କେନ୍ଦୁଝର

ଖ୍ରୀଷ୍ଟିଆନ ପରିବାରକୁ ଜୀବନ୍ତ ଜାଳିଦେଇଥିବା ଦାରା ସିଂ କିଏ? ୨୬ ବର୍ଷ ଜେଲଦଣ୍ଡ ପରେ ଏବେ ଚର୍ଚ୍ଚାରେ, ବଜରଙ୍ଗ ଦଳ ସହ…

କେନ୍ଦୁଝର/ନୂଆଦିଲ୍ଲୀ,୧୫।୭: ଓଡ଼ିଶାର କେନ୍ଦୁଝର ଜିଲା ଜେଲ୍‌ରେ ବନ୍ଦୀ ଥିବା ରବୀନ୍ଦ୍ର ପାଲ ସିଂ ଓରଫ ଦାରା ସିଂ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ବିଗତ ୨୬ ବର୍ଷ ଧରି ଜେଲରେ ଥିବା ୬୨ ବର୍ଷୀୟ ଦାରାଙ୍କୁ ମୁକ୍ତ କରିବା ପାଇଁ ପ୍ରକ୍ରିୟା…

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା ସମୟରେ ପାଣିରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଜଣକ…

ଆନନ୍ଦପୁରରେ ପୁଣି ହାତୀ: ଫକୀରପୁର-ସିଙ୍ଗଡୋଭ ସୀମାରେ ଗତିବିଧି, ସତର୍କ ରହିବାକୁ …

ବଞ୍ଚୋ, ୧୪।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଫକୀରପୁର–ସିଙ୍ଗଡୋଭ ସୀମାନ୍ତ ଅଞ୍ଚଳରେ ପୁଣି ଏକ ହାତୀର ଗତିବିଧି ଦେଖାଯିବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ ପ୍ରକାଶ ପାଇଛି। ଏ ସମ୍ପର୍କରେ ଆନନ୍ଦପୁର ବନଖଣ୍ଡର ଡିଏଫଓ ପ୍ରଶାନ୍ତ କୁମାର ପଣ୍ଡା…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨ ଯୁବକଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା। ସଂଘର୍ଷରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏନେଇ…

ହାଟଡିହୀ ବ୍ଲକରେ ପଶିଲା ଭିଜିଲାନ୍ସ: ମିଶନ ଶକ୍ତିରେ ଦୁର୍ନୀତି ଅଭିଯୋଗ

ହାଟଡିହୀ,୧୩l୭((ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ପୁଣି ପଶିଛି ଭିଜିଲାନ୍ସ। ଗତ କିଛିଦିନ ତଳେ ଭିଜିଲାନ୍ସ ଷ୍ଟ୍ରିଟ ଲାଇଟ ଦୁର୍ନୀତି ନେଇ ହାଟଡିହୀ ବ୍ଲକରେ ଖୋଳତାଡ଼ କରିଥିବା ଜଣାପଡ଼ିଛି। ଏଥର ମିଶନ ଶକ୍ତି ବିଭାଗରେ ହୋଇଥିବା ଅନିୟମିତତାର ତଦନ୍ତ ପାଇଁ ପଶିଥିଲା।…

ଓଲଟିଲା ପିଆଜ ବୋଝେଇ ଟ୍ରକ୍‌, ଯିଏ ପାରିଲେ ମନଇଚ୍ଛା ବୋହିନେଲେ

କେନ୍ଦୁଝର,୧୨ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ସକାଳେ କେନ୍ଦୁଝର ଜିଲାର ଜୁଡ଼ିଆ ଘାଟିରେ ଏକ ପିଆଜ ବୋଝେଇ ଟ୍ରକ୍‌ ଓଲଟି ୨ ଜଣ ଆହତ ହୋଇଛନ୍ତି। ଉକ୍ତ ପିଆଜ ବୋଝେଇ ଟ୍ରକ୍‌ଟି ଘାଟି ରାସ୍ତାରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା ଉପରେ…

ସ୍କୁଲ କମିଟି ଅଧ୍ୟକ୍ଷ ଚୟନକୁ ନେଇ ବିବାଦ: ପହଞ୍ଚିଲା ପୋଲିସ, ତଦନ୍ତ କରିବେ ଅତିରିକ୍ତ ଶିକ୍ଷାଧିକାରୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଗାଁ କପିଳେଶ୍ୱର ହାଇସ୍କୁଲରେ ସ୍କୁଲ ପରିଚାଳନା କମିଟିର ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଚୟନକୁ ନେଇ ତୀବ୍ର ବିବାଦ ଦେଖାଦେଇଛି। ବିଦ୍ୟାଳୟ ପରିସରରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହେବାରୁ ପ୍ରଧାନ ଶିକ୍ଷକଙ୍କ…

ରାଜଧାନୀରେ ବଦଳିଲା ଆନ୍ଦୋଳନର ରୂପ: “ଅଟୋ ଚିହ୍ନ” ଚର୍ଚ୍ଚା ଭିତରେ ସରକାରଙ୍କୁ ଘେରିଲେ ଭାଜପା କର୍ମୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁରରୁ ଆରମ୍ଭ ହୋଇଥିବା “ବୈତରଣୀ ବଞ୍ଚାଅ ଆନ୍ଦୋଳନ” ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବା ବେଳକୁ ଏହାର ରୂପ ରଙ୍ଗ ସମ୍ପୂର୍ଣ୍ଣ ବଦଳିଯାଇଛି। ଆରମ୍ଭରେ ପୁରୁଷ ଓ ମହିଳାଙ୍କ ବିପୁଳ ଭିଡ଼ ଦେଖାଯାଉଥିବା ଏହି ଆନ୍ଦୋଳନ…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ କଟକ ଜିଲାର ନେମାଳ ଥାନା ଅନ୍ତର୍ଗତ…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି। ଘାଟରୁ ବାଲି ଉତ୍ତୋଳନ ସମ୍ପୂର୍ଣ୍ଣ ବନ୍ଦ ଥିବା ସତ୍ତ୍ୱେ କିଛି କୁଚକ୍ରୀ ଗୋଷ୍ଠୀ…

ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ ଘଟଣା: ତଦନ୍ତ କଲା ସାଇଣ୍ଟିଫିକ୍‌ ଟିମ୍‌

କେନ୍ଦୁଝର,୧୦ା୭ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ଜଣେ ୬ ବଷର୍ର ଶିଶୁକନ୍ୟାଙ୍କୁ ତାଙ୍କର ସମ୍ପର୍କୀୟ ମାମୁ ବଳାତ୍କାର କରି ହତ୍ୟା ଉଦ୍ୟମ କରିବା ଘଟଣା ସମଗ୍ର ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ପୋଲିସ ଶିଶୁକନ୍ୟାଙ୍କ…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ: ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ବାରିପଦା, ୧୦।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡସାହି ବ୍ଲକ କାର୍ଯ୍ୟାଳୟର ଜଣେ କନିଷ୍ଠ ଯନ୍ତ୍ରୀ ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବାଲେଶ୍ୱର ଭିଜିଲାନ୍ସ ଟିମ୍‌ ହାତରେ ଧରାପଡ଼ିଛନ୍ତି। ଅଭିଯୁକ୍ତ କନିଷ୍ଠ ଯନ୍ତ୍ରୀ ସୁଶୀଲ ସିଂଙ୍କୁ ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?