କେନ୍ଦୁଝର

କରୁଥିଲେ ଆଇରନ୍‌ ପିଲେଟ୍ ଚୋରା ଚାଲାଣ: ଧରାପଡିିଲେ ୩ ଅଭିଯୁକ୍ତ

ବଡ଼ବିଲ,୩।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ବଲାଣି-ବଡ଼ବିଲ ମୁଖ୍ୟ ରାସ୍ତାଦେଇ ଆଇରନ୍‌ ପିଲେଟ୍ ଚୋରା ଚାଲାଣ ବେଳେ ବଡ଼ବିଲ ପୋଲିସ ଧରିବାରେ ସଫଳ ହୋଇଛି। ପୋଲିସ କରି ୧୭ମେଟ୍ରିକ ଟନ୍‌ ଆଇରନ ପିଲେଟ୍ ସହ ହାଇଓ୍ବା ଟ୍ରକ୍‌ ସହ ଏସ୍‌କର୍ଟ…

ପାଟଣା, ତୁରୁମୁଙ୍ଗା ଥାନାରେ ଏତଲା ଦେଲା ଭାଜପା

ପାଟଣା,୩।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଭାଜପା ପକ୍ଷରୁ ଭୁବନେଶ୍ୱରରେ ଭାଜପା ଯୁବମୋର୍ଚ୍ଚା କର୍ମକର୍ତ୍ତାଙ୍କୁ ଆକ୍ରମଣ ପ୍ରତିବାଦରେ ଶୁକ୍ରବାର ପାଟଣା ଓ ତୁରୁମୁଙ୍ଗା ଥାନାରେ ଏତଲା ଦିଆଯାଇଛି। ସୂଚନାଯୋଗ୍ୟ ଯେ, ରାଜ୍ୟ ଭାଜପା ଯୁବମୋର୍ଚ୍ଚା ସଭାପତି ଇରାଶିଷ ଆଚାର୍ଯ୍ୟ ସମର୍ଥକଙ୍କ ସହ…

ହନୁମାନ ହାଟିଂ, ଡିବିସିଂ ଛକରୁ ଉଚ୍ଛେଦ

ଯୋଡ଼ା,୩ା୩(ଡି.ଏନ.ଏ): କେନ୍ଦୁଝର ଜିଲା ଯୋଡ଼ା ସହର ମଧ୍ୟ ଦେଇ ଯାଇଥିବା ବିଜୁ ପଟ୍ଟନାୟକ ଏକ୍ସପ୍ରେସ ୱେ-୨ ନଂରେ ବହୁ ପ୍ରତିକ୍ଷୀତ ଫ୍ଲାଏଓଭର ନିର୍ମାଣ ପାଇଁ ପ୍ରଶାସନ ପକ୍ଷରୁ ଜମି ଅଧିଗ୍ରହଣ ପ୍ରକ୍ରିୟା ଜାରି ରହିଛି। ଏହି କ୍ରମରେ ଗୁରୁବାର ଯୋଡ଼ା ବଜାର…

୫୪ ଗ୍ରାମ ବ୍ରାଉନସୁଗାର ଜବତ, ଯୁବକ ଗିରଫ

ଆନନ୍ଦପୁର,୨।୩(ସ୍ବ.ପ୍ର.): ସମ୍ବଲପୁର ଅବକାରୀ ବିଭାଗର ସ୍ବତନ୍ତ୍ର ସ୍କ୍ବାଡ ଗୁରୁବାର ୫୪ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏହିସହ ନନ୍ଦିପଦା ଥାନା ଓରାଳିଠାରୁ ଜଣେ ଯୁବକକୁ ଗିରଫ କରାଯାଇଛି। ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୫ ଲକ୍ଷ ୪୦ ହଜାର ଟଙ୍କା ହେବ…

ସିଲ୍‌ ହେଲା ସନ୍‌ରାଇଜ୍‌ ହସ୍ପିଟାଲ

କେନ୍ଦୁଝର,୨ା୩(ସ୍ବ.ପ୍ର.): କଲେଜ ରୋଡ୍‌ସ୍ଥିତ ବଣିଆ ପାଟ ଅଞ୍ଚଳରେ ଥିବା ସନ୍‌ରାଇଜ ହସ୍ପିଟାଲକୁ ଗୁରୁବାର ଜିଲା ପ୍ରଶାସନ ନିର୍ଦ୍ଦେଶ କ୍ରମେ ସିଲ୍‌ କରାଯାଇଥିବା ତହସିଲଦାର ଆଶିଷ ମହାପାତ୍ର କହିଛନ୍ତି। ଯୋଡ଼ା ଅଞ୍ଚଳର ଜଣେ ରୋଗୀଙ୍କ ଚିକିତ୍ସା ପାଇଁ ହସ୍ପିଟାଲ ପକ୍ଷରୁ ବିଜୁ ସ୍ବାସ୍ଥ୍ୟ…

ଅକାଳରେ ମରୁଛନ୍ତି ବନ୍ୟପ୍ରାଣୀ

କେନ୍ଦୁଝର,୨ା୩ (ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ  ଅନ୍ତର୍ଗତ ଘଟଗାଁଠାରୁ ପ୍ରାୟ ୧୦ କି.ମି. ଦୂର ଅଟେଇ ଜଙ୍ଗଲ ମଧ୍ୟ ଦେଇ ଯାଇଥିବା ଜାତୀୟ ରାଜପଥ ନଂ.୨୦ରେ ବୁଧବାର ଭୋର୍‌ ସମୟରେ ରାସ୍ତା ଅତିକ୍ରମ ସମୟରେ ଅଜଣା ଗାଡ଼ି ଧକ୍କାରେ ଏକ…

ପଥରରେ ଛେଚି ଯୁବକଙ୍କୁ ହତ୍ୟା: ଜଣେ ଗିରଫ

କେନ୍ଦୁଝର,୧ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବଂଶପାଳ ବ୍ଲକ ଅନ୍ତର୍ଗତ ଫୁଲଝର ଗ୍ରାମ ନିକଟରେ ପଥରରେ ଛେଚି ଜଣେ ଯୁବକଙ୍କୁ ହତ୍ୟା ଘଟଣାରେ ସଦର ଥାନା ବୋଲି ବୁଧବାର ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି ବୋଲି ଥାନାଧିକାରୀ ସୁଶାନ୍ତ ଦାସ ସୂଚନା…

ବଜାରରେ ବୁଲିଲା ଗୋଠଛଡ଼ା ଦନ୍ତା

ତେଲକୋଇ,୧।୩(ଡି.ଏନ.ଏ): କେନ୍ଦୁଝର ଜିଲା ତେଲକୋଇ ବଜାର ଅଞ୍ଚଳରେ ମଙ୍ଗଳବାର ଏକ ଗୋଠଛଡ଼ା ଦନ୍ତା ବୁଲୁଥିବା ଦେଖିବାକୁ ମିଳିଥିଲା। ବଜାର ପାର୍ଶ୍ୱରେ ଥିବା କ୍ଷେତରେ ପଶି ଫସଲ ନଷ୍ଟ କରିବା ସହ ଘର ଭାଙ୍ଗିଛି। ଫଳରେ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି। ଗୋଠଛଡ଼ା…

ବଢ଼ିଲା ବାଘ-ମଣିଷ ସୁରକ୍ଷା ଚିନ୍ତା

କେନ୍ଦୁଝର,୧।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗଁା ରେଞ୍ଜ ଅଟେଇ ସଂରକ୍ଷିତ ଜଙ୍ଗଲରେ ବାଘ ବୁଲୁଛି। ୩/୪ ବର୍ଷ ବୟସର ଏହା ଏକ ଅଣ୍ଡିିରା ମହାବଳ ବୋଲି ବନ ବିଭାଗ ସୂଚନା ଦେଇଛି। ଏନେଇ ଅଞ୍ଚଳରେ ଭୟର ବାତାବରଣ ଦେଖାଯାଇଛି। ଲୋକଙ୍କ ସୁରକ୍ଷା ସହ…

ଧରମ ଝିଅ ବାହାଦେବାକୁ ଯାଇ ଜୀବନ ଗଲା

ପାଟଣା,୧।୩: ଧରମ ଝିଅକୁ ବିବାହ ଦେବାକୁ ମଧ୍ୟପ୍ରଦେଶ ଯାଇଥିବା କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ତାଙ୍କୁ ହତ୍ୟାକରି ଫିଙ୍ଗି ଦିଆଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଟାଙ୍ଗରପଡ଼ା ପଞ୍ଚାୟତ ଗାଲଫୁଲା ଗ୍ରାମ ଉପର…

ପଥରରେ ଛେଚି ଯୁବକଙ୍କୁ ହତ୍ୟା, ଜଣେ ଅଟକ

କେନ୍ଦୁଝର,(ସ୍ବ.ପ୍ର.): ସଦର ଥାନା ବଂଶପାଳ ବ୍ଲକ ଅନ୍ତର୍ଗତ ଫୁଲଝର ଗ୍ରାମ ନିକଟରେ ଜଣେ ଯୁବକଙ୍କୁ ପଥର ଛେଚି ହତ୍ୟା ଘଟଣା ଚାଞ୍ଚଲ୍ୟ ଖେଳିଯାଇଛି। ଯୁବକ ଜଣଙ୍କ କୁଶକଳା ଗ୍ରାମର ତରଣିସେନ ଖଟୁଆ ବୋଲି ଜଣାପଡିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ…

ମୋବାଇଲ ବଦଳରେ ଆସିଲା ଜୋତା, ବେଲ୍‌ଟ

ପାଟଣା,୨୮ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ କଣ୍ଟିଆପଡ଼ାର ରଞ୍ଜନ ବେହେରା ଅନଲାଇନ୍‌ ଠକେଇର ଶିକାର ହୋଇଛନ୍ତି। ମୋବାଇଲ ଲଟେରି ଉଠିଥିବା କହି ଦୁର୍ବୃତ୍ତ ତାଙ୍କଠାରୁ ୪ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଠକି ନେଇଛନ୍ତି। ମୋବାଇଲ ବଦଳରେ ଜୋତା, ବେଲ୍ଟ ଓ ପର୍ସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri