କେନ୍ଦୁଝର

ଉନ୍ନୟନ କାର୍ଯ୍ୟ ଶୀଘ୍ର ସାରିବାକୁ ନିର୍ଦ୍ଦେଶ

ଯୋଡ଼ା/ବଡ଼ବିଲ୍‌/କେନ୍ଦୁଝର,୨୦ା୪(ଡି.ଏନ.ଏ./ସ୍ବ.ପ୍ର.): ଗ୍ରାମ୍ୟ ଉନ୍ନୟନ ଓ ସୂଚନା ଲୋକସମ୍ପର୍କ ବିଭାଗ ତଥା ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ କେନ୍ଦୁଝର ଜିଲା ଯୋଡ଼ା ଓ ବଡ଼ବିଲ ଅଞ୍ଚଳର ବିଭିନ୍ନ ଉନ୍ନୟନ କାର୍ଯ୍ୟ ସମୀକ୍ଷା କରିଛନ୍ତି। ଗ୍ରାମୀଣ ଉନ୍ନୟନ କାର୍ଯ୍ୟ ଓ ସହରାଞ୍ଚଳର…

ଭାଲୁ ଆକ୍ରମଣରେ ବାପା-ପୁଅ ଗୁରୁତର

କେନ୍ଦୁଝର,୧୯।୪(ସ୍ବ.ପ୍ର.): ସଦର ରେଞ୍ଜ ଅନ୍ତର୍ଗତ ପଳାଶପଙ୍ଗା ପଞ୍ଚାୟତ ସତେଇଭଞ୍ଜ ପାହାଡ ପାଶର୍‌ବ ନିକଟବର୍ତ୍ତୀ ଶ୍ରୀ ଜଗନ୍ନାଥ କାରଖାନା ରାସ୍ତା ସମ୍ମୁଖରେ ବୁଧବାର ଭାଲୁ ଆକ୍ରମଣରେ୨ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ କାଉଁରୀକଳା ପଞ୍ଚାୟତ ଖୁଣ୍ଟାପଡା ଗ୍ରାମର ଦୁଲ୍ଲଭ ମୁଣ୍ତା(୪୫) ସାନପୁଅ…

ପ୍ରମୁଖ ସଚିବ ସଞ୍ଜୟ କୁମାର ସିଂହଙ୍କ ଯୋଡ଼ା-ବଡ଼ବିଲ ଗସ୍ତ

ବଡ଼ବିଲ,୧୯ା୪(ସ୍ବ.ପ୍ର.): ଗ୍ରାମ୍ୟ ଉନ୍ନୟନ ଓ ସୂଚନା ଲୋକସମ୍ପର୍କ ବିଭାଗର ପ୍ରମୁଖ ସଚିବ ସଞ୍ଜୟ କୁମାର ସିଂହ ବୁଧବାର କେନ୍ଦୁଝର ଜିଲା ଯୋଡ଼ା-ବଡ଼ବିଲ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଶ୍ରୀ ସିଂହ, ପ୍ରଥମେ ଯୋଡ଼ା ବ୍ଲକ କଣ୍ଡରାଠାରେ ନିର୍ମାଣାଧୀନ…

ଜବରଦଖଲକାରୀଙ୍କୁ ପୌର ପ୍ରଶାସନର ନୋଟିସ

କେନ୍ଦୁଝର,୧୯।୪(ସ୍ବ.ପ୍ର.) କେନ୍ଦୁଝର ପୌରାଞ୍ଚଳରେ ଗତ କିଛି ଦିନ ଧରି ପୌରପ୍ରଶାସନ ପକ୍ଷରୁ ସରକାରୀ ଜମି ଜବରଦଖଲ ଚିହ୍ନଟ ନେଇ ନିଆଯାଇଥିବା ପଦକ୍ଷେପ ପରେ ମଙ୍ଗଳବାର ଜବରଦଖଲକାରୀଙ୍କୁ ନୋଟିସ ଦିଆଯାଇଛି। ସମୁଦାୟ ୯୦ ଜଣଙ୍କୁ ଏଭଳି ନୋଟିସ ଦିଆଯାଇଛି। ବିଶେଷ କରି ସରକାରୀ…

ଛାଡ଼ି ଯାଇଥିବା ଗାଡ଼ି ନେବାକୁ ଆସି ଧରାପଡ଼ିଲେ ୨ ସାଙ୍ଗ

କେନ୍ଦୁଝର,୧୯।୪ (ସ୍ବ.ପ୍ର.): କେନ୍ଦୁଝର ସଦର ମହଦେଈଯୋଡ଼ାର ଦୁଇ ସାଙ୍ଗ ଚୋରି କରିବାକୁ ଆସି ଧରାପଡ଼ିଛନ୍ତି। ସେମାନେ ଛାଡ଼ି ଯାଇଥିବା ଗାଡ଼ି ନେବାକୁ ଆସିଥିବା ବେଳେ ସ୍ଥାନୀୟ ଲୋକେ ସେମାନଙ୍କୁ ଧରି ପୋଲିସ ଜିମା ଦେଇଛନ୍ତି। ଟାଉନ ପୋଲିସ ଏକ ମାମଲା(ନଂ.୧୫୬/୨୩) ରୁଜୁ…

ପ୍ରାର୍ଥନା କ୍ଲାସରେ ଅସୁସ୍ଥ ହୋଇପଡ଼ିଲେ ଛାତ୍ର

ପାଟଣା,୧୮।୪(ସ୍ବ. ପ୍ର.): କେନ୍ଦୁଝର ଜିଲାରେ ଦିନ ୧୦ଟା ବାଜିଲେ ପ୍ରବଳ ଖରା ଅନୁଭୂତ ହେଉଛି। ଖରାରେ ଲୋକେ ଆଉଟୁ ପାଉଟୁ ହେଉଥିବା ବେଳେ କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟରେ ମଙ୍ଗଳବାର ପୂର୍ବାହ୍ନରେ ତାପମାତ୍ରା ୩୮ ଡିଗ୍ରୀ ଉପରେ ପହଞ୍ଚିଛି। ଏଭଳିସ୍ଥିତିରେ ସ୍କୁଲ,…

୨୯ ହଜାର ହେକ୍ଟର ଜମିକୁ ମାଡ଼ିବ ପାଣି

ଯୋଡ଼ା,୧୮ା୪(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ରେ ନିର୍ମାଣାଧୀନ ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀବନ୍ଧ ଯୋଜନା କାନପୁର ଡ୍ୟାମ୍‌ ପ୍ରକଳ୍ପ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ବନ୍ଧରେ ଜଳ ସଂରକ୍ଷଣ ପାଇଁ ବୈତରଣୀ ନଦୀର ଜଳ ପ୍ରବାହକୁ ବନ୍ଧ ବାନ୍ଧି ଦିଆଯାଇଛି। ପ୍ରକଳ୍ପ କାର୍ଯ୍ୟକାରୀ…

୨୯ ହଜାର ହେକ୍ଟର ଜମିକୁ ମାଡ଼ିବ ପାଣି

ଯୋଡା,୧୮।୪(ଡି.ଏନ.ଏ.) କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ରେ ନିର୍ମାଣାଧୀନ ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀବନ୍ଧ ଯୋଜନା କାନପୁର ଡ୍ୟାମ୍‌ ପ୍ରକଳ୍ପ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ବନ୍ଧରେ ଜଳ ସଂରକ୍ଷଣ ପାଇଁ ବୈତରଣୀ ନଦୀର ଜଳ ପ୍ରବାହକୁ ବନ୍ଧ ବାନ୍ଧି ଦିଆଯାଇଛି। ପ୍ରକଳ୍ପ କାର୍ଯ୍ୟକାରୀ…

ଜଙ୍ଗଲରେ ଜଳ ସଙ୍କଟ, ବିପଦରେ ବନ୍ୟପ୍ରାଣୀ

ସରୁନି ଜଳାଶୟ କାମ କେନ୍ଦୁଝର,୧୮।୪(ସ୍ବ.ପ୍ର.) ବନ୍ୟଜନ୍ତୁଙ୍କ ପାଇଁ ଜଙ୍ଗଲରେ ଜଳ ସୁବିଧା ପାଇଁ ବନ ବିଭାଗ ପକ୍ଷରୁ ଜଳାଶୟ ଖନନ କରାଯାଉଛି। ତେବେ ଉପଯୁକ୍ତ ତଦାରଖ ଅଭାବରୁ ଠିକ୍‌ ସମୟରେ ନିର୍ମାଣ କାର୍ଯ୍ୟ ସରୁ ନ ଥିବାରୁ ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ପାଇଁ…

ସାଇକେଲରେ ବୁହା ହେଉଛି ଅଳିଆ

କେନ୍ଦୁଝର ପୌରପାଳିକା କେନ୍ଦୁଝର,୧୮।୪(ସ୍ବ.ପ୍ର.)କେନ୍ଦୁଝର ଜିଲା ମୁଖ୍ୟାଳୟ ତଥା ପୌରପାଳିକାରେ ସାଇକେଲରେ ବୁହା ହେଉଛି ଅଳିଆ। ମଇଳା ଆବର୍ଜନା ସଫେଇ ପାଇଁ ଠିକ ସଂସ୍ଥା ଜରିଆରେ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରାଯାଉଥିବା ବେଳେ ସଫେଇ କର୍ମଚାରୀମାନଙ୍କୁ ଟ୍ରଲି ଗାଡ଼ି ଦିଆଯାଉନାହିଁ। ଏଥିସହ…

କେନ୍ଦୁଝରରୁ ଅଲଗା ହେବେନି ଘଟଗାଁବାସୀ

ଘଟଗାଁ,୧୭।୪(ଡି.ଏନ.ଏ.): କେନ୍ଦୁଝର ଜିଲାକୁ ବିଭାଜନ କରି ଆନନ୍ଦପୁର ଉପଖଣ୍ଡକୁ ଏକ ନୂତନ ଜିଲା କରିବାକୁ ଆନନ୍ଦପୁରରେ ଗଣଧାରଣା ଜାରି ରହିଛି। ଯାହାକି ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପରେ ଶନିବାର ଘଟଗାଁ ପାଲା ମଣ୍ଡପରେ ଏକ ଦଳ ମତ ନିର୍ବିଶେଷରେ ବୁଦ୍ଧିଜିବୀମାନଙ୍କୁ ନେଇ…

ଟାଙ୍ଗରା ଭୂଇଁରେ ସବୁଜ ବଳୟ

ଚମ୍ପୁଆ,୧୭ା୪(ଡି.ଏନ.ଏ.): ଇଚ୍ଛା ଶକ୍ତି ଥିଲେ ଅସାଧ୍ୟ କାର୍ଯ୍ୟ ବି ସାଧନ ହୋଇପାରିବ। ଦିନେ ଯେଉଁ ସ୍ଥାନରେ ଦୂବ କଅଁଳୁ ନ ଥିଲା, ସେଠାରେ ଏବେ ସବୁଜ ବଳୟ ହୋଇଛି। ପାଣି ଅଭାବ ଓ ଅନ୍ୟାନ୍ୟ ଅସୁବିଧା ଯୋଗୁ ଚାଷୀ ଚାଷଠାରୁ ଦୂରେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?