କେନ୍ଦୁଝର

ଆଇରନ ବୋଝେଇ ଟ୍ରକ ଧକ୍କାରେ ବାପା ମୃତ ପୁଅ ଗୁରୁତର

ପାଟଣା,୧୭।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା ମୁମ୍ବାଇ କଲିକତା ୪୯ ନମ୍ବର ଜାତୀୟ ରାଜପଥର ଡାବରଚୁଆ ନିକଟରେ ମଙ୍ଗଳବାର ରାତ୍ରି ଏକ ଆଇରନ ବୋଝେଇ ଟ୍ରକ ବାପା-ପୁଅଙ୍କୁ ଧକ୍କା ଦେଇଛି। ଦୂର୍ଘଟଣାରେ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ପୁଅ…

ଅଟେଇ ସଂରକ୍ଷିତ ଜଙ୍ଗଲରୁ ୨ ଟ୍ରାପ୍‌ କ୍ୟାମେରା ଚୋରି

କେନ୍ଦୁଝର,୧୭।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗଁା ରେଞ୍ଜ ଅନ୍ତର୍ଗତ ଅଟେଇ ସଂରକ୍ଷିତ ଜଙ୍ଗଲରୁ ପୁଣି ୨ଟି ଟ୍ରାପ୍‌ କ୍ୟାମେରା ଚୋରି ହୋଇଥିବା ନେଇ ଘଟଗଁା ଫରେଷ୍ଟର ଜତିନ୍ଦ୍ର ସାହୁ ଥାନାରେ ଏତଲା ଦେଇଛନ୍ତି। ଜଙ୍ଗଲର କାଦବାହାଳି ଉତ୍ତର ବିଟ୍‌ ଅଞ୍ଚଳରୁ ଏହି ଚୋରି…

କେନ୍ଦୁଝରରେ ଆରମ୍ଭ ହେଲା ଆମ୍ବ ମହୋତ୍ସବ

କେନ୍ଦୁଝର,୧୬।୫(ସ୍ବ.ପ୍ର):କେନ୍ଦୁଝରରେ ମଙ୍ଗଳବାର ପୂର୍ବାହ୍ନରେ ଆମ୍ବ ମହୋତ୍ସବରେ ଗାଁ ଆମ୍ବ ପସରା ଷ୍ଟଲ ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ ଉଦ୍‌ଘାଟିତ ହୋଇଯାଇଛି। ମିଶନ ଶକ୍ତି ଏବଂ ଓରମାସ ସହଯୋଗୀତାରେ ଏହି ଷ୍ଟଲ ଖୋଲିଥିବାବେଳେ ଷ୍ଟଲରେ ତେଲକୋଇ, ଘଟଗାଁ, ବଂଶପାଳ ଏବଂ…

ତଣ୍ଟିରେ କୋଳି ଲାଗି ଚାଲିଗଲା ଶିଶୁର ଜୀବନ

ଆନନ୍ଦପୁର,୧୬।୫(ସ୍ବ.ପ୍ର.): ଅଙ୍ଗନବାଡି କେନ୍ଦ୍ରକୁ ଆସିଥିବା ଶିଶୁଟିଏ କୋଳି ଖାଇବା ସମୟରେ ତଣ୍ଟିରେ କୋଳିମଞ୍ଜି ଲାଗିଯିବାରୁ ଶ୍ୱାସରୁଦ୍ଧ ହୋଇ ଜୀବନ ଚାଲିଯିବା ଭଳି ଘଟଣା ହୃଦବିଦାରକ ହୋଇଛି। ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ତିଗିରିଆ ଗ୍ରାମରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି।…

ମହାବଳ ବାଘର ନୀରକ୍ଷଣ ପାଇଁ ଲାଗିଥିବା ୨ଟି ଟ୍ରାପ କ୍ୟାମେରା ଚୋରି

କେନ୍ଦୁଝର, ୧୬ା୫ (ସ୍ବ.ପ୍ର.): ଘଟଗାଁ ରେଞ୍ଜ ଅନ୍ତର୍ଗତ ଅଟେଇ ସଂରକ୍ଷିତ ଜଙ୍ଗଲରେ ପୁଣି ୨ ଟି ଟ୍ରାପ କ୍ୟାମେରା ଚୋରି ହୋଇଛି। ଏନେଇ ଘଟଗାଁ ଥାନାରେ ରିପୋର୍ଟ ହୋଇଛି। ଘଟଗାଁ ଫରେଷ୍ଟର ଜତିନ୍ଦ୍ର ସାହୁ ଘଟଣାର ତଦନ୍ତ ପାଇଁ ଘଟଗାଁ ଥାନାରେ…

ବଜ୍ରକାପ୍ତା ବିକ୍ରି ବେଳେ ମାଡିବସିଲା ବନ ବିଭାଗ, ଜଣେ ଗିରଫ

କେନ୍ଦୁଝର ୧୬ା୫ (ସ୍ବ.ପ୍ର.): କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ଭୂୟାଁ ଜୁଆଙ୍ଗ ପୀଢ ରେଞ୍ଜ ଅନ୍ତର୍ଗତ କାଞ୍ଜିପାଣି ସେକ୍ସନ ଟାଙ୍ଗରପଡା ଗ୍ରାମରେ ଜଣେ ବ୍ୟକ୍ତି ଏକ ବଜ୍ରକାପ୍ତା ରଖି ବିକ୍ରି ଯୋଜନା କରୁଥିବାବେଳେ ବନ ବିଭାଗ କର୍ମଚାରୀ ଗ୍ରାହକ ବେଶରେ ଯାଇ ତାଙ୍କୁ…

ଓଡିଶା ଶିକ୍ଷା ସେବାର ଚତୁର୍ଥ ସ୍ଥାନରେ ଚିନ୍ମୟ

ଆନନ୍ଦପୁର,୧୬।୫(ସ୍ବ.ପ୍ର.): ଘସିପୁରା ବ୍ଲକ ପଡିଆପାଳ କୋଚିଆନେଣ୍ଡି ଗ୍ରାମର ମେଧାବୀ ଛାତ୍ର ଚିନ୍ମୟ କୁମାର ରାଉତ ଓଡିଶା ଶିକ୍ଷା ସେବା(ଓ.ଇ.ଏସ) ପରୀକ୍ଷାରେ ଚତୁର୍ଥ ସ୍ଥାନ ଦଖଲ କରି କୃତିତ୍ୱ ହାସଲ କରିଛନ୍ତି। ପୁର୍ଣ୍ଣଚନ୍ଦ୍ର ରାଉତ ଓ ପ୍ରିୟମ୍ବଦା ରାଉତଙ୍କ ଏକମାତ୍ର ପୁଅ ଚିନ୍ମୟ…

ସ୍ତ୍ରୀକୁ ପନିକିରେ ହାଣି ଗିରଫ ହେଲା ସ୍ବାମୀ

ଆନନ୍ଦପୁର,୧୬।୫(ସ୍ବ.ପ୍ର.): ସ୍ତ୍ରୀଙ୍କୁ ପନିକିରେ ହାଣିବାରୁ ସ୍ବାମୀଙ୍କୁ ଗିରଫ କରିଛି ପୋଲିସ। ଏଭଳି ଘଟଣା ଆନନ୍ଦପୁର ଥାନା ଖଡିପାଳ ଗ୍ରାମରେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଘଟଣାରେ ସ୍ବାମୀଙ୍କୁୁ ପୋଲିସ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଗିରଫ ସ୍ବାମୀ ଘସିପୁରା…

ନିର୍ମାଣର ଏକ ମାସ ନ ପୂରୁଣୁ ପିଚୁ ଉଠିଲା

ପାଟଣା,୧୬ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ୍‌ ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ମାଣାଧୀନ ଧାନବେଣୀ-ବନବୀର ୨୦ କି.ମି ରାସ୍ତା ନିର୍ମାଣରେ ଅନିୟମିତତା ଦେଖାଯାଇଛି। ରାସ୍ତାର ଭାଳିଆ ଡାଳରୁ କଟାବେଡ଼ା ୨ କି.ମି. ରାସ୍ତା ନିର୍ମାଣକୁ ମାସେ ନ ପୁରୁଣୁ ପିଚୁ ଉଠିଗଲାଣି। ରାସ୍ତାରେ…

ଚମ୍ପୁଆ ସେକ୍ସନକୁ ଫେରିଲେ ୨୪ ହାତୀ

ଚମ୍ପୁଆ,୧୬ା୫(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଅଧୀନ ବାଲିବନ୍ଧ ସେକ୍ସନରୁ ରବିବାର ରାତିରେ ୨୪ ଟିକିଆ ହାତୀପଲ ଚମ୍ପୁଆ ସେକନ୍ସକୁ ଫେରିଛନ୍ତି। କାଳିକାପ୍ରସାଦ ରିଜର୍ଭ ଜଙ୍ଗଲରେ ରହିଥିବା ବନ ବିଭାଗ ପକ୍ଷରୁ କୁହାଯାଇଛି। ଅସହ୍ୟ ଗରମ ହେତୁ ଦିନରେ ହାତୀପଲ ଉକ୍ତ…

ବାକି ପଡ଼ିଛି ୬ ହଜାର କୋଟି

ଯୋଡ଼ା,୧୬ା୫(ଡି.ଏନ୍‌.ଏ.): ଓଡ଼ିଶାର ଖଣି ବହୁଳ କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳରେ ଖଣି ଦୁର୍ନୀତିକୁ ନେଇ ୨୦୦୯- ୧୦ରେ ଆଲୋଡ଼ନ ସୃଷ୍ଟି ହୋଇଥିଲା। ଦୁର୍ନୀତିର ତଦନ୍ତ କରିବା ପାଇଁ ଜଷ୍ଟିସ ଏମ୍‌.ବି. ଶାହା କମିଶନ ଏବଂ ପରେ ସୁପ୍ରିମ କୋର୍ଟଙ୍କ ଦ୍ୱାରା…

ଡ୍ରଇଂ ଶିଟ୍‌ରେ ୧ ଲକ୍ଷ ୧୦୮ ରାମ ନାମ

କେନ୍ଦୁଝର, ୧୬ା୫(ଡି.ଏନ୍‌.ଏ.): କେନ୍ଦୁଝର ପୁରୁଣା ସହରର ପ୍ରସନ୍ନ ପତିଙ୍କ କନ୍ୟା ସୁଶ୍ରୀ ସୁମନ ପତି ୨୮ ଇଞ୍ଚ ଓସାର, ୩୪ ଇଞ୍ଚ ଲମ୍ବ ବିଶିଷ୍ଟ ଏକ ଡ୍ରଇଂ ଶିଟ୍‌ରେ ୧ ଲକ୍ଷ ୧୦୮ ଥର ରାମ ନାମ ଲେଖିଛନ୍ତି। ଏହି ଲେଖା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri