କେନ୍ଦୁଝର

ସ୍ତ୍ରୀଙ୍କ ସହ ଝଗଡ଼ା କରି ପୋଖରୀକୁ ଡେଇଁଲେ ସ୍ବାମୀ

କେନ୍ଦୁଝର,୧ା୯(ସ୍ବ.ପ୍ର.): କେନ୍ଦୁଝର ପୌରାଞ୍ଚଳର ଶିରିପୁର ପୋଖରୀକୁ ଡେଇଁ ଜଣେ ବ୍ୟକ୍ତି ନିଖୋଜ ହୋଇଥିବା ବେଳେ ଦମକଳ ବାହିନୀ ଖୋଜାଖୋଜି କରୁଛି। ତାଙ୍କ ନାମ କୁନୁ ମୁଖୀ ବୋଲି ଜଣାପଡିଛି। ତାଙ୍କ ଘର କଟରାବେଡ଼ା ଗ୍ରାମରେ। କୁନୁ ଅନ୍ୟମାନଙ୍କ ସହିତ କାମ...

ଗଛରେ ଝୁଲୁଛି ଦୁଇ ମୃତଦେହ, ମିଳିନି ପରିଚୟ

ଆନନ୍ଦପୁର,୩୧ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧୀନ ୫୩ ନଂ ରାଜ୍ୟ ରାଜପଥର ଚାରିନାଳିଆଠାରେ ଗଛରେ ଝୁଲନ୍ତା ଅବସ୍ଥାରେ ବୁଧବାର ଦୁଇ ମୃତଦେହ ଠାବ କରାଯାଇଛି। ଏ ସମ୍ପର୍କରେ ସୂଚନା ମିଳିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ମୃତଦେହ...

ହାତୀ ମୃତ୍ୟୁ ଘଟଣା: ଠିକାସଂସ୍ଥାର ସୁପରଭାଇଜର ନିଲମ୍ବିତ

କେନ୍ଦୁଝର,୩୧ା୮(ସ୍ବ.ପ୍ର.): କେନ୍ଦୁଝରର ଜୁଡ଼ିଆ ଘାଟି ନିକଟରେ ଥିବା ଓୟୁଏଟି ପରିସରରେ ଗତ ୨୫ ତାରିଖରେ ବିଦ୍ୟୁତ୍‌ ଆଘାତରେ ଦୁଇ ମାଈ ହାତୀଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ଟାଟା ପାଓ୍ବାର (ବିଦ୍ୟୁତ୍‌ ବିଭାଗ) ପକ୍ଷରୁ ରକ୍ଷଣାବେକ୍ଷଣ କରୁଥିବା ଠିକାସଂସ୍ଥା ଜି.ଭି.ଇଲେକ୍ଟ୍ରିକାଲର...

ହାତୀ ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ

କେନ୍ଦୁଝର, ୩୧।୮(ସ୍ବ.ପ୍ର.): କେନ୍ଦୁଝର ସଦର ରେଞ୍ଜ୍‌ ଅଧୀନ ଜୁଡିଆ ନିକଟ ଓୟୁଏଟି ପରିସରରେ ବିଦ୍ୟୁତ୍‌ ଆଘାତରେ ୨ ମାଈ ହାତୀଙ୍କ ମୃତ୍ୟୁ ପରେ ହାତୀଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କମ ଉଚ୍ଚତାରେ ଥିବା ବିଦ୍ୟତ୍‌ ତାରରେ ଲତା...

ସରଗରମ ଏତଲା ରାଜନୀତି

ଆନନ୍ଦପୁର,୩୧ା୮(ସ୍ବ.ପ୍ର.): ବିଜେଡି ଓ ଭାଜପା ମଧ୍ୟରେ ପରସ୍ପର ବିରୋଧୀ ଏତଲାକୁ ନେଇ କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନ ମଣ୍ଡଳୀ ରାଜନୈତିକ ବାତାବରଣ ସରଗରମ ହେବାରେ ଲାଗିଛି। ବିଜେଡି ବିଧାୟକଙ୍କ ବିରୋଧରେ ଭାଜପା ଜିଲା ପରିଷଦ ସଦସ୍ୟା ଗାଳିଗୁଲଜ ଓ ଦୁର୍ବ୍ୟବହାର...

ସ୍ତ୍ରୀଙ୍କୁ ଯୌତୁକ ନିର୍ଯାତନା, ମରଣାନ୍ତକ ଆକ୍ରମଣ: ସ୍ବାମୀ ଗିରଫ

ବଡ଼ବିଲ,୩୦।୮(ସ୍ବ.ପ୍ର.): ସ୍ତ୍ରୀଙ୍କୁ ଯୌତୁକ ନିର୍ଯାତନା ଓ ମରଣାନ୍ତକ ଆକ୍ରମଣ ଅଭିଯୋଗରେ ସ୍ବାମୀ ମଙ୍ଗଳବାର ଗିରଫ ହୋଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଶ୍ରୀରାମ ନଗର ଅଞ୍ଚଳରେ। ସୂଚନାଯୋଗ୍ୟ, ଉତ୍ତମ ମହାକୁଡ଼ ତାଙ୍କ...

