କେନ୍ଦୁଝର

ପୌର କାର୍ଯ୍ୟାଳୟର ତାଗିଦକୁ ନେଇ ଆବାସ ହିତାଧିକାରୀଙ୍କ ବଢୁଛି ଅସନ୍ତୋଷ

ଆନନ୍ଦପୁର,୨୮ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦର ଆବାସ ହିତାଧିକାରୀଙ୍କ ଚିନ୍ତା ବଢ଼ିଛି। ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇଥିବା ହିତାଧିକାରୀମାନେ ଯଥାଶୀଘ୍ର ଗୃହକାର୍ଯ୍ୟ ଶେଷ କରିବାକୁ କିଛି ଦିନ ଧରି ପୌରପରିଷଦ ପକ୍ଷରୁ ଡାକବାଜି ଯନ୍ତ୍ର ଯୋଗେ ତାଗିଦ୍‌ କରାଯାଇଛି। ଏଭଳି ପରିସ୍ଥିତିକୁ…

ଫେରାର ହତ୍ୟା ଅଭିଯୁକ୍ତ ଗିରଫ

କେନ୍ଦୁଝର,୨୮ା୧୨(ସ୍ବ.ପ୍ର.): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ମହାଦେଇଯୋଡ଼ା ପଞ୍ଚାୟତ ଟିକରପଡ଼ା ବୁରୁଡିସାହିରେ ଫୁଟବଲ ଖେଳ ଚାଲିଥିବାବେଳେ ମହାଦେଇଯୋଡ଼ା ଗ୍ରାମର ବିକି ମୁଣ୍ତା ଓରଫ ନାଣ୍ତୁଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିି ଫେରାର ଥିବା ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି ବୁଧବାର କୋର୍ଟ…

୩୮ ଦିନରେ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ଆନ୍ଦୋଳନ

କେନ୍ଦୁଝର,୨୮ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ବିଭିନ୍ନ ବ୍ଲକର ଅଙ୍ଗନଓ୍ବାଡ଼ି କେନ୍ଦ୍ରର କର୍ମୀମାନେ ଆନ୍ଦୋଳନରେ ଯାଇଥିବାରୁ ପ୍ରାକ୍‌ ପ୍ରାଥମିକ ପାଠପଢ଼ା ବନ୍ଦ ରହିଛି। ଏହି ଆନ୍ଦୋଳନ ୩୮ ଦିନରେ ପହଞ୍ଚିଥିବା ବେଳେ ସମାଧାନର ବାଟ ବାହାରି ପାରୁ ନ ଥିବାରୁ ସମସ୍ୟା ବଢୁଛି। ଜିଲାରେ…

ବିଦ୍ୟାଳୟରୁ କମ୍ପ୍ୟୁଟର ନେଇଗଲେ ଶିକ୍ଷୟିତ୍ରୀ

ପାଟଣା,୨୭ା୧୨(ସ୍ବ.ପ୍ର.): ବଡ଼ଦିନ ଦିନ ପାଇଁ ବିଦ୍ୟାଳୟ ଗୁଡ଼ିକ ଛୁଟି ରହିଛି। ଏହାର ସୁଯୋଗ ଦେଇ ରୋଷ୍ଟର ଦାୟିତ୍ୱରେ ଥିବା ଜଣେ କ୍ଲାସିକାଲ ଶିକ୍ଷୟିତ୍ରୀ କମନ ରୁମ୍‌ରୁ କମ୍ପ୍ୟୁଟର ମନିଟର, ସିଲିଙ୍ଗ ଫ୍ୟାନ ଖୋଲି ନେଇଯାଇଥିଲେ। ପରେ ପରିଚାଳନ କିମିଟି ବୈଠକରେ ଦୋଷ…

ଡିଭାଇଡର ଭାଙ୍ଗି ପେଟ୍ରୋଲ ପମ୍ପକୁ ରାସ୍ତା

କେନ୍ଦୁଝର,୨୭ା୧୨(ସ୍ବ.ପ୍ର.):କେନ୍ଦୁଝର ଜିଲା ଘଟଗାଁ ବ୍ଲକ୍‌ ଅନ୍ତର୍ଗତ ପିପିଳିଆ ନିକଟରେ ଏନ୍‌ଏଚ୍‌ ୨୦ କଡ଼ରେ ଥିବା ଏକ ପେଟ୍ରୋଲ ପମ୍ପକୁ ଗାଡ଼ି ଚଳାଚଳ ପାଇଁ ଜାତୀୟ ରାଜପର ୨୦ର ମେଡିଆନ (ଡିଭାଇଡର)କୁ ଭାଙ୍ଗି ଦିଆଯାଇଛି। ଏହା ଦ୍ୱାରା ଜାତୀୟ ରାଜପଥର ଲକ୍ଷାଧିକ ଟଙ୍କା…

ଜାତୀୟ ରାଜପଥରେ ଡିଭାଇଡର ଭଙ୍ଗାକୁ ନେଇ ବଢୁଛି ଅସନ୍ତୋଷ

କେନ୍ଦୁଝର,୨୬।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ବ୍ଲକ ଅନ୍ତର୍ଗତ ପିପିଳିଆ ୨୦ ନଂ ଜାତୀୟ ରାଜପଥ କଡରେ ଥିବା ଏକ ପେଟ୍ରୋଲ ପମ୍ପକୁ ଗାଡି ଚଳାଚଳ କରିବା ପାଇଁ ୨୦ ନଂ ଜାତୀୟ ରାଜପଥର ଡିଭାଇଡରକୁ ଭାଙ୍ଗି ଦିଆଯାଇଛି। ଏହି ଘଟଣାକୁ ନେଇ…

ବିଜେଡିର ପ୍ରତିଷ୍ଠା ଦିବସକୁ ବିରୋଧ କରି ଭାଜପାର ୪ ଘଣ୍ଟିଆ ସତ୍ୟାଗ୍ରହ

ପାଟଣା,୨୬।୧୨(ସ୍ବ.ପ୍ର.): ଓଡିଶାରେ ବିଜେଡିର ୨୫ ବର୍ଷ ଶାସନର ପୂର୍ତ୍ତି ଉତ୍ସ ପୁରୀରେ ପାଳୁଥିବା ବେଳେ ଭାଜପା ବିରୋଧ କରିଛି। ରାଜ୍ୟରେ ଅପରାଧିକ କାର୍ଯ୍ୟକଳାପ, ନାରୀ ନିର୍ଯ୍ୟାତନା, ହିଂସା ଭଳି ଘଟଣା ବୃଦ୍ଧି ପାଇବା ପ୍ରତିବାଦରେ ଭାଜପା ପକ୍ଷରୁ ସୋମବାର କେନ୍ଦୁଝର ଜିଲା…

ପାଇପ୍‌ ବିଛାଇ ମରାମତି କରୁନି ଠିକାସଂସ୍ଥା

କେନ୍ଦୁଝର,୨୬ା୧୨(ସ୍ବ.ପ୍ର.):କେନ୍ଦୁଝର ସହରରେ ବିଭିନ୍ନ ସାହି ଓ ଓ୍ବାର୍ଡରେ ଜଳ ଯୋଗାଣ ନିମନ୍ତେ ପାଇପ ବିଛା କାମ ଚାଲିଛି। ଏଥିପାଇଁ କାମ ନେଇଥିବା ଠିକାସଂସ୍ଥା ରାସ୍ତା ଖୋଳି ପାଇପ୍‌ ବିଛାଇବା ପରେ ମରାମତି ନ କରି ଛାଡ଼ିଦେଉଛି। ଫଳରେ ବିଭିନ୍ନ ଓ୍ବାର୍ଡର ରାସ୍ତାଗୁଡ଼ିକ…

ସ୍ଲରି ପାଇପ ଲାଇନ କାମ ବନ୍ଦ କଲା ବନ ବିଭାଗ

କେନ୍ଦୁଝର, ୨୬ା୧୨(ସ୍ବ.ପ୍ର.):କେନ୍ଦୁଝର ସଦର ରେଞ୍ଜ ଅନ୍ତର୍ଗତ ଏନ୍‌ଏଚ୍‌-୨୦ କଡ଼ରେ ନରଣପୁର ସଂରକ୍ଷିତ ଜଙ୍ଗଲରେ ସ୍ଲରି ପାଇପ ଲାଇନ ବିଛାଯାଉଥିବାରୁ ବ୍ୟାପକ ଜଙ୍ଗଲ ନଷ୍ଟ ହେଉଛି। ବହୁ ପରିମାଣରେ ଶାଳ ଅନ୍ୟାନ୍ୟ କିସମର ଗଛ କଟାଯାଉଛି। ମେଶିନରେ ଗଛ ଓପାଡ଼ି ମାଟିରେ ପୋତି…

ବନ୍ଦ ଘରୁ ମିଳିଲା ସୁପରଭାଇଜରଙ୍କ ମୃତଦେହ

କେନ୍ଦୁଝର,୨୫।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ବ୍ଲକ ଅଧୀନ ଅଞ୍ଜର୍‌ ଗ୍ରାମର ଏକ ବନ୍ଦ ଘରୁ ଏକ ଠିକାସଂସ୍ଥାରେ କାମ କରୁଥିବା ଜଣେ ସୁପରଭାଇଜରଙ୍କ ମୃତଦେହ ପୋଲିସ ରବିବାର ଜବତ କରିଛି। ପରିଚୟ ଜଣାପଡ଼ି ନ ଥିବା ବେଳେ ତାଙ୍କ ଘର ହରିୟାଣା…

ଜମିିରେ ପଚୁଛି ବିଲାତି: ଶାଗମାଛ ଦରରେ ବିକିବାକୁ ବାଧ୍ୟ ହେଉଛନ୍ତି ଚାଷୀ

କେନ୍ଦୁଝର,୨୫ା୧୨: କେନ୍ଦୁଝର ଜିଲାରେ ବିଲାତିର ଅଭାବୀ ବିକ୍ରି ଦେଖାଯାଇଛି। ଚାଷୀ ଉଚିତ ମୂଲ୍ୟ ପାଉ ନ ଥିବାରୁ ଚିନ୍ତାରେ ରହିଛନ୍ତି। ଚାଷ ଭଲ ହୋଇଥିଲେ ମଧ୍ୟ ଚାଷୀ ସକାଳୁ ବେପାରୀଙ୍କୁ ଅପେକ୍ଷା କରି ଜମିରେ ବସି ରହୁଛନ୍ତି। ମାତ୍ର କମ୍‌ ଦରରେ…

ହାତୀ ଉପଦ୍ରବ: ସହାୟତା ଦାବି କଲେ ଅଧ୍ୟକ୍ଷା

କେନ୍ଦୁଝର,୨୪ା୧୨(ସ୍ବ.ପ୍ର.): ଝୁମ୍ପୁରା ବ୍ଲକ ନିଶ୍ଚିନ୍ତପୁର ପଞ୍ଚାୟତର ଅମ୍ଳାନିଗୋଡ଼ା ଗ୍ରାମରେ ହାତୀ ଉପଦ୍ରବ ଜାରି ରହିଛି। ହାତୀମାନେ ଘର ଭାଙ୍ଗିବା ସହ ଫସଲ, ଘରର ଆସବାବପତ୍ର ନଷ୍ଟ କରୁଥିବାରୁ ଲୋକମାନେ ଚିନ୍ତାରେ ରହିଛନ୍ତି ସେମାନଙ୍କ ପାଖାପାଖି ୧୫ ହଜାର ଟଙ୍କା ମଧ୍ୟ ଦଳାଚକଟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri