ସ୍ବପ୍ନ ପାଲଟିଛି ଯାତ୍ରୀବାହୀ ଟ୍ରେନ୍ ଚଳାଚଳ
କେନ୍ଦୁଝର, ୧୨ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍ ଅନ୍ତର୍ଗତ ବଲାଣିସ୍ଥିତ ବଲାଣି ଖାଦାନ ଷ୍ଟେଶନ କାର୍ଯ୍ୟକ୍ଷମ ହେବାର ୬୦ ବର୍ଷ ଅତିକ୍ରମ କରିଛି। ଏକଦା ଖଣିଜ ପରିବହନ ନିମନ୍ତେ ପ୍ରତିଷ୍ଠା ହୋଇଥିବା ଉକ୍ତ ରେଳଷ୍ଟେଶନରେ ଯାତ୍ରୀବାହୀ ରେଳ ଚଳାଚଳ…
ବୋଲେରୋ ଧକ୍କାରେ ଶିଶୁ ମୃତ: କନ୍ଷ୍ଟେବଳ ଗାଡ଼ି ଚଳାଉଥିବା ସନ୍ଦେହ
କେନ୍ଦୁଝର,୧୧।୧୨(ନି.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅଧୀନ ରାଇସୁଆଁ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ଏକ ବୋଲେରୋ ଧକ୍କାରେ ଅଢ଼େଇ ବର୍ଷ ଶିଶୁର ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ ଚାଳକ ଏବଂ ଗାଡ଼ିରେ ଥିବା ଅନ୍ୟ ଜଣେ ଗାଡ଼ି ଛାଡ଼ି ଫେରାର…
କେନ୍ଦୁଝରରେ ଡବଲ ମର୍ଡର
କେନ୍ଦୁଝର,୧୧ା୧୨(ସ୍ବ.ପ୍ର.): ଦୈତାରୀ ଥାନା ଅନ୍ତର୍ଗତ ରାସୋଳ ଗ୍ରାମରେ ଶନିବାର ରାତିରେ ଦମ୍ପତିଙ୍କୁ ହାଣି ହତ୍ୟା କରାଯିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ସେମାନେ ଘର ବାହାରେ ଶୋଇଥିବା ବେଳେ କେହି ଦୁର୍ବୃତ୍ତ ଧାରୁଆ ଅସ୍ତ୍ରରେ ମୁଣ୍ଡ ଓ ବେକକୁ ହାଣି…
ଅଗ୍ନିକାଣ୍ଡରେ ଜଳିଗଲା ଶହଶହ ଧାନ ବିଡ଼ା
ପାଟଣା,୧୧ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୂଳି ପଞ୍ଚାୟତ ଭୁଲୁଦା ମଝି ସାହି ଖଳାରେ ଶନିବାର ରାତିରେ ଅଗ୍ନିକାଣ୍ଡ ଘଟିବାରୁ ୩ ଜଣ ଚାଷୀ ଶହଶହ ଧାନ ବିଡ଼ା ପୋଡ଼ି ପାଉଁଶ ହୋଇଯାଇଛି। ତେବେ ଖଳାରେ ଅଗ୍ନିକାଣ୍ଡ କିଭଳି ଘଟିଲା ତାହା…
ଯୁବକଙ୍କୁ ଛୁରାମାଡ଼ ଘଟଣା: ଜଣେ ଗିରଫ
ବଡ଼ବିଲ,୧୦ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ପୁରୁଣା ବସ୍ଷ୍ଟାଣ୍ଡରେ ଜଣେ ଯୁବକଙ୍କୁ ଗତ ମଙ୍ଗଳବାର ପୂର୍ବାହ୍ନରେ ଜଣେ ଦୁର୍ବୃତ୍ତ ଛୁରାମାଡ଼ କରି ଫେରାର ହୋଇଯାଇଥିଲେ। ଏହି ଘଟଣାରେ ଶନିବାର ପୋଲିସ ସଂପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଆଜାଦ…
କେନ୍ଦୁଝର ଗସ୍ତରେ ନୀତି ଆୟୋଗ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ, ବିଭିନ୍ନ କାର୍ଯ୍ୟର ତଦାରଖ
କେନ୍ଦୁଝର,୧୦ା୧୨(ସ୍ବ.ପ୍ର.): ନୀତି ଆୟୋଗର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପରମେଶ୍ୱରନ ଆୟାରଙ୍କ ନେତୃତ୍ୱରେ ଆୟୋଗର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଶନିବାର କେନ୍ଦୁଝର ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମର ତଦାରଖ କରିଛନ୍ତି। ରାଜ୍ୟ ସରକାରଙ୍କ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ…
ଗାଁରେ ପଶିଲେ ୨୩ ଟିକିଆ ହାତୀପଲ: ଭାଙ୍ଗିଲେ ଘର, ଖାଇଲେ ଧାନ
ପାଟଣା,୧୦।୧୨(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଞ୍ଚଳରେ ୨୩ ଟିକିଆ ବଣୁଆ ଝାଡ଼ଖଣ୍ଡୀ ହାତୀଙ୍କ ଉତ୍ପାତ ଜାରି ରହିଛି। ଶୁକ୍ରବାର ରାତିରେ ହାତୀପଲ ଡେଣୁଆ ଗାଁରେ ପଶି ଦୁଶା ମୁଣ୍ଡାଙ୍କ ଘର କାନ୍ଥ ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ଏପରିକି…
ଆଦର ଅଛି, ମିଳୁନି ପ୍ରୋତ୍ସାହନ
କେନ୍ଦୁଝର,୯ା୧୨:ସାନ୍ତାଳମାନଙ୍କର ଲୋକନୃତ୍ୟ ଲୋକଙ୍କ ମନକୁ ଛୁଉଁଥିବା ବେଳେ ବିଭିନ୍ନ କାର୍ଯ୍ୟକ୍ରମରେ ନୃତ୍ୟ ଦେଖିବାକୁ ମିଳେ। ଆଧୁନିକତାର ଚାକଚକ୍ୟରେ ଏହି ଲୋକନୃତ୍ୟ ଏବେ ସଂଘର୍ଷ କରୁଛି। ସରକାରୀସ୍ତରରେ ପ୍ରୋତ୍ସାହନର ଅଭାବ ଯୋଗୁ ଆକର୍ଷଣ ହରାଇବାରେ ଲାଗିଛି। ପୂର୍ବରୁ ସାନ୍ତାଳୀ ବେଶଭୂଷାରେ ଏହି ନୃତ୍ୟ…
ବାଦାମପାହାଡରୁ କେନ୍ଦୁଝରକୁ ହେବ ରେଳ ସଂଯୋଗ
କେନ୍ଦୁଝର,୮।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲାରୁ ମୟୂରଭଞ୍ଜ ଜିଲା ବାଦାମପାହାଡକୁ ରେଳଲାଇନ୍ ସଂଯୋଗ ହେବ। ଦୀର୍ଘ ୮୦ କିମି ନୂଆ ରେଳଲାଇନ୍ କାମର ଫାଇନାଲ ଲୋକେଶନ ସର୍ଭେ ପାଇଁ ରେଳବାଇ ବିଭାଗ କୋଲକାତା ଦକ୍ଷିଣ ପଶ୍ଚିମତଟ ରେଳବାଇର ସାଧାରଣ ପ୍ରବନ୍ଧକଙ୍କୁ ଚିଠି ଲେଖିଛନ୍ତି। ଏହି…
ନାବାଳିକା ଅପହରଣ ମାମଲାରେ ଯୁବକ ଗିରଫ
ଆନନ୍ଦପୁର,୮।୧୨(ସ୍ବ.ପ୍ର.): ଆନନ୍ଦପୁର ପୋଲିସ ଏକ ନାବାଳିକା ଅପହରଣ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅପହରଣର ମାସେ ପରେ ଅଭିଯୁକ୍ତଙ୍କୁୁ ଗିରଫ କରିବାରେ ଆନନ୍ଦପୁର ପୋଲିସ ସଫଳ ହୋଇଛି। ଅଭିଯୁକ୍ତ ଆନନ୍ଦପୁର ପୌରପରିଷଦ ଫକୀରପୁର ୧୦ନଂ ଓାର୍ଡ଼ର ପଦ୍ମନାଭ ଜେନାଙ୍କ ପୁଅ ଜିତୁ…
ଠକେଇ ଅଭିଯୋଗରେ ପୂର୍ବତନ ସରପଞ୍ଚ ଗିରଫ
କେନ୍ଦୁଝର,୮।୧୨ (ସ୍ବ.ପ୍ର.) : କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ଡିମ୍ବୋ ପଞ୍ଚାୟତର ପୂର୍ବତନ ସରପଞ୍ଚ ଅଖିଳ ଚନ୍ଦ୍ର ନାୟକଙ୍କୁ ଟାଉନ୍ ପୋଲିସ ଗୁରୁବାର ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସୂଚନାଯୋଗ୍ୟ, ଡିମ୍ବୋ ପଞ୍ଚାୟତ ବାଇଗଣପଶି ଗ୍ରାମର ଜଣେ…
ତୃତୀୟ ଦିନରେ ଆଶାକର୍ମୀଙ୍କ ଧାରଣା
ପାଟଣା,୮ା୧୨(ସ୍ବ.): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଗୁରୁବାର ପାଟଣା ବ୍ଲକରେ କାର୍ଯ୍ୟରତ ଆଶାକର୍ମୀମାନେ ବିଭିନ୍ନ ଦାବି ନେଇ ଧାରଣାରେ ବସି ଆନ୍ଦୋଳନ ଜାରି ରଖିଛନ୍ତି। ଗୁରୁବାର ରାଜନଗର ସେକ୍ଟରର ୩୨ରୁ ଊର୍ଦ୍ଧ୍ୱ ଆଶାକର୍ମୀ ୭ ଦଫା ସମ୍ବଳିତ ଦାବି…
Archives