ଲାଞ୍ଚ ନେଇ ଧରାପଡ଼ିଲେ ବିଇଓ

କେନ୍ଦୁଝର,୩୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ବିଇଓ ଅଭୟ କୁମାର ବେହେରା ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ କାବୁ କରିନେଇଛି। ତଦନ୍ତରୁ ଜଣାପଡ଼ିଛି, କାଶୀସାହି ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ କମଳାକାନ୍ତ ପଣ୍ଡାଙ୍କ ବକେୟା...

ହାତୀ ମୃତ୍ୟୁ ମାମଲା: ଫରେଷ୍ଟର,ଗାର୍ଡ ନିଲମ୍ବିତ

କେନ୍ଦୁଝର,୩୦।୮ (ସ୍ବ.ପ୍ର.) ସ୍ଥାନୀୟ ଓୟୁଏଟି କ୍ୟାମ୍ପସରେ ଦୁଇ ମାଈହାତୀ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ ଘଟିବା ଘଟଣାରେ ବନ ବିଭାଗ ଫରେଷ୍ଟର ପ୍ରଦୀପ ବାରିକ ଏବଂ ଗାର୍ଡ ମିତ୍ରଭାନୁ ନାଏକଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଛି। କାର୍ଯ୍ୟରେ ଅବହେଳା ଅଭିଯୋଗରେ ଆର୍‌ସିସିଏଫ୍‌ ତାଙ୍କୁ...

ଖଣି ପ୍ରଭାବିତଙ୍କ ଦାବିକୁ ଅଣଦେଖା

ଯୋଡ଼ା, ୩୦।୮(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକରେ କାର୍ଯ୍ୟକ୍ଷମ ଟାଟାଷ୍ଟିଲ ଲଙ୍ଗ ପ୍ରଡକ୍ଟ କମ୍ପାନୀ ୨୮ନଂ. ଜିଲା ପରିଷଦ ଜୋନ୍‌ ଅଧୀନ ୫ ପଞ୍ଚାୟତର ବାସିନ୍ଦାଙ୍କ ସମସ୍ୟାକୁ ଅଣଦେଖା କରିଆସୁଛି। ନିଯୁକ୍ତି, ପ୍ରଦୂଷଣ ଭଳି ୨୧ ଗୁରୁତ୍ୱପୂର୍ଣ୍ଣ ସମସ୍ୟା ସମାଧାନରେ...

ଶିକ୍ଷୟିତ୍ରୀଙ୍କୁ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମାଡ଼ ଘଟଣା: ଉଭୟଙ୍କ ବଦଳି ଦାବିରେ ବିଦ୍ୟାଳୟରେ ତାଲା

ଆନନ୍ଦପୁର,୨୯। ୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ବେଲବାହାଳି ପଞ୍ଚାୟତ ଅଞ୍ଚଳର ଏକ ପ୍ରାଥମିକ ବିଦ୍ୟାଳୟକୁ ସୋମବାର ଗ୍ରାମବାସୀ ତାଲା ପକାଇଦେଇଛନ୍ତି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଓ କନିଷ୍ଠ ଶିକ୍ଷୟିତ୍ରୀଙ୍କ ବଦଳି ଦାବି କରି ଗ୍ରାମବାସୀ ତାଲା ପକାଇ ଆନ୍ଦୋଳନ...

ସୁରକ୍ଷାକର୍ମୀଙ୍କୁ ଆକ୍ରମଣ କରି ଲୁଟିବା ଘଟଣାରେ ଗିରଫ ହେଲେ ୨ ଅଭିଯୁକ୍ତ

ବଡ଼ବିଲ,୨୯।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅର୍ନ୍ତଗତ କାରାଖେଣ୍ଡରାସ୍ଥିତ ସ୍ପଞ୍ଜ ଆଇରନ ପ୍ଲାଣ୍ଟର ସୁରକ୍ଷାକର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଦେଢ଼ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ ଚୋରି ଅଭିଯୋଗରେ ପୋଲିସ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରି ସୋମବାର କୋର୍ଟ...

୬ ବର୍ଷ ପରେ ବଡ଼ବିଲରେ ପୁଣି ଡେଙ୍ଗୁ ଭୟ

ବଡ଼ବିଲ,୨୯ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲରେ ୬ ବର୍ଷ ପରେ ପୁଣି ଥରେ ଡେଙ୍ଗୁ ଭୟ ଦେଖାଦେଇଛି। ବଡ଼ବିଲ ପୌରାଞ୍ଚଳ ଓ ଆଖପାଖ ପଞ୍ଚାୟତରେ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ଖବର ବ୍ୟାପିବାରେ ଲାଗିଛି। ତେବେ ଏ ନେଇ ବଡ଼ବିଲ ଗୋଷ୍ଠୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri