କମାରଯୋଡ଼ା ପ୍ରାଥମିକ ବିଦ୍ୟାଳୟ: ଦିଆଯାଉଛି ନିମ୍ନମାନର ମଧ୍ୟାହ୍ନ ଭୋଜନ
ଯୋଡ଼ା,୭ା୩(ଡି.ଏନ.ଏ): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍ ଅନ୍ତର୍ଗତ କମାରଯୋଡ଼ା ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅବ୍ୟବସ୍ଥା ଦେଖାଯାଇଛି। ନିମ୍ନମାନର ଖାଦ୍ୟ ପରସା ଯାଉଥିବା ବେଳେ ଅଧା ଦିନ ଦିଆଯାଉ ନ ଥିବା ଛାତ୍ରୀଛାତ୍ର ଅଭିଯୋଗ କରିଛନ୍ତି। ଏନେଇ ସ୍ଥାନୀୟ…
ଛାତ୍ରୀଙ୍କୁ ରୋଷେୟା ବଳାତ୍କାର ଘଟଣା: ବିନା ପଞ୍ଜୀକରଣରେ ଚାଲିଥିଲା ସ୍କୁଲ
କେନ୍ଦୁଝର,୬ା୩ (ସ୍ବ.ପ୍ର.): ଗତ ଜାନୁୟାରୀ ୨୬ ତାରିଖ ସରସ୍ବତୀ ପୂଜା ଦିନ କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଅନ୍ତର୍ଗତ ସେଣ୍ଟ ଜାଭିୟର ସ୍କୁଲରେ ଜଣେ ୬୦ ବର୍ଷୀୟ ରୋଷେୟା ଜଣେ ଛାତ୍ରୀଙ୍କୁ ବଳାତ୍କାର କରିଥିଲେ। ଘଟଣା ପରେ ସ୍କୁଲ ବନ୍ଦ ରହିଥିବା…
ଦଳ ବିରୋଧୀ କାର୍ଯ୍ୟ ଯୋଗୁ ନିଲମ୍ବିତ ହେଲେ ବ୍ଲକ ବିଜେଡି ସଭାପତି
କେନ୍ଦୁଝର,୬।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ବ୍ଲକ ବିଜେଡି ସଭାପତି ମନ୍ମଥ ରାଉତଙ୍କୁ ଦଳ ବିରୋଧୀ କାର୍ଯ୍ୟ ପାଇଁ ଦଳରୁ ନିଲମ୍ବିତ କରାଯାଇଛି। ପ୍ରେସ ରିଲିଜ ଜରିଆରେ ରାଜ୍ୟ ସାଧାରଣ ସମ୍ପାଦକ ମାନସ ରଞ୍ଜନ ମଙ୍ଗରାଜ ଏହି ସୂଚନା ଦେଇଛନ୍ତି।
ଜଙ୍ଗଲରୁ ନିଆଁ ଲିଭାଇଲେ ମହିଳା
କେନ୍ଦୁଝର,୬।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ହଦଗଡ଼ ଅଭୟାରଣ୍ୟ ମଧ୍ୟରେ ଥିବା କଅଁଳେଇ ବାଲିପାଳ ଗ୍ରାମଞ୍ଚଳ ସ୍ଥିତ ହେମଗଡ, ଅଶ୍ନପାଣି, ହାଣ୍ଡିପାଁଣ, ପେଣିପଥର ଜଙ୍ଗଲରେ ନିଁଆ ଲାଗିଛି। ଏହି ଖବର ପାଇ ସୋମବାର ସକାଳେ କଅଁଳେଇ, ବାଲିପାଳ ଗ୍ରାମର ମା’ସୁନ୍ଧୁରାସୁଣୀ…
ଲୋକସେବା ଦିବସକୁ ଆସିଲେନି ଜନପ୍ରତିନିଧି
କେନ୍ଦୁଝର,୫।୩(ସ୍ବ.ପ୍ର.) ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଜୟନ୍ତୀକୁ ଲୋକସେବା ଦିବସ ଭାବେ ପାଳନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ l ଏନେଇ ପ୍ରଶାସନ ପକ୍ଷରୁ ରବିବାର ରାଜ୍ୟର ବିଭିନ୍ନ ସ୍ଥାନରେ ସଭାର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ କେନ୍ଦୁଝର ସଦର…
ବିଦ୍ୟାଳୟ ଷ୍ଟୋରରୁମ୍ରେ ଲାଗିଲା ନିଆଁ: ଜଳିଗଲା ଲକ୍ଷାଧିକ ଟଙ୍କାର ଆସବାବପତ୍ର
ପାଟଣା,୫ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗରସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ହଲ୍ରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ଆସବାବପତ୍ର ସହ ରୋଷେଇରେ ବ୍ୟବହୃତ ସାମଗ୍ରୀ ଜଳି ପୋଡ଼ି ପାଉଁଶ ହୋଇଯାଇଛି। ସୂଚନାଯୋଗ୍ୟ, ଉକ୍ତ ହଲ୍ଟି ଷ୍ଟୋର…
ପାଟଣାରେ ବିଜୁବାବୁଙ୍କ ଜୟନ୍ତୀ
ପାଟଣା,୫ା୩(ସ୍ବ.ପ୍ର.): ପ୍ରବାଦପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୭ ତମ ଜନ୍ମ ଜୟନ୍ତୀ ତଥା ପଞ୍ଚାୟତିରାଜ ଦିବସ ପାଳନ କରାଯାଇଛି। ଏହି ଅବସରରେ ରବିବାର କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପାଟଣା ବ୍ଲକ ମୁଖ୍ୟାଳୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ…
ପଞ୍ଚାୟତିରାଜ ଦିବସକୁ ଭ୍ରଷ୍ଟାଚାର ଦିବସ ପାଳିଲେ ଭାଜପା ନେତା
ପାଟଣା,୫ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଫିସ ସମ୍ମୁଖରେ ପାଟଣା ଭାଜପା ପକ୍ଷରୁ ରବିବାର ପଞ୍ଚାୟତିରାଜ ଦିବସକୁ ଭ୍ରଷ୍ଟାଚାର ଦିବସ ଭାବେ ପାଳନ କରାଯାଇଛି। ବିଜେଡି ଶାସନରେ ବିପର୍ଯ୍ୟସ୍ତ ପଞ୍ଚାୟତିରାଜ ବ୍ୟବସ୍ଥା ପ୍ରତିବାଦରେ ଭାଜପା ନେତା ଓ କର୍ମୀମାନେ କଳା ବ୍ୟାଜ୍…
ବାସହରା ବନ୍ୟଜନ୍ତୁ ଜନବସତିମୁହାଁ
କେନ୍ଦୁଝର,୫।୩ (ସ୍ବ.ପ୍ର.): ଏକଦା ଘଞ୍ଚ ଜଙ୍ଗଲରେ ପରିପୂର୍ଣ୍ଣ ଥିବା କେନ୍ଦୁଝରର ବଣପାହାଡ଼ ଏବେ ଗଛଶୂନ୍ୟ ହୋଇପଡିଛି। ଫଳରେ ବନ୍ୟଜନ୍ତୁଙ୍କ ସୁରକ୍ଷିତ ଆଶ୍ରୟସ୍ଥଳ ପଦା ହେବାକୁ ବସିଥିବାରୁ ବନ୍ୟଜନ୍ତୁ ଏବେ ବାସହରା ହୋଇ ଜନବସତିମୁହଁା ହେଉଛନ୍ତି। ଜଙ୍ଗଲରେ ଖାଦ୍ୟାଭାବ ଯୋଗୁ ହାତୀପଲ ସହରମୁହଁା…
ଖୋଲିପାରେ ହିସାବୁର ଖଣି ଦୁର୍ନୀତି ଫାଇଲ
କେନ୍ଦୁଝର,୫।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳର ପୂର୍ବତନ ଉପନିର୍ଦ୍ଦେଶକ ତଥା ବର୍ତ୍ତମାନ ଖଣି ନିର୍ଦ୍ଦେଶାଳୟର ଅତିରିକ୍ତ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନାଙ୍କ ଘର, ଅଫିସ୍ ସମେତ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇ ବିପୁଳ ଆୟ ବହିର୍ଭୂତ ସମ୍ପତ୍ତି…
ପିସି ପାଇଁ ଫାଇଲ ଲୁଚାଇ ଦିଆଯାଉଛି
ଆନନ୍ଦପୁର,୪। ୩ (ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ହାଇଡ୍ରାମା ଦେଖିବାକୁ ମିଳିଥିଲା। ପୌର କାର୍ଯ୍ୟାଳୟରେ ୬ ନଂ. ଓ୍ବାର୍ଡର କାଉନ୍ସିଲର ମଣିଲତା ରାମଙ୍କ ପ୍ରତିନିଧି ଦେବବ୍ରତ ରାମ ମାଇକ୍ ଲଗାଇ ଦୁର୍ନୀତି ପେଡ଼ି ଖୋଲିଥିଲେ। ବିଗତ…
ପୌର ଅଧ୍ୟକ୍ଷାଙ୍କ ଟେବୁଲରୁ ଗୁରୁତ୍ୱପୂର୍ଣ୍ଣ ଫାଇଲ ଚୋରି
ଆନନ୍ଦପୁର,୩।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌର ପରିଷଦର କିଛି ଗୁରୁତ୍ୱପୁର୍ଣ୍ଣ ଉନ୍ନୟନ କାର୍ଯ୍ୟର ଫାଇଲ୍ ଅଧ୍ୟକ୍ଷାଙ୍କ ଟେବୁଲରୁ ଚୋରି ହୋଇଯାଇଛି। ଏନେଇ ପୌର ଅଧିକାରୀ ଅଶୋକ କୁମାର ରାଉତ ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ପୌରକାର୍ଯ୍ୟାଳୟର ଜଣେ ଚତୁର୍ଥ…
Archives


