କେନ୍ଦୁଝର

ଚିକିତ୍ସା ପାଇଁ ଆସିଥିବା ରୋଗୀଙ୍କର ସୁଲଭ ଶୌଚାଳୟରେ ଚାଲିଗଲା ଜୀବନ

କେନ୍ଦୁଝର,୮ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ଚିକିତ୍ସା ହେବାକୁ ଆସିଥିବା ଜଣେ ବ୍ୟକ୍ତିଙ୍କ ଆକସ୍ମିକ ମୃତ୍ୟୁ ଘଟିଛି। ଜିଲା ମୁଖ୍ୟ ଚିକିତ୍ସାଳୟ ନିକଟରେ ରବିବାର ମେଡିକାଲ ନିକଟ ସୁଲଭ ଶୌଚାଳୟକୁ ପରିସ୍ରା କରିବାକୁ ଯାଇଥିବାବେଳେ ହଠାତ୍‌ ତଳେ ପଡ଼ି ଯାଇଥିଲେ। ସେଠାରୁ…

ଶିଶୁପୁତ୍ରର ଯୌନାଙ୍ଗ କାଟିନେଲେ ଦୁର୍ବୃତ୍ତ

ପାଟଣା,୮ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ଭୃଙ୍ଗରାଜପଶି ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଶନିବାର ଜଣେ ୨ ବର୍ଷ ୨ ମାସ  ଶିଶୁପୁତ୍ରର ଯୌନାଙ୍ଗକୁ କେହି ଦୁର୍ବୃତ୍ତ ପୂର୍ବ ଶତ୍ରୁତାରୁ କାଟି ନେଇ ଯାଇଥିବା ଜଣାପଡ଼ିଛି।…

ନୃତ୍ୟ, ବାଦ୍ୟରେ କମ୍ପିଲା ସହର

କେନ୍ଦୁଝର/ପାଟଣା,୮।୧ (ସ୍ବ.ପ୍ର/ଡି.ଏନ୍‌.ଏ): ବିଶ୍ୱକପ୍‌ ହକି ଟ୍ରଫି ଏବଂ ମାସ୍କଟ ‘ଓଲି’କୁ କେନ୍ଦୁଝର ଜିଲାରେ ଭବ୍ୟ ସ୍ବାଗତ କରାଯାଇଛି। ଏଥିପାଇଁ ବିଭିନ୍ନ ସ୍ଥାନରେ ନୃତ୍ୟ, ଗୀତ ଓ ବାଦ୍ୟଯନ୍ତ୍ରର ମଧୁର ମୁର୍ଚ୍ଛନାରେ ସହର କମ୍ପୁଥିଲା। ଶନିବାର ସକାଳେ ସର୍କିଟ୍‌ ହାଉସ୍‌ ଛକ ନିକଟରୁ ଏକ…

ହାତୀ ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

କେନ୍ଦୁଝର,୭ା୧(ସ୍ବ.ପ୍ର.): କେନ୍ଦୁଝର ଡିଏଫ୍‌ଓଙ୍କ କାର୍ଯ୍ୟାଳୟରେ ଆର୍‌ସିସିଏଫ୍‌ ରାଉରକେଲାର ଅରୁଣ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ହାତୀମାନଙ୍କ ସୁରକ୍ଷାକୁ ନେଇ ଆଞ୍ଚଳିକସ୍ତରରେ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ହାତୀମାନଙ୍କର ବିଭିନ୍ନ ସମସ୍ୟା ଏବଂ ସେସବୁର ସମାଧାନ ଉପରେ ଆଲୋଚନା ହୋଇଥିଲା। ବିଶେଷକରି ହାତୀମାନଙ୍କ…

ଖାଲରେ ପଡ଼ି ଶିଶୁପୁତ୍ରର ଜୀବନ ଗଲା

ବଡ଼ବିଲ,୭ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ନାଲଦା ଅଞ୍ଚଳରେ ୩ ବର୍ଷର ଶିଶୁପୁତ୍ର  ପାଣି ଭର୍ତ୍ତି ଏକ ଖାଲରେ ପଡ଼ି ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏ ନେଇ ବଡ଼ବିଲ  ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି…

ବିଭିନ୍ନ ଦାବି ନେଇ ରେଳବାଇ ଜିଏମ୍‌ଙ୍କୁ ଦାବିପତ୍ର ପ୍ରଦାନ

କେନ୍ଦୁଝର,୭ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପୂର୍ବତଟ ରେଳବାଇର ଜେନେରାଲ ମ୍ୟାନେଜରଙ୍କୁ କେନ୍ଦୁଝର ଯୁବ ପରିଷଦର ଆବାହକ ବରଦା ଦାସଙ୍କ ନେତୃତ୍ୱରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଜିଲା ଦେଇ ଭୁବନେଶ୍ୱରରୁ ଦିଲ୍ଲୀକୁ ଟ୍ରେନ ଚଳାଚଳ, ଖଡ଼ଗପୁରରୁ ଯାଜପୁର -କେନ୍ଦୁଝରଗଡ଼କୁ ଆସୁଥିବା ଟ୍ରେନକୁ କେନ୍ଦୁଝର…

ଭୋଜି ସାରି ଫେରୁଥିବା ବେଳେ ଦୁର୍ଘଟଣା: ୩୦ ଫୁଟ ପୋଲ ତଳକୁ ଖସିପଡିଲା ବୋଲେରୋ

ବାରିପଦା ଅଫିସ,୭।୧: ମୟୁରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ସାଳନ୍ଦୀ ନଦୀର ବୈରାକୁଣ୍ଡରେ ବଣ ଭୋଜି ସାରି ଫେରୁଥିବା ଏକ ବୋଲେରୋ ସାଳନ୍ଦୀ ନଦୀର ୩୦ଫୁଟ ତଳକୁ ଖସି ପଡିଛି । ଫଳରେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ଠାକୁରମୁଣ୍ଡା…

‘ସ୍ଥିର ଚିତ୍ତ ପୁସ୍ତକ ରଚନା ଲେଖକଙ୍କୁ ଶୀର୍ଷରେ ପହଞ୍ଚାଏ’

ବଡବିଲ/ଯୋଡ଼ା,୭ା୧(ଡି.ଏନ.ଏ): ଲେଖକମାନେ ଆତ୍ମାର କମ୍ପନରୁ ଶବ୍ଦ ଆଣି ଲେଖନୀ ଚଳାଇଥାନ୍ତି। ସ୍ଥିର ଚିତ୍ତ ପୁସ୍ତକ ରଚନା ଲେଖକଙ୍କୁ ଶୀର୍ଷ ସ୍ଥାନକୁ ପହଞ୍ଚାଇ ଥାଏ। ଓଡ଼ିଶାର ଲେଖକଙ୍କ ଉପରେ ଜଗନ୍ନାଥଙ୍କ ଆଶୀର୍ବାଦ ରହିଛି। ଶତକଡ଼ା ୯୦ ଭାଗ ସାହିତି୍ୟକ, ଲେଖକ ମୁଖ୍ୟତଃ ଭାରତବର୍ଷରେ…

ସଂରକ୍ଷିତ ଜଙ୍ଗଲ ନିକଟରେ ହଟ୍‌ ମିକ୍ସ ପ୍ଲାଣ୍ଟ୍‌

କେନ୍ଦୁଝର,୬ା୧(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ୍‌ ରଘୁନାଥପୁର ରାଜସ୍ବ ନିରୀକ୍ଷକଙ୍କ ଅଧୀନ ବଡ଼ ମନୋହରପୁର ନିକଟ ସଂରକ୍ଷିତ ଶାଳ ଜଙ୍ଗଲ ନିକଟରେ ବେଆଇନ ହଟ୍‌ ମିକ୍ସ ପ୍ଲାଣ୍ଟ୍‌ ଚାଲୁଛି। ଏଥିସହ ଉକ୍ତ ସ୍ଥାନରେ ବିନା ପ୍ରଦୂଷଣ ନିୟନ୍ତ୍ରଣରେ ଏକ ଚିପ୍ସ କ୍ରଶର ମଧ୍ୟ…

ଝିଅଙ୍କୁ କମେଣ୍ଟ ମାରୁଥିଲେ ଯୁବକ, ଥାନାରେ ଅଭିଯୋଗ ପରେ ବାପାଙ୍କୁ ଆକ୍ରମଣ

ଆନନ୍ଦପୁର,୫।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ୪ନଂ ଓ୍ବାର୍ଡ ତଳସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି ଆକ୍ରମଣର ଶିକାର ହୋଇ ଗୁରୁତର ଅବସ୍ଥାରେ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ସେ ହେଲେ ୪ନଂ ଓ୍ବାଡର୍ର୍ର କ୍ଷେତ୍ରମୋହନ…

କେନ୍ଦୁଝର ଗସ୍ତରେ ଯିବେ ରାଜ୍ୟପାଳ

କେନ୍ଦୁଝର,୫।୧(ସ୍ବ.ପ୍ର.): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଶୁକ୍ରବାର କେନ୍ଦୁଝର ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ସେ ଭୁବନେଶ୍ୱର ବିମାନବନ୍ଦରରୁ ସ୍ବତନ୍ତ୍ର ହେଲିକପ୍ଟର ବାହାରି ଯୋଡା ଟିସ୍କୋ ହେଲିପ୍ୟାଡ୍‌ରେ ପହଞ୍ଚିବେ। ସେଠାରୁ ସେ ଯୋଡା ଭ୍ୟୁକୁ ଯାଇ କିଛି ସମୟ ବିଶ୍ରାମ କରିବା…

ବୈତରଣୀ ପଠାରୁ ମିଳିଲା ଜଣେ ବ୍ୟକ୍ତିଙ୍କ ମୃତଦେହ

ଆନନ୍ଦପୁର,୪ା୧(ସ୍ବ.ପ୍ର.): ଆନନ୍ଦପୁର ବୈତରଣୀ ବ୍ୟାରେଜ ନିକଟ ପଠାରେ ବୁଧବାର ଜଣେ ବ୍ୟକ୍ତିଙ୍କ ମୃତଦେହ ଜବତ ହୋଇଛି। ମୃତକ ଜଣକ ହେଲେ ଆନନ୍ଦପୁର ପୌରପରିଷଦ ପଦ୍ମପୁର ୧ ନଂ ଓ୍ବାର୍ଡର ଘଣ୍ଟିଆ ସାମଲଙ୍କ ପୁଅ ଶରତ(୪୨) ବୋଲି ଜଣାପଡିଛି। ଶରତଙ୍କ ନିକଟରେ ପଡ଼ିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri