କେନ୍ଦୁଝର

କଣ୍ଟେନରକୁ ପଛ ପଟୁ ଧକ୍କା ଦେଲା ୧୨ ଚକିଆ ଟ୍ରକ୍‌

ପାଟଣା,୨୧।୫(ସ୍ବ ପ୍ର): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ନିହ୍ନୁଆଁ ଛକ ନିକଟରେ ରବିବାର ଦୁର୍ଘଟଣା ଘଟିଛି। କଣ୍ଟେନର ପଛରେ ଏକ ଆସ ବୋଝଇ ୧୨ ଚକିଆ ଟ୍ରକ୍‌ ଧକ୍କା ଦେବା ଫଳରେ…

ବାଇକ୍‌ ଷ୍ଟାଣ୍ଡ୍‌ରେ ଗଡୁଛି ମଦ ବୋତଲ

କେନ୍ଦୁଝର,୨୦ା୫(ସ୍ବ.ପ୍ର.): କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ଅବ୍ୟବସ୍ଥା ଘେରରେ ରହିଛି। ରକ୍ଷଣାବେକ୍ଷଣ, ସୁରକ୍ଷା ଢିଲା କାରଣରୁ ପରିସରରେ ମଦ୍ୟପଙ୍କ ଆଡ୍ଡା ଜମୁଛି। ସାମାନ୍ୟ ବର୍ଷା ହେଲେ ଜଳ ନିଷ୍କାସନ ହୋଇପାରୁ ନ ଥିବାରୁ ରାସ୍ତା ନଷ୍ଟ ହେଉଛି। ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି…

ରାଜପଥ ସର୍ଭିସ ରୋଡ୍‌ ଡ୍ରେନ୍‌ ସ୍ଲାବ୍‌ ଭାଙ୍ଗିଲା

କେନ୍ଦୁଝର,୨୦ା୫ (ସ୍ବ.ପ୍ର.): କେନ୍ଦୁଝର ଜାତୀୟ ରାଜପଥ ୨୦ର ବାଲିଆଗୁଡ଼ା ନିକଟରେ ସର୍ଭିସ ରୋଡ୍‌ ଡ୍ରେନ୍‌ ଉପରେ ନିର୍ମାଣ ହୋଇଥିବା ସ୍ଲାବ ଭାଙ୍ଗିଯାଇଛି। ଫଳରେ ରାସ୍ତାରେ ଯାତାୟାତ କରୁଥିବା ଗାଡ଼ି ତଥା ଲୋକଙ୍କ ପାଇଁ ବିପଦ ସୃଷ୍ଟି କରିଛି। ଏଥିସହ ଡ୍ରେନ୍‌ ଜାମ…

ଉଦ୍‌ଘାଟିତ ହେଲା ଜାତୀୟ ସ୍ତରୀୟ ଆଦିବାସୀ ମହୋତ୍ସବ

ବଡ଼ବିଲ,୧୯।୫(ସ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଉତ୍ସବ ପଡ଼ିଆରେ ଆୟୋଜିତ ତିନିଦିନିଆ ଜାତୀୟ ସ୍ତରୀୟ ଆଦିବାସୀ ମହୋତ୍ସବ ଶୁକ୍ରବାର ସଂଧ୍ୟାାରେ ଉଦ୍‌ଘାଟିତ ହୋଇଛି। ରବିବାର ପର୍ଯ୍ୟନ୍ତ ଏହି ମହୋତ୍ସବ ହେବାର କାର୍ଯ୍ୟକ୍ରମ ରହିଥିଲାବେଳେ ଶୁକ୍ରବାର କାଳ ବୈଶାଖୀ ପ୍ରଭାବରେ ପବନ ଓ ବର୍ଷା…

‘ବେକାରି ସମସ୍ୟା ଦୂର ପାଇଁ ଇସ୍ପାତ କାରଖାନା ଜରୁରୀ’

କେନ୍ଦୁଝର,୧୯ା୫(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ବେକାରି ସମସ୍ୟା ଉତ୍କଟ ମହାମାରୀ ସଦୃଶ ହୋଇଗଲାଣି। ଜିଲାରେ ଛୋଟ ଛୋଟ ପ୍ଳାଣ୍ଟ୍‌ ଗୁଡ଼ିକ ବନ୍ଦ ହେଇଗଲାଣି। ଖଣି ଖାଦାନରେ କାମ ନ ପାଇ ଲୋକେ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଉଛନ୍ତି। ଜିଲାରୁ ବେକାରି ସମସ୍ୟା…

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର, ଥାନାରେ ଏତଲା

ହାଟଡ଼ିହୀ,୧୮l୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଶାଳନିଆ ପଞ୍ଚାୟତର ହରିଜନ ମହିଳା ସରପଞ୍ଚ ସୁମିତ୍ରା ଯେନାଙ୍କୁ ଦୁର୍ବ୍ୟବହାର କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ସରପଞ୍ଚ ନନ୍ଦିପଦା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା…

ପରିତ୍ୟକ୍ତ କୂଅରୁ ମାଈହାତୀ ଉଦ୍ଧାର

କେନ୍ଦୁଝର,୧୮ା୫(ସ୍ବ.ପ୍ର.): ଚମ୍ପୁଆ ରେଞ୍ଜ ବୈତରଣୀ ନଦୀକୂଳ ନିକଟସ୍ଥ ଏକ ପରିତ୍ୟକ୍ତ କୂଅ ଭିତରେ ଏକ ମାଈହାତୀ ଖସି ପଡ଼ିଥିଲା। ବନବିଭାଗ ଉଦ୍ୟମରେ କୂଅରୁ ହାତୀଟିକୁ ଉଦ୍ଧାର କରାଯାଇଛି। ସୂଚନା ଯେ, ବୁଧବାର ରାତିରେ ୨୪ଟିକିଆ ଏକ ହାତୀପଲ କାଳିକାପ୍ରସାଦ ସଂରକ୍ଷିତ ଜଙ୍ଗଲରୁ…

୧୦ ଫୁଟ ଲମ୍ବର ଅଜଗର ଉଦ୍ଧାର

ପାଟଣା,୧୮।୫(ସ୍ବ ପ୍ର): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡା ସେକ୍ସନ ରାଇଡିହା ବିଟ ତାଳପଦା ଗାଁ ବେହେରା ସାହି ନିକଟରେ ଥିବା ଏକ ହୁଡ଼ି ନିକଟରୁ ଗୁରବାର ଏକ ୧୦ଫୁଟ ଲମ୍ବର ଅଜଗର ସାପକୁ ବନ ବିଭାଗ ଉଦ୍ଧାର କରିଛି। ସୂଚନାଯୋଗ୍ୟ,…

କାଗଜପତ୍ରରେ ବୃଦ୍ଧାଙ୍କୁ ମାରିଦେଲେ

ହାଟଡ଼ିହୀ,୧୮ା୫ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ରେ ଭତ୍ତା କେଳେଙ୍କାରୀ ଦେଖିବାକୁ ମିଳିଛି। ଜଣେ ଅସହାୟ ବିଧବା ବୃଦ୍ଧା ବଞ୍ଚତ୍ଥିବା ବେଳେ ତାଙ୍କୁ କାଗଜପତ୍ରରେ ମୃତ ଘୋଷଣା କରାଯାଇଛି। ଫଳରେ ବୃଦ୍ଧା ଜଣଙ୍କ ଦୀର୍ଘ ୪ ମାସ ହେବ ମଧୁବାବୁ ପେନ୍‌ସନ…

ଜମିର କିସମ ପରିବର୍ତ୍ତନକୁ ବିରୋଧ କରି ତହସିଲ କାର୍ଯ୍ୟାଳୟ ଘେରାଉ

କେନ୍ଦୁଝର,୧୭ା୫(ସ୍ବ.ପ୍ର.): ସଦର ତହସିଲ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତର ବୀରକିଶୋରପୁର ଗ୍ରାମରେ ସରକାରୀ ଜମିର କିସମ ପରବର୍ତ୍ତନ ଏବଂ ଉଚ୍ଛେଦ ପାଇଁ ଗ୍ରାମବାସୀଙ୍କୁ ନୋଟିସ୍‌ କରାଯାଇଛି। ଏହି ଜମିକୁ ଇଡ୍‌କୋ ମାଧ୍ୟମରେ ଅଧିଗ୍ରହଣ ପରେ ଏକ ଇସ୍ପାତ କାରଖାନା ପାଇଁ ହସ୍ତାନ୍ତର କରାଯିବ।…

ରାଜ୍ୟ ଖାଦ୍ୟ ଆୟୋଗ ଅଧ୍ୟକ୍ଷଙ୍କ କେନ୍ଦୁଝର ଗସ୍ତ

କେନ୍ଦୁଝର,୧୭ା୫(ସ୍ବ.ପ୍ର.): ବୁଧବାର ରାଜ୍ୟ ଖାଦ୍ୟ ଆୟୋଗ ଅଧ୍ୟକ୍ଷ ଅବନୀକାନ୍ତ ସାହୁ କେନ୍ଦୁଝର ଜିଲା ଗସ୍ତ କରିଛନ୍ତି। ଅଧ୍ୟକ୍ଷଙ୍କ ସହିତ ୟୁନିସେଫର ପରାମର୍ଶଦାତା ତମଲ ରେଜା ପରିଦର୍ଶନରେ ଆସିଛନ୍ତି। ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲା ପରିଷଦ, କେନ୍ଦୁଝର ବିଷ୍ଣୁ…

ହତ୍ୟାକାରୀଙ୍କୁ ଆଜୀବନ ଜେଲ

କେନ୍ଦୁଝର,୧୭।୫(ସ୍ବ.ପ୍ର.): ଜଣେ ବୃଦ୍ଧା ହତ୍ୟା ମାମଲାର ବୁଧବାର ରାୟ ପ୍ରକାଶ ପାଇଛି। କେନ୍ଦୁଝର ଦୌରାଜଜ୍‌ ଚିତ୍ତରଞ୍ଜନ ମହାପାତ୍ର ଅଭିଯୁକ୍ତ ଦେବାନନ୍ଦ ନାଏକଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏପରିକି ଅଭିଯୁକ୍ତଙ୍କୁ ୫୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?