ଭାଲୁ ଆକ୍ରମଣରେ ୧୦ ଆହତ
କେନ୍ଦୁଝର,୨୫ା୧(ସ୍ବ.ପ୍ର.): ଚମ୍ପୁଆ ରେଞ୍ଜ ବାଲବନ୍ଧ ସେକ୍ସନ ନହବେଡା, ତୁଳସୀପୁର ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ପଳାଶପଙ୍ଗା ସେକ୍ସନରୁ ବାଲିବନ୍ଧ ସେକ୍ସନକୁ ଯାଉଥିବାବେଳେ ଅତର୍କିତ ବାଟରେ ଯାହାକୁ ପାରିଲା ତାକୁ କାମୁଡ଼ିଛି ଭାଲୁ। ଭୟରେ ବହୁ ଲୋକେ ଧାଇଁ ପଳାଉଥିଲେ ମଧ୍ୟ ଭାଲୁ ହାବୁଡ଼ରେ…
ଚଳନ୍ତା ବସ୍ରେ ଯାତ୍ରୀଙ୍କ ମୃତଦେହ
ଆନନ୍ଦପୁର,୨୫ା୧(ସ୍ବ.ପ୍ର.): ଘଟଗାଁରେ ମା’ ତାରିଣୀଙ୍କ ଦର୍ଶନ ସାରି ଫେରିବା ସମୟରେ ଘଟିଛି ଅଘଟଣ। ଚଳନ୍ତା ବସ୍ରୁ ଜଣେ ଯାତ୍ରୀଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ। ଭୁବନେଶ୍ୱର ଫୁଲନଖରା ଅଞ୍ଚଳର କିଛି ପର୍ଯ୍ୟଟକ ମା’ ତାରିଣୀଙ୍କ ଦର୍ଶନ ସାରି ଫେରୁଥିବାବେଳେ ୨୦ ନଂ…
ବାହାଘରରେ ନାଚୁଥିବା ବେଳେ ଟଳିପଡ଼ିଲେ ଯୁବକ
ଆନନ୍ଦପୁର,୨୫ା୧(ସ୍ବ.ପ୍ର.): ବାହାଘରରେ ନାଚୁ ଥିବାବେଳେ ହଠାତ୍ ଆସିଲା ମୃତ୍ୟୁ। ଗାଁରେ ସୃଷ୍ଟି ହେଲା ଶୋକାକୁଳ ପରିବେଶ। କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଟୋଲଙ୍କପଡ଼ା ଗ୍ରାମରେ ବୁଧବାର ଘଟିଛି ଏଭଳି ଅଭାବନୀୟ ଘଟଣା। ଗାଁରେ ଜନୈକ ବ୍ୟକ୍ତିଙ୍କ ଝିଅ ବାହାଘର ସମୟରେ ବରଯାତ୍ରୀ…
ଡକାୟତି ଯୋଜନା ପଣ୍ଡ: ୪ ଗିରଫ, ୨ ଫେରାର
ବଡ଼ବିଲ,୨୫ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ଏକ ଡକାୟତି ଯୋଜନାକୁ ପଣ୍ଡ କରିବା ସହ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏଥିସହ ଘଟଣାସ୍ଥଳରୁ ଏକ ଦେଶୀ ପିସ୍ତଲ, ଦୁଇ ରାଉଣ୍ଡ ଗୁଳି, ଦୁଇଟି ଛୁରି, ଲଙ୍କା ଗୁଣ୍ଡ ପାଉଚ ଓ ୬ଟି…
ଜିଲାପାଳଙ୍କୁ ଫେରାଦ ହେଲେ ହିତାଧିକାରୀ
କେନ୍ଦୁଝର, ୨୫।୧ (ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଅଧୀନ ତେନ୍ତଳାପଶି ପଞ୍ଚାୟତ (ଓ୍ବାର୍ଡ ନଂ. ୨,୩) ବଡ଼କମଣ୍ଡରା ଗ୍ରାମକୁ ପୁରୁଣା ତାଲିକାରେ ୯୧ଟି ଘର ମଞ୍ଜୁର ହୋଇଥିବା ବେଳେ ପଞ୍ଚାୟତରେ ଲାଗିଥିବା ନୂତନ ତାଲିକାରେ ୩୩ଟି ଘର ଅଛି। ଅବଶିଷ୍ଟ…
ଭାଜପାର ଦୋମୁହାଁ ନୀତିକୁ ନେଇ ଚର୍ଚ୍ଚା
କେନ୍ଦୁଝର,୨୪ା୧(ସ୍ବ.ପ୍ର.): ସମାଜିକକର୍ମୀ ନୈନା ସାହୁ ମୃତ୍ୟୁ ଘଟଣା ଦିନକୁ ଦିନ ଭିନ୍ନମୋଡ଼ ନେଉଛି। ପ୍ରଥମେ ଦୁର୍ଘଟଣା ପରେ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଥିଲେ। ଏନେଇ ଏସ୍ପିଙ୍କ ନିକଟରେ ଅଭିଯୋଗ କରି ନ୍ୟାୟ ଭିକ୍ଷା କରିବା ସହ ଅଭିଯୁକ୍ତଙ୍କୁ ଧରିବାକୁ ଦାବି…
ଗୁଣିଗାରେଡି ସନ୍ଦେହ: ପୁତୁରାଙ୍କୁ ତୀର ମାରିଲେ ଦାଦା
ଦଆନ୍ଦପୁର,୨୩।୧(ଡି.ଏନ୍.ଏ.): ଗୁଣିଗାରେଡି ସନ୍ଦେହରେ ଦାଦାଙ୍କ ତୀରମାଡ଼ରେ ପୁତୁରା ଗୁରୁତର। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘଷିପୁରା ଥାନା କନ୍ତୋ ଗାଁରେ। ଗୁରୁତରଙ୍କୁ ତୁରନ୍ତ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନାଯୋଗ୍ୟ, ଗୁଣିଗାରେଡି କରୁଥିବା ସନ୍ଦେହରେ…
ନବଜାତକର ମୃତ୍ୟୁ: ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଉତ୍ତେଜନା
ପାଟଣା,୨୩ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଉଦୟପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାରେ ଜଣେ ପ୍ରସୂତିଙ୍କୁ ଡାକ୍ତରଙ୍କ ଅବହେଳା ଯୋଗୁ ନବଜାତ ଶିଶୁପୁତ୍ରର ମୃତ୍ୟୁର ହୋଇଥିବା ଅଭିଯୋଗ ହୋଇଛି। ସୂଚନାନୁଯାୟୀ ମୋଉଦୀପା ଗ୍ରାମର ପଙ୍କଜ ନାଏକଙ୍କ ସ୍ତ୍ରୀ ଅନୀତାଙ୍କର ରବିବାର ସନ୍ଧ୍ୟାରେ ପ୍ରସବ…
ଜଙ୍ଗଲ ରାସ୍ତା ମରାମତି କଲେ ବନବାସୀ
କେନ୍ଦୁଝର,୨୩ା୧(ସ୍ବ.ପ୍ର.):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍ ଅନ୍ତର୍ଗତ କଅଁଳେଇବାଲିପାଳ (କେ.ବାଲିପାଳ) ପଞ୍ଚାୟତର କେ.ବାଲିପାଳ ଗ୍ରାମଠାରୁ ମୟୂରନଚା ପର୍ଯ୍ୟନ୍ତ ଜଙ୍ଗଲ ରାସ୍ତାରୁ ବନବାସୀ ମରାମତି କରିଛନ୍ତି। ଗତ ବର୍ଷ ବର୍ଷାରେ ରାସ୍ତାଟି ଧୋଇ ହୋଇଯିବାରୁ ଯାତାୟାତରେ ସମସ୍ୟା ଦେଖାଦେଇଥିଲା। ଏ ନେଇ ବାରମ୍ବାର ଅଭିଯୋଗ…
ଖବରଦାତାଙ୍କ ବିରୋଧରେ ମିଥା ମାମଲା ନେଇ ଜିଲା ଏସ୍ପିଙ୍କୁ ଜବାବ ତଲବ କଲେ ଜାତୀୟ ମାନବାଧିକାର ଆୟୋଗ
କେନ୍ଦୁଝର,୨୨ା୧(ସ୍ବ.ପ୍ର.): କେନ୍ଦୁଝର ବାଂଶପାଳ ବ୍ଲକରେ ଜଣେ ଓ୍ବେବ ଖବରଦାତା ରିପୁନ ବାରିକଙ୍କ ପ୍ରତି କରିଥିବା ଅତ୍ୟାଚାର ଓ ମିଥ୍ୟା ମୋକଦ୍ଦମା ଘଟଣାକୁ ନେଇ ଯାଜପୁରର ମାନବାଧିକାର ରକ୍ଷକ ନାରାୟଣ ରଥ ଜାତୀୟ ମାନବାଧିକାର ଆୟୋଗଙ୍କ ପାଖେ ଏକ ଅଭିଯୋଗ କରିଥିଲେ। ଏହି…
ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଟ୍ରାଫିକ ସମସ୍ୟା
କେନ୍ଦୁଝର,୨୨ା୧(ସ୍ବ.ପ୍ର.): କେନ୍ଦୁଝର ସହର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଟ୍ରାଫିକ ସମସ୍ୟାକୁ ନେଇ ଅସନ୍ତୋଷ ବଢୁଛି। ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ଫାଟକ ନିକଟରେ ଏହି ଟ୍ରାଫିକ୍ ଥିବାରୁ ଜିଲାପାଳଙ୍କ କାର୍ଯ୍ୟାଳୟରୁ ବାହାରୁଥିବା ଲୋକମାନେ ସିଗ୍ନାଲକୁ ଅପେକ୍ଷା କରି ଛିଡ଼ା ହେବାକୁ ପଡୁଛି। ଫଳରେ…
ଖେଳକୁଦ ପ୍ରତିଯୋଗିତା ଉଦ୍ଯାପିତ: ଭାଗନେଲେ ୨୨୫ ଛାତ୍ରୀଛାତ୍ର
ବଡବିଲ,୨୨।୧୦(ସ୍ବପ୍ର): କେନ୍ଦୁଝର ଜିଲା ବଡ଼ବିଲଠାରେ ଶନିବାରଠାରୁ ଆରମ୍ଭ ହୋଇଥିବା ସମ୍ଭାଗସ୍ତରୀୟ ୨ ଦିନିଆ ଖେଳକୁଦ ପ୍ରତିଯୋଗିତା ରବିବାର ଉଦ୍ଯାପିତ ହୋଇଯାଇଛି। ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ କେନ୍ଦୁଝର ଜିଲା ବଡବିଲଠାରେ ଅନୁଷ୍ଠିତ ଏହି ଖେଳକୁଦ ପ୍ରତିଯୋଗିତାରେ କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲା…
Archives


