କେନ୍ଦୁଝର

ଓଭରବ୍ରିଜ ନିର୍ମାଣରେ ବିଳମ୍ବ, ହାତୀଙ୍କ ଚଳପ୍ରଚଳରେ ସମସ୍ୟା

କେନ୍ଦୁଝର,୧୯ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଦେଇ ଯାଇଥିବା ୪୯ନଂ ଜାତୀୟ ରାଜପଥ ଜଗମୋହନପୁରଠାରେ ପ୍ରସ୍ତାବିତ ଓଭରବ୍ରିଜ୍‌ (ଅଣ୍ଡରପାସ) ନିର୍ମାଣରେ ବିଳମ୍ବ ହେଉଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ଏହି ସ୍ଥାନରେ ହାତୀଙ୍କ ବର୍ଷର ସବୁ ସମୟରେ ଯାତାୟାତ ରହୁଥିବାରୁ ପିୟୁପି ବା ପାସେଞ୍ଜର ଅଣ୍ଡରପାସ୍‌…

ପ୍ରଦୂଷଣ ବଳୟରେ କେନ୍ଦୁଝର ସହର

କେନ୍ଦୁଝର,୧୯।୩ (ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟାଳୟ ସହରରେ ବାୟୁ ପ୍ରଦୂଷଣ ଚିନ୍ତାଜନକ ସ୍ଥିତିରେ ରହିଛି। ଏୟାର କ୍ୱାଲିଟି ଇଣ୍ଟେକ୍ସ ଅତ୍ୟଧିକ ମାତ୍ରାରେ ବଢ଼ିଯାଇଛି। ଲୋକମାନେ ପ୍ରଦୂଷଣ ବଳୟରେ ରହୁଥିବା ବେଳେ ଅଜାଣତରେ ବିଷାକ୍ତ ବାୟୁ ନିଃଶ୍ୱାସ ପ୍ରଶ୍ୱାସରେ ନେଉଛନ୍ତି। ଏହା ବୃଦ୍ଧାବୃଦ୍ଧ,…

ବିଦ୍ୟୁତ୍‌ ଆଘାତରେ ଦନ୍ତାର ଜୀବନ ଗଲା, ବର୍ତ୍ତିଗଲେ ଆଉ ୩ ହାତୀ

କେନ୍ଦୁଝର,୧୯ା୩(ସ୍ବ.ପ୍ର.): ଚମ୍ପୁଆ ରେଞ୍ଜ ବାମେବାରୀ ସେକ୍ସନ ବସନ୍ତପୁର ନିକଟ ଜଡ଼ିପଦା ସାହି ନିକଟରେ ବିଦ୍ୟୁତ୍‌ ଆଘାତରେ ଏକ ଦନ୍ତାହାତୀର ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି। ବିଦ୍ୟୁତ୍‌ ଓ ବନ ବିଭାଗର ଦାୟିତ୍ୱହୀନତା ପାଇଁ ଏଭଳି ଘଟଣା ଘଟିଥିବା…

ବ୍ୟବଚ୍ଛେଦ ରିପୋର୍ଟ ଦେବାକୁ ୫ ହଜାର ଲାଞ୍ଚ

କେନ୍ଦୁଝର,୧୯।୩(ସ୍ବ.ପ୍ର.): ବ୍ୟବଚ୍ଛେଦ ରିପୋର୍ଟ ଦେବାକୁ ଡାକ୍ତର ୫ ହଜାର ଟଙ୍କା ଲାଞ୍ଚ ମାଗିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଏନେଇ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ପରେ ଘଟଣା ପଦାକୁ ଆସିଛି। କେନ୍ଦୁଝର ଜିଲା ତେଲକୋଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଏଭଳି…

ଚିନ୍ତାଜନକ ସ୍ଥିତିରେ ବାୟୁ ପ୍ରଦୂଷଣ

କେନ୍ଦୁଝର,୧୮ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟାଳୟ ସହରରେ ବାୟୁ ପ୍ରଦୂଷଣ ଚିନ୍ତଜନକ ସ୍ଥିତିରେ ରହିଛି। ଲୋକମାନେ ଅଜାଣତରେ ବିଷାକ୍ତ ବାୟୁ ନିଃଶ୍ୱାସ ପ୍ରଶ୍ୱାସରେ ନେଉଥିବାରୁ ଏହା ବିଶେଷ କରି ବୃଦ୍ଧା/ବୃଦ୍ଧ, ଶିଶୁମାନଙ୍କ ପାଇଁ ବିପଦଜନକ ସ୍ଥିତି ସୃଷ୍ଟି କରୁଛି। ବହୁସଂଖ୍ୟାରେ ଲୁହାପଥର, ବାଲି/ଗୋଡ଼ି…

ସ୍ବଧାର ଗୃହରୁ ନାବାଳିକା ନିଖୋଜ

ଆନନ୍ଦପୁର,୧୮ା୩(ସ୍ବ.ପ୍ର.): ଘସିପୁରା ଥାନା ଧକୋଠାଠାରେ ଥିବା ସ୍ବାଧାର ଗୃହରୁ ଜଣେ ନାବାଳିକା ନିଖୋଜ ଥିବା ସୂଚନା ମିଳିଛି। ନାବାଳିକା ଜଣଙ୍କ ଗୁରୁବାର ରାତିରୁ ନିଖୋଜ ଥିବା ଜଣାପଡ଼ିଛି। ଏନେଇ ଘସିପୁରା ଥାନାରେ ଲିଖିତ ଅଭିଯୋଗ ମଧ୍ୟ ହୋଇଛି। ନିଖୋଜ ନାବାଳିକାଙ୍କର ଏଯାଏ…

ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଦେବାକୁ ଡାକ୍ତର ମାଗୁଥିଲେ ଲାଞ୍ଚ, ସାମ୍ନାକୁ ଆସିଲା ଘଟଣା

କେନ୍ଦୁଝର,୧୮ା୩(ସ୍ବ.ପ୍ର.): ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଦେବା ପାଇଁ ଡାକ୍ତର  ଲାଞ୍ଚ ନେବା ଘଟଣାର ଭିଡିଓ ଭାଇରାଲ ହେବା ଚର୍ଚ୍ଚାର ବିଷୟ ହୋଇଛି। ଷ୍ଟିଙ୍ଗ ଅପରେଶନରେ ଜଣେ ଡାକ୍ତର ଲାଞ୍ଚ ନେଉଥିବା ଘଟଣା ପଦାକୁ ଆସିଛି। ମୋବାଇଲରେ ଏହି ଭିଡିଓ ରେକର୍ଡ ହୋଇଛି।…

କପି କରି ଗୋଟିଏ କେନ୍ଦ୍ରରୁ ଧରାପଡ଼ିଲେ ୩୩ ଛାତ୍ରୀଛାତ୍ର

କେନ୍ଦୁଝର,୧୮ା୩(ସ୍ବ.ପ୍ର.): ତେଲକୋଇ ବ୍ଲକ ଅନ୍ତର୍ଗତ ଏସ୍‌ସି/ଏସ୍‌ଟି ବିଭାଗ ଦାରା ପରିଚାଳିତ ହାଇସ୍କୁଲର ରାଇସୁଆଁ କେନ୍ଦ୍ରରେ ସ୍ବତନ୍ତ୍ର ସ୍କ୍ବାଡ(୧୬ ନଂ) ଚଢ଼ାଉ କରି ୩୩ ଜଣ କପି କରୁଥିବା ବେଳେ ଧରିଛନ୍ତି। କୌଣସି ସୂତ୍ରରୁ ଖବର ପାଇ ଡକ୍ଟର ଅକ୍ଷୟ କୁମାର ରଣା…

କନ୍‌ଷ୍ଟେବଲଙ୍କ ଉପରେ ଚଢ଼ିଗଲା ଟ୍ରକ୍‌ : ଚାପା ଉତ୍ତେଜନା

ପାଟଣା,୧୮ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ନଂ. ମୁମ୍ବାଇ-କୋଲକାତା ରାସ୍ତାର ଝାରବେଡ଼ା ଥାନା ଛକ ନିକଟରେ ଶନିବାର ପୂର୍ବାହ୍ନରେ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ ତୁରୁମୁଙ୍ଗା ଥାନାର କାର୍ଯ୍ୟରତ କନ୍‌ଷ୍ଟେବଲଙ୍କ ମୃତ୍ୟୁ ଘଟିଛି। ମୃତ କନ୍‌ଷ୍ଟେବଲ…

ଟେଣ୍ଡରକୁ ନେଇ ଅଧ୍ୟକ୍ଷା-ପୌର ଅଧିକାରୀ ମୁହାଁମୁହିଁ

ଆନନ୍ଦପୁର,୧୮।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌର ପରିଷଦର ପିଛା ଛାଡୁନି ବିବାଦ। ପୂର୍ବରୁ ଫାଇଲ ଚୋରିକୁ ନେଇ ମାମଲା ହୋଇଥିବା ବେଳେ ଏବେ କେତେକ ଉନ୍ନୟନ କାର୍ଯ୍ୟ ଟେଣ୍ଡରକୁ ନେଇ ଅଧ୍ୟକ୍ଷ ଓ ପୌର ଅଧିକାରୀ ମୁହାଁମୁହିଁ ହୋଇଛନ୍ତି। କୌଣସି ଆଲୋଚନା…

ଅନ୍ଧାରରେ ଡାଇରିଆ, ଟିବି ଓ୍ବାର୍ଡ

କେନ୍ଦୁଝର,୧୮ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାର ଗୁରୁତ୍ୱପୂର୍ଣ୍ଣ ଡାଇରିଆ ଓ ଟିବି ଓ୍ବାର୍ଡ ଶୁକ୍ରବାର ଅନ୍ଧାରରେ ରହିଥିଲା। ଦିନ ୩.୩୦ରୁ ଲାଇନ କଟିଯାଇଥିବାରୁ ରୋଗୀ ଓ ସ୍ବାସ୍ଥ୍ୟ କର୍ମଚାରୀ ଅକଥନୀୟ ସମସ୍ୟା ଭୋଗୁଛନ୍ତି। ଏହିଭଳି ପ୍ରତ୍ୟେକ ଦିନ ବିଦ୍ୟୁତ କାଟ୍‌ ହେଉଥିବାରୁ…

ଗୋରୁ ବେପାରୀଙ୍କୁ ମାଡ଼ମାରି ଟଙ୍କା ମାଗିବା ପଡ଼ିଲା ମହଙ୍ଗା: ବନ୍ଧା ହେଲେ ୨ ଅଭିଯୁକ୍ତ

ଆନନ୍ଦପୁର,୧୭।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା କେଶଦୁରାପାଳ ଅଞ୍ଚଳରେ ଗୋରୁ ବେପାରୀଙ୍କଠାରୁ ଚାନ୍ଦା ଆଦାୟ କରିବା ଘଟଣା ଯୁବକଙ୍କୁ ମହଙ୍ଗା ପଡିଛି। ଘସିପୁରା ପୋଲିସ ତଦନ୍ତ କରି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରୁ ଜଣେ ଗଣମାଧ୍ୟମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri