋଇଛି। ଫଳରେ ବଗିର କାଚ ଭାଙ୍ଗି ଯାଇଥିବା ଜଣାପଡିଛି। ରବିବାର ଅପରାହ୍ନରେ ଝାଡ଼ଖଣ୍ଡ ରାଜ୍ୟ ବଡ଼ଜାମଦା ଷ୍ଟେଶନରୁ ଛାଡି ଟ୍ରେନ୍‌ଟି ବଡ଼ବିଲ ଅଭିମୁଖେ ଆସୁଥିଲା ବେଳେ କେହି ଦୁର୍ବୃତ୍ତ ଚଳନ୍ତା…

ସହରରେ ଟ୍ରାଫିକ ସମସ୍ୟା ଗୁରୁତର

କେନ୍ଦୁଝର,୧ା୭ (ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ସହରରେ ଟ୍ରାଫିକ ସମସ୍ୟା ଗୁରୁତର ହେଉଛି। ବିଶେଷ କରି ରାମ ରାମ ଗଳି ରାସ୍ତାରେ ଦିନକୁ ଦିନ ଟ୍ରାଫିକ ସମସ୍ୟା ବିଗୁଡୁଛି। ଗାଡ଼ି ପାର୍କିଂ ପାଇଁ ସ୍ଥାନ ନ ଥିବାରୁ ଲୋକେ…

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ

ଯୋଡ଼ା,୩୦ା୬(ମାନସ ମହାନ୍ତି): କେନ୍ଦୁଝର ଜିଲା ବାମେବାରି ଥାନା ଅନ୍ତର୍ଗତ ଜରିବାହଲ ଗ୍ରାମରେ ଶୁକ୍ରବାର ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତ ମହିଳାଙ୍କ ନାମ ମେଣ୍ଡି ଚାମ୍ପିଆ(୪୫)। ମୃତ୍ୟୁର କାରଣ ଜଣାପଡ଼ି ନ ଥିବା ବେଳେ ପୋଲିସ ଘର ଭିତରୁ ଝୁଲନ୍ତା…

ଦୁର୍ଘଟଣା ପରେ ଏନ୍‌ଏଚ୍‌ଏଆଇ ତତ୍ପର

କେନ୍ଦୁଝର,୩୦ା୬(ଦୀପକ ମିଶ୍ର): କେନ୍ଦୁଝର ଜିଲା ଟାଉନ ଥାନା ଅଧୀନ ୨୦ନଂ. ଜାତୀୟ ରାଜପଥର ଷଠିଘର ସାହିରେ ମଙ୍ଗଳବାର ବିଳମ୍ବିତ ରାତିରେ ବରଯାତ୍ରୀ ଶୋଭାଯାତ୍ରା ଉପରେ ଟ୍ରକ୍‌ ମାଡ଼ିଯିବାରୁ ୫ ଜଣଙ୍କର ମୃତ୍ୟୁ ହୋଇଥିଲା। ଘଟଣାରେ ୯ଜଣ ଗୁରୁତର ହୋଇଥିଲେ। ଦୁର୍ଘଟଣାକୁ ନେଇ…

୫ରୁ ଊର୍ଦ୍ଧ୍ୱ ଘର ଭାଙ୍ଗିଲେ ହାତୀପଲ, ଜଣେ ଆହତ

କେନ୍ଦୁଝର,୨୯ା୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ବାଲିବନ୍ଧ ବନପାଳ ଅଧିନସ୍ଥ ଲକ୍ଷ୍ମୀପଶି ବିଟ ଅଞ୍ଚଳରେ ହାତୀ ପଲ ପଶି ଘର ଭାଙ୍ଗିବା ସହିତ ଘର ଭିତରେ ଥିବା ଧାନ, ଚାଉଳକୁ ଖାଇ ଘରେ ଥିବା ଜିନିଷକୁ ଦଳି ଚକଟି ନଷ୍ଟ…

ବାହୁଡ଼ାଯାତ୍ରା ଅଘଟଣରେ ମୃତକଙ୍କ ପାଇଁ ୩ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯ା୬(ଅସମାପିକା ସାହୁ): ବାହୁଡା଼ଯାତ୍ରା ସମୟରେ କେନ୍ଦୁଝର ଜିଲା କେନ୍ଦୁଆ ଗ୍ରାମଠାରେ ୩ ଜଣ ଓ କୋରାପୁଟ ଜିଲା କୋଲାବ ନଗରଠାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୃତକଙ୍କ ପରିବାର ପାଇଁ…

ସୁନା ଅଳଙ୍କାରରେ ଝଲସିଲେ ଶ୍ରୀଶ୍ରୀ ବଳଦେବଜୀଉ

କେନ୍ଦୁଝର,୨୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରର ଆରାଧ୍ୟଦେବ ଶ୍ରୀ ଶ୍ରୀ ବଳଦେବଜୀଉ, ଶ୍ରୀ ଜଗନ୍ନାଥ ଏବଂ ଦେବୀ ସୁଭଦ୍ରାଙ୍କ ପବିତ୍ର ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ଶ୍ରୀ ମନ୍ଦିରକୁ ବୁଧବାର ପ୍ରଭୁ ବାହୁଡିବା ପରେ ଶ୍ରୀଜିଉ ମନ୍ଦିରକୁ ଯିବା ପୂର୍ବରୁ ସୁନାବେଶରେ ଭକ୍ତଙ୍କୁ ଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?