କେନ୍ଦୁଝର

ନଦୀରେ ଭାସୁଛି କୁଢ଼ କୁଢ଼ ମଲାମାଛ

ଆନନ୍ଦପୁର,୧୮।୬(ସନ୍ତୋଷ ରାଉତ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଜଳସୁଆଁ ନିକଟ କୁଶେଇ ନଦୀର ଗଣ୍ଡଠାରୁ ୧ କି.ମି. ପର୍ଯ୍ୟନ୍ତ ତଳମୁଣ୍ଡରେ କୁଢ଼ କୁଢ଼ ମଲାମାଛ ଭାସିବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ରବିବାର ଏଭଳି ଦୃଶ୍ୟ ଦେଖିବାକୁ ମିଳିଥିବା ବେଳେ…

ବୁଧବାରଠାରୁ ନିଖୋଜ ଥିଲେ, ଆଜି ମିଳିଲା ମୃତଦେହ

ବଡ଼ବିଲ,୧୭ା୬(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ରୁଗୁଡ଼ି ପୋଲିସ ଶନିବାର ବରପଦା ଗ୍ରାମସ୍ଥିତ ଏକ ପୋଖରୀରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ଜଣକ ହେଲେ ଭୂୟାଁ ବରପଦା ଅଞ୍ଚଳର ଅନାମ ନାଏକ(୬୦)। ଗତ ବୁଧବାରଠାରୁ ଅନାମ ନିଖୋଜ ରହିଥିଲା ବେଳେ…

ହାତୀ ଚଲାପଥରେ ପାଇପ

କେନ୍ଦୁଝର,୧୭ା୬(ନରେଶ ପଟ୍ଟନାୟକ) କେନ୍ଦୁଝର ଜିଲାରେ ହାତୀପଲ ଖାଦ୍ୟ ଅନ୍ବେଷଣରେ ଗୋଟିଏ ଜଙ୍ଗଲରୁ ଅନ୍ୟ ଜଙ୍ଗଲକୁ ବୁଲୁଛନ୍ତି। ହାତୀ ଜଙ୍ଗଲରୁ ଅନ୍ୟ ଜଙ୍ଗଲକୁ ଯାତାୟାତ ବେଳେ ପ୍ରଶସ୍ତ ରାସ୍ତାଘାଟ ପାରହୋଇଯିବାକୁ ପଡୁଛି। ବିଶେଷ କରି ଜିଲାର ଏନ୍‌ଏଚ୍‌ ୨୦, ୪୯, ୫୨୦ ପାର…

ଜଳ ଅଭାବରୁ ନଷ୍ଟ ହେଉଛି ଚାରା

କେନ୍ଦୁଝର,୧୭ା୬(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ବନଖଣ୍ଡ ସଦର ରେଞ୍ଜ ଅଧୀନରେ ଥିବା ପଦ୍ମପୁର ମେଗା ନର୍ସରିରେ ହଜାର ସଂଖ୍ୟାରେ ବିଭିନ୍ନ କିସମର ଚାରା ଶୁଖି ନଷ୍ଟହେବାକୁ ବସିଛି। ଜିଲାରେ ତାପମାତ୍ର ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ ଏ ନେଇ ପ୍ରତିକାର…

ରଜରେ ରଜବତୀ ବିବାହ ଅନୁଷ୍ଠିତ

କେନ୍ଦୁଝର,୧୬ା୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ସମଗ୍ର ଜିଲାରେ ରଜ ପର୍ବ ଧୂମଧାମରେ ପାଳିତ ହେଉଥିବା ବେଳେ ଏହି ଦିନରେ ରଜବତୀ ବିଭାଘର ପ୍ରମୁଖ ଆକର୍ଷଣୀୟ ହୋଇଛି । ଜିଲାର ସଦର ବ୍ଲକ ଅନ୍ତର୍ଗତ ହର୍ଷପୁର ଗ୍ରାମରେ ରଜବତୀ ବିଭାଘର ନିଆରା ।…

ନୂତନ ବସ୍‌ଷ୍ଟାଣ୍ଡ କାର୍ଯ୍ୟ ନିମ୍ନମାନର

କେନ୍ଦୁଝର,୧୬ା୬(ନରେଶ ପଟ୍ଟନାୟକ): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ୍‌ ମୁଖ୍ୟାଳୟରେ ସରକାରଙ୍କ ପକ୍ଷରୁ ନୂତନ ବସ୍‌ଷ୍ଟାଣ୍ଡ ନିର୍ମାଣ କାର୍ଯ୍ୟ ଚାଲିଛି। ଏହାକୁ ନେଇ ବ୍ଲକ୍‌ବାସୀ ସ୍ବାଗତ କରିଥିଲେ ହେଁ ନିମ୍ନମାନର କାର୍ଯ୍ୟକୁ ନେଇ ଅସନ୍ତୋଷ ବଢୁଛି। ଏହାକୁ ନେଇ ଝୁମ୍ପୁରା ସରପଞ୍ଚ ବାରମ୍ବାର…

ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ତେଜିଲା ଭାଜପା

ବଡବିଲ,୧୫।୦୬(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲରେ ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ଭାଜପା ପକ୍ଷରୁ ବଡବିଲ ସ୍ଥିତ ଟିପିଏନ୍‌ଓଡିଏଲ୍‌ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯିବା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସୂଚନା ଅନୁଯାୟୀ, ପୂର୍ବ ବର୍ଷ ଅପେକ୍ଷା ଚଳିତ ବର୍ଷ ମଧ୍ୟ…

ହାତୀ ଚଳପ୍ରଚଳ ଅଞ୍ଚଳରେ ପଡ଼ିଛି ପାଇପ୍‌

କେନ୍ଦୁଝର,୧୫ା୬(ନରେଶ ପଟ୍ଟନାୟକ): କେନ୍ଦୁଝର ଜିଲାରେ ବାସହରା ହୋଇ ହାତୀମାନେ ଏଣେ ତେଣେ ଗୋଟିଏ ଜଙ୍ଗଲରୁ ଅନ୍ୟ ଜଙ୍ଗଲକୁ ଆଶ୍ରୟ ନେବା ପାଇଁ ଧାଉଁଛନ୍ତି। ହାତୀମାନେ ଯାତାୟାତ କରିବା ବେଳେ ପ୍ରସସ୍ଥ ରାସ୍ତାଘାଟ ପାର ହୋଇଯିବାକୁ ପଡୁଛି। ବିଶେଷକରି ଜିଲାର ଏନ୍‌ଏଚ୍‌ ୨୦,…

ଟାଟା ପାୱାର କର୍ମଚାରୀଙ୍କ ଆତ୍ମହତ୍ୟା

କେନ୍ଦୁଝର,୧୫।୬(ସ୍ବ.ପ୍ର): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ପର୍ଜନପୁର ପଞ୍ଚାୟତ କଶିରା ଗ୍ରାମରେ ଟାଟା ପାୱାର ସଂସ୍ଥାରେ କାମ କରୁଥିବା ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ ଫାସିଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତକ ଯୁବକ ଜଣଙ୍କ ହେଲେ ନବିନ କୁମାର ଦେଓଙ୍କ ପୁଅ…

ପହିଲି ରଜରେ ପିଠାପଣା ଖାଇଲେ, ନେଲେ ଦୋଳିର ମଜା

କେନ୍ଦୁଝର,୧୪ା୬(ନରେଶ ପଟ୍ଟନାୟକ): ବାଂଶପାଳ ବ୍ଲକ ଅନ୍ତର୍ଗତ ଶୁଆକାଟିଠାରେ ରଜ ଉତ୍ସବ ଧୂମ୍‌ଧାମରେ ପାଳିତ ହୋଇଯାଇଛି। ସ୍ଥାନୀୟ ଆମ୍ବ ତୋଟାରେ ବିଭିନ୍ନ ପ୍ରକାର ଦୋଳି ଲାଗିଛି। ସ୍ଥାନୀୟ ଯୁବତୀ, ଯୁବକ ତଥା ବୟସ୍କମାନେ ଏକାଠି ହୋଇ ଦୋଳି ଖେଳିବା ସହ ମଜା କରିଛନ୍ତି।…

ଧର୍ମାନ୍ତରୀକରଣ ପରେ ଉତ୍ତେଜନା

ଯୋଡା,୧୪।୬(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଜଜାଙ୍ଗ ପଞ୍ଚାୟତର ଭୋଳବେଡ଼ା ଗ୍ରାମରେ ଧର୍ମାନ୍ତରୀକରଣ ପରେ ଚାପା ଉତ୍ତେଜନା ଲାଗି ରହିିଛି। ଦୁଇପକ୍ଷ ମଧ୍ୟରେ ଅନେକ ସମୟରେ ଗଣ୍ଡଗୋଳ ଲାଗି ରହୁଛି। ସୂଚନା ଅନୁଯାୟୀ,ଉକ୍ତ ଗ୍ରାମରେ ଏକ ପରିବାର ପ୍ରଥମେ ଭିନ୍ନ…

ପ୍ରେମ ବ୍ୟାପାରକୁ କେନ୍ଦ୍ର କରି ଗୁଳିମାଡ଼

କେନ୍ଦୁଝର,୧୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅଧୀନ ସିଙ୍ଗିବିଲା ଗ୍ରାମରେ ସୋମବାର ରାତିରେ ପ୍ରେମ ବ୍ୟାପାରକୁ ନେଇ ଗୁଳିକାଣ୍ଡ ଘଟିଛି। ସାଙ୍ଗଙ୍କ ଗୁଳିରେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ କଟକ ବଡ଼ ଡାକ୍ତରଖାନା ପଠାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?