ଗୁଳି କରି ଦମ୍ପତିଙ୍କୁ ହତ୍ୟା ଘଟଣା: ମାସକ ପରେ ସହଯୋଗୀ ଅଭିଯୁକ୍ତ ଗିରଫ, ଏବେ ବି ୫ ଫେରାର
ବଡ଼ବିଲ,୩୧ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଲାଣୀ ଥାନା ଅନ୍ତର୍ଗତ ଲସର୍ଦା ଗ୍ରାମରେ ଦମ୍ପତିଙ୍କୁ ଗୁଳି କରି ହତ୍ୟା ଘଟଣାର ମାସେ ପରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ସକ୍ଷମ ହୋଇଛି ପୋଲିସ। ହତ୍ୟା ଘଟଣାରେ ସଂପୃକ୍ତ ସହଯୋଗୀ ଅଭିଯୁକ୍ତ ଜଣକ ହେଲେ ରୁଗୁଡ଼ି…
ଭିତରକନିକା, ଗହୀରମଥାକୁ ଜଗିବ ଡ୍ରୋନ
ରାଜନଗର, ୩୧।୧୨(ଡି.ଏନ.ଏ.): ପ୍ରକୃତିର ଗନ୍ତାଘର ଭିତରକନିକା ଓ ବିରଳ ସାମୁଦ୍ରିକ କଇଁଛ ଅଲିଭ୍ରିଡ୍ଲେଙ୍କ ଅନ୍ତୁଡିଶାଳ ଗହୀରମଥାର ସୁରକ୍ଷା ପାଇଁ ଡ୍ରୋନ୍ କ୍ୟାମେରା ଜଗିବ ବୋଲି ହାଇକୋର୍ଟ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଫଳରେ ଭିତରକନିକାର ଆଦ୍ରଭୂମି, ହେନ୍ତାଳବଣ ଏବଂ ଏଥିରେ ବସବାସ କରୁଥିବା…
କାର୍ଯ୍ୟକାରୀ ମୂଳଧନ ୧୧୬୨ କୋଟି ଟପିଲା
କେନ୍ଦୁଝର,୩୧ା୧୨(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର କେନ୍ଦ୍ର ସମବାୟ ବ୍ୟାଙ୍କର କାର୍ଯ୍ୟକାରୀ ମୂଳଧନ ୧୧୬୨କୋଟି ଟଙ୍କାକୁ ଟପିଛି। ଋଣ ଆଦାୟର ହାର ଶତକଡ଼ା ୯୬ ପ୍ରତିଶତ ରହିଛି ବୋଲି ବ୍ୟାଙ୍କର ୬୮ତମ ସାଧାରଣ ପରିଷଦ ବୈଠକରେ ଅଧିକାରୀମାନେ ପ୍ରକାଶ କରିଛନ୍ତି। ଆର୍ଥିକ ବର୍ଷ ୨୦୨୧-୨୨ର ସମୀକ୍ଷା…
ପାର୍କ ଭ୍ରମ ସୃଷ୍ଟି କରୁଛି ବ୍ଲକ କାର୍ଯ୍ୟାଳୟ ପରିସର
କେନ୍ଦୁଝର,୩୦ା୧୨(ଦୀପକ ମିଶ୍ର) କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ୍ ପରିସରର ସୌନ୍ଦର୍ଯ୍ୟ ବଢ଼ାଉଛି ବିଭିନ୍ନ କିସମର ଗେଣ୍ଡୁ, ସେବତୀ, ଜିନିଆ ଆଦି ସୌନ୍ଦର୍ଯ୍ୟପୂର୍ଣ୍ଣ ଗଛ। ବ୍ଲକ୍ ପରିସରକୁ ପ୍ରବେଶ କଲେ ଏହା ଏକ ପାର୍କର ଭ୍ରମ ସୃଷ୍ଟି କରିବ। କୌଣସି ସରକାରୀ ଯୋଜନାରେ…
ମେଡିକାଲ କଲେଜରେ ଜାଲ୍ ନିଯୁକ୍ତିପତ୍ରକୁ ନେଇ ଚର୍ଚ୍ଚା
କେନ୍ଦୁଝର,୩୧ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ (ସିଡିଏମଓ)ଙ୍କ ଦସ୍ତଖତ ଥାଇ ଏକ ଜାଲ ନିଯୁକ୍ତି ପତ୍ର ଭାଇରାଲ ହେବା ଘଟଣା ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। ନିଯୁକ୍ତି ପତ୍ରରେ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲରେ ୧୪ ଜଣ ଏଏନ୍ଏମ୍,…
ନାଚଗୀତରେ ଉତ୍ସବମୁଖର ଅମାରଙ୍ଗ ଘାଟ
ଆନନ୍ଦପୁର,୩୧।୧୨(ସ୍ବ.ପ୍ର.): ଆଦିବାସୀ ସମ୍ପ୍ରଦାୟର ଦାମୋଦର ପର୍ବ ଶୁକ୍ରବାର ପାଳିତ ହୋଇଯାଇଛି। ଏନେଇ କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍ ଧକୋଠା ଅମାରଙ୍ଗ ଘାଟ ଉତ୍ସବ ମୁଖରିତ ହୋଇଉଠିଛି। ପାରମ୍ପାରିକ ରୀତିନୀତି ଅନୁଯାୟୀ ପ୍ରତିବର୍ଷ ଡିସେମ୍ବର ମାସ ୩୦ ତାରିଖରେ ଏହି ଆଦିବାସୀ ସମ୍ପ୍ରଦାୟର…
ଜଏଣ୍ଟ ଏନ୍ଫୋର୍ସ ମେଣ୍ଟ ଟିମ୍ର ଚଢ଼ାଉ : ୭ ହଜାରରୁ ଊର୍ଦ୍ଧ୍ୱ ତଣ୍ଡ ଗଣିଲେ ଦୋକାନୀ
ପାଟଣା,୩୦ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଓ ମଲ୍ଲିପଶି ବଜାରରେ ଶୁକ୍ରବାର ଜଏଣ୍ଟ ଏନ୍ଫୋର୍ସ ମେଣ୍ଟ ଟିମ୍ ଚଢ଼ାଉ କରିଥିଲା। ୨୨ଟି ଦୋକାନରେ ଚଢ଼ାଉ କରି ବିପୁଳ ପରିମାଣର ବେଆଇନ ଭାବେ ବିକ୍ରି ହେଉଥିବା ଗୁଟୁକା, ଖଇନି, ସିଗାରେଟ୍, ପାନମସଲା ଓ ଦୂଷିତ,…
ବସ୍ଷ୍ଟାଣ୍ଡରେ ପରିବା ବେପାର
ଚମ୍ପୁଆ,୩୦ା୧୨(ଡି.ଏନ.ଏ): ଦୈନିକ ପରିବା ବଜାର ଥାଉ ଥାଉ ବେପାରୀଙ୍କର କିଣାବିକାର ଆଡ଼ା ପାଲଟିଛି ଚମ୍ପୁଆ ବସ୍ଷ୍ଟାଣ୍ଡ। ବେପାରୀମାନେ ବସ୍ଷ୍ଟାଣ୍ଡ ଭିତରେ ଚାଷୀଙ୍କଠୁ କାରବାର କରୁଛନ୍ତି। ଏପରିକି ବସ୍ ରହୁଥିବା ସ୍ଥାନ ଗୁଡିକ ମଧ୍ୟ ସକାଳ ସମୟରେ ବେପାରୀମାନଙ୍କ କବ୍ଜାରେ ରହୁଛି। ଏଠାରେ…
ଗଣତନ୍ତ୍ରଦିବସ ପରେଡ୍ରେ ସାମିଲ ହେବେ ଚୌଧୁରୀ
କେନ୍ଦୁଝର/ପାଟଣା,୨୯ା୧୨(ସ୍ବ.ପ୍ର.): ଆସନ୍ତା ଜାନୁୟାରୀ ୨୬ରେ ନୂଆଦିଲ୍ଲୀରେ ହେବାକୁ ଥିବା ଗଣତନ୍ତ୍ର ପରେଡ୍ରେ ଭାଗ ନେବାକୁ କେନ୍ଦୁଝର ସଦର ବ୍ଲକ୍ କେରୀ ଗ୍ରାମର ଚୌଧୁରୀ ପାତ୍ର(ଗୁଡୁ) ସୁଯୋଗ ପାଇଛନ୍ତି। ଗୁରୁବାର ସେ ଭୁବନେଶ୍ୱରରୁ ନୂଆଦିଲ୍ଲୀ ଯାତ୍ରା କରି ସେଠାରେ ଦେଶର ବିଭିନ୍ନ ରାଜ୍ୟରୁ…
ଦିନ ଦ୍ବିପହରରେ ଲୁଟ୍ ଉଦ୍ୟମ, ତିନି ଜଣଙ୍କୁ ଅଟକ ରଖି ପଚରାଉଚରା
କେନ୍ଦୁଝର,୨୯।୧୨ (ସ୍ବ.ପ୍ର.): ସଦର ଥାନା ଅନ୍ତର୍ଗତ ରାଇସୁଆଁ ନିକଟ ଥାନାଠାରୁ କିଛି ଦୂରରେ ଏନ୍ଏଚ୍ ୨୦ରେ ଏକ ଲୁଟ୍ ଘଟଣାରେ ପୋଲିସ ତିନି ଜଣଙ୍କୁ ଅଟକ ରଖିଛି। ସେମାନେ ହେଲେ କବିତ୍ରା ଗ୍ରାମର ଗଗନ ଜେନା ଓ ରାଜା ନାଏକ ଏବଂ…
ଦମ୍ପତିଙ୍କୁ ଗୁଳିକରି ହତ୍ୟା ଘଟଣା: ମାସେ ପରେ ବି ସୁରାକ୍ ପାଉନି ପୋଲିସ
ବଡ଼ବିଲ,୨୯ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଲାଣୀ ଥାନା ଅନ୍ତର୍ଗତ ଲସର୍ଦା ଗ୍ରାମରେ ଗତ ନଭେମ୍ବର ୨୮ ରାତିରେ ଗୁଳିକରି ଦମ୍ପତିଙ୍କୁ ହତ୍ୟା ଘଟଣାର ଏକ ମାସ ପରେ ବି ପୋଲିସକୁ ଅପରାଧୀମାନଙ୍କ ସମ୍ପର୍କରେ ସୁରାକ ମିଳିପାରିନି। ସନ୍ଦେହରେ ତଦନ୍ତ ଜାରି ରଖିଛି ପୋଲିସ।…
କେନ୍ଦୁଝରରେ ରେଡ୍ ହେଡେଡ୍ ଡକ୍ସ
କେନ୍ଦୁଝର,୨୯ା୧୨(ସ୍ବ.ପ୍ର.): ଶୀତ ଋତୁ ଆସିଲେ କେନ୍ଦୁଝର ଜିଲାର ବିଭିନ୍ନ ଜଳାଶୟରେ ଦେଶ ଓ ବିଦେଶୀ ପକ୍ଷୀଙ୍କ ଆଗମନ ହୋଇଥାଏ। ଚଳିତ ବର୍ଷ ଜିଲାକୁ ସୁଦୂର ଆମେରିକା ଓ କାନାଡ଼ାର ରେଡ୍ ହେଡେଡ ଡକ୍ସ ଆସିଥିବା ଦେଖିବାକୁ ମିଳିଛି। ବିଶେଷ କରି ଶାନ୍ତ…
Archives


